ଜାତୀୟ

ପନ୍ତଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ଷ୍ଟାର କ୍ରିକେଟର ଋଷଭ ପନ୍ତ ଶୁକ୍ରବାର ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏହି ଦୁର୍ଘଟଣା ହରିଦ୍ୱାରା ଜିଲାର ମଙ୍ଗଲୋରରେ ଘଟିଛି। ଶୁକ୍ରବାର ସକାଳେ ଦିଲ୍ଲୀ-ଡେରାଡୁନ ରାଜମାର୍ଗରେ ଥିବା ଏକ ଡିଭାଇଡରରେ ତାଙ୍କ କାର୍‌ ପିଟି ହୋଇ...

ଇସ୍ତଫା ଦେଲେ ଭାଜପାର ଏହି ବଡ଼ ନେତା

ପାଟନା,୩୦।୧୨: ବିହାରରେ ଭାଜପାକୁ ଏକ ବଡ଼ ଝଟ୍‌କା ଲାଗିଛି। ବିହାର ଭାଜପାର ରାଜ୍ୟ ଉପାଧ୍ୟକ୍ଷ ରାଜୀବ ରଞ୍ଜନ ଦଳର ପ୍ରାଥମିକ ସଦସ୍ୟତା ଏବଂ ପଦବୀରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ରାଜୀବ ବିହାର ଭାଜପାର ରାଜ୍ୟ ଅଧ୍ୟକ୍ଷ ସଞ୍ଜୟ ଜୟସୱାଲଙ୍କୁ ଏକ...

ଅଭିଯୁକ୍ତ ସିଜାନଙ୍କ ବଢିଲା ଅଡୁଆ

ମୁମ୍ବାଇ: ଟେଲିଭିଜନ ଅଭିନେତ୍ରୀ ତୁନିଷା ଶର୍ମା ସୁଇସାଇଡ ମାମଲାରେ ଅଭିଯୁକ୍ତ ଅଭିନେତା ସିଜାନ ଖାଁଙ୍କ ଅଡୁଆ ବଢିବାରେ ଲାଗିଛି । କୋର୍ଟ ସିଜାନଙ୍କ ପୋଲିସ କଷ୍ଟଡିକୁ ଆଉ ଗୋଟିଏ ଦିନ ବଢାଇ ଦେଇଛନ୍ତି । ତାଙ୍କ ପୋଲିସ କଷ୍ଟଡିକୁ ଶନିବାର...

ପନ୍ତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବେ ଧାମି ସରକାର

ଡେରାଡୁନ,୩୦।୧୨: ଭାରତୀୟ ୱିକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତଙ୍କ କାର୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ସେ ଗୁରୁତର ହୋଇ ଉତ୍ତରାଖଣ୍ଡର ଡେରାଡୁନରେ ଥିବା ମାକ୍ସ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି। ତେବେ ତାଙ୍କର ଚିକିତ୍ସା ପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର...

ଉଜବେକିସ୍ତାନ କଫ ସିରପ ମୃତ୍ୟୁ ମାମଲା: ଅଭିଯୁକ୍ତ ଔଷଧ କମ୍ପାନୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ!

ନୂଆଦିଲ୍ଲୀ,୩୦ ।୧୨: ଉଜବେକିସ୍ତାନରେ କଫ ସିରପ ଖାଇ ଯେଉଁ ଶିଶୁମାନଙ୍କର ମୃତ୍ୟୁ ହୋଇଥିଲା ଉକ୍ତ କଫ ସିରପ ଭାରତୀୟ ଔଷଧ କମ୍ପାନୀର ବୋଲି ଅଭିଯୋଗ ହୋଇଥିଲା । ଏହି ମାମଲା ଉପରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ନଜର ରଖିଛି ।...

ଅଲିଗଡ଼ରେ ପହଞ୍ଚିଲେ ସଲମାନ ଖୁର୍ସିଦ: ଭାରତ ଯୋଡୋ ଯାତ୍ରା ପାଇଁ ଏସ୍‌ପି ମୁଖ୍ୟଙ୍କୁ କରିବେ ନିମନ୍ତ୍ରଣ

ଅଲିଗଡ଼,୩୦।୧୨: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସଲମାନ ଖୁର୍ସିଦ ଉତ୍ତରପ୍ରଦେଶର ଅଲିଗଡ଼ରେ ପହଞ୍ଚିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଜାରି ରହିଥିବା ଭାରତ ଯୋଡୋ ଯାତ୍ରାରେ ସାମିଲ ହେବା ପାଇଁ ଏସ୍‌ପି ସୁପ୍ରିମୋ ଅଖିଳେଶ...

ରାହୁଲ ନିଜେ ପାଳନ କରିନାହନ୍ତି ପ୍ରୋଟୋକଲ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ରିପୋର୍ଟ ଦେଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୩୦।୧୨: ଭାରତ ଯୋଡୋ ଯାତ୍ରା ସମୟରେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜେ ହିଁ ସୁରକ୍ଷା ପ୍ରୋଟୋକଲ୍‌ ପାଳନ କରିନାହାନ୍ତି। ରାହୁଲ ଗାନ୍ଧୀଙ୍କୁ ସୁରକ୍ଷା ବାବଦରେ ଅବଗତ କରାଯାଇଥିଲା। ଭାରତ ଯୋଡା ଯାତ୍ରା ସମୟରେ ଦିଲ୍ଲୀରେ ରାହୁଲ...

ନୂଆ ବର୍ଷରେ ଏହି ସୀମାନ୍ତ ରାଜ୍ୟଗୁଡ଼ିରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ଆଲର୍ଟ ଜାରି କଲା ଗୋଇନ୍ଦା ବିଭାଗ

ନୂଆଦିଲ୍ଲୀ,୩୦।୧୨: ଦିନକ ପରେ ପୁରୁଣା ବର୍ଷକୁ ବିଦାୟୀ ଦିଆଯାଇ ନୂଆବର୍ଷକୁ ସ୍ବାଗତ କରାଯିବ। ଇତିମଧ୍ୟରେ ଆତଙ୍କବାଦୀମାନେ ନୂଆ ବର୍ଷ ଅବସରରେ ଏକ ବଡ଼ ଷଡଯନ୍ତ୍ର ରଚିପାରନ୍ତି ବୋଲି ଗୋଇନ୍ଦା ବିଭାଗ (ଇଣ୍ଟେଲିଜେନ୍ସ ବ୍ୟୁରୋ) ପକ୍ଷରୁ ଏକ ସତର୍କ ସୂଚନା ଜାରି...

ଅକ୍ସିଜେନ୍‌ ସିଲିଣ୍ଡର ବିସ୍ଫୋରଣ: ୨ ମୃତ

ଲକ୍ଷ୍ନୌ,୩୦।୧୨: ଉତ୍ତରପ୍ରଦେଶର ଚାନ୍ଦୌଲି ଜିଲାର ଏକ ଘରୋଇ ହସ୍ପିଟାଲ ବାହାରେ ଅକ୍ସିଜେନ୍‌ ସିଲିଣ୍ଡର ବିସ୍ଫୋରଣ ହୋଇଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।ଖବରପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲକୁ ପଠାଇବା ସହ ଘଟଣାର...

ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ସବୁଜ ପତାକା ଦେଖାଇଲେ ମୋଦି: ମମତା କହିଲେ, ମା’ଠୁ ବଡ଼ ଆଉ କିଛି ନୁହେଁ

କୋଲକାତା,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗକୁ ୭୮୦୦କୋଟି ଟଙ୍କାର ଏକ ପ୍ରକଳ୍ପ ଭେଟି ଦେଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୋଦି ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ସବୁଜ ପତାକା ଦେଖାଇଛନ୍ତି। ଏହି ଟ୍ରେନ୍‌...

ଶୀତକାଳୀନ ଅଧିବେଶନ ପୂର୍ବରୁ ଆଜି ବସିବ କ୍ୟାବିନେଟ୍‌ ବୈଠକ

ରାୟପୁର,୩୦।୧୨: ଛତିଶଗଡ ସରକାରଙ୍କ ଶୁକ୍ରବାର ଚଳିତ ବର୍ଷର ଶେଷ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ତେବେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ବାସଭବନରେ ଏହି ବୈଠକ ବସିବାର ନେଇ ସୂଚନା ମିଳିଛି। ଏହି ବୈଠକରେ ଜାନୁୟାରୀ ୨ ତାରିଖରେ ହେବାକୁ ଥିବା...

ଭାରତ ଯୋଡୋ ଯାତ୍ରାରେ ସାମିଲ ହେବା ପାଇଁ ସ୍ମୃତି ଇରାନୀଙ୍କୁ ନିମନ୍ତ୍ରଣ କଲା କଂଗ୍ରେସ

ନୂଆଦିଲ୍ଲୀ,୩୦।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଜାରି ରହିଥିବା ଭାରତ ଯୋଡୋ ଯାତ୍ରାରେ ସାମିଲ ହେବାକୁ କଂଗ୍ରେସର ଜଣେ ନେତା ଆମେଥି ଭାଜପା ଏମ୍‌ପି ତଥା କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କୁ ଚିଠି ଲେଖି ନିମନ୍ତ୍ରଣ କରିଛନ୍ତି। କଂଗ୍ରେସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri