ଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗୋଟିଏ ପରିବାରର ଚାଲିଗଲା ୫ ଜୀବନ

ଚେନ୍ନାଇ,୩।୧: ତାମିଲନାଡୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମଙ୍ଗଳବାର ସକାଳେ ତ୍ରିଚି-ଚେନ୍ନାଇ ଜାତୀୟ ରାଜପଥରେ ୬ଟି ଗାଡି ପରସ୍ପର ସହ ମୁହାଁମୁହିଁ ଧକ୍କା ହେବା ଫଳରେ ଗୋଟିଏ ପରିବାରର ୫ ଜଣଙ୍କର ମୃତ୍ୟୁ ଘଟିଛି। କୁଡାଲୋର ଜିଲାର ଭେପୁର...

ଦେଶର ଗୋଟିଏ ବି ଜିଲାରେ ନାହିଁ କରୋନାର ୟେଲୋ ଆଲର୍ଟ

ନୂଆଦିଲ୍ଲୀ,୩ ।୧: ଦେଶର କୌଣସି ଗୋଟିଏ ବି ଜିଲାରେ କରୋନାର ୟେଲୋ ଆଲର୍ଟ ନାହିଁ । ସୋମବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସାପ୍ତାହିକ ସମିକ୍ଷା ରିପୋର୍ଟରୁ ଜଣାପଡିଛି କି ସମସ୍ତ ଜିଲାରେ କରୋନା ସଂକ୍ରମଣ ୫ ପ୍ରତିଶତରୁ କମ ରହିଛି...

ଆଦି ଶଙ୍କରାଚାର୍ଯ୍ୟଙ୍କୁ ନେଇ କେରଳ ମନ୍ତ୍ରୀଙ୍କ ବିବାଦୀୟ ବୟାନ

ଥିରୁଭାନନ୍ତପୁରମ,୩ ।୧: ଦେଶରେ ବେଳକୁ ବେଳ ବିବାଦୀୟ ବୟାନର ଟ୍ରେଣ୍ଡ ଯେମିତି ବଢି ଚାଲିଛି । ଏବେ କେରଳର ମନ୍ତ୍ରୀ ତଥା ବାମଦଳ ନେତା ଏମବି ରାଜେଶ ବୈଦିକ ଦର୍ଶନର ମୁଖ୍ୟ ତଥା ମହାନ ଦାର୍ଶନିକ ଆଦି ଶଙ୍କରାଚାର୍ଯ୍ୟଙ୍କୁ ନେଇ...

ରେଲଓ୍ବେ ବୋର୍ଡର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଅନିଲ

ନୂଆଦିଲ୍ଲୀ,୩।୧: ବରିଷ୍ଠ ରେଳ ପ୍ରଶାସନିକ ଅଧିକାରୀ ଅନିଲ କୁମାର ଲାହୋଟି ନିକଟରେ ଭାରତୀୟ ରେଲଓ୍ବେ ବୋର୍ଡର ଅଧ୍ୟକ୍ଷ ତଥା ସିଇଓ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଲାହୋଟି ରେଲଓ୍ବେ ବୋର୍ଡର (ଭିତ୍ତିଭୂମି) ସଦସ୍ୟ ଭାବେ ଦାୟିତ୍ୱ ନିର୍ବାହ...

ବ୍ରେକ ପରେ ପୁଣି ଆରମ୍ଭ ହେଲା ଭାରତ ଯୋଡୋ ଯାତ୍ରା

ଲକ୍ଷ୍ନୌ,୩ ।୧: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ମଙ୍ଗଳବାର ଉତ୍ତର ପ୍ରଦେଶରୁ ଆରମ୍ଭ ହେଉଛି । ପ୍ରାୟ ଗୋଟିଏ ସପ୍ତାହର ବ୍ରେକ ପରେ ପୁଣିଥରେ ଭାରତ ଯୋଡୋ ଯାତ୍ରା ଆରମ୍ଭ ହେବାକୁ ଯାଉଛି । ଏହି ଯାତ୍ରା ଦିଲ୍ଲୀରୁ...

୨୦୨୩ରେ କରୋନା ପରେ ସବୁଠାରୁ ବଡ ବିପଦ ହେବ ସୁପରବଗ, ପ୍ରତିବର୍ଷ  ୧ କୋଟି ଲୋକଙ୍କ ମୃତ୍ୟୁ ହୋଇପାରେ

ନୂଆଦିଲ୍ଲୀ,୩ ।୧: ପ୍ରାୟ ୨ ବର୍ଷ ହେବ କରୋନା ମାହାମାରୀ ଲୋଙ୍କୁ ଶାରୀରିକ ଓ ମାନସିକ ସ୍ତରରେ ଦୁର୍ବଳ କରି ଦେଇଥିବା ବେଳେ ଏବେ ଏହାର ନୂଆ ନୂଆ ଭାରିଏଣ୍ଟକୁ ଦେଖି ଲୋକେ ଭୟଭିତ ହୋଇ ଯାଇଛନ୍ତି । ଅନ୍ୟପଟେ...

୧ରେ ଆସିପାରେ କେନ୍ଦ୍ର ବଜେଟ

ନୂଆଦିଲ୍ଲୀ,୩ା୧:ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆସନ୍ତା ୩୧ ତାରିଖରେ ଆରମ୍ଭ ହୋଇପାରେ, ଯାହା ଦୁଇଟି ପର୍ଯ୍ୟାୟରେ ସମ୍ପନ୍ନ ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଫେବୃୟାରୀ ୧ରେ କେନ୍ଦ୍ର ବଜେଟ୍‌ ଉପସ୍ଥାପନ କରିବା ଯୋଜନା ଥିବା ଏକ ସୂତ୍ରରୁ ଜଣାପଡ଼ିଛି। ସୂଚନାନୁଯାୟୀ, ଅଧିବେଶନର...

ନିୟମ ଅନୁପାଳନ ହୋଇନାହିଁ

ନୂଆଦିଲ୍ଲୀ,୩ା୧ (ସ୍ବ.ପ୍ର.):ଓଡ଼ିଶାକୁ ପରିଭ୍ରମଣରେ ଆସିଥିବା ୨ ରୁଷୀୟ ପର୍ଯ୍ୟଟକ ତଥା ସେଠାକାର ଏମ୍‌ପି ଆଣ୍ଟୋଭ ପାଭେଲ (୬୫) ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭ(୬୧)ଙ୍କ ମୃତ୍ୟୁକୁ ନେଇ ନାନା ସନ୍ଦେହ ସୃଷ୍ଟି ହେଉଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ୟୁକ୍ରେନ୍‌...

ପ୍ରସିଦ୍ଧ ଧାର୍ମିକ ଗୁରୁ ସିଦ୍ଧେଶ୍ୱର ସ୍ବାମୀଜୀଙ୍କ ପରଲୋକ: ପ୍ରଧାନମନ୍ତ୍ରୀଙ୍କ ଶୋକ

ବେଙ୍ଗାଲୁରୁ,୩।୧: କର୍ନାଟକର ବିଜୟପୁର ଜିଲାରେ ଅବସ୍ଥିତ ଜନ୍ନାୟୋଗାଶ୍ରାମର ପ୍ରସିଦ୍ଧ ଧାର୍ମିକ ଗୁରୁ ସିଦ୍ଧେଶ୍ୱର ସ୍ବାମୀଜୀଙ୍କ ପରଲୋକ ଘଟିଛି। ତାଙ୍କୁ ୮୧ ବର୍ଷ ହୋଇଥିଲା। ସେ କିଛି ଦିନ ହେବ ବୟସ ସମ୍ବନ୍ଧୀୟ ରୋଗ ସହ ଲଢୁଥିଲେ। ତାଙ୍କ ମୃତ୍ୟୁ ବିଷୟରେ...

ସୂର୍ଯ୍ୟନଗରୀ ଏକ୍ସପ୍ରେସ୍‌ର ୧୧ ବଗି ଲାଇନଚ୍ୟୁତ

ନୂଆଦିଲ୍ଲୀ,୩।୧: ମୁମ୍ବାଇ-ଯୋଧପୁର ମଧ୍ୟରେ ଚଳାଚଳ କରୁଥିବା ସୂର୍ଯ୍ୟନଗରୀ ଏକ୍ସପ୍ରେସ୍‌ର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ସୋମବାର ଭୋର ସମୟରେ ଯୋଧପୁର ଡିଭିଜନ୍‌ର ରାଜକିଆଓ୍ବାସ-ବୋମଦ୍ରା ସେକ୍ସନ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୨୦ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିଲେ।...

ନୋଟ୍‌ବନ୍ଦୀ ନିଷ୍ପତ୍ତି କାଏମ ରହିଛି କହିବା ଠିକ୍‌ ନୁହେଁ: କଂଗ୍ରେସ

ନୂଆଦିଲ୍ଲୀ,୩।୧: ବିମୁଦ୍ରୀକରଣ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି କହିବା ବିଭ୍ରାନ୍ତିକର ଓ ଭୁଲ୍‌ ବୋଲି କଂଗ୍ରେସ କହିଛି। ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାର ସୀମିତ ପ୍ରସଙ୍ଗ ଉପରେ ସୁପ୍ରିମକୋର୍ଟଙ୍କ ସଂଖ୍ୟାଗରିଷ୍ଠ ରାୟ ପ୍ରକାଶ ପାଇଥିବା ବିରୋଧୀ ଦଳ ମତ ଦେଇଛି। ବିମୁଦ୍ରୀକରଣ...

ଆତଙ୍କବାଦୀ ଆକ୍ରମଣ: ୨ ଶିଶୁ ମୃତ

ରାଜୌରୀ/ଜମ୍ମୁ,୩।୧: ଜମ୍ମୁ-କଶ୍ମୀରର ରାଜୌରୀ ଜିଲା ଅନ୍ତର୍ଗତ ଡାଙ୍ଗ୍ରୀ ଗ୍ରାମରେ ଆତଙ୍କବାଦୀମାନେ ୧୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଆକ୍ରମଣ କରିଛନ୍ତି। ଏଥିରେ ଦୁଇ ନାବାଳକ ଭାଇଭଉଣୀ ପ୍ରାଣ ହରାଇବା ସହ ୬ ଜଣ ଆହତ ହୋଇଛନ୍ତି। ଦୁଇଟି ଆକ୍ରମଣରେ ମୋଟ ୬...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri