ଜାତୀୟ

ଜମ୍ମୁ-କଶ୍ମୀରରେ ଆଇଏସ ସଂଗଠନରେ ଯୁବବର୍ଗଙ୍କୁ ନିଯୁକ୍ତ କରୁଛନ୍ତି ଆତଙ୍କବାଦୀ ଅବୁ ଉସମାନ: ସତର୍କ ସୂଚନା ଜାରି କଲେ ସରକାର…

ଶ୍ରୀନଗର,୫।୧ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଘଟଣା ବୃଦ୍ଧି ହେବାର ଆଶଙ୍କା କରି କେନ୍ଦ୍ର ସରକାର ପୁଣି ଥରେ ସତର୍କ ସୂଚନା ଜାରି କରିଛନ୍ତି। କିଛି ରିପୋର୍ଟରେ କୁହାଯାଇଛି ଯେ ନାଗରିକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ୧୮୦୦ ପାରାମିଲିଟାରୀ କର୍ମଚାରୀଙ୍କୁ...

ଚାକିରି ନ ଥିବାରୁ ଯୁବକଙ୍କୁ ମିଳୁନି କନ୍ୟା:ପାଓ୍ବାର

ମୁମ୍ବାଇ,୫।୧: ବେରୋଜଗାରକୁ ନେଇ ଏନସିପି ମୁଖ୍ୟ ଶରଦ ପାୱାର କେନ୍ଦ୍ର ଏବଂ ମହାରାଷ୍ଟ୍ରର ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି। ପୁଣେରେ ‘ଜନ ଜାଗରଣ ଯାତ୍ରା’ରେ ସେ କହିଛନ୍ତି, ବେକାରୀ ସମସ୍ୟା ସାମାଜିକ ସମସ୍ୟା ସୃଷ୍ଟି କରୁଛି। ଚାକିରି ଅଭାବରୁ ବିବାହ...

ଜବରଦଖଲ ଉଚ୍ଛେଦ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ହଲଦ୍ୱାନି/ନୂଆଦିଲ୍ଲୀ,୫।୧: ଉତ୍ତରାଖଣ୍ଡର ହଲ୍‌ଦ୍ୱାନିଠାରେ ୨୯ ଏକର ରେଲଓ୍ବେ ଜମିରୁ ଜବରଦଖଲ ଉଚ୍ଛେଦ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେବା ପରେ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ସୁପ୍ରିମକୋର୍ଟ ଗୁରୁବାର ଉକ୍ତ ଆବେଦନର ଶୁଣାଣି କରିବେ। ଉଚ୍ଛେଦ ବନ୍ଦ କରିବା ଲାଗି ସେଠାରେ...

ଜାତୀୟ ସ୍କାଉଟ୍ସ ଆଣ୍ଡ୍‌ ଗାଇଡ୍ସ ଜାମ୍ବୋରିକୁ ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ପାଲି,୫।୧: ରାଜସ୍ଥାନର ପାଲି ଜିଲା ଅନ୍ତର୍ଗତ ନିମ୍ବଲି ଗ୍ରାମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଅପରାହ୍ନରେ ୧୮ତମ ଜାତୀୟ ସ୍କାଉଟ୍ସ ଆଣ୍ଡ ଗାଇଡ୍ସ ଜାମ୍ବୋରିକୁ ଉଦ୍‌ଘାଟନ କରିଛନ୍ତି। ଭାରତ ସ୍କାଉଟ୍‌ସ ଓ ଗାଇଡ୍ସ ସର୍ବବୃହତ୍‌ ସ୍ବେଚ୍ଛାସେବୀ, ଅଣରାଜନୈତିକ ଯୁବ ସଂଗଠନ...

୨୦୨୪ ପାଇଁ ବିହାରରୁ ବିଗୁଲ ବଜାଇଲା ଭାଜପା

ନୂଆଦିଲ୍ଲୀ,୫।୧: ଆଗାମୀ ୨୦୨୪ ଲୋକ ସଭା ନିର୍ବାଚନ ଏବଂ ୨୦୨୫ ବିହାର ବିଧାନସଭା ନିର୍ବାଚନ ଲାଗି ଭଜାପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବିହାର ମୁଜାଫରପୁର ଜିଲାରୁ ବିଗୁଲ ବଜାଇଛନ୍ତି। ବୈଶାଳୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ବିହାର...

ଗୁଜରାଟ ଏଏପିରେ ପରିବର୍ତ୍ତନ

ଅହମ୍ମଦାବାଦ,୫।୧: ଗୁଜରାଟ ବିଧାନସଭା ନିର୍ବାଚନ ପରାଜୟ ପରେ ଆମ ଆଦମୀ ପାର୍ଟି(ଏଏପି) ରାଜ୍ୟରେ ଏକ ବଡ ପରିବର୍ତ୍ତନ କରିଛି। ଏଏପିର ରାଜ୍ୟ ସଭାପତି ଗୋପାଳ ଇଟାଲିୟାଙ୍କୁ ଜାତୀୟ ଯୁଗ୍ମ ସଚିବ ଏବଂ ମହାରାଷ୍ଟ୍ରରେ ଏଏପିର ସହ-ପ୍ରଭାରୀ କରାଯାଇଛି। ଗୁଜରାଟ ବିଧାନସଭା...

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ, ୫।୧: ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା ସୁବିଧା ଯୋଗାଇ ଦେବା ଲାଗି କେନ୍ଦ୍ର ନିଷ୍ପତ୍ତି ନେଇଛି। ଦେଶର ଯେ କୌଣସି ସ୍ଥାନକୁ ଯାତ୍ରା କରିବାବେଳେ ବୋଷଙ୍କ ସୁରକ୍ଷାରେ ୨୫ରୁ ୩୦ ଆର୍ମଡ୍‌ ଫୋର୍ସ...

ଏମ୍‌ପି ସରକାରଙ୍କ ବିରୋଧରେ ୧୦ ହଜାର କୋଟିର ମାମଲା

ଇନ୍ଦୋର,୫।୧: ମଧ୍ୟପ୍ରଦେଶର ପଟଲମ୍‌ ଅଞ୍ଚଳର ଜଣେ ଆଦିବାସୀଙ୍କୁ ମିଛ ଅଭିଯୋଗରେ ୬୬୬ ଦିନ ଜେଲରେ ରଖାଯାଇଥିଲା। ଗତବର୍ଷ ଅକ୍ଟୋବରରେ ତାଙ୍କୁ ଗଣବଳାତ୍କାର ମାମଲାରେ ଦୋଷମୁକ୍ତ କରାଯାଇଥିଲା। ଏହି ବ୍ୟକ୍ତି ଜଣକ ବିନା ଦୋଷରେ ଜେଲ ଯାଇଥିବାରୁ ମଧ୍ୟପ୍ରଦେଶ ସରକାର ତାଙ୍କୁ...

ଆଲ୍ଲାହାବାଦ ହାଇକୋର୍ଟ ରାୟ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ,୫।୧: ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ ସଂରକ୍ଷଣ ବିନା ପୌର ନିର୍ବାଚନ କରାଇବାକୁ ଆଲ୍ଲାହାବାଦ ହାଇକୋର୍ଟ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟ ବୁଧବାର ଉକ୍ତ ରାୟ ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି। ଫଳରେ ପୌର ନିର୍ବାଚନରେ ସଂରକ୍ଷଣକୁ...

ନୂଆ ଦଲାଇ ଲାମା ଚୟନରେ ହସ୍ତକ୍ଷେପ କରିବ ଚାଇନା

କୋଲକାତା,୫।୧: ତିବ୍ବତୀୟ ଧର୍ମଗୁରୁ ଦଲାଇଲାମାଙ୍କ ଉତ୍ତରାଧିକାରୀ ଚୟନରେ ଚାଇନା ହସ୍ତକ୍ଷେପ କରିବ। ଏଥିପାଇଁ ବେଜିଂ ୧୫ ବର୍ଷ ହେଲା ପ୍ରସ୍ତୁତି ଚଳାଇଥିବା ତିବ୍ବତ ନିର୍ବାସିତ ସରକାରର ମୁଖ୍ୟ ପେନ୍‌ପା ସେରିଙ୍ଗ କହିଛନ୍ତି। ଗଣତାନ୍ତ୍ରିକ ଉପାୟରେ ଦଲାଇଲାମାଙ୍କ ଉତ୍ତରାଧିକାରୀଙ୍କୁ ଦାୟିତ୍ୱ ହସ୍ତାନ୍ତର...

ଗୁଜରାଟରେ ବିକ୍ଷୋଭ ଅପରାଧ

ନୂଆଦିଲ୍ଲୀ,୫ା୧: ଫୌଜଦାରି ଦଣ୍ଡ ସଂହିତା (ସିଆର୍‌ପିସି)ର ଧାରା ୧୪୪ ଜାରି ହୋଇଥିବା ସ୍ଥାନରେ କୌଣସି ପ୍ରକାର ବିକ୍ଷୋଭ ପ୍ରଦର୍ଶନ କଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ପୋଲିସ ଆପରାଧିକ କାର୍ଯ୍ୟାନୁଷ୍ଠାନ ନେଇପାରିବ। ଭାଜପା ଶାସିତ ଗୁଜରାଟ ବିଧାନସଭାରେ ୨୦୨୨ ମାର୍ଚ୍ଚରେ ଗୃହୀତ...

ଗୁଜରାଟ ପରାଜୟର କାରଣ ଖୋଜିବାକୁ କମିଟି ଗଠନ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧: ସଦ୍ୟ ସମାପ୍ତ ଗୁଜରାଟ ବିଧାନସଭା ନିର୍ବାଚନରେ କଂଗ୍ରେସର ପ୍ରଦର୍ଶନକୁ ମୂଲ୍ୟାୟନ କରିବା ସହ ପ୍ରତିକାର ପଦକ୍ଷେପ ସମ୍ପର୍କରେ ପ୍ରସ୍ତାବ ଦେବା ଲାଗି ଦଳ ପକ୍ଷରୁ ବୁଧବାର ୩ ଜଣିଆ ଫ୍ୟାକ୍ଟ-ଫାଇଣ୍ଡିଂ କମିଟି ଗଠନ କରାଯାଇଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri