ଜାତୀୟ

ଦିଲ୍ଲୀର ପ୍ରଥମ ଟ୍ରାନ୍ସଜେଣ୍ଡର କାଉନସିଲର୍‌ ହେଲେ ବବି କିନ୍ନର

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ମହାନଗର ନିଗମ(ଏମ୍‌ସିଡି) ନିର୍ବାଚନରେ ଆମ ଆଦମୀ ପାର୍ଟିର ପ୍ରାର୍ଥୀ ବବି କିନ୍ନର ଇତିହାସ ରଚିିଛନ୍ତି। ସେ ପ୍ରଥମ ଟ୍ରାନ୍ସଜେଣ୍ଡର ଭାବେ ଏମ୍‌ସିଡିର କାଉନସିଲର ହେବେ। ନିର୍ବାଚନରେ ସେ ସୁଲତାନପୁରୀ ୪୩ଏ ୱାର୍ଡରୁ ବିଜେତା ହୋଇଛନ୍ତି। ତେବେ ବବି...

‘ଆଇ ଲଭ୍‌ ୟୁ ଠୁ’ କହିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ମହାନଗର ନିଗମ (ଏମସିଡି) ନିର୍ବାଚନର ଫଳାଫଳ ବୁଧବାର ଘୋଷଣା କରାଯାଇଛି। ୨୫୦ଟି ଆସନ ମଧ୍ୟରୁ ଆମ ଆଦମୀ ପାର୍ଟି ୧୩୪ଟି ଆସନ, ଭାଜପା ୧୦୪, କଂଗ୍ରେସ ୯ ଏବଂ ସ୍ବାଧୀନ ୩ଟି ଆସନ ଜିତିଛି। ନିର୍ବାଚନ ଫଳାଫଳକୁ...

ଭାରତୀୟ ବୈଦେଶିକ ନୀତି ହେଉଛି ଲୋକଙ୍କ ସେବା କରିବା: ଜୟଶଙ୍କର

ନୂଆଦିଲ୍ଲୀ,୭।୧୨:ଭାରତର ବୈଦେଶିକ ନୀତିରେ ନିରନ୍ତର ବିକାଶକୁ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ପ୍ରଶଂସା କରିଛନ୍ତି। ‘ଭାରତର ବୈଦେଶିକ ନୀତିରେ ସର୍ବଶ୍ରେଷ୍ଠ ବିକାଶ’ ଉପରେ ପାର୍ଲାମେଣ୍ଟରେ ନିଜର ମନ୍ତବ୍ୟ ଦେଇ ଜୟଶଙ୍କର କହିଛନ୍ତି, ଦେଶର ବଢୁଥିବା ବିଶ୍ୱ ସ୍ବାର୍ଥ, ବିସ୍ତାର ପଦଚିହ୍ନ...

ଏମ୍‌ସିଡିର ଚୂଡାନ୍ତ ଫଳାଫଳ ପ୍ରକାଶିତ: ଜାଣନ୍ତୁ କାହାକୁ ମିଳିଲା କେତେ ଆସନ

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେସନର ୨୫୦ ୱାର୍ଡ ପାଇଁ ଭୋଟ ଗଣନା ଶେଷ ହୋଇଛି। ଆମ ଆଦମୀ ପାର୍ଟି ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଏପିର ୧୩୪ ପ୍ରାର୍ଥୀ ବିଜୟ ହାସଲ କରିଛନ୍ତି। ଭାରତୀୟ ଜନତା ପାର୍ଟି ୧୦୪ଟି ଆସନ ଜିତିଛି।...

ମେକଅପ୍‌ ନଷ୍ଟ ହୋଇଯିବାରୁ ପାର୍ଲର ବିରୋଧରେ ଥାନାରେ ପହଞ୍ଚିଲେ କନ୍ୟା

ଜବଲପୁର,୭।୧୨: ମଧ୍ୟପ୍ରଦେଶର ଜବଲପୁରରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ବିବାହ ପୂର୍ବରୁ କନ୍ୟାଙ୍କ ମେକଅପ୍‌ ନଷ୍ଟ ହୋଇଯିବାରୁ ସେ ପାର୍ଲର ବିରୋଧରେ ଥାନାରେ ପହଞ୍ଚିଛନ୍ତି। ପୋଲିସ ମଧ୍ୟ ଘଟଣାକୁ ଗମ୍ଭୀରତାର ସହ ନେଇ ପାର୍ଲର ସଞ୍ଚାଳିକାଙ୍କୁ ପଚରାଉଚରା କରିବାକୁ...

ଦିଲ୍ଲୀକୁ ସଫା କରିବା ପାଇଁ ଭାଜପା-କଂଗ୍ରେସର ସହଯୋଗ ଲୋଡିଲେ କେଜରିଓ୍ବାଲ…

ନୂଆଦିଲ୍ଲୀ,୭।୧୨ : ଦିଲ୍ଲୀ ଏମସିଡି ନିର୍ବାଚନରେ ଏଏପିର ବିଜୟ ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସମସ୍ତ ଜନସାଧାରଣଙ୍କୁ କୃତଜ୍ଞତା ଜଣାଇଛନ୍ତି। ଆପଣମାନେ ଏଏପିକୁ ଭଲ ପାଉଛନ୍ତି, ମୁଁ ମଧ୍ୟ ଆପଣଙ୍କୁ ଭଲ ପାଉଛି ବୋଲି ସେ କହିଛନ୍ତି। ଏହା ସହିତ...

ଗତ ୫ ବର୍ଷରେ ୫୬ ଏମପି-ବିଧାୟକଙ୍କ ବିରୋଧରେ ସିବିଆଇ ମାମଲା…

ନୂଆଦିଲ୍ଲୀ,୭।୧୨ : ଗତ ୫ ବର୍ଷରେ ୧୮ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୫୬ ଏମପି-ବିଧାୟକଙ୍କ ବିରୋଧରେ ସିବିଆଇ ମାମଲା ରୁଜୁ କରାଯାଇଛି। ସେଥିମଧ୍ୟରୁ ୨୨ ଜଣଙ୍କ ବିରୋଧରେ ଚାର୍ଜଶିଟ ଦାଖଲ କରାଯାଇଛି। ବୁଧବାର ଲୋକ ସଭାରେ କେନ୍ଦ୍ର କାମର୍ର୍କ...

ବନ୍ଦ ରାସ୍ତା ପାଇଁ ଧାରଣାରେ ବସିଲେ ବର, ସୋସିଆଲ ମିଡ଼ିଆରେ ଭାଇରାଲ…

ଡେରାଡୁନ,୭।୧୨ : ଉତ୍ତରାଖଣ୍ଡରେ ଜଣେ ବର ବିବାହ ପାଇଁ କନ୍ୟାଘରେ କଷ୍ଟେମଷ୍ଟେ ପହଞ୍ଚି ବିବାହ ପରେ ଧାରଣାରେ ବସିଥିବା ଘଟଣା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଖରାପ ହୋଇଯାଇଥିବା ରାସ୍ତାକୁ ୨୦ ଦିନ ଧରି ବନ୍ଦ କରାଯାଇଥିଲା।...

‘ମମତା ଏତେ ପାପ କରିଛନ୍ତି, ଧୋଇବା ପାଇଁ ପୁଷ୍କର ସରୋବରରେ ଗାଧୋଇବା ଉଚିତ୍‌’

କୋଲକତା,୭।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିଲ୍ଲୀରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଯୋଗଦେବା ପରେ ଆଜମେର ଶରିଫ ଏବଂ ପୁଷ୍କର ମନ୍ଦିର ପରିଦର୍ଶନ କରିଛନ୍ତି। ଆଜମେର ଶରିଫଙ୍କ ନିକଟକୁ ଯାଇ ମମତା ଚାଦର ଅର୍ପଣ କରିଥିଲେ, ସେ ପୁଷ୍କର ମନ୍ଦିରରେ...

ବିମୁଦ୍ରୀକରଣ ରେକର୍ଡ ଦାଖଲ ପାଇଁ କେନ୍ଦ୍ର-ଆରବିଆଇକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୭।୧୨ : ବିମୁଦ୍ରୀକରଣ ରେକର୍ଡ ଦାଖଲ ପାଇଁ ବୁଧବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାର ଏବଂ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୬ ରେ ୧୦୦୦ ଏବଂ ୫୦୦୦ ଟଙ୍କିଆ ନୋଟ ଅଚଳ କରିବାକୁ ସରକାରଙ୍କ...

ପୁଣି ବଢ଼ିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୭।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିଛି। ଦୈନିକ...

ବିଜୟ ପରେ  ବି ଏଏପି ମେୟର ପାଇଁ କେଜରିଓ୍ବାଲଙ୍କୁ ଖେଳିବାକୁ ପଡିବ ପର୍ଦ୍ଦାପଛରେ ଖେଳ…

ନୂଆଦିଲ୍ଲୀ,୭।୧୨ : ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେଶନ (ଏମସିଡି) ନିର୍ବାଚନରେ ୨୫୦ ଟି ଆସନ ପାଇଁ ଭାଜପା ଏବଂ ଆମ ଆଦମୀ ପାର୍ଟି ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଜାରି ରହିଛି। ଏଏପି ଭାଜପାକୁ ୧୫ ବର୍ଷର କ୍ଷମତାରୁ ହଟାଇଛି। ଏମସିଡିରେ ମେୟର ହେବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri