ଜାତୀୟ

ସଞ୍ଜୟଙ୍କୁ ଜାମିନ…

ମୁମ୍ବାଇ,୯।୧୧ : ଶିବସେନା ନେତା ତଥା ରାଜ୍ୟସଭା ଏମ୍‌ପି ସଞ୍ଜୟ ରାଉତଙ୍କୁ କୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ବୁଧବାର ତାଙ୍କ ଜାମିନ ଆବେଦନ ଶୁଣାଣି ବେଳେ ମୁମ୍ବାଇର ପିଏମଏଲଏ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ପାତ୍ରା ଚାଲ...

ଚନ୍ଦ୍ରଚୂଡ଼ ରିଟର୍ନସ, ପିତାଙ୍କର ୪୪ ବର୍ଷ ପରେ ପ୍ରଧାନ ବିଚାରପତି…

ନୂଆଦିଲ୍ଲୀ,୯।୧୧ : ଜଷ୍ଟିସ ଧନଞ୍ଜୟ ଓ୍ବାଇ. ଚନ୍ଦ୍ରଚୂଡ଼ ଦେଶର ୫୦ ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଜଷ୍ଟିସ ଚନ୍ଦ୍ରଚୂଡ଼ ତାଙ୍କ ପରିବାରର...

ସନ୍ଧ୍ୟାରେ ଭାଜପାର କୋର କମିଟି ବୈଠକ, ଉପନିର୍ବାଚନ ପାଇଁ ଦଳ କାହାକୁ କରିବ ପ୍ରାର୍ଥୀ ହେବ ଆଲୋଚନା

ଲକ୍ଷ୍ନୌ,୯।୧୧: ଡିସେମ୍ବର ୫ରେ ମେନପୁରୀ ଲୋକସଭା ଏବଂ ରାମପୁର ବିଧାନସଭା ଉପନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ବୁଧବାର କୋର କମିଟି ବୈଠକ ବସିବ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଥୁରା ଗସ୍ତରୁ ଫେରିବା ପରେ ବୁଧବାର ସନ୍ଧ୍ୟାରେ ଆଦିତ୍ୟନାଥଙ୍କ...

ଭାରତ ପାଇଁ ଆବଶ୍ୟକ ୧୦ ହଜାର ଅମ୍ବାନୀ-୨୦ ହଜାର ଆଦାନୀ…

ନୂଆଦିଲ୍ଲୀ,୯।୧୧ : ଭାରତର ଜି-୨୦ ଶେର୍ପା ଅମିତାଭ କାଣ୍ଟ କହିଛନ୍ତି ଯେ ଭାରତର ବିକାଶ ପାଇଁ ୧୦ ହଜାର ଅମ୍ବାନୀ ଏବଂ ୨୦ ହଜାର ଆଦାନୀ ଆବଶ୍ୟକ। କେବଳ ସେତେବେଳେ ହିଁ ଦେଶର ବିକାଶ ସମ୍ଭବ ହୋଇ ପାରିବ। ତେଣୁ...

ଦିଲ୍ଲୀ ପରେ ଉତ୍ତରାଖଣ୍ଡରେ ଭୂକମ୍ପ

ଡେରାଡୁନ୍‌,୯।୧୧: ଦିଲ୍ଲୀ ପରେ ଉତ୍ତରାଖଣ୍ଡରେ ଭୂକମ୍ପ ଝଟକା। ବୁଧବାର ଉତ୍ତରାଖଣ୍ଡର ପିଥୋରଗଡରେ ସକାଳ ପ୍ରାୟ ୬.୨୭ ମିନିଟ୍‌ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଳ୍‌ରେ ଏହାର ତୀବ୍ରତା ୪.୩ ରେକର୍ଡ କରାଯାଇଛି । ଏନେଇ ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ...

ଚନ୍ଦ୍ରଚୂଡ଼ ହେଲେ ୫୦ ତମ ପ୍ରଧାନ ବିଚାରପତି, ୨୦୨୪ ନଭେମ୍ବର ୧୦ ପର୍ଯ୍ୟନ୍ତ କାର୍ଯ୍ୟକାଳ…

ନୂଆଦିଲ୍ଲୀ,୯।୧୧ : ଦେଶର ୫୦ ତମ ପ୍ରଧାନ ବିଚାରପତି ଭାବେ ଡିଓ୍ବାଇ ଚନ୍ଦ୍ରଚୂଡ଼ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।...

ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୯।୧୧: ଦେଶର ୫୦ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି। ସେ ଦେଶର ସିଜେଆଇ ଭାବେ ଦୀର୍ଘ ୨ ବର୍ଷ ଧରି କାମ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୯।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୪ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି...

ବିମୁଦ୍ରୀକରଣ ଆର୍ଥିକ ଗଣହତ୍ୟା: ବିରୋଧୀ

ନୂଆଦିଲ୍ଲୀ,୯।୧୧(ପି.ଟି.): ନରେନ୍ଦ୍ର ମୋଦି ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତିକୁ ବିରୋଧୀ ଦଳଗୁଡ଼ିକ ଆର୍ଥିକ ଗଣହତ୍ୟା, ଆପରାଧିକ କାର୍ଯ୍ୟ ଏବଂ ସଂଗଠିତ ଲୁଟ୍‌ ବୋଲି କହିଛନ୍ତି। ୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଚଳିତ ୫୦୦ ଏବଂ ୧,୦୦୦ ଟଙ୍କିଆ ନୋଟଗୁଡ଼ିକୁ ଅଚଳ...

୩ ଦକ୍ଷିଣୀ ରାଜ୍ୟରେ ସରକାର-ରାଜ୍ୟପାଳ ବିବାଦ

ନୂଆଦିଲ୍ଲୀ,୯।୧୧: ୩ ଦକ୍ଷିଣ ଭାରତୀୟ ରାଜ୍ୟ କେରଳ, ତାମିଲନାଡୁ ଏବଂ ତେଲଙ୍ଗାନାରେ ରାଜ୍ୟପାଳ ଏବଂ ଶାସକ ଦଳ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଏହି ୩ ରାଜ୍ୟର ରାଜ୍ୟପାଳମାନେ କେନ୍ଦ୍ରର ସଖୀ କଣ୍ଢେଇ ଭାବେ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି।...

ମନମୋହନ ସିଂଙ୍କ ନିକଟରେ ଦେଶ ଋଣୀ

ନୂଆଦିଲ୍ଲୀ,୯।୧୧: କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ ବେଳେବେଳେ ଏଭଳି ମନ୍ତବ୍ୟ ଦେଇଥାନ୍ତି, ଯାହା ଏନ୍‌ଡିଏ ସରକାରକୁ ଅପଦସ୍ଥ କରିବା ପାଇଁ ଉଦ୍ଦିଷ୍ଟ ବୋଲି ମନେହୁଏ। ଏହି କ୍ରମରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ରାଜ୍ୟସଭା ସଦସ୍ୟ ମନମୋହନ ସିଂଙ୍କୁ ଆର୍ଥିକ...

ଆଡ୍‌ମିଟ୍‌ କାର୍ଡରେ ସନି ଲିଓନ

ବେଙ୍ଗାଲୁରୁ, ୯।୧୧: କର୍ନାଟକ ଶିକ୍ଷକ ନିଯୁକ୍ତି ପରୀକ୍ଷା ଦେଉଥିବା ଜଣେ ପରୀକ୍ଷାର୍ଥୀଙ୍କ ଆଡମିଟ୍‌ କାର୍ଡରେ ତାଙ୍କ ଫଟୋ ବଦଳରେ ବଲିଉଡ୍‌ ଅଭିନେତ୍ରୀ ସନି ଲିଓନ୍‌ଙ୍କ ଫଟୋ ଦେଖିବାକୁ ମିଳିଛି। ଆଡ୍‌ମିଟ୍‌ କାର୍ଡର ସ୍କ୍ରିନ୍‌ସର୍ଟ ଏବେ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri