ଜାତୀୟ

ଆଗାମୀ ଦିନରେ ଜାତୀୟ ପତାକା ସ୍ଥାନରେ ଗେରୁଆ ପତାକା ଉଡାଇବ ଭାଜପା: ମେହେବୁବା

ଶ୍ରୀନଗର,୭ ।୧: ପିଡିପି ମୁଖ୍ୟ ମେହେବୁବା ମୁଫତି ଜମ୍ମୁ-କଶ୍ମୀର ସ୍ଥାୟୀ ଶାନ୍ତି ପାଇଁ କଥାବାର୍ତ୍ତା ସମାଧାନ ବାଟ ବୋଲି କହିବା ସହ ଶନିବାର  କହିଛନ୍ତି ଯେ କୌଣସି ଦେଶ ଯେତେ ଶକ୍ତିଶାଳୀ ହେଉନା କାହିଁକି ନିଜ ଜନତାଙ୍କ ବିରୋଧରେ ଯୁଦ୍ଧ...

ଏୟାର ଇଣ୍ଡିଆରେ ମହିଳାଙ୍କ ଉପରେ ପରିସ୍ରା ମାମଲା: ଅଭିଯୁକ୍ତ ୧୪ ଦିନିଆ ନ୍ୟାୟିକ ହେପାଜତରେ…

ନୂଆଦିଲ୍ଲୀ,୭।୧ : ଏୟାର ଇଣ୍ଡିଆ ବିମାନରେ ଜଣେ ମହିଳା ସହ-ଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଅଭିଯୋଗରେ ଅଭିଯୁକ୍ତ ଶଙ୍କର ମିଶ୍ରଙ୍କୁ ପଟିଆଲା ହାଉସ କୋର୍ଟ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇଛନ୍ତି।ଅଭିଯୁକ୍ତ ଗତ ବର୍ଷ ନଭେମ୍ବର ୨୬ ରେ ନ୍ୟୁୟର୍କରୁ...

ଭାରତ ଯୋଡୋ ଯାତ୍ରାର ଉଦ୍ଦେଶ୍ୟ ରାହୁଲଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବା ନୁହେଁ: ଜୟରାମ ରମେଶ…

ନୂଆଦିଲ୍ଲୀ,୭।୧ : ହରିୟାଣାର ପାନିପତରୁ କଂଗ୍ରେସର ଭାରତ ଯୋଡା ଯାତ୍ରା ଶନିବାର ସକାଳେ କର୍ନଲ ଜିଲ୍ଲାରେ ପହଞ୍ଚିଛି। ଏହି ସମୟରେ ରାହୁଲ ଗାନ୍ଧୀଙ୍କ ସହ କଂଗ୍ରେସର ଅନ୍ୟ ବରିଷ୍ଠ ନେତାମାନେ ଅଂଶଗ୍ରହଣ କରିଥିଲେ। ଏହି ସମୟରେ କଂଗ୍ରେସର ବରିଷ୍ଠ ନେତା...

ବିମାନରେ ପରିସ୍ରା ମାମଲା: ୪ କ୍ୟାବିନ କ୍ରୁ, ଜଣେ ପାଇଲଟଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୭।୧: ଏୟାର ଇଣ୍ଡିଆ ବିମାନରେ ଜଣେ ମହିଳା ସହଯାତ୍ରୀଙ୍କ ଉପରେ ପରିସ୍ରା କରିବା ମାମଲା ସାମ୍ନାକୁ ଆସିଥିଲା। ଏହି ଘଟଣାରେ ଏୟାର ଇଣ୍ଡିଆ ପକ୍ଷରୁ ୪ କ୍ୟାବିନ କ୍ରୁ ଏବଂ ଜଣେ ପାଇଲଟଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।...

ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ, ସାପ୍ତାହିକ ସଂକ୍ରମଣ ୦.୧୨ ପ୍ରତିଶତ…

ନୂଆଦିଲ୍ଲୀ, ୭।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ...

ଚାମୋଲି ଯିବେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ଡେରାଡୁନ୍‌,୭।୧: ଉତ୍ତରାଖଣ୍ଡର ଚାମୋଲି ଜିଲା ଅଧୀନ ଜୋଷୀମଠ ଅଞ୍ଚଳ ଦବୁଥିବାରୁ ଶତାଧିକ ଘର ଏବଂ ରାସ୍ତାରେ ବିପଜ୍ଜନକ ଫାଟ ସୃଷ୍ଟି ହୋଇଛି। ଫଳରେ ସହରବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଭୂସ୍ଖଳନ ଯୋଗୁ ଏକ ବିଲ୍ଡିଂ ଢଳିପଡ଼ିଥିବା ବେଳେ ସିଙ୍ଗଧରଠାରେ ଥିବା ଏକ...

ବିମାନରେ ଅସଦାଚରଣ କରି ଗିରଫ ହେଲେ ଶଙ୍କର ମିଶ୍ରା

ନୂଆଦିଲ୍ଲୀ,୭।୧: ଏୟାର ଇଣ୍ଡିଆ ବିମାନରେ ଜଣେ ମହିଳାଙ୍କ ଉପରେ ପରିସ୍ରା କରି ଚର୍ଚ୍ଚାରେ ଥିବା ଶଙ୍କର ମିଶ୍ରାଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ଶୁକ୍ରବାର ରାତିରେ ବେଙ୍ଗାଲୁରୁରୁ ଦିଲ୍ଲୀ ପୋଲିସ ତାଙ୍କୁ ଗିରଫ କରି ଶନିବାର କୋର୍ଟରେ ହାଜର କରିବ।...

ଦିଲ୍ଲୀରେ ୧.୫ ଡିଗ୍ରୀ ତାପମାତ୍ରା: ଯାତାୟାତ ବାଧାପ୍ରାପ୍ତ

ନୂଆଦିଲ୍ଲୀ,୭।୧୨: ଜାତୀୟ ରାଜଧାନୀରେ ଶୀତଲହରୀ ଜାରି ରହିଛି। ଗୁରୁବାର ରାତିରେ ଦିଲ୍ଲୀରେ ସର୍ବନିମ୍ନ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଅନେକ ଅଞ୍ଚଳରେ ଘନକୁହୁଡି ଦୃଶ୍ୟମାନ ହୋଇଥିଲା। ଫଳରେ ଗାଡି ଚଳାଚଳରେ ବାଧାପ୍ରାପ୍ତ ହୋଇଥିଲା। ଅନ୍ୟପଟେ, ଖରାପ...

ଭାରତ ଯୋଡ଼ୋ ଯାତ୍ରାରେ କେନ୍ଦ୍ରକୁ ଟାର୍ଗେଟ

ପାନିପଥ,୭ା୧(ପି.ଟି.): କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ଅବସରରେ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର ହରିୟାଣାର ପାନିପଥଠାରେ ଏକ ରାଲିକୁ ସମ୍ବୋଧନ କରି ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ସମାଲୋଚନା କରିଛନ୍ତି। ଏହି ସରକାର ଅମଳରେ ଦରଦାମ୍‌...

ଜୋଷୀମଠ ଭୂମି ଧସିବା ଘଟଣାକୁ ନେଇ କମିଟି ଗଠନ କଲେ କେନ୍ଦ୍ର ସରକାର, ୩ ଦିନରେ ବେଦାକୁ ପଡିବ ରିପୋର୍ଟ

ନୂଆଦିଲ୍ଲୀ,୭ ।୧: ଉତ୍ତରାଖଣ୍ଡର ଜୋଷୀମଠ ଭୁମି ଧସିବା ଘଟଣାକୁ ନେଇ କେନ୍ଦ୍ର ସରକାର ଆଲର୍ଟ ହୋଇଯାଇଛନ୍ତି । କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଜୋଷୀମଠ ଭୁମି ଧସିବା ଘଟଣାକୁ ନେଇ ଏକ କମିଟି ଗଠନ କରିଛନ୍ତି । କମିଟି ଉକ୍ତ...

ସରକାରଙ୍କ ଆତଙ୍କବାଦ ଉପରେ ପ୍ରହାର, ଜୈଶ-ଏ-ମହମ୍ମଦ ସହ ଜଡିତ ପିଏଏଫଏଫକୁ ଘୋଷଣା କରାଗଲା ଆତଙ୍କବାଦୀ ସଙ୍ଗଠନ

ନୂଆଦିଲ୍ଲୀ,୭ ।୧: ଭାରତ ସରକାର ପୁଣିଥରେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ଉପରେ ବଡ ପ୍ରହାର କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଶୁକ୍ରବାର ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଙ୍ଗଠନ ଜୈଶ-ଏ-ମହମ୍ମଦ ସହ ଜଡିତ ‘ପିପୁଲ୍ସ ଆଣ୍ଟି ଫାସିଷ୍ଟ ଫ୍ରଣ୍ଟ’(ପିଏଏଫଏଫ)କୁ ଆତଙ୍କବାଦୀ...

ଲାଞ୍ଚୁଆ ବାବୁଙ୍କ ନାଁ କୁହନି, ଫଟୋ ଦେଖାଅନି

ନୂଆଦିଲ୍ଲୀ,୭ା୧: ଲାଞ୍ଚ ମାମଲାରେ କୌଣସି ଅଭିଯୁକ୍ତ କୋର୍ଟରେ ଦୋଷୀ ପ୍ରମାଣିତ ନ ହେବା ଯାଏ ତାଙ୍କ ନାମ କିମ୍ବା ଫଟୋ ପ୍ରଘଟ ନ କରିବାକୁ ରାଜସ୍ଥାନର ଆଣ୍ଟାଇ-କରପ୍ସନ ବ୍ୟୁରୋ (ଏସିବି) ପକ୍ଷରୁ ଏହାର ଅଧିକାରୀମାନଙ୍କୁ ଦିଆଯାଇଥିବା ଏକ ନିର୍ଦ୍ଦେଶକୁ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri