ଜାତୀୟ

ରିଚା ଚଢ଼ାଙ୍କ ଟୁଇଟକୁ ନେଇ ପ୍ରତିକ୍ରିୟା ରଖିଲେ ଅକ୍ଷୟ

ମୁମ୍ବାଇ,୨୪।୧୧: ବଲିଉଡ୍‌ ଅଭିନେତ୍ରୀ ରିଚା ଚଢ଼ାଙ୍କ ଏକ ବିବାଦୀୟ ଟୁଇଟକୁ ନେଇ ଏବେ ବିବାଦ ବଢ଼ିବାରେ ଲାଗିଛି। ଭାରତୀୟ ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ଏକ ଟୁଇଟରେ ଅଭିନେତ୍ରୀ ରିଚା ରିଟୁଇଟ କରି ବିବାଦୟ ମନ୍ତବ୍ୟ ଦେଇଥିଲେ।...

ଆଚାର ପ୍ରସ୍ତୁତ କଲେ ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୧୧: ଟିଭି ସିରିୟଲରେ ଦମ୍‌ଦାର ଅଭିନୟ ପରେ ରାଜନୀତିରେ ପାଦ ଥାପି କେନ୍ଦ୍ର ମନ୍ତ୍ରୀ ହୋଇଥିବା ସ୍ମୃତି ଇରାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ଯଦିଓ ସେ ବର୍ତ୍ତମାନ ରାଜନୀତିରେ ଅଧିକ ସକ୍ରିୟ ଅଛନ୍ତି, କିନ୍ତୁ ସୋସିଆଲ ମିଡିଆରେ ତାଙ୍କ...

ଅମିତ ଶାହା କହିଲେ ‘ଭାଜପା ୟୁନିଫର୍ମ ସିଭିଲ କୋର୍ଡ ଆଣିବାକୁ ପ୍ରତିବଦ୍ଧ, ହେଲେ…’

ନୂଆଦିଲ୍ଲୀ,୨୪ ।୧୧: ଗୁଜରାଟ ବିଧାନସଭା ନିର୍ବାଚନରେ ୟୁନିଫର୍ମ ସିଭିଲ କୋର୍ଡ ପ୍ରସଙ୍ଗ ଯୋରସୋରରେ ଉଠିଛି । ଏହାରି ଭିତରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ସମାନ ନାଗରିକ ସଂହିତା ଆଣିବାକୁ ପ୍ରତିବଦ୍ଧ, ହେଲେ...

ଲୋକସଭା ନିର୍ବାଚନକୁ ନେଇ ଅଖିଳେଶଙ୍କ ବଡ ଘୋଷଣା

ଲକ୍ଷ୍ନୌ,୨୪ ।୧୧: ଆସନ୍ତା ୨୦୨୪ ମସିହାରେ ହେବାକୁ ଯାଉଥିବା ଲୋକସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଏକ ବଡ ଘୋଷଣା କରଛନ୍ତି । ସେ କହିଛନ୍ତି ୨୦୨୪ ଲୋକ ସଭା ନିର୍ବାଚନରେ ସେ କନ୍ନୌଜ ଆସନରୁ...

ଡିସେମ୍ବର ୫ରେ ମୋଦିଙ୍କୁ ଭେଟିବେ ମମତା

ନୂଆଦିଲ୍ଲୀ,୨୪।୧୧: ୨୦୨୩ ଜି-୨୦ ଶିଖର ସମ୍ମିଳନୀରେ ଭାରତ ଅଧ୍ୟକ୍ଷତା କରିବ। ଏହାକୁ ନେଇ ଡିସେମ୍ବର ୫ରେ ଦିଲ୍ଲୀରେ ଏକ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗ ଦେବେ। ସେ କହିଛନ୍ତି, ପଶ୍ଚିମବଙ୍ଗ...

ପାକିସ୍ତାନର ନୂଆ ସେନାଧକ୍ଷ କଶ୍ମୀରର ପ୍ରତିଟି ଅଞ୍ଚଳକୁ ଭଲ ଭାବେ ଜାଣିଛନ୍ତି, ପୁଲଓ୍ବାମା ଷଡ଼ଯନ୍ତ୍ରରେ ଥିଲେ ସାମିଲ…

ନୂଆଦିଲ୍ଲୀ,୨୪।୧୧ : ପାକିସ୍ତାନର ନୂତନ ସେନା ମୁଖ୍ୟଙ୍କ ନାମ ଘୋଷଣା କରାଯାଇଛି। ଜେନେରାଲ କମର ଜାଭେଦ ବାଜୱାଙ୍କ ସ୍ଥାନରେ ଜେନେରାଲ ଅସିମ ମୁନିର ବର୍ତ୍ତମାନ ପାକିସ୍ତାନର ନୂତନ ସେନା ମୁଖ୍ୟ ହେବେ। ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ତାଙ୍କ ନାମ ଘୋଷଣା...

ଖାଦ୍ୟ ସୁରକ୍ଷାରେ ଆହ୍ବାନ ସୃଷ୍ଟି କରିଛି କରୋନା-ବିବାଦ-ଜଳବାୟୁ ପରିବର୍ତ୍ତନ : ଜୟଶଙ୍କର…

ନୂଆଦିଲ୍ଲୀ,୨୪।୧୧ : ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ବିଶ୍ୱ ଖାଦ୍ୟ ସୁରକ୍ଷା ପାଇଁ ତିନୋଟି ପ୍ରମୁଖ ଆହ୍ବାନ ଭାବେ କରୋନା, ବିବାଦ ଏବଂ ଜଳବାୟୁ ପରିବର୍ତ୍ତନକୁ ଉପସ୍ଥାପନ କରିଛନ୍ତି। ଅନ୍ତର୍ଜାତୀୟ ବାଜରା ବର୍ଷ ୨୦୨୩ ର ପ୍ରି-ଲଞ୍ଚ କାର୍ଯ୍ୟକୁ ସମ୍ବୋଧିତ...

ଗୁଜରାଟର ସମସ୍ତ ପୋଲର ହେବ ସର୍ବେକ୍ଷଣ, ହାଇକୋର୍ଟ ଦେଲେ ନିର୍ଦ୍ଦେଶ…

ଅହମଦାବାଦ,୨୪।୧୧ : ଗୁଜରାଟର ମୋରବିରେ ଝୁଲାପୋଲ ଭୁଶୁଡ଼ିବା ପରେ ହାଇକୋର୍ଟ ସରକାରଙ୍କୁ ରାଜ୍ୟର ସମସ୍ତ ସେତୁ ଉପରେ ସର୍ଭେ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେତେ ସେତୁ ଠିକ ସ୍ଥିତିରେ ଅଛି ତାହା ନିଶ୍ଚିତ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ କହିଛନ୍ତି?...

ମହାରାଷ୍ଟ୍ର-କର୍ନାଟକ ସୀମା ବିବାଦ ନେଇ ଫଡନାଭିସ-ବୋମ୍ମାଇ ମୁହାଁମୁହିଁ…

ମୁମ୍ବାଇ/ବେଙ୍ଗାଲୁରୁ,୨୪।୧୧ : କର୍ନାଟକ ଏବଂ ମହାରାଷ୍ଟ୍ର ମଧ୍ୟରେ ଦୀର୍ଘ ଦଶନ୍ଧି ଧରି ଚାଲିଥିବା ସୀମା ବିବାଦ ପୁଣି ଥରେ ଚର୍ଚ୍ଚାର ବିଷୟ ପାଲଟିଥିବାରୁ ଭାଜପା ଅସୁବିଧାରେ ପଡିଛି। ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏବଂ କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭାରାଜ ଏସ...

ଅନଲାଇନ୍‌ ଆରଟିଆଇ ପୋର୍ଟାଲ ଆରମ୍ଭ, ସୁପ୍ରିମ୍‌କୋର୍ଟ ସୂଚନା ଏବେ ମିଳିବ ସହଜରେ…

ନୂଆଦିଲ୍ଲୀ,୨୪।୧୧ : ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଦେଶର ନ୍ୟାୟିକ ବ୍ୟବସ୍ଥାରେ ଉନ୍ନତି ଆଣିବାକୁ ଚେଷ୍ଟା କରୁଛନ୍ତି। ବର୍ତ୍ତମାନ ସୁପ୍ରିମକୋର୍ଟରେ ସୂଚନା ପାଇବା ସହଜ ହେବ। ନିକଟରେ ସୁପ୍ରିମକୋର୍ଟ ଅନଲାଇନ ଆରଟିଆଇ ପୋର୍ଟାଲ ଲଞ୍ଚ କରିଥିଲେ। ସୁପ୍ରିମକୋର୍ଟଙ୍କଠାରୁ ସୂଚନା ପାଇବାକୁ,...

ମୂଷା ଖାଇଗଲେ ୫୮୧ କିଲୋଗ୍ରାମ୍‌ ଗଞ୍ଜେଇ…

ମଥୁରା,୨୪।୧୧ : ଉତ୍ତରପ୍ରଦେଶରେ ମଥୁରା ପୋଲିସର ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ସାମ୍ନାକୁ ଆସିଛି। ଏପରିକି ପୋଲିସର ଏହି ରିପୋର୍ଟକୁ ବିଶ୍ୱାସ କରିବା କଷ୍ଟକର ହୋଇପଡିଛି। ପୋଲିସ କଥା ଶୁଣିବା ପରେ କୋର୍ଟରେ ବିଚାରପତି ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ବାସ୍ତବରେ, ମୂଷା...

ନିର୍ବାଚନ କମିଶନରଙ୍କ ନିଯୁକ୍ତି ଏତେ ସୁପରଫାଷ୍ଟ କାହିଁକି, କେନ୍ଦ୍ରକୁ ପ୍ରଶ୍ନ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୪।୧୧ : ମୁଖ୍ୟ ନିର୍ବାଚନ କମିଶନର ଏବଂ ନିର୍ବାଚନ କମିଶନରଙ୍କ ନିଯୁକ୍ତି ସମ୍ପର୍କରେ ସୁପ୍ରିମକୋର୍ଟର ସାମ୍ବିଧାନିକ ବେଞ୍ଚରେ ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ କେତେକ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାର ନିର୍ବାଚନ କମିଶନର ଅରୁଣ ଗୋଏଲଙ୍କ ନିଯୁକ୍ତି ଫାଇଲକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri