ଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ, ୧୫ ଆହତ

ଲକ୍ଷ୍ନୌ,୩୦।୧୧: ଉତ୍ତରପ୍ରସେଶ ବାହାରାଇଚର ତପ୍ପେଠାରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଦୈନିକ...

ଗୋଟିଏ ମଞ୍ଚରେ ଗେହଲଟ୍‌, ପାଇଲଟ

ନୂଆଦିଲ୍ଲୀ,୩୦।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କୁ ଗଦ୍ଦାର କହିବା ପରେ ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ତେବେ ମଙ୍ଗଳବାର ଜୟପୁରରେ ଏକ ଖବରଦାତା ସମ୍ମିଳନୀରେ ଉଭୟ ନେତା ଗୋଟିଏ ମଞ୍ଚରେ ଉପସ୍ଥିତ ରହିବା ସମସ୍ତଙ୍କୁ...

୧୦ ବର୍ଷର ବାଳିକାଙ୍କୁ ବଳାତ୍କାର ପରେ ହତ୍ୟାକଲେ ନାବାଳକ

ବେମେତାରା,୩୦।୧୧: ଛତିଶଗଡ଼ର ବେମେତାରା ଜିଲାରେ ଜଣେ ନାବାଳକ ପଡ଼ିଶା ଘରର ଜଣେ ୧୦ ବର୍ଷର ବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ୧୭ ବର୍ଷୀୟ ଅଭିଯୁକ୍ତଙ୍କୁ ପୋଲିସ ସୋମବାର ଅଟକ ରଖିଛି। ରାୟପୁରଠାରୁ ୯୦ କିଲୋମିଟର ଦୂର...

କୁରୁକ୍ଷେତ୍ରରେ ଅନ୍ତର୍ଜାତୀୟ ଗୀତା ମହୋତ୍ସବ

କୁରୁକ୍ଷେତ୍ର,୩୦।୧୧(ଆଇଏଏନ୍‌ଏସ୍‌): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ହରିୟାଣାର କୁରୁକ୍ଷେତ୍ରରେ ଅନ୍ତର୍ଜାତୀୟ ଗୀତା ମହୋତ୍ସବକୁ ଉଦ୍‌ଘାଟନ କରିଛନ୍ତି। ପୁରୁଷୋତ୍ତମପୁର ବାଗ୍‌ରେ ଥିବା ଶ୍ରୀକୃଷ୍ଣଙ୍କ ରଥ ନିକଟରେ ରାଷ୍ଟ୍ରପତି ଯଜ୍ଞ କରିଥିଲେ। ଏହି କାର୍ଯ୍ୟକ୍ରମରେ ହରିୟାଣା ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟ ଏବଂ ମୁଖ୍ୟମନ୍ତ୍ରୀ...

ରାଗିଂ କରି ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ୧୮ ଛାତ୍ର ବହିଷ୍କୃତ

ଦିବ୍ରୁଗଡ଼,୩୦।୧୧: ବରିଷ୍ଠ ଛାତ୍ରମାନଙ୍କ ର଼୍ୟାଗିଂ ଯୋଗୁ ରବିବାର ଦିବ୍ରୁଗଡ଼ ବିଶ୍ୱବିଦ୍ୟାଳୟର ପ୍ରଥମ ସେମିଷ୍ଟର ଛାତ୍ର ହଷ୍ଟେଲ୍‌ ବିଲ୍ଡିଂରୁ ଡେଇଁ ଗୁରୁତର ହୋଇଥିଲେ। ଏହି ଘଟଣାରେ ସମ୍ପୃକ୍ତ ୧୮ ଜଣ ଛାତ୍ରଙ୍କୁ ୟୁନିଭର୍ସିଟି କର୍ତ୍ତୃପକ୍ଷ ହଷ୍ଟେଲରୁ ବହିଷ୍କାର କରିଛନ୍ତି। ଏହା ବ୍ୟତୀତ...

ସିଲ ହେଲା ପଞ୍ଜାବୀ ଗାୟକ ଦିଲେର ମେହନ୍ଦିଙ୍କ ଗୁରୁଗ୍ରାମ ସ୍ଥିତ ଫାର୍ମ ହାଉସ

ଗୁରୁଗ୍ରାମ,୩୦ ।୧୧: ଜଣାଶୁଣା ପଞ୍ଜାବୀ ସିଙ୍ଗର ଦିଲେର ମେହନ୍ଦି ଆସିଛନ୍ତି ଚର୍ଚ୍ଚାକୁ । ହେଲେ ଏଥର ସେ କୌଣସି ଗୀତକୁ ନେଇ ଚର୍ଚ୍ଚାକୁ ଆସି ନାହାନ୍ତି ବରଂ ହରିୟାଣର ଗୁରୁଗ୍ରାମରେ ଥିବା ତାଙ୍କ ଫାର୍ମ ହାଉସକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି...

ଅଣବାସମତି ଚାଉଳ ରପ୍ତାନି ଉପରୁ କଟକଣା ହଟିଲା

ନୂଆଦିଲ୍ଲୀ,୩୦।୧୧: ଜୈବିକ ଅଣବାସମତି ଚାଉଳ ରପ୍ତାନି ଉପରେ କେନ୍ଦ୍ର ସରକାର ଲଗାଇଥିବା ନିଷେଧାଦେଶ ଉଠାଇନେବାକୁ ମଙ୍ଗଳବାର ନିଷ୍ପତ୍ତି ନେଇଛନ୍ତି। ଦେଶରେ ଚାଉଳ ଉପଲବ୍ଧତା ବଢ଼ାଇବା ପାଇଁ ସରକାର ଗତ ସେପ୍ଟେମ୍ବରରେ ଭଙ୍ଗା ଚାଉଳ ରପ୍ତାନି ବନ୍ଦ କରିଥିଲେ। ଖୁଚୁରା ବଜାରରେ...

ବିତର୍କିତ ‘କଶ୍ମୀର ଫାଇଲ୍ସ’

ପଣଜୀ/ନୂଆଦିଲ୍ଲୀ,୩୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ସମର୍ଥିତ ଚଳିତବର୍ଷର ବହୁଚର୍ଚ୍ଚିତ ହିନ୍ଦୀ ଫିଲ୍ମ ‘ଦି କଶ୍ମୀର ଫାଇଲ୍ସ’ ପୁଣିଥରେ ବିବାଦ ଘେରକୁ ଚାଲିଆସିଛି। ଭାରତର ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍‌ଏଫ୍‌ଆଇ) ବିଚାରକ ମଣ୍ଡଳୀ ଅଧ୍ୟକ୍ଷ ନଦାଭ ଲାପିଡ୍‌ ସୋମବାର...

୧୦୦ ଶ୍ରେଷ୍ଠ ଧନୀଙ୍କ ସମ୍ପତ୍ତି ୨୫ ବିଲିୟନ ଡଲାର ବଢ଼ିଛି

ନୂଆଦିଲ୍ଲୀ,୩୦।୧୧: ଭାରତର ୧୦୦ ଜଣ ଶ୍ରେଷ୍ଠ ଧନୀଙ୍କ ସମ୍ପତ୍ତି ୨୦୨୨ରେ ୨୫ ବିଲିୟନ ଡଲାର ବୃଦ୍ଧି ପାଇଛି। ଫୋର୍ବସ୍‌ ୨୦୨୨ ତାଲିକା ଅନୁଯାୟୀ ଦେଶର ସର୍ବାଧିକ ଧନୀ ୧୦୦ ଜଣଙ୍କ ମୋଟ ସମ୍ପତ୍ତି ପରିମାଣ ୮୦୦ ବିଲିୟନ ଡଲାର ଅତିକ୍ରମ...

କଶ୍ମୀର ଫାଇଲ୍ସ ‘ପ୍ରଚାରଧର୍ମୀ, ଅଶ୍ଳୀଳ’

ପଣଜୀ/ନୂଆଦିଲ୍ଲୀ,୩୦ା୧୧: ଭାରତର ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍‌ଏଫ୍‌ଆଇ)ର ଅନ୍ତର୍ଜାତୀୟ ପ୍ରତିଯୋଗିତା ବର୍ଗରେ ସାମିଲ ହୋଇଥିବା ୧୫ ଚଳଚ୍ଚିତ୍ର ମଧ୍ୟରୁ ବିବାଦୀୟ ‘ଦି କଶ୍ମୀର ଫାଇଲ୍ସ’କୁ ଏକ ପ୍ରଚାରଧର୍ମୀ, ଅଶ୍ଳୀଳ ସିନେମା ବୋଲି ବିବେଚିତ କରାଯାଇଛି। ୫ ଜଣିଆ ଜୁରି ଏହି...

ଫିରୋଜାବାଦରେ ବଡ ଧରଣର ଅଘଟଣ, ଜଳିଗଲେ ଗୋଟିଏ ପରିବାରର ୬ ସଦସ୍ୟ

ଫିରୋଜାବାଦ,୩୦ ।୧୧: ଉତ୍ତର ପ୍ରଦେଶର ଫିରୋଜାବାଦରେ ମଙ୍ଗଳବାର ଏକ ଲୋମ ଟାଙ୍କୁରା ଘଟଣା ଘଟିଛି । ଏଠାରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଓ ଫର୍ନିଚର ଦୋକାନରେ ନିଆଁ ଲାଗି ଯିବାରୁ ଗୋଟିଏ ପରିବାରର ୬ ସଦସ୍ୟଙ୍କ ମୃତ୍ୟୁ ହୋଇଛି ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri