ଜାତୀୟ

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୫ ଜୀବନ, ୨୦ ଆହତ

ରେୱାରୀ,୨୮।୯: ହରିୟାଣାର ରେୱାରୀରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣ ଯୁବକଙ୍କର ମୃତ୍ୟୁ ଘଟିଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି। ଜାତୀୟ ରାଜପଥ ନମ୍ବର ୪୮ରେ କାରଟି ବସ ସହିତ ଧକ୍କା ହେବା ଫଳରେ ଏହି...

୩ ରେଳ ଷ୍ଟେଶନର ହେବ ନବୀକରଣ , ୧୦ ହଜାର କୋଟି ନିବେଶ ଯୋଜନା…

ନୂଆଦିଲ୍ଲୀ, ୨୮।୯ : ବୁଧବାର କେନ୍ଦ୍ର କ୍ୟାବିନେଟ ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। ସେଥିରେ ଦେଶର ୩ଟି ରେଳ ଷ୍ଟେଶନର ନବୀକରଣ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗଣମାଧ୍ୟମକୁ ଏନେଇ ସୂଚନା ଦେଇଛନ୍ତି । ନୂଆଦିଲ୍ଲୀ,...

ଡିସେମ୍ବର ପର୍ଯ୍ୟନ୍ତ ବଢ଼ିଲା ମାଗଣା ରାଶନ ଯୋଜନା…

ନୂଆଦିଲ୍ଲୀ, ୨୮।୯ : ମାଗଣା ରାଶନ ଯୋଜନା ପୁଣି ୩ ମାସ ବଢ଼ିଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଟିତ ହୋଇଥିବା କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ...

ମମତା ବାନାର୍ଜୀଙ୍କୁ ବଡ଼ ଝଟ୍‌କା

କୋଲକତା,୨୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଝଟ୍‌କା ଲାଗିଛି। କଲିକତା ହାଇକୋର୍ଟ ରାଜ୍ୟ ସରକାରଙ୍କ ‘ଦୁଆରେ ରାଶନ’ ଯୋଜନାକୁ ବେଆଇନ ଘୋଷଣା କରିଛନ୍ତି। କୋର୍ଟ କହିଛନ୍ତି ଯେ, ପଶ୍ଚିମବଙ୍ଗ ସରକାରଙ୍କ ଏହି ଯୋଜନା ଜାତୀୟ ଖାଦ୍ୟ ସୁରକ୍ଷା...

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨୮।୯: ଦଶହରା ଏବଂ ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ବଡ ଉପହାର ଦେଇଛନ୍ତି। ସରକାର ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ଫଳରେ ବର୍ତ୍ତମାନ କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩୨% ରୁ ୩୮% କୁ ବୃଦ୍ଧି ପାଇଛି।...

ନୀତୀଶଙ୍କୁ ଦିଲ୍ଲୀ ପଠାଇବୁ, ତେଜସ୍ବୀ ସମ୍ଭାଳିବେ ବିହାର, ଲାଲୁ ଦେଲେ ସଙ୍କେତ…

ପାଟନା, ୨୮।୯ : ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ପ୍ରତିଷ୍ଠାତା ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ବୁଧବାର ଦଳର ଅଧ୍ୟକ୍ଷ ନିର୍ବାଚନ ପାଇଁ ତାଙ୍କ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହା ପରେ ସେ କହିଛନ୍ତି...

କେନ୍ଦ୍ର ସରକାରଙ୍କୁ ଘେରିଲେ ଲାଲୁ, କହିଲେ ଆରଏସଏସକୁ କରାଯାଉ ବ୍ୟାନ୍‌…

ପାଟନା, ୨୮।୯ : ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା ପରେ ଏବେ ଦେଶରେ ରାଜନୈତିକ ସ୍ଥିତିରେ ଉଷ୍ଣତା ଭରିବା ଆରମ୍ଭ ହୋଇଛି। ସରକାରଙ୍କ କାର୍ଯ୍ୟାନୁଷ୍ଠାନ ପରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ...

ମଧ୍ୟପ୍ରଦେଶ ଛାଡ଼ିବି ନାହିଁ: କମଲନାଥ

ନୂଆଦିଲ୍ଲୀ,୨୮।୯: କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ରେସ୍‌ରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ନାମକୁ ନେଇ ଚର୍ଚ୍ଚା ହୋଇଥିଲା। ଗତ କିଛି ଦିନ ତଳେ ତାଙ୍କ ଦିଲ୍ଲୀ ଗସ୍ତ ଏହି ଚର୍ଚ୍ଚାକୁ ଆହୁରି ବଢ଼ାଇ ଦେଇଥିଲା। ତେବେ କମଲନାଥ ଏହି ଆଲୋଚନାରେ...

ଲାଲୁ ଚିକିତ୍ସା ପାଇଁ ଯିବେ ସିଙ୍ଗାପୁର, ମିଳିଲା କୋର୍ଟଙ୍କ ଅନୁମତି…

ପାଟନା, ୨୮।୯ : ଆଇଆରସିଟିସି ସ୍କାମ ମାମଲାରେ ଅଭିଯୁକ୍ତ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଚିକିତ୍ସା ପାଇଁ ସିଙ୍ଗାପୁର ଯିବାକୁ ଅନୁମତି ଦିଆଯାଇଛି। ଲାଲୁ ଯାଦବଙ୍କୁ ଅକ୍ଟୋବର ୧୦ ରୁ ୨୫ ପର୍ଯ୍ୟନ୍ତ ସିଙ୍ଗାପୁରରେ ଚିକିତ୍ସା କରିବାକୁ...

ଆଇଆରସିଟିସି ଦୁର୍ନୀତି, ୧୮ ଅକ୍ଟୋବରରେ ହାଜର ହେବାକୁ ତେଜସ୍ବୀଙ୍କୁ ନୋଟିସ…

ପାଟନା, ୨୮।୯ : ଆଇଆରସିଟିସି ଦୁର୍ନୀତିରେ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ଅଡୁଆ ବଢ଼ିବାରେ ଲାଗିଛି। ତେଜସ୍ବୀଙ୍କୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ଅକ୍ଟୋବର ୧୮ ରେ ହାଜର ହେବାକୁ କହିଛନ୍ତି। ତାଙ୍କ ଜାମିନ ବାତିଲ କରିବାକୁ ସିବିଆଇର ଆବେଦନ...

ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରିବା, ରାଜ୍ୟକୁ ଭାଜପାକୁ ହସ୍ତାନ୍ତର କରିବା ସହ ସମାନ: ଗେହଲଟ ଗୋଷ୍ଠୀ

ଜୟପୁର,୨୮।୯: ରାଜସ୍ଥାନରେ କଂଗ୍ରେସରେ ଏବେ ରାଜନୈତିକ ସଙ୍କଟ ଦେଖାଦେଇଛି। କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନାମ ସାମ୍ନାକୁ ଆସିବା ପରେ ଦଳରେ କନ୍ଦଳ ସୃଷ୍ଟି ହୋଇଥିଲା। ଗେହଲଟଙ୍କ ସମର୍ଥକ ବିଧାୟକମାନେ ବିଦ୍ରୋହ କରିଥିବା ଦେଖିବାକୁ ମିଳିଛି।...

ମଦ ନୀତି ମାମଲାରେ ସମୀର ମହେନ୍ଦ୍ରୁ ଗିରଫ: ଏବେ ସିସୋଡିଆଙ୍କ ପାଳି, ଏଏପିର ଆଶଙ୍କା

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀର ମଦ ନୀତି ମାମଲାରେ ବ୍ୟବସାୟୀ ସମୀର ମହେନ୍ଦ୍ରୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବୁଧବାର ଗିରଫ କରିଛି। ସେ ଇଣ୍ଡୋ ସ୍ପିରିଟ୍ସର ଏମ୍‌ଡି। ନିକଟରେ ସମୀରଙ୍କ ଘର ଓ କାର୍ଯ୍ୟାଳୟ ଉପରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏକ୍ସାଇଜ ସ୍କାମରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri