ଜାତୀୟ

ପାଞ୍ଚ କୋଟିରୁ ଅଧିକ ଜିଏସଟି ଚୋରି ଅଭିଯୋଗ ହେଲେ ତାକୁ ଅଭ୍ୟାସଗତ ଚୋର ବୋଲି ବିବେଚନା କରାଯିବ, ନିଆଯିବ କଡା କର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩ ।୯: ଟିକସ ଫାଙ୍କିବା, ଇନପୁଟ ଟ୍ୟାକ୍ସ କ୍ରେଡିଟ(ଆଇଟିସି) କିମ୍ବା ରିଫଣ୍ଡ ରାଶି ୫ କୋଟିରୁ ଅଧିକ ହୋଇଥିବା ସେ କ୍ଷେତ୍ରରେ ଜିଏସଟି ଅଧିକାରୀମାନେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେଇ ପାରିବେ । ଅର୍ଥ ମନ୍ତ୍ରଣାଳୟ ଅଧିନରେ ଥିବା ଜିଏସଟି ଅନୁସନ୍ଧାନ...

ତିସ୍ତା ସିତଲଭାଡ୍‌ଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୩ା୯(ପି.ଟି.): ୨୦୦୨ ଗୁଜରାଟ ଦଙ୍ଗା ଷଡ଼ଯନ୍ତ୍ର ମାମଲାରେ ଗତ ଜୁନ୍‌ ୨୫ରେ ଗିରଫ ହୋଇଥିବା ସାମାଜିକ କର୍ମୀ ତିସ୍ତା ସିତଲଭାଡ୍‌ଙ୍କୁ ସୁପ୍ରିମକୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଗୁଜରାଟ ହାଇକୋର୍ଟ ତାଙ୍କ ନିୟମିତ ଜାମିନ ଆବେଦନ ଉପରେ ନିଷ୍ପତ୍ତି...

କେଜିଏଫ୍‌ ଦେଖି ସିରିଏଲ କିଲର

ଭୋପାଳ, ୩ା୯: ମଧ୍ୟପ୍ରଦେଶରେ ସିକ୍ୟୁରିଟି ଗାର୍ଡଙ୍କୁ ଟାର୍ଗେଟ କରି ହତ୍ୟା କରୁଥିବା ସିରିଏଲ କିଲରଙ୍କୁ ଧରିବାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଅଦ୍ୟାବଧି ୫ ଜଣଙ୍କ ହତ୍ୟାରେ ସମ୍ପୃକ୍ତ ଅଭିଯୁକ୍ତ ୧୯ ବର୍ଷୀୟ ଶିବପ୍ରସାଦ ଧ୍ରୁବେଙ୍କୁ ଶୁକ୍ରବାର ଗିରଫ କରାଯାଇଛି।...

ଜମ୍ମୁ-କଶ୍ମୀରରେ କଂଗ୍ରେସରୁ ଇସ୍ତଫା ଦେଲେ ଆଉ ୨୦ ନେତା, ରବିବାର ଆଜାଦ କରିବେ ଜନସଭା

ଜମ୍ମୁ,୩ ।୯: କଂଗ୍ରେସରୁ ଇସ୍ତଫା ଦେଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କ ସମର୍ଥନରେ ପ୍ରଦେଶ କଂଗ୍ରେସ କମିଟିର ନେତା ଓ କର୍ମୀଙ୍କ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି । ଜିଲା କଂଗ୍ରେସ ଜମ୍ମୁ ସମେତ ୨୦ ଜଣ...

ନୌସେନାର ନୂଆ ପତାକା ଉନ୍ମୋଚିତ

ନୂଆଦିଲ୍ଲୀ,୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କେରଳର କୋଚି ଶିପ୍‌ୟାର୍ଡରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଦେଶର ପ୍ରଥମ ବିମାନବାହୀ ଯୁଦ୍ଧଜାହାଜର ଜଳାବତରଣ କରିବା ଅବସରରେ ନୌସେନାର ନୂଆ ପତାକା (ଏନ୍‌ସାଇନ) ଉନ୍ମୋଚନ କରିଛନ୍ତି। ନୂଆ ପତାକାର ଉପର ଭାଗରେ ଭାରତର...

ବିହାର ବାହାରେ ଖେଳ! ନୀତୀଶଙ୍କ ଦଳକୁ ଝଟ୍‌କା, ଜେଡିୟୁର ୫ ବିଧାୟକ ଭାଜପାରେ ସାମିଲ

ଇମ୍ଫାଲ,୩ ।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳ ଜନତା ଦଳ ୟୁନାଇଟେଡ(ଜେଡିୟୁ)କୁ ମଣିପୁରରେ ବଡ ଝଟ୍‌କା ଲାଗିଛି । ମଣିପୁରରେ ଜେଡିୟୁର ୫ ବିଧାୟକ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଛନ୍ତି । ଭାଜପାରେ ସାମିଲ ହୋଇଥିବା...

ଏ କିଭଳି ବିକାଶ? ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଚାଲିଗଲା ବିଜୁଳି; ଅନ୍ଧାରରେ କରାଗଲା ସ୍ବାଗତ

ପାଟନା,୨।୯: ବିହାରରେ ବିଗତ ୨୦ ବର୍ଷ ଧରି କ୍ଷମତାରେ ଅଛନ୍ତି ନୀତୀଶ କୁମାର। କେତେବେଳେ ଭାଜପା ସହ ତ କେତେବେଳେ ଆର୍‌ଜେଡି ସହ ମିଶି ସେ କ୍ଷମତାର ଆସନରେ ବିରାଜମାନ ହୋଇଛନ୍ତି। ଏଥିଯୋଗୁ ନୀତୀଶଙ୍କୁ ଦଳରେ ‘ସୁଶାସନ ବାବୁ’ ବୋଲି...

ଭାଜପାର ପ୍ରାୟ ୧୦୦୦ ବିଧାୟକ-୩୦୦ ଏମ୍‌ପି: କ’ଣ କେହି ଦୁର୍ନୀତିଗ୍ରସ୍ତ ନୁହନ୍ତି, ସମସ୍ତେ ଶୁଦ୍ଧ..

ପାଟନା,୨।୯: ଦେଶର ବିଭିନ୍ନ ସ୍ଥାନରେ ସକ୍ରିୟ ରହିଛି ସିବିଆଇ ଏବଂ ଇଡି। ସଂସ୍ଥା ପକ୍ଷରୁ ବ୍ୟବସାୟିକ ଅନୁଷ୍ଠାନ ସାଙ୍ଗକୁ ରାଜନେତାମାନଙ୍କ ଘରେ ଚଢ଼ାଉ କରାଯାଉଛି। ତେବେ ଏସବୁ ଏଜେନ୍ସିଂର ଅପବ୍ୟବହାର ଭାଜପା କରୁଛି ବୋଲି ବିରୋଧୀ ଅଭିଯୋଗ କରୁଛନ୍ତି। ଯଦି...

‘ନୀତୀଶ କୁମାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି’

ପାଟନା,୨।୯: ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସୁପ୍ରିମୋ ନୀତୀଶ କୁମାର ୨୦୨୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବା ନେଇ ଦୀର୍ଘ ଦିନ ହେବ ଚର୍ଚ୍ଚା ହେଉଛି। କିନ୍ତୁ ଏହି ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ଜେଡିୟୁ ଜାତୀୟ ସଭାପତି...

୧୧ରେ ମାଉଣ୍ଟଆବୁ ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨ା୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୧ରେ ରାଜସ୍ଥାନର ମାଉଣ୍ଟ ଆବୁ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ଅବସ୍ଥିତ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ଏକ ଆନ୍ତର୍ଜାତିକ ସମାବେଶରେ ଭାଷଣ ଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ସହ ଦୁଇ...

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬,୧୬୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ...

ତୀର୍ଥଯାତ୍ରୀଙ୍କ ଉପରେ କାର୍‌ ମାଡିଯିବା ଘଟଣା: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ, ୨।୯: ଗୁଜୁରାଟର ଆରାଭାଲୀ ଜିଲାର ଅମ୍ବାଜୀରେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଥିବା ଜଣାପଡିଛି। ତେବେ ଏହି ଦୁର୍ଘଟଣାରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri