ଜାତୀୟ

‘ଜଣେ ବ୍ୟକ୍ତି କଶ୍ମୀର ସମସ୍ୟାର ସମାଧାନ କରିପାରିଲେ ନାହିଁ’ ନାମ ନ ନେଇ ନେହେରୁଙ୍କୁ ଟାର୍ଗେଟ କଲେ ମୋଦି

ଅହମଦାବାଦ,୧୦ ।୧୦: ତିନି ଦିନିଆ ଗୁଜରାଟ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସେ ଭରୁଚ ଜିଲାର ଆମୋଦରେ ୮ହଜାର କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପରିଯୋଜନା ସମର୍ପିତ କରିଛନ୍ତି । ଏହାସହ ଦେଶର ପ୍ରଥମ ବଲ୍କ ଡ୍ରଗ...

ଉତ୍ତରପ୍ରଦେଶରେ ବନ୍ୟା, ଗଲାଣି ୩୪ ଜୀବନ

ଲକ୍ଷ୍ନୌ,୧୦।୧୦: ଲଗାଣ ବର୍ଷା ଯୋଗୁ ଉତ୍ତରପ୍ରଦେଶରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୩୪ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ରାଜଧାନୀ ଲକ୍ଷ୍ନୌ ସମେତ ୪୫ ଜିଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ...

ସଞ୍ଜୟ ରାଉତଙ୍କୁ ଆଶ୍ୱସ୍ତି ନାହିଁ

ମୁମ୍ବାଇ,୧୦।୧୦: ପାତ୍ରା ଚୌଲ ଜମି ଦୁର୍ନୀତି ମାମଲାରେ ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କୁ କୋର୍ଟରୁ ଝଟ୍‌କା ମିଳିଛି। ସଞ୍ଜୟଙ୍କ ନ୍ୟାୟିକ ହେପାଜତକୁ କୋର୍ଟ ଅକ୍ଟୋବର ୧୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସେହି ଦିନ ତାଙ୍କ ଜାମିନ ଆବେଦନ ମଧ୍ୟ ଶୁଣାଣି...

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇ ଫସିଲେ ଏଏପି ନେତା

ନୂଆଦିଲ୍ଲୀ,୧୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଅପମାନଜନକ ଟିପ୍ପଣୀ ନେଇ ଫସିଛନ୍ତି ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ଗୁଜରାଟ ଅଧ୍ୟକ୍ଷ ଗୋପାଳ ଇଟାଲୀୟା। ନ୍ୟାଶନାଲ କମିଶନ ଫର୍‌ ୱମେନ (ଏନ୍‌ସିଡବ୍ଲ୍ୟୁ) ଅକ୍ଟୋବର ୧୩ରେ ଗୋପାଳଙ୍କୁ କମିଶନଙ୍କ ନିକଟରେ ହାଜର ହେବାକୁ ନୋଟିସ...

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା ଆବେଦନର ଶୁଣାଣି କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୦।୧୦ : ଗାଈକୁ ଜାତୀୟ ପ୍ରାଣୀ ବୋଲି ଘୋଷଣା କରିବାକୁ ହୋଇଥିବା ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏଭଳି ଆଭିମୁଖ୍ୟ ପରେ ଆବେଦନକାରୀ ଏହି ଆବେଦନ ପ୍ରତ୍ୟାହାର କରିଛନ୍ତି। ଶୁଣାଣି ସମୟରେ ଜଷ୍ଟିସ ସଞ୍ଜୟ...

ଗେହଲଟ ସମର୍ଥକ ୩ ନେତାଙ୍କୁ ଚେତାବନୀ, ୪୮ ଘଣ୍ଟାରେ ଜବାବ ନଦେଲେ କାର୍ଯ୍ୟାନୁଷ୍ଠାନ…

ଜୟପୁର,୧୦।୧୦ : କଂଗ୍ରେସ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଦଳର ତିନି ନେତାଙ୍କୁ ୪୮ ଘଣ୍ଟାର ଚେତାବନୀ ଦେଇଛି ଏବଂ ତୁରନ୍ତ ଏହାର ଜବାବ ଦେବାକୁ କହିଛି। ଯଦି ସେମାନେ ସେମାନଙ୍କର ଉତ୍ତର ଦାଖଲ ନ କରନ୍ତି ତେବେ ଦଳର...

ପରଦାରେ ମୁଲାୟମଙ୍କ କାହାଣୀ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ରାଜନୀତିର ବରିଷ୍ଠ ନେତା ତଥା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ଦେହାନ୍ତ ହୋଇଛି। ଗୋଟିଏ ପଟେ ରାଜନେତାଙ୍କଠାରୁ ଆରମ୍ଭକରି ସିନେ କଳାକାରମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି, ଅନ୍ୟପଟେ ସାଧାରଣ ଲୋକମାନେ ତାଙ୍କ ଜୀବନ ବିଷୟରେ...

କ୍ରିମିୟା ବିଜ୍‌ ବିସ୍ଫୋରଣ ପାଇଁ ୟୁକ୍ରେନ୍‌କୁ ଦାୟୀ କଲା ରୁଷିଆ, କହିଲା ଏହା ଆତଙ୍କବାଦୀ କାର୍ଯ୍ୟ…

ମସ୍କୋ,୧୦।୧୦ : ରୁଷିଆ-କ୍ରିମିୟାକୁ ସଂଯୋଗ କରୁଥିବା କର୍ଚ ରେଳ-ରୋଡ ବ୍ରିଜ ବିସ୍ଫୋରଣକୁ ନେଇ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଅନୁସନ୍ଧାନକାରୀ ଦଳଙ୍କ ସହ ଏକ ବୈଠକ କରିଛନ୍ତି। ପୁଟିନ ଏହି ଆକ୍ରମଣର ସମସ୍ତ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଅନୁସନ୍ଧାନ କମିଟିର ଅଧ୍ୟକ୍ଷ...

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ପୁଣି ଜଣେ ଗିରଫ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଆଉ ଜଣଙ୍କୁ ଗିରଫ କରିଛି। ଅଭିଷେକ ବୋଇନପାଲିଙ୍କୁ ସିବିଆଇ ଗିରଫ କରିଛି। ଅଭିଷେକଙ୍କୁ କୋର୍ଟରେ ହାଜର କରାଯିବ। ସିବିଆଇ ଅଧିକାରୀମାନେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଦକ୍ଷିଣ...

ପ୍ରଧାନମନ୍ତ୍ରୀ ପଦ ଦୌଡ଼ରେ ଆଗରେ ଥିଲେ ବି ଶେଷରେ ହୋଇଥିଲେ ନିରାଶ…

ନୂଆଦିଲ୍ଲୀ,୧୦।୧୦ : ମୁଲାୟମ ସିଂ ଯାଦବଙ୍କ ରାଜନୈତିକ ଜୀବନ ବହୁ ସଂଘର୍ଷ ଦେଇଗତି କରିଥିଲା। ୧୯୯୬ ରେ, ମୁଲାୟମ ସିଂ ଯାଦବ ମେନପୁରୀ ଆସନରୁ ଏକାଦଶ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ସେହି ସମୟରେ କେନ୍ଦ୍ରରେ ୟୁନାଇଟେଡ ଫ୍ରଣ୍ଟ ସରକାର ଗଠନ...

୨୫ ବର୍ଷରେ ୬ ଥର ଦଳ ବଦଳ ପରେ ନିଜର ପାର୍ଟି ଗଠନ କରିଥିଲେ ମୁଲାୟମ…

ନୂଆଦିଲ୍ଲୀ,୧୦।୧୦ : ମୁଲାୟମ ସିଂ ଯାଦବ ନିଜ ରାଜନୈତିକ ଜୀବନରେ ୨୫ ବର୍ଷରେ ୬ ଥର ଦଳ ବଦଳ କରିବପରେ ନିଜର ପାର୍ଟି ଗଠନ କରିଥିଲେ। ୧୯୬୭ ମସିହାରେ ସଂୟୁକ୍ତ ସୋସାଲିଷ୍ଟ ପାର୍ଟିର ଟିକେଟରେ ମୁଲାୟମ ସିଂ ଯାଦବ ପ୍ରଥମ...

ପହିଲମାନ୍‌ ହେବାକୁ ଆସି ରାଜନେତା ପାଲଟିଥିଲେ ମୁଲାୟମ…

ନୂଆଦିଲ୍ଲୀ,୧୦।୧୦ : ଦେଶର ବଡ ରାଜନୈତିକ ପରିବାର ଆରମ୍ଭ କରିଥିବା ମୁଲାୟମ ସିଂ ଯାଦବ ୨୨ ନଭେମ୍ବର ୧୯୩୯ ରେ ଏଟାୱା ଜିଲାର ସୈଫାଇ ଗାଁରେ ଜନ୍ମଗ୍ରହଣ କରିଥିଲେ। ଶିକ୍ଷା ଏଟାୱା, ଫତେହାବାଦ ଏବଂ ଆଗ୍ରାଠାରେ ହୋଇଥିଲା। ଅଧ୍ୟୟନ ସମାପ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri