ଜାତୀୟ

କହ୍ନେୟାଲାଲ ହତ୍ୟାକାଣ୍ଡ: ଦୁଇ ପାକିସ୍ତାନୀ ନାଗରିକଙ୍କ ସମେତ ୧୧ ଜଣଙ୍କ ବିରୋଧରେ ଚାର୍ଜସିଟ ଦାଖଲ କଲା ଏନଆଇଏ

ନୂଆଦିଲ୍ଲୀ,୨୩ ।୧୨: ରାଜସ୍ଥାନର ଉଦୟପୁରରେ ଜୁନ ମାସରେ ଜଣେ ଦର୍ଜି କହ୍ନେୟାଲାଲଙ୍କୁ ଅର୍ତିମ ଭାବେ ହତ୍ୟା କରାଯାଇଥିଲା । ଏହି ମାମଲାରେ ଗୁରୁବାର ଏକ ବଡ ଅପଡେଟ ସାମ୍ନାକୁ ଆସିଛି । ମାମଲାର ଯାଞ୍ଚ କରୁଥିବା ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ)...

ଅପହୃତା ନାବାଳିକାଙ୍କୁ ହରିୟାଣାରେ ବିକ୍ରି ପରେ ବଳାତ୍କାର: ୭ ଗିରଫ

କୋର୍ବା(ଛତିଶଗଡ଼),୨୨।୧୨: ଛତିଶଗଡ଼ରୁ ଜଣେ ନାବାଳିକାଙ୍କୁ ଅପହରଣ କରି ହରିୟାଣାର ଜଣେ ବ୍ୟକ୍ତିଙ୍କୁ ବିକ୍ରି କରାଯାଇଥିଲା। ସମ୍ପୃକ୍ତ ବ୍ୟକ୍ତି ଜଣକ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଘଟଣାରେ ସମ୍ପୃକ୍ତ ୭ଜଣଙ୍କୁ ଗିରଫ କରିଛି।...

ବିଦେଶ ଫେରନ୍ତାଙ୍କ ପାଇଁ ଜାରି ହେଲା ନୂଆ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୨୨।୧୨: କରୋନାର ନୂଆ ଭାରିଆଣ୍ଟ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଗୁରୁବାର ବିଦେଶ ଫେରନ୍ତାଙ୍କ ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛି। ଡିସେମ୍ବର ୨୪ରୁ ଏହି ଗାଇଡ୍‌ଲାଇନ୍‌ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଜାରି...

୩ ନେତାଙ୍କୁ ଦଳରୁ ବିଦା କଲେ ଗୁଲାମ ନବୀ ଆଜାଦ୍‌

ଶ୍ରୀନଗର,୨୨।୧୨: କଂଗ୍ରେସରୁ ଇସ୍ତଫା ପରେ ନୂତନ ଦଳ ଗଠନ କରିଥିବା ଗୁଲାମ ନବୀ ଆଜାଦ୍‌ ଗୁରୁବାର ୩ ନେତାଙ୍କୁ ଡେମୋକ୍ରାଟିକ୍‌ ଆଜାଦ୍‌ ପାର୍ଟିରୁ ବହିଷ୍କାର କରିଛନ୍ତି। ସେମାନେ ହେଲେ ତାରାଚାନ୍ଦ, ମନୋହର ଲାଲ ଶର୍ମା ଏବଂ ବଳୱାନ ସିଂ ଅଛନ୍ତି।...

କୋଭୋଭ୍ୟାକ୍ସକୁ ବୁଷ୍ଟର ଡୋଜ୍‌ ଭାବେ ବ୍ୟବହାର କରିବାକୁ ଅନୁମତି ଲୋଡିଲା ସିରମ୍‌ ଇନଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ,୨୨।୧୨: ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ ଇଣ୍ଡିଆ (ଏସ୍‌ଆଇଆଇ) କୋଭିଡ ଟିକା କୋଭୋଭ୍ୟାକ୍ସକୁ ବୁଷ୍ଟର ଡୋଜ୍‌ ଭାବେ ବ୍ୟବହାର କରିବା ପାଇଁ ଡିସିିଜିଆଇର ଅନୁମତି ଲୋଡିଛି। ଏହି ଟିକାକୁ ବୁଷ୍ଟର ଭାବେ ପ୍ରାପ୍ତ ବୟସ୍କଙ୍କ କ୍ଷେତ୍ରରେ ବ୍ୟବହାର କରାଯାଇପାରିବ। କୋଭିସିଲ୍ଡ ଓ...

ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ: ଷ୍ଟାଲିନ୍‌

ଚେନ୍ନାଇ,୨୨।୧୨: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌ କରୋନା ସ୍ଥିତିକୁ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟରେ କରୋନାର ନୂଆ ଭାରିଆଣ୍ଟ ଉପରେ ନଜର ରଖାଯାଉଛି। ତେବେ ରାଜ୍ୟରେ ସଂକ୍ରମଣ ସଂଖ୍ୟା କମ୍‌ ଥିଲେ ମଧ୍ୟ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣରେ ଶର୍ଯ୍ୟା...

କରୋନା ଚିନ୍ତା: ଉଚ୍ଚସ୍ତରୀୟ ବୈଠକ ଡକାଇ ସ୍ଥିତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୨୨।୧୨: ଚାଇନାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ପରିପ୍ରେକ୍ଷୀରେ ଭାରତରେ ଓମିକ୍ରନ୍‌ ସବ୍‌ ଭାରିଆଣ୍ଟ ବିଏଫ୍‌-୭ର ୪ଟି ମାମଲା ଚିହ୍ନଟ ହେବାପରେ କେନ୍ଦ୍ର ସରକାର ତତ୍ପରତା ଦେଖାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଏକ...

ଦିଲ୍ଲୀରେ ବିଏଫ୍‌-୭ ଭାରିଆଣ୍ଟର ଗୋଟିଏ ବି ମାମଲା ନାହିଁ: କେଜିର୍‌ଓ୍ବାଲ

ନୂଆଦିଲ୍ଲୀ,୨୨।୧୨: ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିର୍‌ଓ୍ବାଲ ଗୁରୁବାର ତାଙ୍କ ବାସଭବନରେ ଏକ ଜରୁରୀ ବୈଠକ ଡାକିଥିଲେ। ବୈଠକ ପରେ କେଜିର୍‌ଓ୍ବାଲ କହିଛନ୍ତି ଯେ, ଦିଲ୍ଲୀରେ ଓମିକ୍ରନ୍‌ ସବ୍‌-ଭାରିଆଣ୍ଟ ବିଏଫ୍‌-୭ର ଗୋଟିଏ ବି...

ଜେଲ୍‌ରେ ବିତାଇବେ ନୂଆବର୍ଷ: ପୁଣି ଚାଟାର୍ଜୀଙ୍କ ଜାମିନ୍‌ ଆବେଦନ ଖାରଜ

କୋଲକାତା,୨୨।୧୨: କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)ର ସ୍ବତନ୍ତ୍ର କୋର୍ଟ ଗୁରୁବାର ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଜାମିନ୍‌ ଆବେଦନକୁ ଖାରଜ କରିଦେଇଛନ୍ତି। ଶିକ୍ଷକ ନିଯୁକ୍ତି ଦୁର୍ନୀତିରେ ଗିରଫ ହୋଇଥିବା ମନ୍ତ୍ରୀଙ୍କ ସମେତ ଅନ୍ୟ ୬ ଜଣଙ୍କ  ନ୍ୟାୟିକ ହେପାଜତକୁ...

କର୍ନାଟକରେ କୋଭିଡ ଗାଇଡ୍‌ଲାଇନ୍‌ ଜାରି :ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ବେଙ୍ଗାଲୁରୁ,୨୨।୧୨: ଚାଇନାରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ନେଇ ଭାରତରେ ତତ୍ପରତା ପ୍ରକାଶ ପାଇଛି। ଏହିକ୍ରମରେ କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ କେ. ସୁଧାକର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗୁରୁବାର ରାଜ୍ୟରେ କୋଭିଡ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଗାଇଡ୍‌ଲାଇନ୍‌ ଅନୁଯାୟୀ,...

ଦୁଇଦିନ ପରେ ଦିଲ୍ଲୀରେ ହେବ ଭାରତ ଯୋଡୋ ଯାତ୍ରା, ଏବେ ରାଜନୀତି ବାତାବରଣ ହେବ ଆହୁରି ଉଷ୍ମ

ନୂଆଦିଲ୍ଲୀ,୨୨ ।୧୨: ଚାଇନାରେ କୋଭିଡ-୧୯ର ସଂକ୍ରମଣ ଓ ପାର୍ଲାମେଣ୍ଟର ଉଷ୍ମ ବାତାବରଣ ସହ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡବିୟଙ୍କ ପତ୍ର ରାଜନୀତିର ପାରାକୁ ଆହୁରି ବଢାଇ ଦେଇଛି । ସୂଚନା ଓ ପ୍ରସାରଣ...

ଜ୍ୟାକଲିନ୍‌ଙ୍କୁ ବିଦେଶ ଯିବାକୁ ମିଳିଲାନି ଅନୁମତି

ମନି ଲଣ୍ଡରିଂ ମାମଲାରେ ଛନ୍ଦି ହୋଇପଡିଥିବା ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜଙ୍କୁ ବିଦେଶ ଯିବାକୁ ଅନୁମତି ମିଳିନାହିଁ। ସେ ଅସୁସ୍ଥ ମା’ଙ୍କୁ ଦେଖିବାକୁ ବାହାରିନ୍‌ ଯିବା ପାଇଁ କୋର୍ଟରେ ଆବେଦନ କରିଥିଲେ। ଦିଲ୍ଲୀର ଏକ କୋର୍ଟ ତାଙ୍କୁ ଅନୁମତି ଦେବାକୁ ମନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri