ଜାତୀୟ

ରାଜଧାନୀରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ: ଦେଶରେ ସଂଖ୍ୟା ୧୩କୁ ବୃଦ୍ଧି

ନୂଆଦିଲ୍ଲୀ,୧୬।୯: ରାଜଧାନୀ ଦିଲ୍ଲୀରେ କରୋନା ପରେ ଏବେ ମଙ୍କିପକ୍ସ ଭାଇରସ୍‌ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟରେ ମଙ୍କିପକ୍ସ ଏବେ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଶୁକ୍ରବାର ରାଜଧାନୀ ଦିଲ୍ଲୀରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି...

ଏସ୍‌ସିଓ ବୈଠକରେ ମୋଦିଙ୍କ ସମ୍ବୋଧନ, ଏହି ୧୦ କଥା ଉପରେ ଦେଲେ ଗୁରୁତ୍ୱ

ସମରକନ୍ଦ,୧୬ା୯: ଉଜବେକିସ୍ତାନର ସମରକନ୍ଦ ସହରରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ବୈଠକରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ଜଳବାୟୁ ପରିବର୍ତ୍ତନ, ସ୍ବାସ୍ଥ୍ୟ ଏବଂ ଔଷଧ ସହ ଜଡ଼ିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ...

ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୧୬।୯: ଭାରତୀୟ ବ୍ୟବସାୟୀ ଗୌତମ ଆଦାନୀ ଦୁନିଆର ଦ୍ୱିତୀୟ ଧନୀ ବ୍ୟକ୍ତି ହୋଇଛନ୍ତି। ଫୋର୍ବସ ରିଅଲ ଟାଇମ ବିଲିୟନେୟାର ଇଣ୍ଡେକ୍ସରେ ଆଦାନୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ଅତିକ୍ରମ କରି ଏହି ପଦବୀ ହାସଲ କରିଛନ୍ତି। ତେବେ ସେ ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସରେ...

ଅବକାରୀ ନୀତି ଦୁର୍ନୀତି: ୪୦ ସ୍ଥାନରେ ଇଡି ଚଢାଉ

ନୂଆଦିଲ୍ଲୀ,୧୬।୯: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୪୦ଟି ସ୍ଥାନରେ ଚଢାଉ କରିଛି। ମଦ ବ୍ୟବସାୟୀ, ଡିଷ୍ଟ୍ରିବ୍ୟୁଟର୍‌ ଓ ସପ୍ଲାଏ ଚେନ ନେଟୱର୍କସ ସହ ଜଡିତ ଥିବା ଲୋକଙ୍କ ଠିକଣାରେ ଚଢାଉ କରାଯାଇଛି। ଆନ୍ଧ୍ର...

ବେଗୁସରାଇ ଗୁଳିକାଣ୍ଡ ଘଟଣା: ୪ ଅଭିଯୁକ୍ତ ଗିରଫ

ପାଟନା,୧୬।୯: ବେଗୁସରାଇ ଗୁଳିକାଣ୍ଡ ଘଟଣାର ତିନି ଦିନ ପରେ ବିହାର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏହି ହୃଦୟ ବିଦାରକ ଘଟଣାରେ ପୋଲିସ ସମସ୍ତ ଚାରି ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନାନୁସାରେ, ଶୁକ୍ରବାର ସକାଳେ ଦୁଇ ଅଭିଯୁକ୍ତଙ୍କୁ ଗିରଫ...

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୬।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬,୨୯୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଜନ୍ମିତ ଶିଶୁଙ୍କୁ ମିଳିବ ସୁନା ମୁଦି, ବଣ୍ଟାଯିବ ୭୨୦ କିଲୋ ମାଛ

ଚେନ୍ନାଇ,୧୬।୯:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ସେପ୍ଟେମ୍ବର ୧୭ରେ ୭୨ ବର୍ଷରେ ପଦାର୍ପଣ କରିବେ। ତାଙ୍କ ଜନ୍ମଦିନକୁ ନେଇ ଭାଜପା କର୍ମୀଙ୍କ ମଧ୍ୟରେ ଉତ୍ସାହ ଚରମ ସୀମାରେ ରହିଛି। ତାଙ୍କ ଜନ୍ମଦିନକୁ ସ୍ବତନ୍ତ୍ର କରିବା ପାଇଁ ବିଭିନ୍ନ ପ୍ରସ୍ତୁତି ଚାଲିଛି। ସେପଟେ...

କାନ୍ଥ ଭୁଷୁଡିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହୟତା ରାଶି ଘୋଷଣା

ଲକ୍ଷ୍ନୌ,୧୬।୯: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ହଜରତଗଞ୍ଜରେ ଏକ ନିର୍ମାଣଧୀନ କାନ୍ଥ ଭୁଷୁଡି ପଡିବା ଫଳରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ...

ଭୂକମ୍ପରେ ଥରିଲା ଲଦାଖ

ଲେହ,୧୬।୯: ଲେହ-ଲଦାଖରେ ଶୁକ୍ରବାର ଭୋର ପ୍ରାୟ ୪ଟା ୧୯ରେ ଭୂକମ୍ପ ଅନୁଭୂତ ହୋଇଛି। ଏନେଇ ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୮ ରହିଥିବା ବେଳେ ଅକ୍ଷାଂଶ ୩୫.୮୯ ଏବଂ ଦ୍ରାଘିମା ୭୭.୫୭...

ଲକ୍ଷ୍ନୌ ହଜରତଗଞ୍ଜରେ ଦୁର୍ଘଟଣା, କାନ୍ଥ ଭୁଷୁଡି ୨ ଶିଶୁ ସମେତ ୯ ମୃତ

ଲକ୍ଷ୍ନୌ,୧୬ ।୯: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ଥିବା ହଜରତଗଞ୍ଜ ଅଞ୍ଚଳରେ ଏକ କାନ୍ଥ ଭୁଷୁଡି ପଡିବା ଫଳରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କୁହାଯାଉଛି କି...

ବେଗୁସରାଇ ଗୁଳିକାଣ୍ଡ ଘଟଣାର ଅଭିଯୁକ୍ତଙ୍କୁ ଚଳନ୍ତା ଟ୍ରେନରୁ ଗିରଫ କଲା ପୋଲିସ

ପାଟନା,୧୬ ।୯: ବିହାର ବେଗୁସରାଇରେ ଆଖିବୁଜା ଗୁଳିଚାଳନା ମାମଲାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଚଳନ୍ତା ଟ୍ରେନରୁ ଗିରଫ କରିଥିବା ଜଣାପଡିଛି । ଅଭିଯୁକ୍ତଙ୍କ ନାମ କେଶବ ବୋଲି କୁହାଯାଉଛି । ପୋଲିସ ଗୁପ୍ତ ସୂଚନା ପାଇବା ପରେ ଚଳନ୍ତା ଟ୍ରେନରୁ...

ଲଖିମପୁର ଖେରି ମାମଲା: ପୀଡ଼ିତ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା, ଫାଷ୍ଟ ଟ୍ରାକ କୋର୍ଟରେ ଶୁଣାଣି ପାଇଁ ଯୋଗୀଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୧୬ ।୯: ଉତ୍ତର ପ୍ରଦେଶ ଲଖିମପୁର ଖେରିରେ ଦୁଇ ନାବାଳିକା ଭଉଣୀଙ୍କୁ ବଳାତ୍କାର ପରେ ହତ୍ୟା କରିବା ଘଟଣା ଏବେ ରାଜନୈତିକ ମୋଡ ନେଇଛି । ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୀଡ଼ିତ ପରିବାରକୁ ୨୫ ଲକ୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri