ଜାତୀୟ

ଅଟଳ ବିହାରୀଙ୍କୁ ଶ୍ରଦ୍ଧାଞ୍ଜଳି…

ନୂଆଦିଲ୍ଲୀ,୨୫।୧୨ : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳେ ତାଙ୍କ ସମାଧିସ୍ଥଳରେ ପହଞ୍ଚିଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ଭାଜପାର ମୂଳଦୁଆ ପକାଇଥିବା ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି...

ବଡ଼ଦିନରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୫।୧୨ : ବଡ଼ଦିନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନକର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ମୁର୍ମୁ କହିଛନ୍ତି, ଏହି ଦିନ ଆମେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କରୁଣା ଏବଂ ବଳିଦାନର...

ଏଲଟିଟିଇକୁ ପୁଣି ସକ୍ରିୟ କରିବାକୁ ଆଇଏସଆଇ ରଚିଛି ଷଡ଼ଯନ୍ତ୍ର…

ଚେନ୍ନାଇ,୨୫।୧୨ : ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ତାମିଲନାଡୁର ଲିବରେଶନ ଟାଇଗର୍ସ ଅଫ ତାମିଲ ଇଲମ (ଏଲଟିଟିଇ) କୁ ପୁଣି ସକ୍ରିୟ କରିବାକୁ ଷଡ଼ଯନ୍ତ୍ର ରଚିଛି। ଦ ଆଇଲାଣ୍ଡ ଅନଲାଇନ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ଏହି ସୂଚନା ପ୍ରକାଶ...

ଗାଁ, ଗରିବ, କୃଷକଙ୍କ ପାଇଁ ଥିଲା ଅଟଳଙ୍କ ଭିନ୍ନ ଭଲପାଇବା

ନୂଆଦିଲ୍ଲୀ,୨୫ ।୧୨: ଥରେ ଯେତେବେଳେ ପୈତୃକ ଗାଁ ଆଗ୍ରାର ବଟେଶ୍ୱରକୁ ନେଇ ଲୋକେ ଅଟଳ ବିହାରୀ ବାଜପେୟୀଙ୍କୁ ପ୍ରଶ୍ନ କରିଥିଲେ ସେତେବେଳେ ସେ ବଡ ସହଜ ଓ ସାଧାରଣ ଭାବେ ଉତ୍ତର ଦେଇଥିଲେ ସାରା ଦେଶ ହେଉଛି ମୋର ଗାଁ...

ତୁନିଶାଙ୍କ ଏକ୍ସ ବୟଫ୍ରେଣ୍ଡ ସିଜାନ ମହମ୍ମଦ ଗିରଫ

ମୁମ୍ବାଇ,୨୫ ।୧୨: ଟେଲିଭିଜନ ଦୁନିଆର ଜଣେ ପରିଚିତ କଳାକାର ତୁନିଶା ଶର୍ମାଙ୍କର ମୃତ୍ୟୁ ଖବର ସମସ୍ତଙ୍କୁ ଚମକାଇ ଦେଇଛି । ଶନିବାର ତୁନିଶାଙ୍କ ମୃତଦେହ ଶୁଟିଂ ସେଟରେ ଝୁଲନ୍ତା ଅବସ୍ଥାରେ ମିଳିଥିଲା । କୁହାଯାଉଛି କି ଡିପ୍ରେସନ କାରଣରୁ ତୁନିଶା...

ଖ୍ରୀଷ୍ଟମାସ ଅବସରରେ ଚଳିତ ବର୍ଷର ଶେଷ ‘ମନ କି ବାତ’ କାର୍ଯ୍ୟକ୍ରମରେ ଦେଶବାସୀଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୨୫ ।୧୨: ରବିବାର ୨୫ ଡିସେମ୍ବର ଖ୍ରୀଷ୍ଟମାସ ଅବସରରେ ଦେଶବାସୀଙ୍କୁ ମନ କି ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କ ସହ କଥା ହେବେ ଏହି କାର୍ଯ୍ୟକ୍ରମ ଜରିଆରେ ଦେଶବାସୀଙ୍କୁ ମୋଦି ସମ୍ବୋଧନ କରିବେ । ଗତ ସପ୍ତାହରେ...

କରୋନା ପ୍ରସ୍ତୁତି ମକ୍‌ ଡ୍ରିଲ୍‌ ଡିସେମ୍ବର ୨୭ରେ…

ନୂଆଦିଲ୍ଲୀ,୨୪।୧୨ : ଚାଇନା ସମେତ ବିଶ୍ୱର ୧୦ଟି ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଭାରତ କରୋନା ମୁକାବିଲା ପାଇଁ କେତେଦୂର ପ୍ରସ୍ତୁତ ତାହା ଜାଣିବା ପାଇଁ ଡିସେମ୍ବର ୨୭ରେ ବିଭିନ୍ନ ରାଜ୍ୟରେ ମକ୍‌ ଡ୍ରିଲ୍‌ କରାଯିବ। ଏନେଇ...

ପରୀକ୍ଷାରେ କପି କରୁଥିବା ଶିକ୍ଷାର୍ଥୀ ଦେଶ ଗଠନ କରିପାରିବେ ନାହିଁ, କଡ଼ା ଅନୁଶାସନ ଜରୁରୀ: ହାଇକୋର୍ଟ…

ନୂଆଦିଲ୍ଲୀ,୨୪।୧୨ : ପରୀକ୍ଷାରେ କପି କରୁଥିବା ଶିକ୍ଷାର୍ଥୀ କେବେ ମଧ୍ୟ ଦେଶ ଗଠନ କରିପାରିବେ ନାହିଁ। ଏଭଳି କାର୍ଯ୍ୟ ବିରୋଧରେ କଡ଼ା ଅନୁଶାସନ ଜରୁରୀ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ମୁଖ୍ୟ ବିଚାରପତି ସତିଶ ଚନ୍ଦ୍ର ଶର୍ମା ଏବଂ ବିଚାରପତି...

ନୂଆ ନିୟମ: ୧୦ ବର୍ଷ ପରେ ଆଧାର ତଥ୍ୟ ରେକର୍ଡକୁ ଅପଡେଟ କରିବାକୁ ହେବ…

ନୂଆଦିଲ୍ଲୀ,୨୪।୧୨ : ଆଧାର କାର୍ଡ ସହ ଜଡିତ ନିୟମରେ ସରକାର ଏକ ବଡ ପରିବର୍ତ୍ତନ କରିଛନ୍ତି। ସୂଚନା ଅନୁଯାୟୀ, ବର୍ତ୍ତମାନ ଆଧାର କାର୍ଡରେ ରଖାଯାଇଥିବା ଡକ୍ୟୁମେଣ୍ଟଗୁଡ଼ିକର ତଥ୍ୟ ରେକର୍ଡକୁ ୧୦ ବର୍ଷ ପରେ ଅପଡେଟ କରିବାକୁ ପଡିବ। ୟୁନିକ ଆଇଡେଣ୍ଟିଫିକେଶନ...

ସୀମା ପାର ଅସ୍ତ୍ରଶସ୍ତ୍ର ଯୋଗାଣ ଉଦ୍ୟମ ପଣ୍ଡ କଲେ ଭାରତୀୟ ସେନା…

ଶ୍ରୀନଗର,୨୪।୧୨ : ଜମ୍ମୁ-କଶ୍ମୀରର ଉରି ସେକ୍ଟରରେ ଏଲଓସିରେ ସୀମା ପାର ଅସ୍ତ୍ରଶସ୍ତ୍ର ଯୋଗାଣ ପାଇଁ ପାକିସ୍ତାନର ଏକ ବଡ଼ ପ୍ରୟାସକୁ ସୁରକ୍ଷା ବାହିନୀ ପଣ୍ଡ କରିଛନ୍ତି। ପୋଲିସ କହିଛି ଯେ ଆଠଟି ଏକେ ରାଇଫଲ ଏବଂ ୧୨ ଟି ପିସ୍ତଲ...

ଚାଇନାରେ ଉତ୍ପନ୍ନ ହେବ କରୋନାର ନୂଆ ଭାରିଏଣ୍ଟ, ସତର୍କ ରୁହନ୍ତୁ ଭୟ କରିବାର ଆବଶ୍ୟକତା ନାହିଁ: ବିଶେଷଜ୍ଞ

ବେଙ୍ଗାଲୁରୁ,୨୪ ।୧୨: ଚାଇନାରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି । ରିପୋର୍ଟ ଅନୁଯାୟୀ, ପ୍ରତିଦିନ ଏଠାରେ ଲକ୍ଷ ଲକ୍ଷ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି । ଏପଟେ ମୃତକଙ୍କ ସଂଖ୍ୟା ବି ବଢିବାରେ ଲାଗିଛି । ଇତିମଧ୍ୟରେ...

ଥଣ୍ଡା ଲାଗୁଛି କି ନାହିଁ ପ୍ରଥମେ କୃଷକ-ଶ୍ରମିକଙ୍କୁ ପଚାର: ରାହୁଲଙ୍କ ଜବାବ…

ନୂଆଦିଲ୍ଲୀ,୨୪।୧୨ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଦିଲ୍ଲୀରେ ପ୍ରବେଶ କରିଛି। ଏହି ସମୟରେ ସେ ଲାଲ କିଲ୍ଲାରେ ଶ୍ରମିକ ଏବଂ ଲୋକଙ୍କୁ ସମ୍ବୋଧିତ କରିଥିଲେ। ମୁଦ୍ରାସ୍ଫୀତି ଏବଂ ଦାରିଦ୍ର୍ୟ ପ୍ରସଙ୍ଗରେ ସେ କେନ୍ଦ୍ର ସରକାରଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri