ଜାତୀୟ

ଏକତା ହିଁ ଶକ୍ତି

କୁହାଯାଏ ଏକତା ହିଁ ସବୁୁଠାରୁ ବଡ଼ ଶକ୍ତି। ଏହାଦ୍ୱାରା ବିଭିନ୍ନ ସମସ୍ୟାର ସମାଧାନ ସହଜରେ ହୋଇପାରେ। ପ୍ରାକୃତିକ ବିପର୍ଯ୍ୟୟ ହେଉ ଅବା ଦେଶ ଦେଶ ମଧ୍ୟରେ ବିବାଦ ସମସ୍ତ ସମସ୍ୟାର ସହଜ ସମାଧାନ ପାଇଁ ଏକଜୁଟ ହେବା ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ...

କେରଳରେ ଫୁଟ୍‌ବଲ ଉନ୍ମାଦନା: ୩ ଜଣଙ୍କୁ ହାଣିଲେ

କନ୍ନୁର,୨୦।୧୨ : ରବିବାର ରାତିରେ ଫ୍ରାନ୍ସ ଓ ଆର୍ଜେଣ୍ଟିନା ମଧ୍ୟରେ ଫିଫା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଚାଲିଥିବାବେଳେ କେରଳର କେତେକ ସ୍ଥାନରେ ଏହାକୁ ନେଇ ହିଂସାକାଣ୍ଡ ଘଟିଛି। କନ୍ନୁରରେ ୩ ଜଣ ଯୁବକଙ୍କୁ ତାଙ୍କ ବିରୋଧୀ ଗୋଷ୍ଠୀ ହାଣିଥିବାବେଳ କୋଚିରେ...

୫ ବର୍ଷରେ ୧୦.୯ ଲକ୍ଷ କୋଟି ଅନାଦେୟ ଋଣ

ନୂଆଦିଲ୍ଲୀ ,୨୦।୧୨ : ଗତ ୫ ଆର୍ଥତ୍କ ବର୍ଷରେ ବିଭିନ୍ନ ବ୍ୟବସାୟିକ ବ୍ୟାଙ୍କର ୧୦.୦୯ ଲକ୍ଷ କୋଟି ଟଙ୍କାର ଋଣ ଅନାଦେୟ ରହିଥିବା କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର ଲୋକ ସଭାକୁ କହିଛନ୍ତି। ଋଣଗ୍ରହୀତାମାନଙ୍କଠାରୁ ଅସୁଲି ଲାଗି କ୍ରମାଗତ...

ତିବ୍ବତ ଏୟାରବେସ୍‌ରେ ଡ୍ରୋନ୍‌, ଯୁଦ୍ଧବିମାନ ମହଜୁଦ

ନୂଆଦିଲ୍ଲୀ,୨୦ା୧୨:ଚାଇନାର ପ୍ରାୟ ୩୦୦ ସୈନ୍ୟ ଗତ ୯ ତାରିଖରେ ଅରୁଣାଚଳ ପ୍ରଦେଶର ତାଓ୍ବଙ୍ଗ୍‌ରେ ପ୍ରବେଶ କରି ଉକ୍ତ ଅଞ୍ଚଳକୁ ନିଜର ବୋଲି ଦାବି କରିଥିଲେ। ଭାରତୀୟ ସେନା ଏହାକୁ ବିରୋଧ କରିବାରୁ ଉଭୟଙ୍କ ମଧ୍ୟରେ ସଂଘର୍ଷ ଘଟି ଅନେକ ସୈନ୍ୟ...

ବେଲଗାଭିରେ ୧୪୪ ଧାରା

ବେଲଗାଭି/ନୂଆଦିଲ୍ଲୀ ,୨୦।୧୨ : ମହାରାଷ୍ଟ୍ର-କର୍ନାଟକ ସୀମା ବିବାଦ ସୋମବାର ଉଗ୍ର ରୂପ ଧାରଣ କରିଛି। ମହାରାଷ୍ଟ୍ର ଏକୀକରଣ ସମିତି (ଏମ୍‌ଇଏସ୍‌)ର ସଦସ୍ୟଙ୍କ ସହ ଏନ୍‌ସିପି ନେତାମାନେ ବେଲଗାଭିରେ ପ୍ରବେଶ ଅନୁମତି ଦାବି କରି ବିକ୍ଷୋଭ କରିବା ପରେ ସୀମାନ୍ତ ଅଞ୍ଚଳରେ...

ଛତିଶଗଡ ମୁଖ୍ୟମନ୍ତ୍ରୀ ଜଣେ ରାକ୍ଷସ ସ୍ବଭାବର ବ୍ୟକ୍ତିତ୍ୱ: ହରିୟାଣା ଗୃହମନ୍ତ୍ରୀ

ନୂଆଦିଲ୍ଲୀ,୨୦।୧୨: ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କୁ ନେଇ ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜ୍‌ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଛତିଶଗଡର ମୁଖ୍ୟମନ୍ତ୍ରୀ ଜଣେ ରାକ୍ଷସ ଏବଂ ସେ ତୁରନ୍ତ ଇସ୍ତଫା ଦିଅନ୍ତୁ। ପ୍ରତ୍ୟେକ ଯୁଗରେ ଦେବତା ଏବଂ...

ମେସି ଆସାମରେ ଜନ୍ମ ହୋଇଥିଲେ କହି ଟ୍ରୋଲ ହେଲେ କଂଗ୍ରେସ ଏମ୍‌ପି

ନୂଆଦିଲ୍ଲୀ,୨୦।୧୨: ୩୬ ବର୍ଷ ପରେ ଆର୍ଜେଣ୍ଟିନା ଫିଫା ବିଶ୍ୱକପ ୨୦୨୨ ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆର୍ଜେଣ୍ଟିନା ଏକ ରୋମାଞ୍ଚକର ମ୍ୟାଚରେ ଫ୍ରାନ୍ସକୁ ପରାସ୍ତ କରିଛି। ସେବେଠାରୁ ଆର୍ଜେଣ୍ଟିନା ଏବଂ ଏହାର ଅଧିନାୟକ ଲିଓନେଲ ମେସି ସୋସିଆଲ ମିଡିଆରେ ଚର୍ଚ୍ଚାରେ...

ସରକାରୀ ଟୁଇଟର ଆକାଉଣ୍ଟରେ ଦେଖାଗଲାଣି ଗ୍ରେ ଟିକ, ମୋଦିଙ୍କ ସମେତ ବିଶ୍ୱର ବଡ ବଡ ନେତାଙ୍କ ବଦଳିଲା ମାର୍କ

ଲସ ଆଞ୍ଜେଲସ,୨୦ ।୧୨: ଟୁଇଟରର ନୂଆ ଭେରିଫିକେଶନ ପ୍ରଣାଳୀର ରଙ୍ଗ ଏବେ ସାଇଟରେ ନଜର ଆସିଲାଣି । ସରକାରୀ ଅଧିକାରୀ ଓ ସଙ୍ଗଠନ ଏବେ ମାଇକ୍ରୋବ୍ଲଗିଂ ସାଇଟରେ ସେମାନଙ୍କ ନାଁ ସହ ଗ୍ରେ କଲର ଟିକ୍ ସହିତ ଦୃଶ୍ୟ ହେଉଛନ୍ତି...

ଗେହଲୋଟ-ପାଇଲଟଙ୍କ ସହ ଏକ ଘଣ୍ଟା ଧରି ଏକେଲା ବୈଠକ କଲେ ରାହୁଲ

ଜୟପୁର,୨୦ ।୧୨: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଏବେ ରାଜସ୍ଥାନରେ ଚାଲିଛି । ଏଠାରେ ଏହି ଯାତ୍ରା ପ୍ରାୟ ୫୦୦ କିଲୋମିଟର ପଥ ଅତିକ୍ରମ କରିବ । ମାଲାଖେଡାରେ ହୋଇଥିବା ବିଶାଳ ଜନସଭା ପରେ ରାହୁଲ ଗାନ୍ଧୀ ଅଲୱର...

୪ର୍ଥ ଶ୍ରେଣୀ ଛାତ୍ରଙ୍କୁ ବାଲକୋନୀରୁ ଠେଲି ହତ୍ୟା କଲେ ଶିକ୍ଷକ

ବେଙ୍ଗାଲୁରୁ,୧୯।୧୨: କର୍ନାଟକର ହଗଲି ଗ୍ରାମର ଆଦର୍ଶ ପ୍ରାଇମେରୀ ସ୍କୁଲ ଶିକ୍ଷକ ମୁଥାପ୍ପା ସ୍କୁଲର ୪ର୍ଥ ଶ୍ରେଣୀ ଛାତ୍ରଙ୍କୁ ବାଲକୋନୀରୁ ଠେଲି ହତ୍ୟା କରିଛନ୍ତି। ପ୍ରଥମେ ମୁଥାପ୍ପା ୧୦ ବର୍ଷ ବୟସର ଭରତଙ୍କୁ ବେଲଚାରେ ପିଟିଥିଲେ।ଏହାପରେ ତାଙ୍କୁ ବାଲକୋନୀରୁ ତଳକୁ ଠେଲି...

ପ୍ରମୋଶନ ସମୟରେ କନ୍ନଡ ଅଭିନେତାଙ୍କୁ ଚପଲ ମାଡ଼

ବେଙ୍ଗାଲୁରୁ,୧୯।୧୨: ଫିଲ୍ମର ପ୍ରମୋଶନ ସମୟରେ ଜଣେ କନ୍ନଡ ଅଭିନେତାଙ୍କ ସହ ଏକ ଅଭାବନୀୟ ଘଟଣା ଘଟିଛି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ପ୍ରଶଂସକଙ୍କୁ ବଡ଼ ଝଟ୍‌କା ଲାଗିଛି। ସୂଚନା ମୁତାବକ, କର୍ନାଟକର ହୋସପେଟରେ କନ୍ନଡ ଅଭିନେତା...

ତେଲଙ୍ଗାନା କଂଗ୍ରେସକୁ ଝଟ୍‌କା: ଇସ୍ତଫା ଦେଲେ ୧୨ନେତା

ହାଇଦ୍ରାବାଦ,୧୯।୧୨: ତେଲଙ୍ଗାନା କଂଗ୍ରେସରେ ଗୋଷ୍ଠୀବିବାଦ ସୋମବାର ତୀବ୍ର ରୂପ ଧାରଣ କରିଛି। ନିଜକୁ ମୂଳ କଂଗ୍ରେସ ବୋଲି ଦାବି କରୁଥିବା କେତେଜଣ ନେତା ୫ ବର୍ଷ ପୂର୍ବେ ଟିଡିପି ଛାଡ଼ି ଏହି ଦଳରେ ସାମିଲ ହୋଇଥିବା ନେତାଙ୍କୁ ବହିରାଗତ କହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri