ଜାତୀୟ

ଭାରତ-ଚାଇନା ଏକ ହେଲେ ବିଶ୍ୱ ଲାଭବାନ୍‌ ହେବ: ଦଲାଇ ଲାମା

ଥିରୁଭାନନ୍ତପୁରମ, ୬।୧: ଭାରତ ଓ ଚାଇନା ଏକାଠି କାର୍ଯ୍ୟ କଲେ ବିଶ୍ୱ ଲାଭବାନ ହେବ ବୋଲି ବୌଦ୍ଧ ଧର୍ମଗୁରୁ ଦଲାଇ ଲାମା କହିଛନ୍ତି। ଅଧିକାଂଶ ବୌଦ୍ଧ ଧର୍ମାବଲମ୍ବୀ ବାସ କରୁଥିବା ଚାଇନା ଭାରତର ଅହିଂସା ଏବଂ କରୁଣା ନୀତିକୁ ଆପଣାଇବା...

ବୁଲ୍‌ଡୋଜରରେ ସୁପ୍ରିମକୋର୍ଟ ବ୍ରେକ୍‌

ନୂଆଦିଲ୍ଲୀ,୬ା୧: ଉତ୍ତରାଖଣ୍ଡର ନୈନିତାଲ ଜିଲା ହଲ୍‌ଦ୍ୱାନି ରେଳ ଷ୍ଟେଶନ ସଂଲଗ୍ନ ୨୯ ଏକର ଜାଗାକୁ ରେଲଓ୍ବେ ନିଜର ବୋଲି ଦାବି କରୁଛି। ସେଠାରେ ବସବାସ କରୁଥିବା ଲୋକଙ୍କୁ ସପ୍ତାହେ ପୂର୍ବରୁ ନୋଟିସ ଦେଇ ଉଚ୍ଛେଦ କରିବା ପାଇଁ ଉତ୍ତରାଖଣ୍ଡ ହାଇକୋର୍ଟ...

ସିବିଆଇକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୬ା୧: ବହୁ କୋଟି ଟଙ୍କାର ଚିଟ୍‌ଫଣ୍ଡ ଠକେଇ ମାମଲାର ତଦନ୍ତରେ ଅହେତୁକ ବିଳମ୍ବ ହେଉଥିବାରୁ ଜମାକାରୀ ନିଜ ଅର୍ଥ ଫେରସ୍ତ ପାଉନାହାନ୍ତି। ଜମାକାରୀମାନେ ୧୦-୧୫ ବର୍ଷ ପର୍ଯ୍ୟନ୍ତ ଅପେକ୍ଷା କରିପାରିବେ ନାହିଁ ବୋଲି ଗୁରୁବାର ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।...

ପୋଲିସ ଅଧିକାରୀଙ୍କୁ ମାଡ଼ମାରି ଟ୍ରାକ୍ଟର ଚଢାଇ ଦେବାକୁ ଉଦ୍ୟମ

ରାଞ୍ଚି,୫।୧: ଝାଡ଼ଖଣ୍ଡର ହଜାରିବାଗ୍‌ ଜିଲା ଅଧୀନ ବରକାର ନଦୀରୁ ବେଆଇନ ବାଲି ଉତ୍ତୋଳନକୁ ରୋକିବା ଲାଗି ଯାଇଥିବା କେତେଜଣ ପୋଲିସ ଅଫିସରଙ୍କୁ ବାଲି ମାଫିଆ ଆକ୍ରମଣ କରିବା ସହ ସେମାନଙ୍କ ଉପରେ ଟ୍ରାକ୍ଟର ଚଢାଇ ଦେବାକୁ ଉଦ୍ୟମ କରିଥିଲେ। ସେମାନେ...

ଫିଲ୍ମ ‘ପଠାନ୍‌’କୁ ନେଇ ପୁଣି ତେଜିଲା ବିବାଦ: ‘ବେସରମ୍‌ ରଙ୍ଗ’ ଗୀତକୁ ହଟାଇବାକୁ ଦାବି

ଅହମ୍ମଦାବାଦ୍‌ ୫।୧: ବଲିଉଡ୍‌ ଅଭିନେତା ଶାହାରୁଖ ଖାନ୍‌ଙ୍କ ଅଭିନୀତ ‘ପଠାନ୍‌’କୁ ନେଇ ପୁଣିଥରେ ବିଭିନ୍ନ ସଙ୍ଗଠନ ବିରୋଧ କରିବା ଆରମ୍ଭ କରିଛନ୍ତି। ଫିଲ୍ମରୁ ବିବାଦୀୟ ଗୀତ ‘ବେସରମ୍‌ ରଙ୍ଗ’ ନ ହଟାଗଲେ ଏହାକୁ ଗୁଜରାଟର କୌଣସି ସିନେମାଘରେ ରିଲିଜ୍‌ କରିବାକୁ...

ପୁଣି ବିମାନରେ ମହିଳାଙ୍କୁ ଦୁର୍ବ୍ୟବହାର: ପୂର୍ବରୁ ଶରୀରରେ ଏବେ କମ୍ବଳ ଉପରେ ପରିସ୍ରା

ନୂଆଦିଲ୍ଲୀ ୫।୧: ନ୍ୟୁୟର୍କରୁ ଦିଲ୍ଲୀ ଆସୁଥିବା ଏୟାର୍‌ ଇଣ୍ଡିଆ ବିମାନରେ ବୟସ୍କ ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କରିବା ଘଟଣାର ୧୦ ଦିନ ପରେ ଆଉ ଏକ ସମାନ ଘଟଣା ସାମ୍ନାକୁ ଆସିଛି। ନଭେମ୍ବର ୨୬ରେ ଘଟିଥିବା ସମାନ ଘଟଣା...

ରାମ ମନ୍ଦିର ଖୋଲିବା ନେଇ ତାରିଖ ଘୋଷଣା କଲେ ଶାହା

ନୂଆଦିଲ୍ଲୀ,୫।୧: ଅଯୋଧ୍ୟା ରାମମନ୍ଦିର ୨୦୨୪ ଜାନୁୟାରୀ ୧ରେ ଉଦ୍‌ଘାଟନ ହେବ। ତ୍ରିପୁରାରେ ଏକ ରାଲିକୁ ସମ୍ବୋଧନ କରିବା ଅବସରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଏନେଇ ଘୋଷଣା କରିଛନ୍ତି। ରାମ ମନ୍ଦିର ନିର୍ମାଣରେ କଂଗ୍ରେସ ବାଧା ସୃଷ୍ଟି କରିଆସୁଥିଲା। ସୁପ୍ରିମକୋର୍ଟଙ୍କ...

ଜମ୍ମୁ, ଦିଲ୍ଲୀ-ଏନ୍‌ସିଆରରେ ଭୂକମ୍ପ

ନୂଆଦିଲ୍ଲୀ,୫।୧: ଦିଲ୍ଲୀ-ଏନ୍‌ସିଆର ଏବଂ ଜମ୍ମୁ-କଶ୍ମୀରରେ ଭୂକମ୍ପ ଝଟକା। ଗୁରୁବାର ରାତି ପ୍ରାୟ ୭.୫୯ ମିନିଟ୍‌ରେ କଶ୍ମୀର ଉପତ୍ୟକାରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୯ ରହିଥିବା ବେଳେ ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ହିନ୍ଦୁ କୁଶ...

ଦୋକାନରୁ ଚୋରି ପରେ ଡାନ୍ସ କଲେ ଯୁବକ: ଭିଡିଓ ଭାଇରାଲ

ଭୋପାଳ,୫।୧: ମଧ୍ୟପ୍ରଦେଶର ଶିବପୁରୀ ଜିଲାରେ ଚୋରିର ଏକ ନିଆରା ଘଟଣା ସାମ୍ନାକୁ ଆସିଛି। ସେଠାରେ ଥିବା ଏକ ଦୋକାନରେ ଜଣେ ଦୁର୍ବୃତ୍ତ ପଶି ନଗଦ ଟଙ୍କା ଓ ଜିନିଷ ଚୋରି କରିଥିଲେ। ଏହାପରେ ସେଠାରେ ସେ ଡାନ୍ସ କରିଥିବା ଦେଖିବାକୁ...

ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୫।୧: ଉତ୍ତରପ୍ରଦେଶ ସରକାର ନିଜ ରାଜ୍ୟରେ ଶିଳ୍ପ ଆଣିବା ପାଇଁ ଜୋରସୋରରେ ଲାଗିପଡ଼ିଛନ୍ତି। ଇତିମଧ୍ୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୁମ୍ବାଇରେ ପହଞ୍ଚିଛନ୍ତି। ଯେଉଁଠାରେ ସେ ଲଗାତର ଭାବେ ଉଦ୍ୟୋଗପତିଙ୍କୁ ଭେଟୁଛନ୍ତି। ଗୁରୁବାର ଯୋଗୀ ଆଦିତ୍ୟନାଥ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ତଥା...

ମହାମାରୀ ପରେ ଭାରତର ଅର୍ଥବ୍ୟବସ୍ଥା ଭଲ ଅଛି: ନଡ୍ଡା

ବେଙ୍ଗାଲୁର,୫।୧: କୋଭିଡ-୧୯ ପରେ ମଧ୍ୟ ଦେଶରେ ଅର୍ଥନୀତି ମଜଭୂତ ହୋଇଛି। କର୍ନାଟକ ଗସ୍ତରେ ଥିବା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ତୁମକୁରରେ ଅନୁଷ୍ଠିତ ଶକ୍ତି କେନ୍ଦ୍ର ପ୍ରମୂଖ ସମ୍ମିଳନୀରେ ଏହା କହିଛନ୍ତି। ସେ କହିଛନ୍ତି, କରୋନା ଏବଂ...

କାଞ୍ଝାଓ୍ବାଲା ମାମଲା: ୪ଦିନିଆ ରିମାଣ୍ଡରେ ୫ଅଭିଯୁକ୍ତ

ନୂଆଦିଲ୍ଲୀ,୫।୧: ଦିଲ୍ଲୀ କାଞ୍ଝାଓ୍ବାଲାରେ ହିଟ୍‌ ଆଣ୍ଡ ରନ୍‌ ମାମଲା ଏବେ ଚର୍ଚ୍ଚାରେ ରହିଛି। ଏହି ମାମଲାରେ ଏଭଳି ଅନେକ ପ୍ରଶ୍ନ ରହିଛି ଯାହାର ଉତ୍ତର ଏପର୍ଯ୍ୟନ୍ତ ମିଳିନାହିଁ। ଗୁରୁବାର ଗିରଫ ହୋଇଥିବା ୫ଜଣ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଏହାପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri