ଜାତୀୟ

ବିବାଦ ବଢ଼ିଲା: କର୍ନାଟକରୁ ୮୬୫ ଗାଁ ନେବା ପ୍ରସ୍ତାବ ମହାରାଷ୍ଟ୍ର ବିଧାନସଭାରେ ପାରିତ…

ମୁମ୍ବାଇ,୨୭।୧୨ : ମହାରାଷ୍ଟ୍ର ବିଧାନସଭାରେ କର୍ନାଟକର ବେଲଗାଭି ଜିଲାର ୮୬୫ ଗାଁକୁ ମହାରାଷ୍ଟ୍ରରେ ସାମିଲ କରିବାର ଲାଗି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସରକାର ଏକ ପ୍ରସ୍ତାବ ପାରିତ କରିଛନ୍ତି। ଏହାକୁ ବିଧାନସଭାର ସମସ୍ତ ଦଳର ସଦସ୍ୟମାନେ ସମର୍ଥନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ...

ରେଲଓ୍ବେ ଜମିରେ ଟାଓ୍ବାର ସ୍ଥାପନ କରିବେ କମ୍ପାନୀ, ଯାତ୍ରୀଙ୍କୁ ମିଳିବ ମାଗଣା ୫-ଜି ସେବା…

ନୂଆଦିଲ୍ଲୀ,୨୭।୧୨ : ଟେଲିକମ ନେଟୱାର୍କ ସହ ଜଡିତ ରେଳ ମନ୍ତ୍ରଣାଳୟ ଏକ ବଡ ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ଅନୁଯାୟୀ, ବର୍ତ୍ତମାନ ଯେ କୌଣସି କମ୍ପାନୀ ରେଲଓ୍ବେ ଜମି, ଅଫିସ କିମ୍ବା ଷ୍ଟେଶନରେ ଏକ ଟାୱାର ସ୍ଥାପନ କରିପାରିବେ। ଏହାଦ୍ୱାରା...

ପ୍ରଧାନମନ୍ତ୍ରୀଙ୍କ ଭାଇ କାର ଦୁର୍ଘଟଣାରେ ଆହତ…

ବେଙ୍ଗାଲୁରୁ,୨୭।୧୨ : ଏକ ସଡ଼କ ଦୁର୍ଘଟଣାରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନଭାଇ ପ୍ରହ୍ଲାଦ ମୋଦି ଆହତ ହୋଇଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କର୍ନାଟକର ମହୀଶୁରରେ ସେ ତାଙ୍କ ପରିବାର ସଦସ୍ୟଙ୍କ ସହ ଯାତ୍ରା କରୁଥିବା ସମୟରେ ଏହି ଦୁର୍ଘଟଣା...

ଓବିସି ସଂରକ୍ଷଣ ପରେ ହେବ ପୌର ପରିଷଦ ନିର୍ବାଚନ, ଆବଶ୍ୟକ ପଡ଼ିଲେ ସୁପ୍ରିମ୍‌କୋର୍ଟ ଯିବୁ : ଯୋଗୀ ଆଦିତ୍ୟନାଥ…

ଲକ୍ଷ୍ନୌ,୨୭।୧୨ : ପୌର ପରିଷଦ ନିର୍ବାଚନରେ ଓବିସି ସଂରକ୍ଷଣକୁ ରଦ୍ଦ କରିବା ପାଇଁ ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚର ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବିବୃତ୍ତି ଦେଇଛନ୍ତି। ପଛୁଆବର୍ଗଙ୍କ ଅଧିକାର ପାଇବାକୁ ସରକାର ସୁପ୍ରିମକୋର୍ଟ ଯିବେ ବୋଲି...

ଦୈନିକ ସଂକ୍ରମଣ ୦.୩୨ ପ୍ରତିଶତ, ସ୍ଥିତି ଉପରେ ତୀକ୍ଷ୍‌ଣ ନଜର…

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧...

ରେଖା ଗୁପ୍ତାଙ୍କୁ ଦିଲ୍ଲୀର ମେୟର ପ୍ରାର୍ଥୀ ଭାବେ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨୭।୧୨: ଦିଲ୍ଲୀର ମେୟର ପ୍ରାର୍ଥୀ ଭାବେ ରେଖା ଗୁପ୍ତାଙ୍କ ନାମ ଭାଜପା ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ଆଜି ନାମାଙ୍କନପତ୍ର ଦାଖଲ କରିବାର ଶେଷ ଦିନ ଥିବା ବେଳେ ଦଳ ରେଖା ଗୁପ୍ତାଙ୍କୁ ଚୟନ କରିଛି। ସେ ପୂର୍ବରୁ ସାଲିମାର...

ଓବିସି ସଂରକ୍ଷଣ ବିନା ହେଉ ଉତ୍ତରପ୍ରଦେଶ ପୌରପରିଷଦ ନିର୍ବାଚନ: ହାଇକୋର୍ଟ…

ଲକ୍ଷ୍ନୌ,୨୭।୧୨ : ଉତ୍ତରପ୍ରଦେଶ ପୌରପରିଷଦ ନିର୍ବାଚନ ସମ୍ପର୍କରେ ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ ଏକ ବଡ ଫିଇସଲା ଦେଇଛନ୍ତି। ଅଦାଲତ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ଏଥର ବିନା ସଂରକ୍ଷଣରେ କରାଯାଉ। କୋର୍ଟ କହିଛନ୍ତି ଯେ ସୁପ୍ରିମକୋର୍ଟଙ୍କ ଦ୍ୱାରା...

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପିନାରାଇ ବିଜୟନ…

ନୂଆଦିଲ୍ଲୀ,୨୭।୧୨ : କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ମଙ୍ଗଳବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ସରକାରୀ ବାସଭବନରେ ଭେଟିଛନ୍ତି। ଏକ ସରକାରୀ ସୂତ୍ରରୁ ଏହି ସୂଚନା ମିଳିଛି। ଉଭୟଙ୍କର ସାକ୍ଷାତର ଫଟୋଗ୍ରାଫ ବ୍ୟତୀତ ଅନ୍ୟ କୌଣସି ବିବରଣୀ ମୁଖ୍ୟମନ୍ତ୍ରୀଙ୍କ...

ଦେଶରେ କରୋନା ନ ବ୍ୟାପୁ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୧୨: ଚାଇନା ସମେତ ବିଭିନ୍ନ ଦେଶରେ କୋଭିଡ୍‌ ସଂକ୍ରମଣ ବଢ଼ୁଥିବା ବେଳେ ଭାରତ ଏହାର ମୁକାବିଲା ଲାଗି ପ୍ରସ୍ତୁତି ଆରମ୍ଭ କରିଦେଇଛି। କେନ୍ଦ୍ର ସରକାରଙ୍କ ପରାମର୍ଶକ୍ରମେ ମଙ୍ଗଳବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ହସ୍ପିଟାଲଗୁଡ଼ିକରେ ମକ୍‌ ଡ୍ରିଲ୍‌...

କର୍ନାଟକ ସହ ସୀମା ବିବାଦ: ମହାରାଷ୍ଟ୍ର ବିଧାନସଭାରେ ପ୍ରସ୍ତାବ ପାରିତ

ବେଙ୍ଗାଲୁରୁ,୨୭।୧୨: କର୍ନାଟକ ସହ ସୀମା ବିବାଦକୁ ନେଇ ମହାରାଷ୍ଟ୍ର ସରକାର ମଙ୍ଗଳବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ସର୍ବସମ୍ମତି କ୍ରମେ ଏହା ପାରିତ ହୋଇଛି। ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ପ୍ରସ୍ତାବ ଉପସ୍ଥାପନ କରିଛନ୍ତି। ଖୁବ ଶୀଘ୍ର...

ଦେଶରେ ଆଜି ୧୫୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୭।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ...

ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେନି ଅଖିଳେଶ,ମାୟାବତୀ!

ନୂଆଦିଲ୍ଲୀ,୨୬।୧୨: ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ, ବିଏସ୍‌ପି ସୁପ୍ରିମୋ ମାୟାବତୀ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱାଧୀନ ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ନାହିଁ ବୋଲି ଏକ ସୂତ୍ରରୁ ପ୍ରକାଶ ପାଇଛି। ହେଲେ ବିଧିବଦ୍ଧ ଭାବେ ଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri