ଜାତୀୟ

‘ଖାଲି ପେଟରେ କେହି ନିଦ୍ରା ନ ଯାଆନ୍ତୁ’

ନୂଆଦିଲ୍ଲୀ,୭ା୧୨(ପି.ଟି.): କେହି ଯେପରି ଖାଲି ପେଟରେ ନିଦ୍ରା ନ ଯାଆନ୍ତି, ତାହା ସୁନିଶ୍ଚିତ କରିବା ଆମ ସଂସ୍କୃତି ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)ରେ ଖାଦ୍ୟଶସ୍ୟ ଯେପରି ଶେଷ ବ୍ୟକ୍ତି ପାଖରେ ପହଞ୍ଚତ୍ବ ତାହା...

ଆଜିଠୁ ଶୀତ ଅଧିବେଶନ

ନୂଆଦିଲ୍ଲୀ,୭ା୧୨: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ୧୬ଟି ବିଲ୍‌ ପାରିତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ତେବେ ଅଧିବେଶନ ଅବ୍ୟବହିତ ପୂର୍ବରୁ ମଙ୍ଗଳବାର ପାର୍ଲାମେଣ୍ଟର ଲାଇବ୍ରେରୀ ହଲ୍‌ଠାରେ ଏକ ସର୍ବଦଳୀୟ ବୈଠକ...

ସଂସଦର ଶୀତକାଳୀନ ଅଧିବେଶନ: ଶାସକ-ବିରୋଧୀ ପ୍ରସ୍ତୁତ…

ନୂଆଦିଲ୍ଲୀ,୬।୧୨ : ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୭, ବୁଧବାର ଠାରୁ ଆରମ୍ଭ ହେଉଛି । ଦିଲ୍ଲୀର  ମ୍ୟୁନିସିପାଲିଟି କର୍ପୋରେଶନ ନିର୍ବାଚନର ଫଳାଫଳ ମଧ୍ୟ ଏହି ଦିନ ଆସିବ। ଡିସେମ୍ବର ୮ରେ ହିମାଚଳ ଏବଂ ଗୁଜରାଟ ବିଧାନସଭା ନିର୍ବାଚନର ଫଳାଫଳ...

କେହି ଖାଲି ପେଟରେ ନ ଶୁଅନ୍ତୁ: କେନ୍ଦ୍ର ସରକାରଙ୍କୁ କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୬।୧୨ : କରୋନା ମହାମାରୀ ପରେ ଲୋକଙ୍କ ରୋଜଗାର ଏବଂ ଖାଇବା ପିଇବାକୁ ନେଇ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଏକ ଆବେଦନ ଉପରେ ବିଚାର କରି ମଙ୍ଗଳବାର ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ କହିଛନ୍ତି ଯେ, କେହି ଖାଲି ପେଟରେ...

ସାବରିମାଲାରେ ହେଲିକପ୍ଟର ସେବା ବନ୍ଦ: ଭିଆଇପି ସେବା ବନ୍ଦ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଥିରୁଭାନନ୍ତପୁରମ୍‌,୬।୧୨ : କେରଳ ହାଇକୋର୍ଟ ସାବରିମାଲା ମନ୍ଦିରରେ ହେଲିକପ୍ଟର ସେବା ବନ୍ଦ ଲାଭତ ନିର୍ଦ୍ଦୋ ଜାରି କରିଛନ୍ତି। କୌଣସି ଭିଆଇପି ସେବା ଉପଲବ୍ଧ ନକରାଇବାକୁ କୋର୍ଟ ବିଚାରପତି ଅନୀଲ କେ ନରେନ୍ଦ୍ରନ ଏବଂ ପିଜି ଅଜିତ କୁମାରଙ୍କ ନେତୃତ୍ୱରେ ଗଠିତ...

ରାଷ୍ଟ୍ରପତିଙ୍କୁ ଭେଟିଲେ ମିଲିଣ୍ଡା ଗେଟ୍ସ …

ନୂଆଦିଲ୍ଲୀ,୬।୧୨ : ବିଲ ଆଣ୍ଡ ମିଲିଣ୍ଡା ଗେଟ୍ସ ଫାଉଣ୍ଡେଶନର ଉପାଧ୍ୟକ୍ଷା ମିଲିଣ୍ଡା ଫ୍ରେଞ୍ଚ ଗେଟ୍ସ ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ମିଲିଣ୍ଡାଙ୍କୁ ସ୍ବାଗତ କରି ରାଷ୍ଟ୍ରପତି ଗତ ଦୁଇ ଦଶନ୍ଧି ମଧ୍ୟରେ ବିଲ ଆଣ୍ଡ...

ସିଭିଲ ସର୍ଭିସେସ ମେନ ପରୀକ୍ଷା -୨୦୨୨ର ଫଳ ପ୍ରକାଶ…

ନୂଆଦିଲ୍ଲୀ,୬।୧୨ : ୟୁନିଅନ ପବ୍ଲିକ ସର୍ଭିସ କମିଶନ (ୟୁପିଏସସି) ସିଭିଲ ସର୍ଭିସେସ ମେନ ପରୀକ୍ଷା ୨୦୨୨ ର ଫଳାଫଳ ପ୍ରକାଶ ପାଇଛି। ପରୀକ୍ଷାରେ ଦେଇଥିବା ପ୍ରାର୍ଥୀମାନେ ଅଫିସିଆଲ ୱେବସାଇଟ upsc.gov.in ରେ ଫଳାଫଳ ଯାଞ୍ଚ କରିପାରିବେ। ମୁଖ୍ୟ ପରୀକ୍ଷା ସେପ୍ଟେମ୍ବର...

ଆଇସିଏମ୍‌ଆର ଓ୍ବେବସାଇଟ୍‌ ହ୍ୟାକ୍‌ କରିବାକୁ ଚେଷ୍ଟା କରିଥିଲେ ହ୍ୟାକର, ୨୪ ଘଣ୍ଟାରେ ୬ ହଜାର ଥର ହ୍ୟାକ୍‌ ଉଦ୍ୟମ…

ନୂଆଦିଲ୍ଲୀ,୬।୧୨ : ବର୍ତ୍ତମାନ ଦେଶରେ ସାଇବର ଆକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ନିକଟରେ ଦିଲ୍ଲୀ ଏମ୍ସ୍‌ର ସର୍ଭରରେ ଏକ ସାଇବର ଆଟାକ କରାଯାଇଥିଲା। ସର୍ଭର ଡାଉନ ଯୋଗୁ ସମସ୍ତ କାର୍ଯ୍ୟ ଅନେକ ଦିନ ପାଇଁ ମାନୁଆଲରେ କରାଯାଇଥିଲା।...

ଲାଲୁଙ୍କ ସ୍ବାସ୍ଥାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୧୨: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବୃକକ୍‌ ପ୍ରତିରୋପଣ(କିଡନୀ ଟ୍ରାନ୍ସପ୍ଲାଣ୍ଟ) କରାଯାଇଛି। ସୋମବାର ସିଙ୍ଗାପୁରର ଏକ ଡାକ୍ତରଖାନାରେ ଏହି ଅସ୍ତ୍ରୋପଚାର କରାଯାଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲୁଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ସେ...

୨୦୨୩ ସୁଦ୍ଧା ଗୋଆରେ ଖୋଲିବ ୫ଶହ ସିନେମା ହଲ୍‌

ପଣଜୀ,୬।୧୨: ୨୦୨୩ ମାର୍ଚ୍ଚରେ ଭାରତର ଗ୍ରାମାଞ୍ଚଳର ଲୋକମାନେ ନିଜ ଗାଁରେ ସିନେମା ଉପଭୋଗ କରିପାରିବେ। ଏହି ଦିଗରେ ସରକାର ଆଉ ଏକ ପାଦ ଆଗକୁ ବଢ଼ାଇବା ସହ ପଦକ୍ଷେପ ଗ୍ରହଣ କରିଛନ୍ତି। ଆସନ୍ତା ବର୍ଷ ସରକାର ସିଏସ୍‌ସି ମାଧ୍ୟମରେ ଗାଁରେ...

ମଦ ନୀତି ମାମଲାରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ଝିଅଙ୍କୁ ପୁଣି ଥରେ ସମନ ପଠାଇଲା ସିବିଆଇ

ନୂଆଦିଲ୍ଲୀ,୬।୧୨: ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ସିବିଆଇ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତାଙ୍କୁ ସିବିଆଇ ପୁଣି ଥରେ ସମନ କରିଛି। ଟିଆରଏସ୍‌ ଏମ୍‌ଏଲ୍‌ସିର କବିତାଙ୍କ ବୟାନ ରେକର୍ଡ ଡିସେମ୍ବର ୧୧ରେ ପୂର୍ବାହ୍ନ ୧୧ଟାରେ ତାଙ୍କ...

ମହାରାଷ୍ଟ୍ରର ଧୈର୍ଯ୍ୟର ପରୀକ୍ଷା ନକରୁ କର୍ନାଟକ: ପାଓ୍ବାରଙ୍କ ଚେତାବନୀ…

ମୁମ୍ବାଇ,୬।୧୨ : ମହାରାଷ୍ଟ୍ର ଏବଂ କର୍ନାଟକ ମଧ୍ୟରେ ଚାଲିଥିବା ସୀମା ବିବାଦ ଏବେ ଉଗ୍ରରୂପ ନେବାକୁ ଲାଗିଛି। ମଙ୍ଗଳବାର କର୍ନାଟକର ବେଲଗାଭିର ବାଗେୱାଡି ଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସମୟରେ କର୍ନାଟକ ରକ୍ଷଣ ବୈଦିକ କାର୍ଯ୍ୟକର୍ତ୍ତା ମହାରାଷ୍ଟ୍ରର ଟ୍ରକ ଉପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri