ଜାତୀୟ

‘ମୋ ଝିଅକୁ ନ୍ୟାୟ ଦିଅ’

ନୂଆଦିଲ୍ଲୀ,୩।୧: ଶ୍ରଦ୍ଧା ଓ୍ବାଲ୍‌କର ହତ୍ୟାକାଣ୍ଡ ପରେ ଦିଲ୍ଲୀରେ ଆଉ ଜଣେ ଯୁବତୀଙ୍କ ମୃତ୍ୟୁ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଉତ୍ତର-ପୂର୍ବ ଦିଲ୍ଲୀର ସୁଲତାନପୁରି ଅଞ୍ଚଳରେ ରବିବାର ଭୋର ସମୟରେ ସ୍କୁଟିରେ ଯାଉଥିବା ଜଣେ ଯୁବତୀଙ୍କୁ କାର୍‌ ଧକ୍କା ଦେଇ ୧୩ କିଲୋମିଟର...

କାଞ୍ଝାଓ୍ବାଲା ଘଟଣାରେ ଦିଲ୍ଲୀ ପୋଲିସକୁ ତୁରନ୍ତ ରିପୋର୍ଟ ଦାଖଲ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୧: ଦିଲ୍ଲୀର କାଞ୍ଝାଓ୍ବାଲା ଯୁବତୀଙ୍କ ମୃତ୍ୟୁ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାକୁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁତର ନେବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହାକୁୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦିଲ୍ଲୀ ପୋଲିସକୁ ତୁରନ୍ତ ରିପୋର୍ଟ...

ମୁଖ୍ୟମନ୍ତ୍ରୀଙ୍କ ଘର ନିକଟରୁ ମିଳିଲା ଅଫୁଟା ବୋମା

ଚଣ୍ଡିଗଡ,୨।୧: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ହେଲିପ୍ୟାଡ ନିକଟରୁ ଏକ ଅଫୁଟା ବୋମା ସେଲ୍‌ ମିଳିଛି। ସୋମବାର ମାନଙ୍କ ଆମ୍ବ ବଗିଚା ନିକଟରେ ଏହା ପଡିଥିବାର ଦେଖିବାକୁ ମିଳିଛି। ଚଣ୍ଡିଗଡର ପଞ୍ଜାବ ଏବଂ ହରିୟାଣାର ମୁଖ୍ୟମନ୍ତ୍ରୀଙ୍କ ବାସଭବନଠାରୁ କିଛି ଦୂରରେ...

ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେନାହିଁ ରାକେଶ ଟିକାୟତ

ନୂଆଦିଲ୍ଲୀ,୨।୧: ଚାଷୀ ନେତା ରାକେଶ ଟିକାୟତ କଂଗ୍ରେସର ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ନାହିଁ। ସୋମବାର ଚାଷୀ ନେତା କହିଛନ୍ତି, ସେ କଂଗ୍ରେସର ଭାରତ ଯୋଡା ଯାତ୍ରାରେ ଯୋଗ ଦେଉନାହାନ୍ତି। ଭାରତୀୟ କିଷାନ ୟୁନିୟନ କର୍ମୀମାନେ ଅଂଶଗ୍ରହଣ କରିପାରିବେ।...

‘ଏକ ହେଲେ ରାମ-ବାମ’

କୋଲକାତା,୨ା୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟିଏମ୍‌ସି ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ ସହ ସୋମବାର କୋଲକାତାର ନଜରୁଲ ମଞ୍ଚଠାରେ ଏକ ଖବରଦାତା ସମ୍ମିଳନୀରେ ଦଳର ନୂତନ ଅଭିଯାନ ‘ଦିଦିର୍‌ ସୁରକ୍ଷା କବଚ’ର ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ମମତା...

ନିମନ୍ତ୍ରଣ ପାଇ ରାହୁଲଙ୍କୁ କୃତଜ୍ଞତା ଜଣାଇଲେ ମାୟାବତୀ

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଜାନୁୟାରୀ ୩ ଅର୍ଥାତ୍‌ ମଙ୍ଗଳବାର ଉତ୍ତରପ୍ରଦେଶରେ ପ୍ରବେଶ କରିବ। ଏହି ଯାତ୍ରାରେ ସାମିଲ ହେବାକୁ କଂଗ୍ରେସ ବିଏସ୍‌ପିକୁ ନିମନ୍ତ୍ରଣ କରିଥିଲା। ତେବେ ବିଏସ୍‌ପି ମୁଖ୍ୟ ମାୟାବତୀ ବର୍ତ୍ତମାନ ଏହି...

ପିକ୍‌ନିକ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ରାୟପୁର,୨ା୧: ଛତିଶଗଡ଼ର ଯଶପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ରହିଥିବା ବେଳେ ୬ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ...

ତେଲଙ୍ଗାନାରେ ଭାଜପାର ରଣନୀତି: ଏତାଲା ରାଜେନ୍ଦର ହୋଇପାରନ୍ତି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ହାଇଦ୍ରାବାଦ,୨।୧: ତେଲଙ୍ଗାନା ଭାଜପା ନେତୃତ୍ୱରେ ପରିବର୍ତ୍ତନ ହୋଇପାରେ। ଫେବୃୟାରୀ କିମ୍ବା ମାର୍ଚ୍ଚରେ ଭାଜପା ନେତା ବଣ୍ଡି ସଞ୍ଜୟଙ୍କୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇପାରେ ବୋଲି ଏକ ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡ଼ିଛି। ହୁଜୁରାବାଦ ବିଧାୟକ ଏତାଲା ରାଜେନ୍ଦରଙ୍କୁ ଭାଜପା ରାଜ୍ୟ ସଭାପତି...

କେନ୍ଦ୍ରକୁ ୧୦ ଲକ୍ଷ ଡୋଜ କୋଭିଡ ଟିକା ମାଗିଲେ ୟୁପି ସରକାର

ଲକ୍ଷ୍ନୌ,୨।୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ଟିକାକରଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ କାର୍ଯ୍ୟ କରାଯାଉଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି। ୟୁପି ସରକାର କେନ୍ଦ୍ର ସରକାରଙ୍କଠାରୁ ୧୦ ଲକ୍ଷ ଡୋଜ କୋଭିଡ...

ଶାହାଙ୍କୁ ନାଜି ପ୍ରଚାରକଙ୍କ ସହ ତୁଳନା କଲେ କୁମାରସ୍ବାମୀ

ବେଙ୍ଗାଲୁରୁ,୨।୧: କର୍ନାଟକ ନିର୍ବାଚନ ପାଖେଇ ଆସୁଥିବା ବେଳେ ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଛି। ଜନତା ଦଳ (ଏସ) ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ସେ ଶାହାଙ୍କୁ...

ସାପ୍ତାହିକ ସଂକ୍ରମଣ ୦.୧୫ ପ୍ରତିଶତ…

ନୂଆଦିଲ୍ଲୀ, ୨।୧: ବର୍ଷର ପ୍ରଥମ ଦିନରେ ଦେଶରେ କରୋନା ସଂକ୍ରମଣ କମିବା ଖବର ମିଳିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ପ୍ରଥମ ଦିନରେ ଦେଶରେ ଖୁବ କମ କରୋନା ମାମଲା ପଞ୍ଜିକୃତ ହୋଇଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ...

ଗୋରେଖନାଥରେ ଆତଙ୍କବାଦୀ ଅନୁପ୍ରବେଶ ସୂଚନା ନେଇ ଉତ୍ତେଜନା…

ଗୋରଖପୁର,୨।୧ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖନାଥ ମନ୍ଦିରରେ ଥିବାବେଳେ ରବିବାର ମଧ୍ୟାହ୍ନ ୧୨ଟା ୩୦ ସମୟରେ ଆତଙ୍କବାଦୀଙ୍କ ମନ୍ଦିର ପରିସରରେ ଅନୁପ୍ରବେଶ କରୁଥିବା ସୂଚନାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଡିଏମ କୃଷ୍ଣ କରୁଣେଶ, ଏସଏସପି ଡ.ଗୌରବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri