ଜାତୀୟ

ଟ୍ରେନ୍‌ ଟିକେଟରେ ବରିଷ୍ଠ ନାଗରିକଙ୍କୁ ଦିଆଯାଇଥିବା ରିହାତି ଏବେ ହେବନି ଲାଗୁ

ନୂଆଦିଲ୍ଲୀ,୧୪।୧୨: ଟ୍ରେନ୍‌ ଟିକେଟରେ ବରିଷ୍ଠ ନାଗରିକଙ୍କୁ ଦିଆଯାଉଥିବା ରିହାତି ଉଠାଇ ଦେବାକୁ ନେଇ ବିଭିନ୍ନ ମହଲରୁ ସମାଲୋଚନାର ସମ୍ମୁଖୀନ ହେଉଥିବା ସତ୍ତ୍ୱେ ରେଳ ବିଭାଗ ଏହି ରିହାତି ନିକଟରେ ପୁନଃଲାଗୁ କରିବାକୁ ଯାଉନାହିଁ। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏନେଇ ବୁଧବାର...

ରାଜଧାନୀରେ ଛାତ୍ରୀଙ୍କ ଉପରକୁ ଏସିଡ୍‌ ମାଡ

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଦ୍ୱାରକା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ଏଠାରେ ଜଣେ ଛାତ୍ରୀଙ୍କ ଉପରେ ବାଇକ୍‌ରେ ଯାଉଥିବା କିଛି ଯୁବକ ଏସିଡ ଫିଙ୍ଗିଛନ୍ତି। ପୀଡିତାଙ୍କୁ ସଫଦରଜଙ୍ଗ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦିଲ୍ଲୀ ପୋଲିସ ଅଧିକାରୀ ମଧ୍ୟ...

ସମଲିଙ୍ଗୀ ବିବାହକୁ ମାନ୍ୟତା: କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧୨ : ସ୍ବତନ୍ତ୍ର ବିବାହ ଅଧିନିୟମ ଅନୁଯାୟୀ ସମଲିଙ୍ଗୀ ବିବାହକୁ ସ୍ବୀକୃତି ପ୍ରଦାନ କରିବାକୁ ଏକ ନୂତନ ଆବେଦନ ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ଦିଲ୍ଲୀ ହାଇକୋର୍ଟରେ ବିଚାରାଧୀନ ଥିବା ଏକ ଆବେଦନକୁ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର...

ମନ୍ତ୍ରିମଣ୍ଡଳରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀଙ୍କ ପୁଅ: ରାଜନୈତିକ ବିତର୍କ ଆରମ୍ଭ

ଚେନ୍ନାଇ,୧୪।୧୨: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା ଡିଏମକେ ବିଧାୟକ ଉଦୟନିଧି ଷ୍ଟାଲିନ ବୁଧବାର ଚେନ୍ନାଇର ରାଜ ଭବନରେ ଯୁବ କଲ୍ୟାଣ ଏବଂ କ୍ରୀଡ଼ା ବିକାଶ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଏମ.କେ...

ଆନ୍ଧ୍ରପ୍ରଦେଶ-ତେଲେଙ୍ଗାନାରେ ୪୬ ଲକ୍ଷ ଲୋକଙ୍କ ନାମ ଭୋଟର ତାଲିକାରେ ନାହିଁ: ନୋଟିସ ଜାରି କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧୨ : ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାର ଭୋଟର ତାଲିକାରୁ ୪୬ ଲକ୍ଷ ଲୋକଙ୍କ ନାମ ହଟାଇ ଦିଆଯାଇଛି। ଏନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଦାଖଲ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ବେଳେ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ କହିଛନ୍ତି ଯେ...

ଇଭି-ଯାତ୍ରା ପୋର୍ଟାଲ ଉନ୍ମୋଚନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ବ୍ୟୁରୋ ଅଫ୍‌ ଏନର୍ଜି ଏଫିସିଏନ୍ସି (ବିଇଇ) ଦ୍ୱାରା ବିକଶିତ ଇଭି-ଯାତ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି। ଏହି ପ୍ଲାଟଫର୍ମ ଇଭି ବ୍ୟବହାରକାରୀଙ୍କୁ ଇଲେକ୍ଟ୍ରିକ ଭେଇକିଲ (ଇଭି) ଚାର୍ଜ କରିବା ପାଇଁ ନିକଟତମ ଇଭି ଚାଜର୍ର୍‌...

ପିଲାଙ୍କ ମଧ୍ୟରେ ବଢୁଥିବା ନିଶାଭ୍ୟାସ ଅତ୍ୟନ୍ତ ସଙ୍କଟ ଜନକ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧୨ : ଦେଶରେ ପିଲାମାନଙ୍କ ମଧ୍ୟରେ ବଢୁଥିବା ମଦ୍ୟପାନ ଏବଂ ନିଶା ସେବନ ଆଦି ନିଶାଭ୍ୟାସ ଉପରେ କରାଯାଇଥିବା ଆବେଦନ ଉପରେ ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ଏହା ଅତ୍ୟନ୍ତ ସଙ୍କଟ ଜନକ। ଏହା ଆମ ସମସ୍ତଙ୍କ ଦାୟିତ୍ୱ...

ଏମ୍ସ ସର୍ଭର ହ୍ୟାକ କରିଥିଲା ଚାଇନା…

ନୂଆଦିଲ୍ଲୀ,୧୪।୧୨ : ଦିଲ୍ଲୀର ଏମ୍ଦ ହସ୍ପିଟାଲରେ ସାଇବର ଆକ୍ରମଣରେ ଏକ ଏଫଆଇଆର୍‌ ପଞ୍ଜିକୃତ ହୋଇଥିଲା। କୁହାଯାଉଥିଲା ଯେ ଏହି ସାଇବର ଆକ୍ରମଣ ଚାଇନା ଦ୍ୱାରା କରାଯାଇଛି। ହସ୍ପିଟାଲର ୧୦୦ ସର୍ଭର ମଧ୍ୟରୁ ୪୦କୁ ଫିଜିକାଲ ଭାବେ ହ୍ୟାକ କରାଯାଇଥିଲା। ଅନ୍ୟ...

ଲୋକ ସଭାରେ ବିହାର ମଦମୃତ୍ୟୁ ତାତି…

ନୂଆଦିଲ୍ଲୀ,୧୪।୧୨ : ବିହାର ମଦମୃତ୍ୟୁ ତାତି ଲୋକ ସଭାରେ ଦେଖିବାକୁ ମିଳିଛି। ବୁଧବାର ଭାଜପା ସଦସ୍ୟ ଲୋକ ସଭାରେ ବିହାରରେ ଘଟିଥିବା ମଦ ମାମଲା ପ୍ରସଙ୍ଗ ଉଠାଇ ସରନ ପୋଲିସ ଅଧୀକ୍ଷକଙ୍କୁ ତୁରନ୍ତ ନିଲମ୍ବନ କରିବାକୁ ଦାବି କରିଛନ୍ତି। ଜନାର୍ଦ୍ଦନ...

ବିଷାକ୍ତ ମଦ୍ୟପାନ କରି ୧୮ ମୃତ, ୫ ଗୁରୁତର…

ପାଟନା,୧୪।୧୨ : ମଦ ବିକ୍ରି ବନ୍ଦ ପରେ ମଧ୍ୟ ପୁଣିଥରେ ବିହାରରେ ବିଷାକ୍ତ ମଦ୍ୟପାନ କରି ୧୮ ଜଣଙ୍କର ମୃତ୍ୟୁ ଘଟିଛି। ବିଷାକ୍ତ ମଦ ଯୋଗୁଁ ମୃତକଙ୍କ ମୃତ୍ୟୁ ହୋଇଥିବା ନେଇ ସମ୍ପର୍କୀୟମାନେ ଦାବି କରୁଥିବାବେଳେ ପ୍ରଶାସନ ଏ ବିଷୟରେ...

ସିଆଇଡି-ସିବିଆଇ ମୁହାଁମୁହିଁ: ଲଲନ ଶେଖ ହାଜତ ମୃତ୍ୟୁ ମାମଲାରେ ୭ ସିବିଆଇ ଅଧିକାରୀଙ୍କ ବିରୋଧରେ ସିଆଇଡିର ଏଫଆଇଆର…

କୋଲକାତା,୧୪।୧୨ : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସର ମୁଖ୍ୟ ମମତା ବାନାର୍ଜୀ ସିବିଆଇ ହେପାଜତରେ ବାଗତୁଇ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଲଲନ ଶେଖଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିବା ସହ ସିବିଆଇ ଉପରେ ପ୍ରଶ୍ନ ଉଠାଇଛନ୍ତି। ରାଜ୍ୟ...

୩ ବର୍ଷରେ ୯ କଶ୍ମୀରୀ ପଣ୍ଡିତଙ୍କୁ କରାଯାଇଛି ହତ୍ୟା…

ନୂଆଦିଲ୍ଲୀ,୧୪।୧୨ : କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ରାଜ୍ୟ ସଭାରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୨୦୨୦ ରୁ ୨୦୨୨ ଗତ ତିନିବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀରରେ ୯ ଜଣ କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri