ଜାତୀୟ

ଗୋଟିଏ ମାସରେ ତୃତୀୟଥର ପାଇଁ ଗିରଫ ହେଲେ ଟିଏମ୍‌ସି ନେତା

ନୂଆଦିଲ୍ଲୀ,୩୦।୧୨: କ୍ରାଉଡଫଣ୍ଡିଂ ଜରିଆରେ ସଂଗ୍ରହ କରିଥିବା ଅର୍ଥକୁ ଅପବ୍ୟବହାର କରିଥିବା ଅଭିଯୋଗରେ ଟିଏମସିର ମୁଖପାତ୍ର ସାକେତ ଗୋଖଲେ ଗିରଫ ହୋଇଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଗୁଜରାଟ ପୋଲିସ ତାଙ୍କୁ ଗିରଫ କରିଛି। ଗୁଜରାଟ ପୋଲିସ ଚଳିତ ମାସରେ ତୃତୀୟ ଥର...

ହୀରାବେନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୦ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଭୋର୍‌ ସମୟରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛନ୍ତି। ଏହି ଖବର ଶୁଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ‘ପ୍ରଧାନମନ୍ତ୍ରୀ...

ପଞ୍ଚଭୂତରେ ବିଲୀନ ହେଲେ ହୀରାବେନ୍‌: ମୁଖାଗ୍ନି ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ଙ୍କ ପାର୍ଥିବଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଗାନ୍ଧିନଗର ସେକ୍ଟରସ୍ଥିତ ଶ୍ମଶାନଘାଟରେ ହୀରାବେନ୍‌ଙ୍କ ଅନ୍ତିମସତ୍କାର କରାଯାଇଛି। ମୋଦି ମା’ଙ୍କୁ ନିଆଁ ମୁଖାଗ୍ନି ଦେଇଥିଲେ। ଶୁକ୍ରବାର ଭୋର ୩.୩୦ରେ ହୀରା ବା’ଙ୍କର ଦେହାନ୍ତ ହୋଇଥିଲା। ଅହମ୍ମଦାବାଦର...

ଏହି କଷ୍ଟ ସମୟରେ ଭଗବାନ ପ୍ରଧାନମନ୍ତ୍ରୀଙ୍କୁ ଧୌର୍ଯ୍ୟ ଦିଅନ୍ତୁ: କଙ୍ଗନା

ମୁମ୍ବାଇ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ମୋଦିଙ୍କର ଶୁକ୍ରବାର ସକାଳେ ଦେହାନ୍ତ ହୋଇଛି। ମଙ୍ଗଳବାର ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ହୀରାବେନଙ୍କୁ ଅହମ୍ମଦାବାଦସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ସେ ୧୦୦ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ...

‘ଏହି ଦୁଃଖ ସମୟରେ ପୂରା ଦେଶ ପ୍ରଧାନମନ୍ତ୍ରୀଙ୍କ ସହ ଅଛି’

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ ଦୁନିଆକୁ ଅଲବିଦା କହିଛନ୍ତି। ସେ ଶୁକ୍ରବାର ଭୋର ୩.୩୦ରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ହୀରାବେନଙ୍କ ଦେହାନ୍ତ ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଅନେକ ମନ୍ତ୍ରୀ...

‘ଭାରତ ଯୋଡୋ ଯାତ୍ରା’ରୁ ମିଳିଥିବା ଲାଭକୁ ଭୋଟରେ ପରିବର୍ତ୍ତନ କରିବା ସହଜ ନୁହେଁ: ଥରୁର

ନୂଆଦିଲ୍ଲୀ,୩୦ ।୧୨: କଂଗ୍ରେସ ନେତା ଶଶି ଥରୁର ତାଙ୍କ ବେକାବୁ ବୟାନକୁ ନେଇ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ । ଗୁରୁବାର କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’କୁ ନେଇ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଆଗାମୀ ଲୋକ...

ପର ଘରେ ବାସନ ମାଜୁଥିଲେ ମୋଦିଙ୍କ ମା’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ସକାଳେ ୧୦୦ ବର୍ଷ ବୟସରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ହୀରାବେନ ଗୁଜରାଟର ପାଲନପୁରରେ ଜନ୍ମଗ୍ରହଣ କରିଥିଲେ। ବିବାହ ପରେ ସେ ବଡ଼ନଗରକୁ ଚାଲିଯାଇଥିଲେ। ଯେତେବେଳେ ସେ ବିବାହ...

ଗାନ୍ଧିନଗରରେ ହେବ ହୀରାବେନଙ୍କ ଅନ୍ତିମ ସଂସ୍କାର, ପୁଅ ପଙ୍କଜ ମୋଦିଙ୍କ ଘରେ ଶେଷ ଦର୍ଶନ

ଗାନ୍ଧିନଗର,୩୦ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହୀରାବେନ ମୋଦିଙ୍କର ଶୁକ୍ରବାର ସକାଳେ ପରଲୋକ ହୋଇଛି । ୧୦୦ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅହମଦାବାଦର ୟୁଏନ ମେହେଟା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର...

ମା’ଙ୍କୁ କାନ୍ଧ ଦେଲେ ମୋଦି

ଅହମ୍ମଦାବାଦ୍‌,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ ୧୦୦ ବର୍ଷ ବୟସରେ ପରଲୋକ ଘଟିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦ୍‌ରେ ପହଞ୍ଚି ମା’ଙ୍କୁ ଶେଷ ଦର୍ଶନ କରିଛନ୍ତି। ଏବେ ହୀରାବେନ୍‌ଙ୍କ ଅନ୍ତିମ ଯାତ୍ରା ଆରମ୍ଭ ହୋଇଛି। ମା’ଙ୍କ ପାର୍ଥିବ ଶରୀରରେ...

‘ମା’ ହେଉଛି ସମ୍ପୂର୍ଣ୍ଣ ବିଶ୍ୱ, ପରଲୋକ ପୁଅ ପାଇଁ ଅସହ୍ୟ’- ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୩୦ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହିରାବେନ ମୋଦିଙ୍କର ଶୁକ୍ରବାର ସକାଳେ ପରଲୋକ ହୋଇଛି । ୧୦୦ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅହମଦାବାଦର ୟୁଏନ ମେହେଟା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର...

ଉଜବେକିସ୍ତାନକୁ ତଥ୍ୟ ମାଗିଲା ଭାରତ

ନୂଆଦିଲ୍ଲୀ,୩୦ା୧୨:ଉତ୍ତର ପ୍ରଦେଶର ନୋଏଡାରେ ମାରିଓନ୍‌ ବାୟୋଟେକ୍‌ ପକ୍ଷରୁ ପ୍ରସ୍ତୁତ ଡୋକ୍‌-୧ ମ୍ୟାକ୍ସ ସିରପ୍‌ ସେବନ କରି ଉଜ୍‌ବେକିସ୍ତାନର ୧୯ ଶିଶୁଙ୍କ ମୃତ୍ୟୁ ଅଭିଯୋଗ ଆସିବା ପରେ ଭାରତ ସରକାର କଡ଼ା ଅଭିମୁଖ୍ୟ ଦେଖାଇଛନ୍ତି। କେଉଁ ପରିସ୍ଥିତିରେ ଶିଶୁମାନଙ୍କ ମୃତ୍ୟୁ ଘଟିଛି...

ପ୍ରବାସୀ ଭୋଟରଙ୍କ ଲାଗି ରିମୋଟ୍‌ ଭୋଟିଂ ମେଶିନ

ନୂଆଦିଲ୍ଲୀ,୩୦ା୧୨:ଦେଶର ବିଭିନ୍ନ ଭାଗରେ ରହୁଥିବା ପ୍ରବାସୀମାନଙ୍କ ମତଦାନ ପାଇଁ ନିର୍ବାଚନ କମିଶନ (ଇସି) ଏକ ରିମୋଟ୍‌ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ (ଆର୍‌ଭିଏମ୍‌)ର ମଡେଲ ବିକଶିତ କରିଥିବା ରବିବାର କହିଛନ୍ତି। ନିର୍ବାଚନମଣ୍ଡଳୀଠାରୁ ଦୂରରେ ଥିବା ଭୋଟରମାନଙ୍କ ଲାଗି ମଲ୍ଟି-କନ୍‌ଷ୍ଟିଚ୍ୟୁଏନ୍ସି ଇଭିଏମ୍‌ ପ୍ରୋଟୋଟାଇପ୍‌ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri