ଜାତୀୟ

ଗଛରେ ବାଘର ଝୁଲନ୍ତା ମୃତଦେହ

ଭୋପାଳ, ୮।୧୨: ମଧ୍ୟପ୍ରଦେଶ ବିକ୍ରମପୁରର ପାନ୍ନା ବ୍ୟାଘ୍ର ସଂରକ୍ଷଣ ଉଦ୍ୟାନରେ ଝୁଲନ୍ତା ଅବସ୍ଥାରେ ଏକ ବାଘର ମୃତଦେହ ମିଳିଛି। ଅଣ୍ଡିରା ବାଘର ବୟସ ୨ ବର୍ଷ ହୋଇଥିବାବେଳେ ପାନ୍ନାରେ ଏଭଳି ପ୍ରଥମ ଘଟଣା ଘଟିଥିବା କୁହାଯାଉଛି। ବନ ବିଭାଗ ପକ୍ଷରୁ...

ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପର ୧୭୪ କି.ମି. ନିର୍ମାଣ ବାକି

ନୂଆଦିଲ୍ଲୀ,୮।୧୨: ୨୮୯ କି.ମି. ବିିଶିଷ୍ଠ ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପର ୧୧୫ କି.ମି. ରେଳ ଲାଇନ୍‌ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଅବଶିଷ୍ଟ ୧୭୪ କି.ମି. ନିର୍ମାଣ କାର୍ଯ୍ୟ ବାକି ରହିଛି ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଲୋକ ସଭାକୁ...

ଚାଇନାର ଏକଚାଟିଆ ଗୁଣକୁ ବରଦାସ୍ତ କରାଯିବ ନାହିଁ : ଜୟଶଙ୍କର

ନୂଆଦିଲ୍ଲୀ,୮।୧୨: ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ଯେ ପର୍ଯ୍ୟନ୍ତ ଚାଇନା ନିଜର ବେଆଇନ ନିର୍ମାଣ ବନ୍ଦ ନ କରିବ ସେ ପର୍ଯ୍ୟନ୍ତ ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କ ସ୍ବାଭାବିକ ହେବ ନାହିଁ। ଭାରତର ବୈଦେଶିକ ନୀତି ସମ୍ପର୍କରେ ପାର୍ଲାମେଣ୍ଟ...

ଯୋଗୀଙ୍କୁ ଭେଟିଲେ ମେଲିଣ୍ଡା

ଶ୍ରୀନଗର,୮।୧୨: ବିଲ୍‌ ଏବଂ ମେଲିଣ୍ଡା ଗେଟ୍ସ ଫାଉଣ୍ଡେଶନ୍‌ର ସହ-ସଂସ୍ଥାପିକା ମେଲିଣ୍ଡା ଗେଟ୍ସ ବୁଧବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ଏହି ଅବସରରେ ମେଲିଣ୍ଡା ଉତ୍ତର ପ୍ରଦେଶ ମଡେଲ୍‌କୁ ପ୍ରଶଂସା କରିବା ସହ ଏହା କେବଳ ଭାରତ ପାଇଁ...

ଭଣ୍ଡବାବାଙ୍କ ୨୦ ସ୍ତ୍ରୀଙ୍କ ମଧ୍ୟରେ ନିଜ ଝିଅ

ନ୍ୟୁୟର୍କ,୮।୧୨: କେତେଜଣ ଅନ୍ଧ ଅନୁଗାମୀଙ୍କୁ ନେଇ ନିଜକୁ ନିଜେ ବାବା ବୋଲାଉଥିଲେ। ଯୌନ ପିପାସା ମେଣ୍ଟାଇବା ପାଇଁ ବହୁ ବିବାହ କଲେ। ତାଙ୍କ ୨୦ ସ୍ତ୍ରୀଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଭଣ୍ଡବାବାଙ୍କ ନିଜ ନାବାଳିକା ଝିଅ। ଏହି ୪୬ ବର୍ଷୀୟ...

ଏକଜୁଟ ହେଲେ ବିରୋଧୀ

ନୂଆଦିଲ୍ଲୀ,୮ା୧୨: ସଂସଦର ଶୀତ ଅଧିବେଶନ ଆରମ୍ଭ ପୂର୍ବରୁ ବୁଧବାର ପୂର୍ବାହ୍ନରେ ମୁଖ୍ୟ ବିରୋଧୀ ଦଳ କଂଗ୍ରେସ ପକ୍ଷରୁ ଆୟୋଜିତ ସମଭାବାପନ୍ନ ଦଳଗୁଡ଼ିକର ବୈଠକରେ ଭାଗ ନେଇଛନ୍ତି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଏବଂ ତୃଣମୂଳ କଂଗ୍ରେସ (ଟିଏମ୍‌ସି)। କଂଗ୍ରେସ ସଭାପତି...

ଏଏପି ଦଖଲରେ ଏମ୍‌ସିଡି

ନୂଆଦିଲ୍ଲୀ,୮ା୧୨: ଦିଲ୍ଲୀ ମହାନଗର ନିଗମ (ଏମ୍‌ସିଡି) ନିର୍ବାଚନରେ କେନ୍ଦ୍ରଶାସିତ ଅଞ୍ଚଳର ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)କୁ ବଡ଼ ସଫଳତା ମିଳିଛି। ମ୍ୟୁନିସିପାଲ କାଉନ୍‌ସିଲକୁ ଦୀର୍ଘ ୧୫ ବର୍ଷ ଧରି ଦଖଲରେ ରଖିଥିବା ଭାରତୀୟ ଜନତା ପାର୍ଟି (ଭାଜପା) ହାତରୁ...

ଅଭିନେତାଙ୍କ ଭବିଷ୍ୟବାଣୀ: ଆସନ୍ତା ୨୫ ବର୍ଷ ପର୍ଯ୍ୟନ୍ତ ଦିଲ୍ଲୀରେ କୌଣସି ନିର୍ବାଚନ ଜିତିପାରିବନି ଭାଜପା

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ଏମସିଡି ନିର୍ବାଚନରେ ଆମ ଆଦମୀ ପାର୍ଟି ବହୁ ସଂଖ୍ୟାରେ ବିଜୟ ହାସଲ କରିଛି। ଏହି ବିଶେଷ ଅବସରରେ ସମସ୍ତେ ଅରବିନ୍ଦ କେଜ୍‌ରିୱାଲ ଏବଂ ତାଙ୍କ ଦଳ ଏଏପିକୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ବଲିଉଡ ଅଭିନେତା ତଥା...

ମମତାଙ୍କୁ ଲାଗୁଛି ଭୟ

ନୂଆଦିଲ୍ଲୀ,୭।୧୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ସଂସଦୀୟ ଗଣତନ୍ତ୍ରର ଭବିଷ୍ୟତ ବିଷୟରେ ଚିନ୍ତା ପ୍ରକଟ କରିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ପାର୍ଲାମେଣ୍ଟରେ ଭାଜପା ବହୁମତ ଉପଯୋଗ କରି ବହୁ ସଂଖ୍ୟାରେ...

ଗେହଲଟ୍‌ ସରକାରରେ ମନ୍ତ୍ରୀ ସାଲେହ ମହମ୍ମଦଙ୍କ ଅଶ୍ଳିଳ ଭିଡିଓ ଭାଇରାଲ, ଇସ୍ତଫା ଦାବି କଲା ଭାଜପା

ଜୟପୁର,୭।୧୨: ରାଜସ୍ଥାନରେ ଏକ ଅଶ୍ଳିଳ ଭିଡିଓ ଭାଇରାଲ ହେବା ପରେ ରାଜନୀତି ସରଗରମ ହୋଇଛି। ରାଜ୍ୟର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ସାଲେହ ମହମ୍ମଦଙ୍କର ଏହି ଭିଡିଓ ବୋଲି ଭାଜପା ଅଭିଯୋଗ କରିବା ସହ ତାଙ୍କର ଇସ୍ତଫା ଦାବି କରିଛି। ଭାଜପା...

ମୋଦିଙ୍କ ଆଶୀର୍ବାଦ ଲୋଡିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ମହାନଗର ନିଗମ (ଏମସିଡି) ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ଏକ ବଡ଼ ବିଜୟ ହାସଲ କରିଛି। ବୁଧବାର ଏମସିଡି ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଏଥିରେ ଆମ ଆଦମୀ ପାର୍ଟି ସଂଖ୍ୟାଗରିଷ୍ଠତା ଅତିକ୍ରମ କରି ୧୩୪ଟି...

ଦିଲ୍ଲୀର ପ୍ରଥମ ଟ୍ରାନ୍ସଜେଣ୍ଡର କାଉନସିଲର୍‌ ହେଲେ ବବି କିନ୍ନର

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ମହାନଗର ନିଗମ(ଏମ୍‌ସିଡି) ନିର୍ବାଚନରେ ଆମ ଆଦମୀ ପାର୍ଟିର ପ୍ରାର୍ଥୀ ବବି କିନ୍ନର ଇତିହାସ ରଚିିଛନ୍ତି। ସେ ପ୍ରଥମ ଟ୍ରାନ୍ସଜେଣ୍ଡର ଭାବେ ଏମ୍‌ସିଡିର କାଉନସିଲର ହେବେ। ନିର୍ବାଚନରେ ସେ ସୁଲତାନପୁରୀ ୪୩ଏ ୱାର୍ଡରୁ ବିଜେତା ହୋଇଛନ୍ତି। ତେବେ ବବି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri