ଜାତୀୟ

ଆତ୍ମହତ୍ୟା: ଦିନମଜୁରିଆ ଆଗରେ

ନୂଆଦିଲ୍ଲୀ, ୩୦ା୮:ଗତ କିଛି ବର୍ଷ ଭଳି ୨୦୨୧ରେ ଦେଶରେ ଆତ୍ମହତ୍ୟା ବୃଦ୍ଧିପାଇଛି। ପାରିବାରିକ ସମସ୍ୟା, ଅସୁସ୍ଥତା ଦୁଇଟି ପ୍ରମୁଖ କାରଣ ହୋଇଥିବାବେଳେ ବୃତ୍ତି ଓ ପେସାଗତ ସମସ୍ୟା ଜନିତ ଆତ୍ମହତ୍ୟା ଚିନ୍ତାଜନକ ରହିଛି। କାରଣ ମହାମାରୀ କରୋନା ଯୋଗୁ ଆର୍ଥିକ...

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବାକୁ ଚିନ୍ତା କରୁଛନ୍ତି ଥରୁର, ଖୁବଶୀଘ୍ର ନେଇ ପାରନ୍ତି ନିଷ୍ପତ୍ତି

ନୂଆଦିଲ୍ଲୀ,୩୦ ।୮: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ତାରିଖ ଘୋଷଣା ହେବା ପରେ ଏବେ ସମସ୍ତଙ୍କ ନଜର ଜି-୨୩ ନେତାଙ୍କ ଉପରେ । ସମସ୍ତଙ୍କ ମନରେ ପ୍ରଶ୍ନ କ’ଣ ପୁଣିଥରେ ବା ତୃତୀୟ ଥର କଂଗ୍ରେସ ଅଧ୍ୟକ୍ଷ ପଦ...

ବୁଧବାର ପାଟନା ଗସ୍ତ କରିବେ କେସିଆର

ହାଇଦ୍ରାବାଦ,୨୯।୮: ଟିଆରଏସ୍‌ ମୁଖ୍ୟ ତଥା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର) ବୁଧବାର ବିହାର ଗସ୍ତ କରିବେ। ବୁଧବାର ସକାଳେ ହାଇଦ୍ରାବାଦ ବିମାନବନ୍ଦରରୁ ସେ ପାଟନାକୁ ଯିବେ। ପାଟନାରେ କେସିଆର ରାଜ୍ୟର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିବେ। ଏହି ସମୟରେ...

୧୦୦ ବେଆଇନ ବିଲ୍ଡିଂ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୯।୮: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସୁପରଟେକ୍‌ କମ୍ପାନୀର ବେଆଇନ ନିର୍ମିତ ଟ୍ବିନ୍‌୍‌ ଟାଓ୍ବାର ରବିବାର ମାଟିରେ ମିଶିବା ପରେ ଏବେ ନୋଏଡା କର୍ତ୍ତୃପକ୍ଷ ଉକ୍ତ ଅଞ୍ଚଳରେ ବେଆଇନ ଭାବେ ଗଢ଼ିଉଠିଥିବା ଶତାଧିକ ବିଲ୍ଡିଂ ଉପରେ ନଜର ପକାଇଛନ୍ତି। ସେଥିରୁ ଅଧିକାଂଶ ବିଲ୍ଡିଂକୁ...

ମିସ୍‌ ଡିଭା ୟୁନିଭର୍ସ ଦିବିତା ରାୟ

ନୂଆଦିଲ୍ଳୀ,୨୯।୮: ଚଳିତବର୍ଷର ମିସ୍‌ ଡିଭା ୟୁନିଭର୍ସ ପ୍ରତିଯୋଗିତାରେ କର୍ନାଟକର ଦିବିତା ରାୟ ବିଜୟିନୀ ହୋଇଛନ୍ତି। ୧୦ମ ଡିଭା ୟୁନିଭର୍ସ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଗତବର୍ଷର ମିସ୍‌ ୟୁନିଭର୍ସ ହରନାଜ ସନ୍ଧୁ। ହରନାଜ ଦିବିତାଙ୍କୁ ବିଜୟ ମୁକୁଟ...

ସୋନାଲୀ ମୃତ୍ୟୁ ମାମଲା: ଖଟ୍ଟରଙ୍କ ସହ କଥା ହେଲେ ଗୋଆ ମୁଖ୍ୟମନ୍ତ୍ରୀ

ପଣଜୀ,୨୯।୮: ହରିଆଣା ଭାଜପା ନେତ୍ରୀ ତଥା ଟିକ୍‌ଟକ୍‌ ଷ୍ଟାର ସୋନାଲୀ ଫୋଗାଟଙ୍କ ମୃତ୍ୟୁ ପରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହି ମାମଲାରେ ଏପର୍ଯ୍ୟନ୍ତ ୫ଜଣଙ୍କୁ ଗିରଫ କରାଯାଇଛି। ଯଦି ଆବଶ୍ୟକ ହୁଏ, ତେବେ ସୋନାଲୀଙ୍କ...

‘ମୋତେ ଗିରଫ କରି ଦେଖାଉ ଭାଜପା’

କୋଲକାତା,୨୯।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଭାଜପାକୁ ଟାର୍ଗେଟ କରି ବର୍ଷିଛନ୍ତି। ସେ କହିଛନ୍ତି, ଦେଶର ନିର୍ବାଚିତ ସରକାରମାନଙ୍କୁ ଭାଙ୍ଗିବାକୁ ଉଦ୍ୟମ କରାଯାଉଛି। ନିର୍ବାଚିତ ରାଜ୍ୟସରକାରଙ୍କୁ ହଟାଇବା ପାଇଁ ଭାଜପା ସିବିଆଇ, ଇଡି ଅସ୍ତ୍ର ଏବଂ କଳାଧନର ବ୍ୟବହାର...

୧୩୭ ବର୍ଷରେ ୫୬ ନେତା ସମ୍ଭାଳିଛନ୍ତି ଦାୟିତ୍ୱ: ପରବର୍ତ୍ତୀ ଅଧ୍ୟକ୍ଷ ରେସ୍‌ରେ ରହିଛି ଏମାନଙ୍କ ନାମ

xନୂଆଦିଲ୍ଲୀ,୨୯।୮: କଂଗ୍ରେସରେ ଜାରି ରହିଥିବା ରାଜନୈତିକ ଅଶାନ୍ତି ମଧ୍ୟରେ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ସୋମବାର କାର୍ଯ୍ୟସୂଚୀ ଜାରି କରାଯାଇଛି। ଅକ୍ଟୋବର ୧୭ରେ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ। ୧୯ରେ ଫଳାଫଳ ଆସିବ। ତେବେ ନିର୍ବାଚନ ପାଇଁ ସେପ୍ଟେମ୍ବର...

ଦିଲ୍ଲୀ ବିଧାନସଭାରେ ରାତି କାଟିବେ ଏଏପିର ସମସ୍ତ ବିଧାୟକ, ଉପରାଜ୍ୟପାଳଙ୍କୁ କରିବେ ବିରୋଧ

ନୂଆଦିଲ୍ଲୀ,୨୯ ।୮: ଦିଲ୍ଲୀର ଆମ ଆଦମୀ ସରକାର ସ୍ୱୀକାର କରିଛି ଯେ ତାଙ୍କ ଦଳର ସମସ୍ତ ବିଧାୟକ ସୋମବାର ରାତିରେ ବିଧାନସଭାରେ ରହିବେ ଓ ଉପରାଜ୍ୟପାଳଙ୍କ ବିରୋଧ କରିବେ । ଏଏପି ବିଧାୟକ ସୌରଭ ଭରଦ୍ୱାଜ କହିଛନ୍ତି, ସୋମବାର ରାତିରେ...

ଭୂସ୍ଖଳନରେ ଗୋଟିଏ ପରିବାରର ଚାଲିଗଲା ୫ ଜୀବନ

ଥିରୁଭାନନ୍ତପୁରମ୍‌,୨୯।୮: କେରଳର ଥୋଡୁପୁଜାରେ ଏକ ଅଭାବନୀୟ ଘଟଣା ଘଟିଛି। ଭୂସ୍ଖଳନରେ ଗୋଟିଏ ପରିବାରର ୫ ଜଣଙ୍କର ମୃତ୍ୟୁ ହୋଇଛି। ଇଡୁକି ଜିଲାର ଥୋଡୁପୁଜା ନିକଟ କଞ୍ଜର ଗ୍ରାମରେ ଏହି ଘଟଣା ଘଟିଥିବା ପୋଲିସ କହିଛି। ପ୍ରବଳ ବର୍ଷା ଯୋଗୁ ଭୁସ୍ଖଳନ...

କଂଗ୍ରେସ ଛାଡିଲେ ପୁଣି ୩ ନେତା

ଶ୍ରୀନଗର,୨୯।୮: ସୋମବାର ଜମ୍ମୁକଶ୍ମୀର କଂଗ୍ରେସର ତିନିଜଣ ନେତା ଦଳ ଛାଡିଛନ୍ତି। ନିକଟରେ କଂଗ୍ରେସ ଛାଡିଥିବା ବରିଷ୍ଠ ନେତା ଗୁଲାମ ନବୀ ଆଜାଦଙ୍କ ସମର୍ଥନରେ ପୂର୍ବତନ ଉପବାଚସ୍ପତି ଗୁଲାମ ହାଇଦର ମଲିକ, କାଥୁଆରୁ ସୁବାସ ଗୁପ୍ତା ଏବଂ ଡୋଡାରୁ ଶ୍ୟାମ ଲାଲ...

କୁକୁର ଛାତିରୁ ବାହାରିଲା ୪ କିଲୋ ଓଜନର ଟ୍ୟୁମର

ପୁଣେ,୨୯।୮: ପୁଣେର ଏକ କୁକୁର ଛାତିରୁ ୪ କିଲୋଗ୍ରାମ ଓଜନର ଏକ ଟ୍ୟୁମର ଅପରେଶନ ମାଧ୍ୟମରେ ବାହାର କରାଯାଇଛି। ଏହି ଟ୍ୟୁମର ଏକ ଫୁଟବଲ ପରି ବଡ ଥିଲା। ପ୍ରାଣୀ ଚିକିତ୍ସିକ ଡା. ନରେନ୍ଦ୍ର ପରଦେଶୀଙ୍କ ନେତୃତ୍ୱରେ ଏକ ଟିମ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri