ଜାତୀୟ

ଉଲଗ୍ନ ଅବସ୍ଥାରେ ଘରକୁ ଚାଲିଚାଲି ଗଲେ ଗଣବଳାତ୍କାର ପୀଡ଼ିତା

ମୋରଦାବାଦ, ୨୩ା୯: ଉତ୍ତରପ୍ରଦେଶର ମୋରଦାବାଦରୁ ଏକ ସମ୍ବେଦନଶୀଳ ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୫ ବର୍ଷୀୟା ବାଳିକା ଉଲଗ୍ନ ଅବସ୍ଥାରେ ରାସ୍ତାରେ ଚାଲିଚାଲି ଯାଉଥିବାର ସିସିଟିଭି ଫୁଟେଜ୍‌ ଓ ଭିଡିଓ ଭାଇରାଲ ହେବାରେ ଲାଗିଛି। ତାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ...

୨୭ରୁ ସାମ୍ବିଧାନିକ ପୀଠ ଶୁଣାଣିର ସିଧା ପ୍ରସାରଣ

ନୂଆଦିଲ୍ଲୀ,୨୩।୯(ପି.ଟି.): ସୁପ୍ରିମକୋର୍ଟ କାର୍ଯ୍ୟରେ ସ୍ବଚ୍ଛତା ବଢ଼ାଇବା ସହ ସମସ୍ତଙ୍କ ପାଖରେ ପହଞ୍ଚାଇବା ଲାଗି ଆସନ୍ତା ୨୭ ତାରିଖରୁ ସମସ୍ତ ସାମ୍ବିଧାନିକ ପୀଠର ଶୁଣାଣି ସିଧା ପ୍ରସାରଣ କରାଯିବାକୁ ନିଷ୍ପତ୍ତି ହୋଇଛି। ଠିକ୍‌ ୪ ବର୍ଷ ପୂର୍ବେ ୨୦୧୮ରେ ସୁପ୍ରିମକୋର୍ଟ ସ୍ବପ୍ନିଳ...

୧୧ ରାଜ୍ୟରେ ଏନ୍‌ଆଇଏ ଚଢ଼ାଉ

ନୂଆଦିଲ୍ଲୀ,୨୩।୯(ପି.ଟି.): ଆତଙ୍କବାଦୀଙ୍କୁ ପାଣ୍ଠି ଓ ଅନ୍ୟାନ୍ୟ ସହାୟତା ଯୋଗାଇବା ଅଭିଯୋଗରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଗୁରୁବାର ୧୧ ରାଜ୍ୟରେ ଚଢ଼ାଉ କରିଛି। ଏହି ଚଢ଼ାଉ ବେଳେ ପପୁଲାର ଫ୍ରଣ୍ଟ୍‌ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ)ର ୧୦୬ ଜଣ କର୍ମୀଙ୍କୁ ଗିରଫ...

ଟଙ୍କା ଟଳମଳ, ଡଲାର ସବଳ

ଓ୍ବାଶିଂଟନ/ମୁମ୍ବାଇ,୨୩ା୯: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଟଙ୍କା ଦିନକୁ ଦିନ ତଳକୁ ଖସିବାରେ ଲାଗିଥିବାରୁ ଭାରତର ଅର୍ଥନୀତିକୁ ଶକ୍ତ ଝଟ୍‌କା ଲାଗିଛି। ୨୦୨୪-୨୫ ଆର୍ଥିକ ବର୍ଷ ସୁଦ୍ଧା ଦେଶର ଅର୍ଥନୀତିକୁ ୫ ଟ୍ରିଲିୟନ୍‌...

ପ୍ରେମ ସମ୍ପର୍କକୁ ନେଇ ଉତ୍ତେଜନା: ୪ ଗିରଫ

ଭୋପାଳ,୨୨।୯: ମଧ୍ୟପ୍ରଦେଶର ଛିନ୍ଦଓ୍ବାରା ଜିଲାରେ ଜଣେ ମୁସଲମାନ ଯୁବକ ହିନ୍ଦୁ ଝିଅଙ୍କ ସହ ସମ୍ପର୍କକୁ ନେଇ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି। ପ୍ରତିଶୋଧ ପରାୟଣ ହୋଇ ଉତ୍ତ୍ୟକ୍ତ ଲୋକେ ମୁସଲମାନ ଯୁବକ ଏବଂ ତାଙ୍କ ପରିବାର ଲୋକଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି।...

ଉତ୍ତରପ୍ରଦେଶ ସମେତ ଏହି ୫ ରାଜ୍ୟର ନିର୍ବାଚନରେ ଭାଜପା ଖର୍ଚ୍ଚ କରିଛି ୩୪୦ କୋଟି

ନୂଆଦିଲ୍ଲୀ,୨୨।୯: ଚଳିତ ବର୍ଷ ଆରମ୍ଭରେ ହୋଇଥିବା ୫ରାଜ୍ୟ ବିଧାନସଭା ନିର୍ବାଚନରେ ଭାଜପା ୩୪୦ କୋଟିରୁ ଊର୍ଦ୍ଧ୍ୱ ଅର୍ଥ ଖର୍ଚ୍ଚ କରିଛି। ଅନ୍ୟପକ୍ଷରେ କଂଗ୍ରେସ ଏହି ରାଜ୍ୟଗୁଡ଼ିକରେ ନିର୍ବାଚନ ପ୍ରଚାରରେ ୧୯୪ କୋଟି ଟଙ୍କା ବ୍ୟୟ କରିଥିବା ସେମାନଙ୍କ ନିର୍ବାଚନ ଖର୍ଚ୍ଚ...

ବ୍ରହ୍ମୋସ୍‌ ପାଇଁ ୧,୭୦୦ କୋଟିର ଡିଲ୍‌

ନୂଆଦିଲ୍ଲୀ,୨୨।୯: ନୌସେନାର ଫ୍ରଣ୍ଟଲାଇନ୍‌ ଯୁଦ୍ଧଜାହାଜରେ ଅତିରିକ୍ତ ବ୍ରହ୍ମୋସ୍‌ ସୁପରସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ର ମୁତୟନ ଲାଗି ପ୍ରତିରକ୍ଷା ମନ୍ତ୍ରଣାଳୟ ଗୁରୁବାର ୧,୭୦୦ କୋଟି ଟଙ୍କାର ଚୁକ୍ତିନାମା ସ୍ବାକ୍ଷର କରିଛି। ୨୯୦ କିଲୋମିଟର ଲକ୍ଷ୍ୟଭେଦ କ୍ଷମତା ଥିବା ବ୍ରହ୍ମୋସ୍‌ ଉଭୟ ସ୍ଥଳଭାଗ ଓ...

ଶୁକ୍ରବାର କେରଳରେ ହରତାଳ

ଥିରୁଭାନନ୍ଥପୁରମ୍‌,୨୨।୯(ପି.ଟି.): ଏନ୍‌ଆଇଏ ଏବଂ ଇଡି ଚଢ଼ାଉ ପ୍ରତିବାଦରେ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ପକ୍ଷରୁ ଗୁରୁବାର ସାରା କେରଳରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର କାର୍ଯ୍ୟକୁ ବିରୋଧ କରି ଉକ୍ତ ସଂଗଠନ ପକ୍ଷରୁ ସେପ୍ଟେମ୍ବର ୨୩ ଅର୍ଥାତ୍‌...

‘ପେ ସିଏମ୍‌’ ପୋଷ୍ଟର ବିବାଦ ମାମଲାରେ ୫ କଂଗ୍ରେସ କର୍ମକର୍ତ୍ତା ଗିରଫ

ବେଙ୍ଗାଲୁରୁ,୨୨।୯: ମୁଖ୍ୟମନ୍ତ୍ରୀ ବସଭରାଜ ବୋମ୍ମାଇ ଏବଂ ଶାସକ ଦଳ ଭାଜପାକୁ ଟାର୍ଗେଟ କରିଥିବା ‘ପେ ସିଏମ୍‌’ ପୋଷ୍ଟର ବିବାଦ ମାମଲାରେ କର୍ନାଟକ ପୋଲିସ ୫ଜଣ କଂଗ୍ରେସ କର୍ମକର୍ତ୍ତାଙ୍କୁ ଗିରଫ କରିଛି। ତେବେ ଗିରଫ ହୋଇଥିବା ଉଭୟ ବ୍ୟକ୍ତି କର୍ନାଟକ ପ୍ରଦେଶ...

କରୋନାକୁ ନେଇ ଡିଡିଏମଏ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨ ।୯: ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(ଡିଡିଏମଏ) ଗୁରୁବାର କରୋନା ସମୀକ୍ଷାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲା । ଉପରାଜ୍ୟପାଳ ବିନୟ କୁମାର ସାକ୍ସେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଟୁଇଟ କରିଛନ୍ତି...

ଜେଲର ୧୦କଏଦୀ ଏଚ୍‌ଆଇଭି ପଜିଟିଭ୍‌

ଲକ୍ଷ୍ନୌ,୨୨।୯: ଉତ୍ତରପ୍ରଦେଶର ଆଜମଗଡ଼ ଜିଲାରେ ନିର୍ମାଣ ହୋଇଥିବା ହାଇଟେକ୍‌ ଜେଲରେ କୋର୍ଟଙ୍କ ନିର୍ଦ୍ଦେଶରେ କଏଦୀମାନଙ୍କର ଏଚ୍‌ଆଇଭି ପରୀକ୍ଷା କରାଯାଇଛି। ଜେଲରେ କେତେଜଣ କଏଦୀ ଏଚ୍‌ଆଇଭି ସଂକ୍ରମିତ ଅଛନ୍ତି ସେନେଇ ଜାଣିବା ପାଇଁ ଏହି ପରୀକ୍ଷା କରାଯାଇଥିଲା। ତେବେ ସଦ୍ୟ ରିପୋର୍ଟ...

ମୋହନ ଭାଗବତ ‘ରାଷ୍ଟ୍ରପିତା’: ମୁସଲମାନ ଧର୍ମଗୁରୁ ଉମର ଅହମ୍ମଦ ଇଲିୟାସି

ନୂଆଦିଲ୍ଲୀ,୨୨ ।୯: ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ଗୁରୁବାର ଦିଲ୍ଲୀର ଏକ ମସଜିଦରେ ଅଖିଳ ଭାରତୀୟ ଇମାମ ସଙ୍ଗଠନର ମୁଖ୍ୟ ଇମାମ ଉମର ଅହମ୍ମଦ ଇଲିୟାସିଙ୍କୁ ଭେଟିଛନ୍ତି । କସ୍ତୁରବା ଗାନ୍ଧୀ ମାର୍ଗ ମସଜିଦରେ ବନ୍ଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri