ଜାତୀୟ

ସାଧାରଣ ଲୋକଙ୍କୁ ଝଟ୍‌କା: ରେପୋ ରେଟ ୦.୩୫ ପ୍ରତିଶତ ବଢ଼ିଲା…

ନୂଆଦିଲ୍ଲୀ,୭।୧୨ : ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାରୀ ଏହାର ମୁଦ୍ରା ନୀତି ଘୋଷଣା କରିଛନ୍ତି। ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି ଯେ,ରେପୋ ରେଟ ୦.୩୫ ପ୍ରତିଶତ ବୃଦ୍ଧି କରାଯାଇଛି। ଫଳରେ ରେପୋ ରେଟ ଏବେ ୬.୨୫ ପ୍ରତିଶତକୁ ବୃଦ୍ଧି...

ଘରକୁ ଘର ପ୍ରଚାର ଲାଗି ଭାଜପା ନେତାଙ୍କୁ କହିଲେ ନଡ୍ଡା

ନୂଆଦିଲ୍ଲୀ,୭।୧୨(ପି.ଟି.): ୨୦୨୪ ଲୋକ ସଭା ନିର୍ବାଚନକୁ ଆଖି ଆଗରେ ରଖି ଭାଜପାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଘରକୁ ଘର ଯାଇ ଲୋକଙ୍କ ସହ ଭାବାତ୍ମକ ସମ୍ପର୍କ ରଖିବାକୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ମଙ୍ଗଳବାର ଦଳୀୟ ନେତାମାନଙ୍କୁ ପରାମର୍ଶ...

୩୧% ମହିଳାଙ୍କ ପାଖରେ ଫୋନ୍‌

ନୂଆଦିଲ୍ଲୀ,୭।୧୨: ଭାରତରେ ୩୧% ମହିଳାଙ୍କ ନିକଟରେ ନିଜସ୍ବ ଫୋନ୍‌ ରହିଛି। ପୁରୁଷଙ୍କ ତୁଳନାରେ ମହିଳାମାନେ କମ୍‌ ସଂଖ୍ୟାରେ ଫୋନ୍‌ ବ୍ୟବହାର କରୁଥିବା ଅକ୍ସଫାମ୍‌ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେହିପରି ଦେଶରେ ମୋଟ ୬୦% ପୁରୁଷଙ୍କ ପାଖରେ ଆଣ୍ଡ୍ରଏଡ୍‌...

୮ଟାରୁ ଆରମ୍ଭ ହେବ ଏମ୍‌ସିଡି ନିର୍ବାଚନ ଭୋଟ ଗଣନା

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନ ନିର୍ବାଚନ ପାଇଁ ବୁଧବାର ଭୋଟ ଗଣନା ହେବ। ସକାଳ ୮ଟାରୁ ଆରମ୍ଭ ହୋଇ ଦିନ ୧ଟା ଯାଏ ଚାଲିବ। ୧୦ ହଜାରରୁ ଅଧିକ କର୍ମଚାରୀ ୪୨ଟି ମତଦାନ କେନ୍ଦ୍ରରେ ଭୋଟ ଗଣନା କରିବେ। ସମସ୍ତ...

୩୩ ସପ୍ତାହରେ ଗର୍ଭପାତକୁ ହାଇକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୭।୧୨(ପି.ଟି.): ଭ୍ରୂଣର ମସ୍ତିଷ୍କରେ ଅସ୍ବାଭାବିକତା ଥିବାରୁ ଜଣେ ୨୬ ବର୍ଷୀୟା ମହିଳା ଗର୍ଭପାତ କରିବା ଲାଗି ଦିଲ୍ଲୀ ହାଇକୋର୍ଟଙ୍କ ଅନୁମତି ଲୋଡ଼ିଥିଲେ। ଭ୍ରୂଣରେ ସମସ୍ୟା ଯୋଗୁ ତାଙ୍କର ମାନସିକ ଏବଂ ସାମାଜିକ ସ୍ବାସ୍ଥ୍ୟ ତଥା ଶିଶୁର ସ୍ବାସ୍ଥ୍ୟକୁ ଚିନ୍ତା କରି...

ଓ୍ବାଇଏସ୍‌ଆର୍‌ସି ନେତାଙ୍କୁ ଛୁରିଭୁସି ହତ୍ୟା

ଶ୍ରୀକାକୁଲମ,୭।୧୨: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ନିକଟରେ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟିର ଜଣେ ନେତାଙ୍କୁ ମଙ୍ଗଳବାର ହତ୍ୟା କରାଯାଇଛି। ବରତମ ରାମଶେଶୁ(୫୨) ଗାରା ଏମ୍‌ପିପିର ଉପସଭାପତି ଏବଂ ଶ୍ରୀକାକୁଲମ ଗ୍ରାମର ପୂର୍ବତନ ସରପଞ୍ଚ। ବିଭିନ୍ନ ବ୍ୟବସାୟ ସହ ସେ ସମ୍ପୃକ୍ତ ଥିଲେ। ସେ...

ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପରଲୋକ

ଅହମ୍ମଦାବାଦ,୭।୧୨: ଅର୍ଥନୀତିଜ୍ଞ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯୋଗିନ୍ଦର କେ. ଅଲାଘ ମଙ୍ଗଳବାର ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ୮୩ ବର୍ଷୀୟ ଯୋଗିନ୍ଦର ବାର୍ଦ୍ଧକ୍ୟ କାରଣରୁ ବହୁବିଧ ରୋଗରେ ପୀଡ଼ିତ ଥିଲେ। କିଛିଦିନ ପୂର୍ବେ ସର୍ଦ୍ଦାର ପଟେଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇକୋନୋମିକ୍‌ ଆଣ୍ଡ୍‌...

ବରଣମାଳା ପିନ୍ଧାଇଲା ବେଳେ କନ୍ୟାଙ୍କ ମୃତ୍ୟୁ

ଲକ୍ଷ୍ନୌ,୭।୧୨: ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ଶିବାଙ୍ଗୀ ନାମ୍ନୀ ଜଣେ ଯୁବତୀଙ୍କର ବିବାହ ମଣ୍ଡପରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ବାହାଘର ଦିନ ବିବାହ ମଣ୍ଡପରେ ବର, କନ୍ୟା ପରସ୍ପରକୁ ବରଣମାଳା ପିନ୍ଧାଉଥିବାବେଳେ ଶିବାଙ୍ଗୀ ହଠାତ୍‌ ଅଚେତ ହୋଇ ତଳେ ପଡ଼ିଯାଇଥିଲେ। ଘରଲୋକେ...

ଭାରତ ମହାସାଗରରେ ଚାଇନା ଗୁପ୍ତଚର ଜାହାଜ

ନୂଆଦିଲ୍ଲୀ, ୭।୧୨: ଭାରତ ବଙ୍ଗୋପସାଗରରେ ଦୀର୍ଘ ଦୂରଗାମୀ ବାଲିଷ୍ଟିକ୍‌ ମିଶାଇଲ୍‌ ପରୀକ୍ଷା କରିବାକୁ ଥିବାବେଳେ ଏହା ପୂର୍ବରୁ ବିଭିନ୍ନ ଟ୍ରାକିଂ ଏବଂ ପର୍ଯ୍ୟବେକ୍ଷଣ ଉପକରଣ ସଂଯୋଗ ହୋଇଥିବା ଚାଇନାର ଗୁପ୍ତଚର ଜାହାଜ ୟୁଆନ୍‌ ଓ୍ବାଙ୍ଗ୍‌-୫ ଭାରତ ମହାସାଗର ଅଞ୍ଚଳରେ ପ୍ରବେଶ...

ଲୁଡ଼ୁ ନିଶାରେ ରେଣୁ ସର୍ବସ୍ବାନ୍ତ

ଲକ୍ଷ୍ନୌ,୭ା୧୨: ଜୁଆ ଖେଳିଲେ ସର୍ବସ୍ବାନ୍ତ ହେବା ଥୟ ବୋଲି ମହାଭାରତ ଆମକୁ ଶିଖାଇଛି। ଏଭଳି ଅନେକ ଦୃଷ୍ଟାନ୍ତ ଥାଇ ମଧ୍ୟ ସଚେତନ ନ ହେବାର ମାନେ ହେଉଛି, ବିପତ୍ତିକୁ ଡାକିବା। ଉତ୍ତରପ୍ରଦେଶର ରେଣୁଙ୍କ ପାଖକୁ ଜୟପୁରରେ ଥିବା ତାଙ୍କ ସ୍ବାମୀ...

‘ଖାଲି ପେଟରେ କେହି ନିଦ୍ରା ନ ଯାଆନ୍ତୁ’

ନୂଆଦିଲ୍ଲୀ,୭ା୧୨(ପି.ଟି.): କେହି ଯେପରି ଖାଲି ପେଟରେ ନିଦ୍ରା ନ ଯାଆନ୍ତି, ତାହା ସୁନିଶ୍ଚିତ କରିବା ଆମ ସଂସ୍କୃତି ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)ରେ ଖାଦ୍ୟଶସ୍ୟ ଯେପରି ଶେଷ ବ୍ୟକ୍ତି ପାଖରେ ପହଞ୍ଚତ୍ବ ତାହା...

ଆଜିଠୁ ଶୀତ ଅଧିବେଶନ

ନୂଆଦିଲ୍ଲୀ,୭ା୧୨: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ୧୬ଟି ବିଲ୍‌ ପାରିତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ତେବେ ଅଧିବେଶନ ଅବ୍ୟବହିତ ପୂର୍ବରୁ ମଙ୍ଗଳବାର ପାର୍ଲାମେଣ୍ଟର ଲାଇବ୍ରେରୀ ହଲ୍‌ଠାରେ ଏକ ସର୍ବଦଳୀୟ ବୈଠକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri