ଜାତୀୟ

ଜନ୍ମ ହୋଇ ନ ଥିବା ଶିଶୁର ପୋଷ୍ୟ ଗ୍ରହଣ ଚୁକ୍ତି କିଭଳି ହେବ, ସେ ନେଇ ଆଇନ ଅଜ୍ଞାତ: ପ୍ରଶ୍ନ କଲେ ହାଇକୋର୍ଟ…

ନୂଆଦିଲ୍ଲୀ,୧୦।୧୨ : କର୍ନାଟକ ହାଇକୋର୍ଟର ଏକ ଡିଭିଜନ ବେଞ୍ଚ ଏକ ମାମଲାର ଶୁଣାଣି କରି କହିଛନ୍ତି ଯେ ଏକ ଜନ୍ମିତ ଶିଶୁକୁ ପୋଷ୍ୟ ସନ୍ତାନ ଗ୍ରହଣ ପାଇଁ ଏକ ଚୁକ୍ତିନାମା ଆଇନ ଅନୁସାରେ କରାଯାଇପାରେ। ମାତ୍ର ଜନ୍ମ ହୋଇ ନଥିବା...

ମହାରାଷ୍ଟ୍ର-କର୍ନାଟକ ସୀମା ବିବାଦରେ ଶାହାଙ୍କ ଏଣ୍ଟ୍ରି…

ନୂଆଦିଲ୍ଲୀ,୧୦।୧୨ : କନର୍ର୍ାଟକ ଏବଂ ମହାରାଷ୍ଟ୍ର ସୀମା ବିବାଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଏଣ୍ଟ୍ରି ହୋଇଛି। ବର୍ତ୍ତମାନ ସୀମା ବିବାଦର ସମାଧାନ ଆସନ୍ତା ସପ୍ତାହ ସୁଦ୍ଧା ମିଳିପାରିବାର ଆଶା ରହିଛି। କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭାରାଜ ବୋମ୍ମାଇ ଶନିବାର ଅମିତ ଶାହାଙ୍କୁ...

ଦୀର୍ଘ ସମୟ ଯୁଦ୍ଧ ପାଇଁ ବାୟୁସେନା ପ୍ରସ୍ତୁତ…

ନୂଆଦିଲ୍ଲୀ,୧୦।୧୨ : ବାୟୁସେନା ମୁଖ୍ୟ ଭି.ଆର୍‌ ଚୌଧୁରୀ କହିଛନ୍ତି ଯେ ପୂର୍ବରୁ ଆମେ ନିଜକୁ ଅଳ୍ପ ଦିନିଆ ଏବଂ ଶୀଘ୍ର ଯୁଦ୍ଧ ପାଇଁ ପ୍ରସ୍ତୁତ କରୁଥିଲୁ, କିନ୍ତୁ ବର୍ତ୍ତମାନ ଦୀର୍ଘସ୍ଥାୟୀ ଯୁଦ୍ଧ ପାଇଁ ପ୍ରସ୍ତୁତ ହେବାର ସମୟ ଆସିଛି। ଏକ...

ଛାଡପତ୍ର ପାଇଁ ସ୍ତ୍ରୀ-ସ୍ବାମୀ ଏକ ବର୍ଷ ଅଲଗା ରହିବା ଜରୁରୀ ନୁହେଁ: ହାଇକୋର୍ଟଙ୍କ ରାୟ…

ଥିରୁଭାନନ୍ତପୁରମ୍‌,୧୦।୧୨ : ଛାଡପତ୍ର ସମ୍ପର୍କରେ କେରଳ ହାଇକୋର୍ଟ ଏକ ବଡ ରାୟ ଦେଇଛନ୍ତି। ଯଦି ପରସ୍ପର ସହମତି ଅନୁଯାୟୀ ଛାଡପତ୍ର ନିଆଯାଏ ତେବେ ସ୍ତ୍ରୀ-ସ୍ବାମୀ ଏକ ବର୍ଷ ପର୍ଯ୍ୟନ୍ତ ଅଲଗା ରହିବା ଅଣସାମ୍ବିଧାନିକ ବୋଲି ହାଇକୋର୍ଟ କହିଛନ୍ତି। ଏହା ମାନବିକ...

ପୂର୍ବ ଉଗ୍ରବାଦୀ ନେତା ଡାନିଏଲ ବୋରାକ ଭାଜପାରେ ଯୋଗଦେଲେ…

ଅଗରତାଲା,୧୦।୧୨ : ପୂର୍ବତନ ଉଗ୍ରବାଦୀ ନେତା ଡାନିଏଲ ବୋରାକ ତାଙ୍କ ଦଳର ଅନ୍ୟ ୨୯ ଜଣ ସଦସ୍ୟଙ୍କ ସହ ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ଆଦିବାସୀ ଫ୍ରଣ୍ଟରେ ଯୋଗଦେବା ଅବସରରେ ତ୍ରିପୁରା ଭାଜପା ରାଜ୍ୟ ଅଧ୍ୟକ୍ଷ ରାଜୀବ ଭଟ୍ଟାଚାର୍ଯ୍ୟ ମଧ୍ୟ...

ଶିଶୁ ନିର୍ଯାତନା ନେଇ ଚିନ୍ତାବ୍ୟକ୍ତ କଲେ ସ୍ମୃତି ଇରାନୀ, ଶୀଘ୍ର ସମାଧାନ ପାଇଁ ଲୋଡ଼ିଲେ ବିଚାରପତିଙ୍କ ପରାମର୍ଶ…

ନୂଆଦିଲ୍ଲୀ,୧୦।୧୨ : ଶିଶୁମାନଙ୍କ ପ୍ରତି ଯୌନ ଅପରାଧକୁ ନେଇ ସୁପ୍ରିମକୋର୍ଟ ପୂର୍ବରୁ ଚିନ୍ତା ପ୍ରକଟ କରିଛନ୍ତି। ଏଥି ସହିତ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି ଯେ ଯୌନ ଅପରାଧରୁ ଶିଶୁଙ୍କ ସୁରକ୍ଷା ମାମଲାର ସମାଧାନ...

କର୍ପୋରେଟର କିଣାବିକା ଆରୋପ ପ୍ରତ୍ୟାରୋପ ଆଣିଲେ ଭାଜପା-ଏଏପି, କ୍ରସ ଭୋଟିଂ ପାଇଁ ୫୦ ଲକ୍ଷ ଅଫର…

ନୂଆଦିଲ୍ଲୀ,୧୦।୧୨ : ଦିଲ୍ଲୀ ଏମସିଡି ନିର୍ବାଚନରେ ଏଏପି ଭାଜପାର ୧୫ ବର୍ଷା ଶାସନକୁ ସମାପ୍ତ କରିଛି। ଏଭଳି ପରିସ୍ଥିତିରେ ଉଭୟ ପକ୍ଷ ଏବେ ପରସ୍ପର ବିରୋଧରେ ଆରୋପ ପ୍ରତ୍ୟାରୋପ ଆଣିଛନ୍ତି। ଭାଜପା ମିଡ଼ିଆ ସେଲ ଦାୟିତ୍ୱରେ ଥିବା ହରିଶ ଖୁରାନାଙ୍କ...

ମାଣ୍ଡୁସ ବିପର୍ଯ୍ୟୟ, ୪ ମୃତ-୪୦୦ରୁ ଅଧିକ ଗଛ ଭାଙ୍ଗିଲା…

ଚେନ୍ନାଇ,୧୦।୧୨ : ଗତକାଲି ବିଳମ୍ବିତ ରାତିରେ ତାମିଲନାଡୁର ମାଲାପୁରମ ଉପକୂଳରେ ସାଇକ୍ଲୋନିକ ଝଡ ମାଣ୍ଡୁସ ଲ୍ୟାଣ୍ଡଫଲ କରିଥିଲା। ବିଳମ୍ବିତ ରାତିରୁ ରାଜ୍ୟ ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ଜାରି ରହିଛି। ଏହା ବ୍ୟତୀତ ମଧ୍ୟମରୁ ପ୍ରବଳ ବର୍ଷା ମଧ୍ୟ...

ସନ୍ଧ୍ୟା ୫ଟାରେ ବିଧାୟକ ଦଳ ବୈଠକ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ନାମରେ ଲାଗିପାରେ ମୋହର

ଶିମଲା,୧୦ ।୧୨: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ବହୁମତ ମିଳିବା ପରେ ଏବେ ମୁଖ୍ୟମନ୍ତ୍ରୀ ଆସନକୁ ନେଇ ଟଣାଓଟରା ଜାରି ରହିଛି । ଶୁକ୍ରବାର ବସିଥିବା ବିଧାୟକ ଦଳର ବୈଠକରେ ମୁଖ୍ୟମନ୍ତ୍ରୀ ବାଛିବାକୁ ଦଳ ସୁପ୍ରିମୋଙ୍କୁ ଦାୟିତ୍ୱ ଦିଆଯାଇଛି...

ସକ୍ରିୟ ମାମଲା କମିଲା…

ନୂଆଦିଲ୍ଲୀ, ୧୦।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି।...

ବାଜିଲା ମୋହର: ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ହେବେ ଭୂପେନ୍ଦ୍ର ପଟେଲ

ଅହମ୍ମଦାବାଦ,୧୦।୧୨: ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ହେବେ ଭୂପେନ୍ଦ୍ର ପଟେଲ। ଶନିବାର ବସିଥିବା ବିଧାୟକ ଦଳ ବୈଠକରେ ତାଙ୍କ ନାମ ସର୍ବସମ୍ମତିକ୍ରମେ ପାରିତ ହୋଇଛି। ଆସନ୍ତା ସୋମବାର ଦିନ ୨ଟାରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ...

ପ୍ରଚଣ୍ଡ ବହୁମତ ପରେ ୧୨ ଡିସେମ୍ବରରେ ଗୁଜରାଟରେ ସପ୍ତମ ଥର ଲାଗି ସରକାର ଗଠନ କରିବାକୁ ଯାଉଛି ଭାଜପା

ଅହମଦାବାଦ,୧୦ ।୧୨: ଗୁଜରାଟ ବିଧାନସଭା ନିର୍ବାଚନରେ ୧୫୬ ଆସନରେ ବିଜୟୀ ହୋଇ ପ୍ରଚଣ୍ଡ ବହୁମତ ପରେ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ୧୨ ଡିସେମ୍ବରରେ ୭ମ ଥର ଲାଗି ସରକାର ଗଠନ କରିବାକୁ ଯାଉଛି । ଦଳର ନେତା ଭୁପେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri