ଜାତୀୟ

ଦିଲ୍ଲୀରେ ପୁଣି ବଢୁଛି ବାୟୁ ପ୍ରଦୂଷଣ : ସାନି କଟକଣା ଜାରି

ନୂଆଦିଲ୍ଲୀ,୪।୧୨ ଦିଲ୍ଲୀରେ ବାୟୁ ପ୍ରଦୂଷଣ ପୁଣି ବୃଦ୍ଧି ପାଇଛି। ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ଲାଗି ଦିଲ୍ଲୀ କର୍ତ୍ତୃପକ୍ଷ ସାନି କଟକଣା ଜାରି କରିଛନ୍ତି। ରାଜଧାନୀରେ ସମସ୍ତ ନିର୍ମାଣ ଓ ଉଚ୍ଛେଦ କାର୍ଯ୍ୟକୁ ବନ୍ଦ ରଖାଯାଇଛି। ଅତି ଜରୁରୀ ନ ଥିବା...

ମୋ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଭାଜପା କରୁଛି କୋଟି କୋଟି ଟଙ୍କା ଖର୍ଚ୍ଚ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାର ଏକ ଭିଡିଓ ପୋଷ୍ଟ କରିଛି। ରାହୁଲ ଗାନ୍ଧୀ ଭିଡିଓରେ କହିଛନ୍ତି, ଯେତେବେଳେ ମୁଁ ରାଜନୀତିରେ ପ୍ରବେଶ କଲି, ୨୦୦୮-୦୯ ପର୍ଯ୍ୟନ୍ତ, ଦେଶର ସମସ୍ତ ଗଣମାଧ୍ୟମ ମୋତେ ୨୪ ଘଣ୍ଟା...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୬ ଜୀବନ

ଭୋପାଳ,୪।୧୨: ମଧ୍ୟ ପ୍ରଦେଶର ରତ୍‌ଲାମ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ବସିଥିବା ଲୋକଙ୍କ ଉପରେ ଏକ ଟ୍ରକ ମାଡିଯିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ଟ୍ରକ୍‌ ଟାୟାର ଫାଟିଯିବା କାରଣରୁ ଏହି ଦୁର୍ଘଟଣା ଘଟିଥିବା...

ମା’ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ: ସୋମବାର ଦେବେ ଭୋଟ

ଅହମ୍ମଦାବାଦ,୪।୧୨: ଆସନ୍ତାକାଲି ଗୁଜରାଟରେ ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ମତଦାନ ସାବ୍ୟସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୋଟଦାନର ଗୋଟି, ଦିନ ପୂର୍ବରୁ ସେ ଗୁଜରାଟରେ ପହଞ୍ଚିଛନ୍ତି। ପ୍ରଥମେ ନରେନ୍ଦ୍ର ମୋଦି ତାଙ୍କ...

‘ମୁସଲମାନ ମହିଳାଙ୍କୁ ଟିକେଟ୍‌ ଦେବା ଇସଲାମ ଧର୍ମ ବିରୋଧୀ’

ଅହମ୍ମଦାବାଦ,୪।୧୨: ଆଜିକାଲି ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି। ଆସନ୍ତାକାଲି ଅର୍ଥାତ୍‌ ଡିସେମ୍ବର ୫ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ୧୪ଟି ଜିଲାର ୯୩ଟି ବିଧାନସଭା ଆସନରେ ଭୋଟ ଗ୍ରହଣ...

ଆରଏସଏସକୁ ଚ୍ୟାଲେଞ୍ଜ୍‌ ଦେଲେ କମଲ ନାଥ

ନୂଆଦିଲ୍ଲୀ,୪।୧୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ଆରଏସଏସ ଏବଂ ବିଶ୍ୱ ହିନ୍ଦୁ ପରିଷଦକୁ ଚ୍ୟାଲେଞ୍ଜ କରିଛନ୍ତି। ଧର୍ମ ପ୍ରସଙ୍ଗରେ ରାହୁଲ ଗାନ୍ଧୀଙ୍କ ସହ ଯେକୌଣସି ସମୟରେ ଆଲୋଚନା କରିବାକୁ ସେ ଆରଏସଏସକୁ କହିଛନ୍ତି। ୧୨ ବର୍ଷ ହେବ ରାହୁଲ...

ନରୋତ୍ତମ ମିଶ୍ରଙ୍କ ଅଭିଯୋଗ, ଭାରତ ଯୋଡୋ ଯାତ୍ରାରେ ଦିଆଯାଇଛି ‘ପାକିସ୍ତାନ ଜିନ୍ଦାବାଦ ସ୍ଲୋଗାନ’

ଭୋପାଳ,୪ ।୧୨: ମଧ୍ୟ ପ୍ରଦେଶର ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ପୁଣିଥରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାକୁ ଟାର୍ଗେଟ କରିଛନ୍ତି । କଂଗ୍ରେସର ଏହି ଭାରତ ଯୋଡୋ ଯାତ୍ରାରେ ଅଭିନେତ୍ରୀ ସ୍ୱରା ଭାସ୍କର ସାମିଲ ହୋଇଥିଲେ । କଂଗ୍ରେସର ଭାରତ...

ଏମସିଡି ନିର୍ବାଚନ: ଭୋଟର ଲିଷ୍ଟରୁ ଅନେକ ନାମ ଡିଲିଟ ହୋଇଥିବା ଦାବି କଲା ଭାଜପା

ନୂଆଦିଲ୍ଲୀ,୪ ।୧୨: ଦିଲ୍ଲୀ ନଗର ନିଗମ(ଏମସିଡି)ର ସମସ୍ତ ୨୫୦ ୱାର୍ଡ ପାଇଁ ରବିବାର ସକାଳ ୮ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ଦିନ ୨ଟା ପର୍ଯ୍ୟନ୍ତ ପାଖାପାଖି ୩୦ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି । ଏହି ନିର୍ବାଚନରେ...

ମନ୍ଦିର କାହାର ବ୍ୟକ୍ତିଗତ ସମ୍ପତ୍ତି ନୁହେଁ : ଷ୍ଟାଲିନ…

ଚେନ୍ନାଇ,୪।୧୨ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ରବିବାର କହିଛନ୍ତି ଯେ ମନ୍ଦିରଗୁଡ଼ିକ ଜନସାଧାରଣଙ୍କ ପାଇଁ ଏବଂ ଏହା କାହାର ବ୍ୟକ୍ତିଗତ ସମ୍ପତ୍ତି ନୁହେଁ। ତିରୁଭନମିୟୁରସ୍ଥିତ ଅରୁଲମିଗୁ ମରୁନଥିଶ୍ୱର ମନ୍ଦିରରେ ୩୧ ଦମ୍ପତିଙ୍କ ଏକ ସାମୁହିକ ବିବାହ ଉତ୍ସବରେ ଯୋଗଦେଇ...

ଜାନୁୟାରୀ ୨୬ରୁ କଂଗ୍ରେସ ଆରମ୍ଭ କରିବ ‘ ହାତ ସେ ହାତ ଯୋଡୋ’ ଅଭିଯାନ…

ନୂଆଦିଲ୍ଲୀ,୪।୧୨ : କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଦ୍ୱାରା ଗଠିତ କଂଗ୍ରେସ ପରିଚାଳନା କମିଟିର ପ୍ରଥମ ବୈଠକ ରବିବାର ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଦଳର ବରିଷ୍ଠ ନେତାମାନେ ଏହାର ସାଂଗଠନିକ ପ୍ରସଙ୍ଗ ଉପରେ ଆଲୋଚନା କରିବା ବ୍ୟତୀତ...

ଦୁର୍ଗାପୁରରେ ନିର୍ମାଣ ହେବ ଗ୍ରୀନ ହାଇଡ୍ରୋଜେନ ପ୍ଲାଣ୍ଟ, ଶକ୍ତି କ୍ଷେତ୍ରରେ ୧୧,୯୦୦ କୋଟି ନିବେଶ…

କୋଲକାତା,୪।୧୨ : ପଶ୍ଚିମବଙ୍ଗ ସରକାର ଦୁର୍ଗାପୁରରେ ଗ୍ରାନ୍‌ ହାଇଡ୍ରୋଜେନ ପ୍ଲାଣ୍ଟ ସ୍ଥାପନ କରିବାକୁ ଯୋଜନା କରୁଛନ୍ତି। ରାଜ୍ୟଶକ୍ତି ମନ୍ତ୍ରୀ ଅରୁପ ବିଶ୍ୱାସ ସୂଚନା ଦେଇଛନ୍ତି ଯେ ଗ୍ରୀନ୍‌ ହାଇଡ୍ରୋଜେନ ଉତ୍ପାଦନ ପାଇଁ କେନ୍ଦ୍ର ସରକାର ରାଜ୍ୟକୁ ଏକ ସମ୍ଭାବ୍ୟ କ୍ଷେତ୍ର...

ଦୈନିକ ସଂକ୍ରମଣ ୨୨୬, ମୃତ୍ୟୁ ସଂଖ୍ୟା ୧…

ନୂଆଦିଲ୍ଲୀ, ୪।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଦୈନିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri