ଜାତୀୟ

ଦିଲ୍ଲୀ କାଂଞ୍ଝେୱାଲା ମାମଲା: ଯୁବତୀଙ୍କୁ କରାଯାଇନି ବଳାତ୍କାର! ପୋଲିସର ଏଫଏସଏଲ ରିପୋର୍ଟକୁ ଅପେକ୍ଷା

ନୂଆଦିଲ୍ଲୀ,୩ ।୧: ରାଜଧାନୀ ଦିଲ୍ଲୀର କାଂଞ୍ଝେୱାଲା ହତ୍ୟା ମାମଲାରେ ଯୁବତୀଙ୍କ ପୋଷ୍ଟ ମର୍ଟମ ରିପୋର୍ଟ ସମ୍ପର୍କରେ ବିଶେଷ ସୂତ୍ରରୁ ସୂଚନା ମିଳିଛି । ଏଥିରୁ ଜଣାପଡିଛି କି ଯୁବତିଙ୍କୁ ବଳାତ୍କାର କରାଯାଇନାହିଁ । ତାଙ୍କ ପ୍ରାଇଭେଟ ପାର୍ଟରେ କୌଣସି ଆଘାତ...

ଏଜୁକେଶନ କମିଶନ ଗଠନ କରିବେ ଯୋଗୀ ଆଦିତ୍ୟନାଥ ସରକାର

ଲକ୍ଷ୍ନୌ,୩ ।୧: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ସ୍ଥିର କରିଛନ୍ତି କି ରାଜ୍ୟରେ ଶିକ୍ଷା ଆୟୋଗ ବା ଏଜୁକେଶନ କମିଶନ କଠନ କରାଯିବ । ଏହାକୁ ନେଇ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ମୁଖ୍ୟମନ୍ତ୍ରୀ...

ଚାଇନା ଶାନ୍ତି ଚୁକ୍ତିନାମା ଉଲ୍ଲଂଘନ କରିଛି-ପାକିସ୍ତାନରେ ଚାଲିଛି ଆତଙ୍କବାଦୀ ଶିବିର: ଜୟଶଙ୍କର…

ନୂଆଦିଲ୍ଲୀ/ଭିଏନା,୩।୧ : ଅଷ୍ଟ୍ରିଆ ଗସ୍ତରେ ଥିବା ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କର ସିଧାସଳଖ ଚାଇନ ଏବଂ ପାକିସ୍ତାନକୁ ଟାର୍ଗେଟ କରିଛନ୍ତି। ଉଭୟ ଦେଶ ଉଦ୍ଦେଶ୍ୟସେ କହିଛନ୍ତି ଯେ ଚାଇନା ଚୁକ୍ତିନାମା ଉଲ୍ଲଂଘନ କରିଛ। ଏଲଏସିର ସ୍ଥିତିକୁ ଏକପାଖିଆ ପରିବର୍ତ୍ତନ କରିବାକୁ...

‘ଏଣିକି ରାସ୍ତାରେ ହେବ ନାହିଁ ସଭା, ରାଲି’

ହାଇଦ୍ରାବାଦ୍‌,୩।୧: ଆନ୍ଧ୍ରପ୍ରଦେଶରେ ଏଣିକି ରାସ୍ତାରେ ଆଉ ସାଧାରଣ ସଭା ଓ ରାଲି ଅନୁଷ୍ଠିତ ହେବ ନାହିଁ। ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଗତ ସପ୍ତାହରେ ମୁଖ୍ୟ ବିରୋଧୀ ତେଲୁଗୁ ଦେଶମ ପାର୍ଟି (ଟିଡିପି)ର...

ଦେଶରେ ଆଜି ୧୩୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୩।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ...

ଯାନ୍ତ୍ରିକ ତ୍ରୁଟି ଯୋଗୁ ଦିଲ୍ଲୀକୁ ଫେରିଆସିଲା ବିମାନ

ନୂଆଦିଲ୍ଲୀ,୩।୧: ରାଜଧାନୀ ଦିଲ୍ଲୀରୁ ଥାଇଲ୍ୟାଣ୍ଡର ଫୁକେଟକୁ ଯାଉଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ପୁଣି ଦିଲ୍ଲୀକୁ ଫେରିଆସିଛି। ଏହାପରେ ବିମାନକୁ ଜରୁରୀକାଳୀନ ଘୋଷଣା କରାଯାଇଥିଲା। ସୂଚନାନୁଯାୟୀ, ଇଣ୍ଡିଗୋ ବିମାନ ୬ଇ-୧୭୬୩ ସକାଳ ୬.୪୧ରେ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ...

ମନ୍ତ୍ରୀଙ୍କ ମନ୍ତବ୍ୟ ପାଇଁ ସରକାର ଦାୟୀ ରହିପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୧:ଅଭିବ୍ୟକ୍ତିର ସ୍ବାଧୀନତା ପ୍ରସଙ୍ଗରେ ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ମଙ୍ଗଳବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। କୌଣସି ମନ୍ତ୍ରୀ, ଏମ୍‌ପି କିମ୍ବା ବିଧାୟକଙ୍କ ମନ୍ତବ୍ୟ ପାଇଁ ସରକାର ଦାୟୀ ରହିପାରିବେ ନାହିଁ ବୋଲି କୋର୍ଟ କହିଛନ୍ତି। କୋର୍ଟ କହିଛନ୍ତି, କୌଣସି ରାଜ୍ୟ...

ପୁଣି ରାହୁଲଙ୍କୁ ମିଳିଲା ଭାରତ ଯୋଡୋ ଯାତ୍ରା ବନ୍ଦ କରିବାକୁ ଧମକ: ପଞ୍ଜାବର କାନ୍ଥରେ ଲେଖାଗଲା ସ୍ଲୋଗାନ୍‌

ଚଣ୍ଡିଗଡ଼,୩।୧: ପଞ୍ଜାବରେ ଖଲିସ୍ତାନ ସମର୍ଥନରେ ପୁଣି ଥରେ ସ୍ବର ଉଠିଛି। ସହରର କାନ୍ଥରେ ଖଲିସ୍ତାନଙ୍କ ସମର୍ଥନରେ ଏକ ସ୍ଲୋଗାନ୍‌ ଲେଖାହୋଇଛି। ମୁକ୍ତସର ସାହିବର ଏସ୍‌ଏସ୍‌ପି କାର୍ଯ୍ୟାଳୟର କାନ୍ଥରେ ଏହି ସ୍ଲୋଗାନ୍‌ ଲେଖାଯାଇଥିବା ଦେଖିବାକୁ ମିଳିଛି। ଲଗାତର ପଞ୍ଜାବର ମାହୋଲକୁ ଖରାପ୍‌...

ବୈଜ୍ଞାନିକ ଆଭିମୁଖ୍ୟ ନେଇ ଆଗକୁ ବଢୁଛି ଭାରତ: ମୋଦି

ନୂଆଦିଲ୍ଲୀ,୩।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭାରତୀୟ ବିଜ୍ଞାନ କଂଗ୍ରେସକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆସନ୍ତା ୨୫ ବର୍ଷ ମଧ୍ୟରେ ଭାରତ ଯେଉଁ ଉଚ୍ଚତାରେ ରହିବ ସେଥିରେ ଭାରତର ବୈଜ୍ଞାନିକ ଶକ୍ତିର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବ। ଯେବେ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗୋଟିଏ ପରିବାରର ଚାଲିଗଲା ୫ ଜୀବନ

ଚେନ୍ନାଇ,୩।୧: ତାମିଲନାଡୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମଙ୍ଗଳବାର ସକାଳେ ତ୍ରିଚି-ଚେନ୍ନାଇ ଜାତୀୟ ରାଜପଥରେ ୬ଟି ଗାଡି ପରସ୍ପର ସହ ମୁହାଁମୁହିଁ ଧକ୍କା ହେବା ଫଳରେ ଗୋଟିଏ ପରିବାରର ୫ ଜଣଙ୍କର ମୃତ୍ୟୁ ଘଟିଛି। କୁଡାଲୋର ଜିଲାର ଭେପୁର...

ଦେଶର ଗୋଟିଏ ବି ଜିଲାରେ ନାହିଁ କରୋନାର ୟେଲୋ ଆଲର୍ଟ

ନୂଆଦିଲ୍ଲୀ,୩ ।୧: ଦେଶର କୌଣସି ଗୋଟିଏ ବି ଜିଲାରେ କରୋନାର ୟେଲୋ ଆଲର୍ଟ ନାହିଁ । ସୋମବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସାପ୍ତାହିକ ସମିକ୍ଷା ରିପୋର୍ଟରୁ ଜଣାପଡିଛି କି ସମସ୍ତ ଜିଲାରେ କରୋନା ସଂକ୍ରମଣ ୫ ପ୍ରତିଶତରୁ କମ ରହିଛି...

ଆଦି ଶଙ୍କରାଚାର୍ଯ୍ୟଙ୍କୁ ନେଇ କେରଳ ମନ୍ତ୍ରୀଙ୍କ ବିବାଦୀୟ ବୟାନ

ଥିରୁଭାନନ୍ତପୁରମ,୩ ।୧: ଦେଶରେ ବେଳକୁ ବେଳ ବିବାଦୀୟ ବୟାନର ଟ୍ରେଣ୍ଡ ଯେମିତି ବଢି ଚାଲିଛି । ଏବେ କେରଳର ମନ୍ତ୍ରୀ ତଥା ବାମଦଳ ନେତା ଏମବି ରାଜେଶ ବୈଦିକ ଦର୍ଶନର ମୁଖ୍ୟ ତଥା ମହାନ ଦାର୍ଶନିକ ଆଦି ଶଙ୍କରାଚାର୍ଯ୍ୟଙ୍କୁ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri