ଜାତୀୟ

ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲ ଅସୁସ୍ଥ

ଚଣ୍ଡିଗଡ଼,୪ ।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିରୋମଣି ଅକାଳି ଦଳର ବରିଷ୍ଠ ନେତା ପ୍ରକାଶ ସିଂ ବାଦଲ ଅସୁସ୍ଥ ହୋଇ ପଡିଛନ୍ତି । ତାଙ୍କୁ ଚଣ୍ଡିଗଡ଼ ସ୍ଥିତ ପିଜିଆଇରେ ଭର୍ତ୍ତି କରାଯାଇଛି । ସେଠାରେ ଡାକ୍ତରଙ୍କର ଏକ ଟିମ...

ସଡକ ଦୁର୍ଘଟଣାରେ ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ପରଲୋକ

ମୁମ୍ବାଇ,୪।୯: ଟାଟା ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ତଥା ବ୍ୟବସାୟୀ ସାଇରସ ମିସ୍ତ୍ରୀଙ୍କ ଏକ ସଡକ ଦୁର୍ଘଟଣାରେ ପରଲୋକ ଘଟିଛି। ମୃତୁ୍‌ୟ ବେଳକୁ ତାଙ୍କୁ ମାତ୍ର ୫୪ ବର୍ଷ ହୋଇଥିଲା। ସେ କାର୍‌ରେ ଗୁଜରାଟରୁ ମୁମ୍ବାଇ ଫେରୁଥିବାବେଳେ ମୁମ୍ବାଇର ପାଲଘର ନିକଟରେ...

ମୁଁ ଇଡିକୁ ଭୟ କରିନାହିଁ, ୫୫ ଘଣ୍ଟା କାହିଁକି ୫ବର୍ଷ ବି କରିପାରନ୍ତି ଜେରା: ରାହୁଲ

ନୂଆଦିଲ୍ଲୀ,୪ ।୯: ଦେଶର ଦରଦାମ ବୃଦ୍ଧିକୁ ନେଇ କଂଗ୍ରେସର ହଲ୍ଲାବୋଲ ରାଲିରେ ରାହୁଲ ଗାନ୍ଧୀ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଉପରେ ଖୁବ୍ ବର୍ଷିଛନ୍ତି । କୃଷକ, ବେକାରୀ, ଦରଦାମ ବୃଦ୍ଧି ଏମିତି ଅନେକ କଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଅଟା ଏବେ ଲିଟର ପିଛା ୪୦ ଟଙ୍କା, ଭାଷଣରେ ରାହୁଲ ଏଭଳି କହିଲେ…

ନୂଆଦିଲ୍ଲୀ, ୪।୯ : ରାହୁଲ ଗାନ୍ଧୀ ଦିଲ୍ଲୀର ରାମଲୀଳା ମଇଦାନରେ କଂଗ୍ରେସର ହଲ୍ଲାବୋଲ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। କ୍ଷୀର, ମଇଦା, ଗ୍ୟାସ ସିଲିଣ୍ଡର, ସୋରିଷ ତେଲ...

ଦଳର ନାମ-ପତାକା ସ୍ଥିର କରିବେ ଜମ୍ମୁ-କଶ୍ମୀରର ଲୋକେ, କହିଲେ ଆଜାଦ…

ଜମ୍ମୁ, ୪।୯ : ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ଛାଡିଥିବା ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ରବିବାର ଜମ୍ମୁର ସୈନିକ କଲୋନୀରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ତାଙ୍କ ସମର୍ଥକଙ୍କୁ ସମ୍ବୋଧିତ କରି ସେ କହିଛନ୍ତି...

ତୁଟୁନି କଂଗ୍ରେସ ଭିତରର କଳି, ମୋଦି ସରକାରଙ୍କୁ ଖୋଲାଖୋଲି ପ୍ରଶଂସା କଲେ ରାଜ ବବ୍ୱର

ନୂଆଦିଲ୍ଲୀ,୪ ।୯: କଂଗ୍ରେସ ଲଗାତାର ଭାବରେ ଅସନ୍ତୁଷ୍ଟ ନେତାଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା ଜାରି ରଖିଛି । ଏହାପରେ ବି ନେତାଙ୍କ ମଧ୍ୟରେ ଅଶାନ୍ତି ବଢିବାରେ ଲାଗିଛି । ଏବେ ବଲିଉଡ ଅଭିନେତା ତଥା କଂଗ୍ରେସ ନେତା ରାଜ ବବ୍ୱର...

ଆତଙ୍କବାଦୀଙ୍କୁ ଧରିବା ଲାଗି ମୁସଲମାନ ସଂଗଠନର ସହଯୋଗ ଲୋଡିଲେ ଡିଜିପି…

ଗୁଆହାଟୀ, ୪।୯ : ଆସାମରେ ଆତଙ୍କବାଦୀଙ୍କୁ ଦମନ କରିବା ପାଇଁ ନିରନ୍ତର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏପରିସ୍ଥଳେ ଆସାମ ପୋଲିସର ମହାନିର୍ଦ୍ଦେଶକ(ଡିଜିପି) ଭାସ୍କର ଜ୍ୟୋତି ମହନ୍ତ ରବିବାର ରାଜ୍ୟର ବିଭିନ୍ନ ଇସଲାମ ସଂଗଠନକୁ ଭେଟି ଆତଙ୍କବାଦୀଙ୍କୁ ଧରିବା ଲାଗି ସେମାନଙ୍କ...

ଆଇନମନ୍ତ୍ରୀ ଅବସର ପ୍ରାପ୍ତ ବିଚାରପତି ମୁହାଁମୁହିଁ…

ନୂଆଦିଲ୍ଲୀ, ୪।୯ : ଅଭିବ୍ୟକ୍ତିର ସ୍ବାଧୀନତା ଅଭାବ ଥିବା ମନ୍ତବ୍ୟ ପାଇଁ ଆଇନ ମନ୍ତ୍ରୀ କିରେନ ରିଜିଜୁ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବି.ଏନ. ଶ୍ରୀକୃଷ୍ଣଙ୍କୁ ସମାଲୋଚନା କରିଛନ୍ତି। ରିଜିଜୁ କହିଛନ୍ତି ଯେ ଯେଉଁମାନେ ନିର୍ବାଚିତ ପ୍ରଧାନମନ୍ତ୍ରୀଙ୍କୁ କୌଣସି ପ୍ରତିବନ୍ଧକ...

ଦେଶ ପାଇଁ ଛିଡ଼ା ହେବାକୁ ପଡ଼ିବ, ନହେଲେ ଦେଶ ବଞ୍ଚିବ ନାହିଁ: ରାହୁଲ…

ନୂଆଦିଲ୍ଲୀ, ୪।୯ : ଦେଶରେ ଦରଦାମ ବୃଦ୍ଧି ପ୍ରସଙ୍ଗରେ ଭାଜପାକୁ ଘେରିବା ଲାଗି କଂଗ୍ରେସ ପକ୍ଷରୁ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ ଏକ ବଡ ରାଲିର ଆୟୋଜନ କରାଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମାବେଶକୁ ସମ୍ବୋଧିତ କରି କହିଛନ୍ତି,...

କମ୍ପ୍ୟୁଟର-ଟୁଇଟ-ମେସେଜ ନୁହେଁ କଠିନ ପରିଶ୍ରମରେ ଗଠନ ହୋଇଥିଲା କଂଗ୍ରେସ ଦଳ: ଆଜାଦ…

ଜମ୍ମୁ, ୪।୯ : ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ଜମ୍ମୁରୁ ତାଙ୍କର ନୂତନ ରାଜନୈତିକ କ୍ୟାରିୟରର ନୂତନ ଇନିଂସ ଆରମ୍ଭ କରିଛନ୍ତି। ସେ ରବିବାର ସୈନିକ କଲୋନୀରେ ଏକ ବିରାଟ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ...

ପୂର୍ବ ନାଗାଲାଣ୍ଡକୁ ନେଇ ଅଲଗା ରାଜ୍ୟ ଗଠନ ଲାଗି ୨୦ ବିଧାୟକ ଏକଜୁଟ…

କୋହିମା, ୪।୯ : ଆସନ୍ତା ବର୍ଷ ଆରମ୍ଭରେ ନାଗାଲାଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ପୂର୍ବ ଭାଗକୁ ଅଲଗା କରି ଏକ ନୂତନ ରାଜ୍ୟ ଗଠନ ପାଇଁ ଦାବି ଜୋର ଧରିଛି। ୨୦ ଜଣ ବିଧାୟକ ମଧ୍ୟ...

ଶିନ୍ଦେଙ୍କ ଗଣପତି କୂଟନୀତି…

ମୁମ୍ବାଇ, ୪।୯ : ଗଣେଶ ପୂଜା ଅବସରରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଗଣପତି କୂଟନୀତି ଆରମ୍ଭ କରିଛନ୍ତି। ତାଙ୍କ ବାସଭବନରେ ଗଣପତିଙ୍କର ଏକ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କେବଳ ଏତିକି ନୁହେଁ, ମୁଖ୍ୟମନ୍ତ୍ରୀ ଗଣପତିଙ୍କ ଦର୍ଶନ ପାଇଁ ଅନ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri