ଜାତୀୟ

ହାତୀ ଆକ୍ରମଣ:ଓଡ଼ିଶାରେ ସର୍ବାଧିକ ଜୀବନହାନି

ନୂଆଦିଲ୍ଲୀ, ୨୬ା୯: ଓଡ଼ିଶାରେ ହାତୀ-ମଣିଷ ଲଢ଼େଇ ଶେଷ ହେବା ଭଳି ମନେ ହେଉନାହିଁ। ଏଥିଯୋଗୁ ବ୍ୟାପକ ଧନଜୀବନ ଓ ଫସଲ ହାନି ଘଟୁଛି। ରାଜ୍ୟରେ ଗତ ୩ ବର୍ଷ ଅର୍ଥାତ୍‌ ୨୦୧୯-୨୦ରୁ ୨୦୨୧-୨୨ ଯାଏ ହାତୀ ଆକ୍ରମଣରେ ୩୨୨ଜଣଙ୍କ ମୃତ୍ୟୁ...

ତିନି ଦିନିଆ କର୍ନାଟକ ଗସ୍ତରେ ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ ।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁୁ ସୋମବାରଠାରୁ ୨୮ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ଦିନିଆ କର୍ନାଟକ ଗସ୍ତରେ ଯାଉଛନ୍ତି । ରାଷ୍ଟ୍ରପତି ଭାବେ କୌଣସି ରାଜ୍ୟକୁ ଏହା ତାଙ୍କର ପ୍ରଥମ ଗସ୍ତ ହେବ । ଏହି ଯାତ୍ରା ସମୟରେ ସୋମବାର...

ମହିଳାଙ୍କୁ ଗଣବଳାତ୍କାର ପରେ ଅଟୋରେ ଆଣି ଫିଙ୍ଗିଦେଲେ

ହାଇଦ୍ରାବାଦ,୨୫।୯ ତେଲଙ୍ଗାନା ସଙ୍ଗାରେଡ୍ଡୀ ଜିଲା ଅଧୀନ ଜାହିରାବାଦ ସହରରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ସିକନ୍ଦରାବାଦର ୨୪ ବର୍ଷୀୟା ବିବାହିତା ମହିଳାଙ୍କୁ ଶୁକ୍ରବାର ରାତିରେ ଜାହିରାବାଦ ସହର ନିକଟ ଏକ ଗ୍ରାମରେ କେତେଜଣ ବ୍ୟକ୍ତି ବଳାତ୍କାର କରିବା...

ହସ୍ପିଟାଲରେ ନିଆଁ ଲାଗି ଡାକ୍ତର, ୨ ପିଲାଙ୍କ ମୃତ୍ୟୁ

ତିରୁପତି,୨୫।୯:ଆନ୍ଧ୍ରପ୍ରଦେଶର ତିରୁପତି ନିକଟ ରେନିଗୁଣ୍ଟାଠାରେ ରବିବାର ଏକ ଘରୋଇ ହସ୍ପିଟାଲ୍‌ରେ ନିଆଁ ଲାଗି ଜଣେ ୪୫ ବର୍ଷୀୟ ଡାକ୍ତର ଓ ତାଙ୍କର ଦୁଇ ପିଲାଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଡାକ୍ତର ରବିଶଙ୍କର ରେଡ୍ଡୀ, ତାଙ୍କ ଝିଅ କାର୍ଥତ୍କ(୮) ଏବଂ...

ୟୁପିରେ ପ୍ରବଳ ବର୍ଷା: ୩୬ ମୃତ

ନୂଆଦିଲ୍ଲୀ,୨୫।୯:ଉତ୍ତରପ୍ରଦେଶରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଓ ବଜ୍ରପାତରେ ୩୬ ଜଣଙ୍କ ମୃତ୍ୟୁ ଘଟିଛି। ଭୁଶୁଡ଼ି ୨୪ ଜଣଙ୍କ ଜୀବନ ଯାଇଥିବାବେଳେ ବଜ୍ରପାତରେ ୧୨ ଜଣ ପ୍ରାଣ ହରାଇଛନ୍ତି। ରାଜ୍ୟରେ ୫ ଦିନ ମଧ୍ୟରେ ବଜ୍ରାଘାତରେ ୩୯ ଜଣଙ୍କ...

ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଚାହୁଁନାହାନ୍ତି ଗେହଲଟ କ୍ୟାମ୍ପ୍‌ର ୬୫ ବିଧାୟକ

ଜୟପୁର,୨୫।୯: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନକୁ ନେଇ ଆଲୋଚନା ମଧ୍ୟରେ କଂଗ୍ରେସ ଆଜି ବିଧାନସଭା ଦଳର ଏକ ବୈଠକ ଡାକିଛି। ଏହାପୂର୍ବରୁ ସଚିନ ପାଇଲଟଙ୍କ ଅସୁବିଧା ବଢୁଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନିକଟତମ ମନ୍ତ୍ରୀ ଶାନ୍ତି ଧାରିୱାଲଙ୍କ ଘରେ ଗେହଲଟ...

ଭାଜପାକୁ ହଟାଇ ଦେଶକୁ ବଞ୍ଚାଇବାକୁ ପଡିବ: ଲାଲୁ

ପାଟନା,୨୫।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ରବିବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ୨୦୨୪ ସାଧାରଣ ନିର୍ବାଚନରେ ଭାଜପା ବିରୋଧୀ ଦଳମାନଙ୍କୁ ଏକଜୁଟ କରିବାର ରଣନୀତି ଉପରେ ଏଠାରେ ଆଲୋଚନା...

ବହୁବର୍ଷ ପରେ ୧୦ ଜନପଥ ପହଞ୍ଚିଲେ ଲାଲୁ ଯାଦବ, ନୀତୀଶଙ୍କ ସହ ମିଶି ସୋନିଆଙ୍କୁ ଭେଟିଲେ

ନୂଆଦିଲ୍ଲୀ,୨୫ ।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ରବିବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ୧୦ ଜନପଥରେ ଭେଟିଛନ୍ତି । ହରିୟାଣାର ଫତେହାବାଦରେ ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଚୌଧୁରୀ ଦେବିଲାଲଙ୍କ...

ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା ପରେ ଅଙ୍କିତାଙ୍କ ଅନ୍ତିମ ସଂସ୍କାର ପାଇଁ ରାଜି ହେଲେ ପରିବାର

ଡେରାଡୁନ,୨୫।୯: ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଆଶ୍ୱାସନା ପରେ ଅଙ୍କିତା ଭଣ୍ଡାରୀଙ୍କ ପରିବାର ତାଙ୍କର ଅନ୍ତିମ ସଂସ୍କାର କରିବାକୁ ରାଜି ହୋଇଛନ୍ତି। ଅଙ୍କିତାଙ୍କ ଅନ୍ତିମ ସଂସ୍କାର ଏନଆଇଟି ଘାଟରେ ଅନୁଷ୍ଠିତ ହେବ। ପରିବାରର ସମସ୍ତ ଦାବି ଗ୍ରହଣ କରାଯାଇଛି ବୋଲି...

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ: ସେପ୍ଟେମ୍ବର ୩୦ରେ ପ୍ରାର୍ଥିପତ୍ର ଦାଖଲ କରିବେ ଥରୁର

ନୂଆଦିଲ୍ଲୀ,୨୫ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି । କଂଗ୍ରେସର ବରିଷ୍ଠ ନେତା ତଥା ଏମ୍‌ପି ଶଶି ଥରୁର ନିଜ ଦଳର ଅଧ୍ୟକ୍ଷ ପଦ ଲାଗି ସେପ୍ଟେମ୍ବର ୩୦ରେ ପ୍ରାର୍ଥିପତ୍ର ଦାଖଲ କରିବେ...

ଏକଜୁଟ୍‌ ହେଲେ ବିରୋଧୀ

ନୂଆଦିଲ୍ଲୀ,୨୫।୯: ପୂର୍ବତନ ଉପପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଚୌଧରୀ ଦେବୀ ଲାଲଙ୍କ ୧୦୯ତମ ଜନ୍ମ ବାର୍ଷିକୀରେ ଭାରତୀୟ ଜାତୀୟ ଲୋକ ଦଳ ରବିବାର ଫତେହାବାଦରେ ଏକ ସମ୍ମାନ ଦିବସ ରାଲିର ଆୟୋଜନ କରିଛି। ଏହି ଅବସରରେ ବିରୋଧୀ ଦଳର ଅନେକ ବରିଷ୍ଠ ନେତା...

କିଏ ହେବେ ରାଜସ୍ଥାନର ଆଗାମୀ ମୁଖ୍ୟମନ୍ତ୍ରୀ, ଗେହଲଟ୍‌ କଲେ ଖୁଲାସା

ନୂଆଦିଲ୍ଲୀ,୨୫।୯: ଆଜିଠାରୁ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନପତ୍ର ଆରମ୍ଭ ହୋଇଛି। ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଅଧ୍ୟକ୍ଷ ପଦ ପାଇଁ ପ୍ରମୁଖ ଦାବିଦାର। ଏପରି ପରିସ୍ଥିତିରେ ରାଜସ୍ଥାନରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri