ଜାତୀୟ

ବିସର୍ଜନ ସମୟରେ ନଦୀରେ ଆସିଲା ପ୍ରଖର ସ୍ରୋତ ଭାସିଗରେ ୪୦, ୭ ମୃତ

କୋଲକାତା, ୬ ।୧୦:ପଶ୍ଚିମବଙ୍ଗର ଜଲପାଇଗୁଡିରେ ବୁଧବାର ରାତିରେ ଦୁର୍ଗା ମୂର୍ତ୍ତି ବିସଜନ ସମୟରେ ଏକ ବଡ ଅଘଟଣ ଘଟିଛି । ଏଠାରେ ଥିବା ମାଲ ନଦୀରେ ମାଆଙ୍କ ବିସର୍ଜନ ସମୟରେ ହଠାତ୍ ଆସିଥିବା ବନ୍ୟାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା...

ଭାରତ ସରକାରଙ୍କୁ ପ୍ରଶଂସା କଲା ବିଶ୍ୱବ୍ୟାଙ୍କ

ଓ୍ବାଶିଂଟନ/ନୂଆଦିଲ୍ଲୀ,୫ା୧୦: ବିଶ୍ୱବ୍ୟାଙ୍କର ସଭାପତି ଡେଭିଡ ମାଲପାସ କହିଛନ୍ତି, ବିଶ୍ୱରେ ମହାମାରୀ କରୋନା ସଙ୍କଟରେ ଗରିବ ଏବଂ ଅସହାୟ ଲୋକଙ୍କୁ ଭାରତର ସହାୟତା ଅତୁଳନୀୟ। ଭାରତ ପରି ବ୍ୟାପକ ସବସିଡି ଦେବା ପରିବର୍ତ୍ତେ ଅନ୍ୟ ଦେଶଗୁଡିକ ମଧ୍ୟ ପ୍ରତ୍ୟକ୍ଷ କ୍ୟାଶ ସ୍ଥାନାନ୍ତର...

ଦଶହରାରେ ନିର୍ବାଚନୀ ବିଗୁଲ ବଜାଇଲେ ମୋଦି

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ହିମାଚଳ ପ୍ରଦେଶରେ ଗସ୍ତରେ ଯାଇଛନ୍ତି। ଏହି ସମୟରେ ନିର୍ବାଚନ ବିଗୁଲ ଫୁଙ୍କିଛନ୍ତି। ବିଲାସପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ହିମାଚଳ ପ୍ରଦେଶର ପାରମ୍ପରିକ ବାଦ୍ୟଯନ୍ତ୍ର ବଜାଇଛନ୍ତି। ଏହା ମୋଦିଙ୍କର ନିର୍ବାଚନୀ ବିଗୁଲ ବୋଲି...

‘ଶିବସେନା ମୁଖ୍ୟ ହେବା ପାଇଁ ଯୋଗ୍ୟ ନୁହଁନ୍ତି ଶିନ୍ଦେ’

ମୁମ୍ବାଇ,୫।୧୦: ଦଶହରାରେ ଶିବସେନାର ଉଭୟ ଦଳ ଅଲଗା ଅଲଗା ରାଲିର ଆୟୋଜନ କରିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଦଳ ଶିବାଜୀ ପାର୍କରେ ଦଶହରା ରାଲି କରିଥିବାବେଳେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ବମ୍ବେ କୁର୍ଲା...

ଲୋକଙ୍କ ଉପରେ ପଡିଲା ରାବଣଙ୍କ ପୁତ୍ତଳିକା: ଅନେକ ଆହତ

ଯମୁନାନଗର,୫।୧୦: ଦଶହରା ଅବସରରେ ସାରା ଦେଶରେ ରାବଣ ଦହନ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ରାବଣ ଦହନ ହରିୟାଣାର ଯମୁନାନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଯମୁନାନଗରରେ ରାବଣ ଦହନ ସମୟରେ ଏକ ବଡ଼ ଦୁର୍ଘଟଣାକୁ ଏଡାଇ ଦିଆଯାଇଥିଲା। ମିଳିଥିବା ସୂଚନା...

ଦଶହରା ରଥଯାତ୍ରାରେ ଯୋଗଦେଲେ ମୋଦି

କୁଲ୍ଲୁ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିମାଚଳ ପ୍ରଦେଶର କୁଲୁରେ ଥିବା ଦଶହରା ରଥଯାତ୍ରାରେ ଭାଗ ନେଇଥିଲେ। ଏହି ସମୟରେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁର ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ଏହାପୂର୍ବରୁ ହିମାଚଳ ଗସ୍ତର ଏକ...

ଅଜାନ ପାଇଁ ଭାଷଣ ବନ୍ଦ କଲେ ଅମିତ ଶାହା

ଶ୍ରୀନଗର,୫।୧୦: ବାରାମୁଳାରେ ଏକ ସାଧାରଣ ସଭାରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଅଜାନ ବେଳେ ଭାଷଣ ବନ୍ଦ ରଖିଛନ୍ତି। ପ୍ରାର୍ଥନା ଶେଷ ହେବା ପରେ ସେ ଜନସାଧାରଣଙ୍କୁ ପଚାରିଥିଲେ ଯେ, ସେ ବର୍ତ୍ତମାନ ତାଙ୍କ କଥା ରଖିପାରିବେ ତ। ଲୋକଙ୍କଠାରୁ...

ଆତଙ୍କବାଦୀ-ପୋଲିସ ଗୁଳିବିନିମୟ: ୧୦ ଦିନରେ ମଲେଣି ୧୧ ଆତଙ୍କବାଦୀ

ଶ୍ରୀନଗର,୫।୧୦: ଜମ୍ମୁ ଓ କଶ୍ମୀରର ଶୋପିଆଁ ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀଙ୍କ ମଧ୍ୟରୁ ୩ ଜଣଙ୍କର ‘ଜୈଶ-ଏ-ମହମ୍ମଦ’ ସହିତ...

ରିଲାଏନ୍ସ ଫାଉଣ୍ଡେଶନ ହସ୍ପିଟାଲକୁ ଉଡାଇଦେବାକୁ ଧମକ

ମୁମ୍ବାଇ,୫।୧୦: ରିଲାଏନ୍ସ ଫାଉଣ୍ଡେଶନ ହସ୍ପିଟାଲକୁ ବିସ୍ଫୋରଣ କରି ଉଡାଇ ଦେବାକୁ ବୁଧବାର ଧମକ ଦିଆଯାଇଛି। ହସ୍ପିଟାଲର ଏକ ଲ୍ୟାଣ୍ଡଲାଇନ୍‌ ନମ୍ବରକୁ ଜଣେ ବ୍ୟକ୍ତି କଲ୍‌ କରି ଏପରି ଧମକ ଦେଇଛନ୍ତି। ଏନେଇ ହସ୍ପିଟାଲ ପରିସରରେ ଆତଙ୍କ ଖେଳିଯାଇଛି। ଅଭିଯୋଗ ପରେ...

ଗେହଲଟ୍‌ଙ୍କ ଅନୁଗତଙ୍କୁ ଭେଟିଲେ ସଚିନ: ଖୁବ୍‌ଶୀଘ୍ର ବସିପାରେ ବିଧାୟକ ଦଳ ବୈଠକ

ଜୟପୁର,୫।୧୦: ରାଜସ୍ଥାନର ରାଜନୈତିକ ସଙ୍କଟ ଭିତରେ କଂଗ୍ରେସ ନେତା ସଚିନ ପାଇଲଟ ବିରୋଧୀ ଗୋଷ୍ଠୀଙ୍କୁ ମନେଇବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ଅନୁଗତ ଏବଂ ବିଧାୟକଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ୍‌ ବେଳେ ଖାଦ୍ୟ ଏବଂ ଯୋଗାଣ...

ମୁଲାୟମ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନୂଆଦିଲ୍ଲୀ,୫।୧୦: ସମାଜବାଦୀ ପାର୍ଟି(ଏସ୍‌ପି)ର ପ୍ରତିଷ୍ଠାତା ତଥା ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ୍‌ ସିଂହ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ବର୍ତ୍ତମାନ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି ବୋଲି ବୁଧବାର ଏସ୍‌ପି ପକ୍ଷରୁ ଟୁଇଟ କରାଯାଇ ସୂଚନା ଦିଆଯାଇଛି। ଡାକ୍ତରଙ୍କ ଏକ...

ନିର୍ବାଚନ ଆୟୋଗଙ୍କର ମଧ୍ୟ ଆବଶ୍ୟକତା ରହିଛି ଆଦର୍ଶ ଆଚାର ସଂହିତା: କପିଲ ସିବଲ…

ନୂଆଦିଲ୍ଲୀ,୫।୧୦ : ନିର୍ବାଚନ ପ୍ରତିଶ୍ରୁତିର ଆର୍ଥିକ ଦକ୍ଷତା ବିଷୟରେ ଭୋଟରଙ୍କୁ ପ୍ରାମାଣିକ ସୂଚନା ପ୍ରଦାନ କରିବା ପାଇଁ ମଡେଲ ଆଚରଣ ବିଧିରେ ପରିବର୍ତ୍ତନ ସମ୍ପର୍କରେ ରାଜନୈତିକ ଦଳର ମତାମତ ଲୋଡିଥିବା ପ୍ରସଙ୍ଗରେ ରାଜ୍ୟସଭା ସଦସ୍ୟ କପିଲ ସିବଲ ନିର୍ବାଚନ ଆୟୋଗରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri