ଜାତୀୟ

ରାଜସ୍ଥାନ କଂଗ୍ରେସରେ ସଙ୍କଟ ପରେ ଏଏପି ନେତା ରାଘବ ଚଢାଙ୍କ ଟୁଇଟ ‘ କଂଗ୍ରେସ ଶେଷ, କେଜରିୱାଲ ବିକଳ୍ପ’

ନୂଆଦିଲ୍ଲୀ,୨୬ ।୯: ରାଜସ୍ଥାନ କଂଗ୍ରେସରେ ଉପୁଜିଥିବା ସଙ୍କଟ ପରେ ଆମ ଆଦମୀ ପାର୍ଟି(ଏଏପି)ର ରାଜ୍ୟ ସଭା ସଦସ୍ୟ ରାଘବ ଚଢା ଚୁଟକି ନେଇଛନ୍ତି । କଂଗ୍ରେସ ସଙ୍କଟର ଖବର ଆସିବା ପରେ ଚଢା ଏକ ଟୁଇଟରେ କହିଛନ୍ତି, ‘ କଂଗେସ୍ର...

ରାଜସ୍ଥାନ ରାଜନୈତିକ ସଙ୍କଟ: ୧୯ ଅକ୍ଟୋବର ପରେ ହେବ ନୂଆ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଜୟପୁର,୨୬ ।୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ସୃଷ୍ଟି ହୋଇଥିବା ରାଜନୈତିକ ସଙ୍କଟ ଚରମ ସ୍ଥିତିରେ ପହଞ୍ଚିଛି । ରାଜ୍ୟରେ ଅଶୋକ ଗେହଲୋଟ ଓ ସଚ୍ଚିନ ପାଇଲଟଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଉପୁଜିଛି । ଇତି ମଧ୍ୟରେ କଂଗ୍ରେସ...

କୁଲ୍ଲୁ ସଡ଼କ ଦୁର୍ଘଟଣା: ଆଇଆଇଟି ବିଏଚୟୁର ୭ ଛାତ୍ର ମୃତ

କୁଲ୍ଲୁ,୨୬ ।୯: ହିମାଚଳର କୁଲ୍ଲୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ବସ ଖାଇ ମଧ୍ୟକୁ ଖସି ପଡିବାରୁ ଏହି ଦୁର୍ଘଟଣା ହୋଇଛି । ଏଥିରେ ୭ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା...

ଗୁଜରାଟ ନିର୍ବାଚନ: କେଜରିୱାଲଙ୍କ ଘରେ ଲଞ୍ଚ କରିବେ ପରିବାର ସହ ସଫେଇ କର୍ମଚାରୀ

ନୂଆଦିଲ୍ଲୀ,୨୬ ।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁଜରାଟର ଜଣେ ସଫେଇ କର୍ମଚାରୀଙ୍କୁ ନିଜ ଘରକୁ ଭୋଜନ କରିବାକୁ ନିମନ୍ତ୍ରଣ କରିଛନ୍ତି । ଅହମଦାବାଦ ଟାଉନହଲରେ ଉକ୍ତ ସଫେଇ କର୍ମଚାରୀଙ୍କ ସହ ସାକ୍ଷାତ୍ ସମୟରେ କେଜରିୱାଲ ତାଙ୍କୁ ତାଙ୍କ ଘରକୁ...

ପଞ୍ଜାବ ଅଚଳାବସ୍ଥା ଦୂର ହେଲା

ନୂଆଦିଲ୍ଲୀ,୨୬।୯: ପଞ୍ଜାବ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ନେଇ ଲାଗି ରହିଥିବା ଅଚଳାବସ୍ଥା ଦୂର ହୋଇଛି। ୨୭ ତାରିଖରେ ତୃତୀୟ ଅଧିବେଶନ ଡାକିବା ଲାଗି ରାଜ୍ୟପାଳ ବନଓ୍ବାରିଲାଲ୍‌ ପୁରୋହିତ ଏଏପି ସରକାରଙ୍କ ଆବେଦନକୁ ଅନୁମୋଦନ କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ...

ସରକାର ପରିବର୍ତ୍ତନ ପାଇଁ ଏକାଠି ହୁଅ: ପାଓ୍ବାର

ଫତେହାବାଦ (ହରିୟାଣା), ୨୬।୯ (ପି.ଟି.): ୨୦୨୪ରେ ସରକାର ବଦଳାଇବାକୁ ହେଲେ ସବୁ ବିରୋଧୀ ଦଳ ଏକାଠି କାମ କରିବା ସମୟ ଆସିଛି ବୋଲି ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ରବିବାର କହିଛନ୍ତି। ହରିୟାଣାର ଫତେହାବାଦରେ ଇଣ୍ଡିଆନ୍‌ ନ୍ୟାଶନାଲ ଲୋକ ଦଳ...

୯୧ ପିଅନ ନିଯୁକ୍ତି ପାଇଁ ୨.୨୫ ଲକ୍ଷ ଆବେଦନ

ରାୟପୁର,୨୬।୯: ଛତିଶଗଡ଼ରେ ପିଅନ ନିଯୁକ୍ତି ପାଇଁ ରବିବାର ୬୫୭ ସେଣ୍ଟରରେ କରାଯାଇଥିବା ଲିଖିତ ପରୀକ୍ଷାରେ ଆଶାୟୀଙ୍କ ଲମ୍ବା ଲାଇନ୍‌ ଦେଖିବାକୁ ମିଳିଛି। ୯୧ ପିଅନ ପଦ ପାଇଁ ୨.୨୫ ଲକ୍ଷ ପିଲା ଆବେଦନ କରିଥିବା ଜଣାପଡ଼ିଛି। ପଦ ପାଇଁ ପ୍ରକାଶ...

୧୫ କୋଟି ଠକିଥିବା ୨ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କର୍ମଚାରୀ ଗିରଫ

ନୂଆଦିଲ୍ଲୀ,୨୬।୯(ପି.ଟି.): ବିଭିନ୍ନ ରାଜ୍ୟକୁ କୋଭିଡ୍‌ ଟିକା ପରିବହନ କାମ ଠିକା ଦେବା ନାଁରେ ଲୋକଙ୍କଠାରୁ ୧୫ କୋଟି ଟଙ୍କା ଠକିବା ଅଭିଯୋଗରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ୨ କର୍ମଚାରୀଙ୍କ ସମେତ ୫ ଜଣଙ୍କୁ ଗିରଫ କରାଯାଇଛି। ଦିଲ୍ଲୀ ପୋଲିସର ଆର୍ଥତ୍କ ଅପରାଧ...

୬ ଅଫିସରଙ୍କ ବିରୋଧରେ ହତ୍ୟା ମାମଲା

ବେଙ୍ଗାଲୁରୁ,୨୬।୯: ବାୟୁସେନା ପାଇଁ ପ୍ରଶିକ୍ଷଣ ନେଉଥିବା ଜଣେ ୨୭ ବର୍ଷୀୟ କ୍ୟାଡେଟ୍‌ଙ୍କ ମୃତଦେହ ଶନିବାର ଜଲାହଲ୍ଲିସ୍ଥିତ ଏୟାରଫୋର୍ସ ଟେକ୍‌ନିକାଲ କଲେଜ କ୍ୟାମ୍ପସ୍‌ରୁ ମିଳିଥିଲା। ଏହି ଘଟଣାରେ ବାୟୁସେନାର ୬ ଜଣ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଥିବା ପୋଲିସ...

ଭଗତ ସିଂଙ୍କ ନାମରେ ହେବ ଚଣ୍ଡିଗଡ଼ ବିମାନବନ୍ଦର

ନୂଆଦିଲ୍ଲୀ,୨୬।୯ (ପି.ଟି.): ସେପ୍ଟେମ୍ବର ୨୮ ମହାନ୍‌ ସ୍ବାଧୀନତା ସଂଗ୍ରାମୀ ଶହୀଦ ଭଗତ ସିଂଙ୍କ ଜନ୍ମବାର୍ଷିକୀ ହୋଇଥିବାରୁ ଅମୃତ ମହୋତ୍ସବରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ଦିବସ। ତାଙ୍କୁ ଶ୍ରଦ୍ଧାଞ୍ଜଳି ସ୍ବରୂପ ଚଣ୍ଡିଗଡ଼ ବିମାନବନ୍ଦର ଭଗତ ସିଂଙ୍କ ନାମରେ ନାମିତ କରାଇବା ଲାଗି...

ରିସର୍ଟ ଭାଙ୍ଗି ପ୍ରମାଣ ନଷ୍ଟ

ଋଷିକେଶ, ୨୬ା୯: ଉତ୍ତରାଖଣ୍ଡର ପୌଡ଼ି ଜିଲା ଋଷିକେଶ ନିକଟରେ ୧୯ ବର୍ଷୀୟା ରିସେପ୍‌ସନିଷ୍ଟ ଅଙ୍କିତା ଭଣ୍ଡାରୀଙ୍କ ହତ୍ୟା ଗୁମର ଫିଟିବା ପରେ ଅନେକ ନୂଆ ତଥ୍ୟ ସାମ୍‌ନାକୁ ଆସିବାରେ ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ବିନୋଦ...

ଗେହଲଟ୍‌ ଗୋଷ୍ଠୀର ୯୨ ବିଧାୟକଙ୍କ ଇସ୍ତଫା

ଜୟପୁର/ନୂଆଦିଲ୍ଲୀ,୨୬ା୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ଶିବିରରେ ରବିବାର ରାତିରେ ହାଇଡ୍ରାମା ଦେଖିବାକୁ ମିଳିଛି। ଗେହଲଟ୍‌ ମୁଖ୍ୟମନ୍ତ୍ରୀ ପଦରେ ଥାଇ କଂଗ୍ରେସ ଅଧ୍ୟକ୍ଷ ହୁଅନ୍ତୁ ବୋଲି ତାଙ୍କ ସମର୍ଥକମାନେ ଦାବି କରିଛନ୍ତି। ଗେହଲଟ୍‌ ଗୋଷ୍ଠୀର ୯୨ ବିଧାୟକ କଂଗ୍ରେସ ହାଇକମାଣ୍ଡଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri