ଜାତୀୟ

ପେଗାସସ୍‌ ତଦନ୍ତରେ ସହଯୋଗ କରୁନି କେନ୍ଦ୍ର

ନୂଆଦିଲ୍ଲୀ,୨୬ା୮:ଇସ୍ରାଏଲ୍‌ର ଏନ୍‌ଏସ୍‌ଓ ଗ୍ରୁପ୍‌ ପକ୍ଷରୁ ବିକଶିତ ପେଗାସସ୍‌ ସ୍ପାଏଓ୍ବେର ଜରିଆରେ ଗୁପ୍ତଚରଗିରି କରାଯାଇଥିବା ନେଇ ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମକୋର୍ଟ ଏକ କମିଟି ଗଠନ କରିଛନ୍ତି। ଏହି ବୈଷୟିକ ତଥା ଅନୁଧ୍ୟାନକାରୀ କମିଟିକୁ ତଦନ୍ତରେ କେନ୍ଦ୍ର ସରକାର ସହଯୋଗ କରୁ...

ସାଙ୍ଗ ଆଙ୍ଗୁଠି ଚମଡ଼ା ନେଇ ରେଲ୍‌ଓ୍ବେ ପରୀକ୍ଷା

ଭଦୋଦରା, ୨୬ା୮:ରେଳ ବିଭାଗରେ ଚାକିରି ପାଇବା ପାଇଁ ଜଣେ ଆଶାୟୀ ଅଜବ ଉପାୟ ବାଛିଛନ୍ତି। ଆବେଦନକାରୀଙ୍କ ସାଙ୍ଗ ଡମି କ୍ୟାଣ୍ଡିଡେଟ୍‌ ଭାବେ ପରୀକ୍ଷା କେନ୍ଦ୍ରକୁ ଯିବା ଏବଂ ବାୟୋମେଟ୍ରିକ୍‌ରେ ଧରା ନ ପଡ଼ିବା ପାଇଁ ଆଶାୟୀଙ୍କ ବୁଢ଼ା ଆଙ୍ଗୁଠିର ଚମଡ଼ା...

୧୧ ଦୋଷୀଙ୍କୁ ଛାଡ଼ିବାକୁ କହି ନ ଥିଲୁ

ନୂଆଦିଲ୍ଲୀ,୨୬ା୮:ବହୁଚର୍ଚ୍ଚିତ ବିଲ୍‌କିସ୍‌ ବାନୋ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୧୧ ଜଣଙ୍କ ଦଣ୍ଡ ଛାଡ଼ କରି ଗୁଜରାଟ ସରକାର ଅଗଷ୍ଟ ୧୫ରେ ସେମାନଙ୍କୁ ଜେଲରୁ ମୁକ୍ତ କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ରେମିଶନ ପଲିସି (ଉତ୍ତମ ବ୍ୟବହାର ପାଇଁ ଦଣ୍ଡ...

ହେମନ୍ତଙ୍କ ମୁଣ୍ଡରେ ଇସି ଖଣ୍ଡା

ରାଞ୍ଚତ୍/ନୂଆଦିଲ୍ଲୀ,୨୬ା୮:ଝାଡ଼ଖଣ୍ଡ ଖଣି ଲିଜ୍‌ ମାମଲାରେ ନିର୍ବାଚନ କମିଶନ (ଇସି) ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି। ହେମନ୍ତଙ୍କ ବିଧାୟକ ପଦ ରଦ୍ଦ କରିବା ଲାଗି ରାଜ୍ୟପାଳ ରମେଶ ବୈସଙ୍କୁ ଆୟୋଗ ସୁପାରିସ କରିଥିବା ଜଣାପଡ଼ିବା ପରେ ସେ କୌଣସି...

କଳ୍ପନା ସୋରେନ ହୋଇପାରନ୍ତି ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୬ ।୮: ଝାଡ଼ଖଣ୍ଡରେ ଏବେ ରାଜନୈତିକ ଝଡ ଲାଗି ରହିଛି । ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାନସଭା ସଦସ୍ୟତା ଉପରେ ଖଣ୍ଡା ଝୁଲୁଛି । ଅବୈଧ ଖଣି ଖନନ ପଟ୍ଟା ଆବଣ୍ଟନ ମାମଲାରେ ତାଙ୍କର ଅଡୁଆ ବଢିବାରେ ଲାଗିଛି ।...

ଦୁର୍ଘଟଣାରେ ଚାଲିଗଲା ୯ ଶ୍ରମିକଙ୍କ ଜୀବନ: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସହାୟତା ଘୋଷଣା

ଟୁମାକୁରୁ,୨୫।୮: କର୍ନାଟକର ଟୁମାକୁରୁ ନିକଟ ୪୮ ନମ୍ବର ଜାତୀୟ ରାଜପଥରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଶିଶୁ ଓ ୪ ମହିଳାଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୧୩ ଜଣ...

ବଡ଼ପଣ ଦେଖାଇଲେ ଭାରତୀୟ ଯବାନ: ଆତଙ୍କବାଦୀଙ୍କୁ କଲେ ରକ୍ତଦାନ

ନୂଆଦିଲ୍ଲୀ,୨୫ା୮: ପାକିସ୍ତାନ ଗୋଇନ୍ଦା ସଂସ୍ଥାର ଜଣେ ଅଧିକାରୀ ଇଣ୍ଡିଆନ୍‌ ଆର୍ମି ପୋଷ୍ଟରେ ଆକ୍ରମଣ କରିବା ନିମନ୍ତେ ପଠାଇଥିବା ଆତଙ୍କବାଦୀଙ୍କୁ ରକ୍ତଦାନ କରିଛନ୍ତି ଭାରତୀୟ ସୈନିକ। ଗତ ୨୧ ତାରିଖରେ ପାକ୍‌ ଅଧିକୃତ କଶ୍ମୀର(ପିଓକେ) ବାସିନ୍ଦା ତବାରକ୍‌ ହୁସେନ୍‌(୩୨) ରଜୌରି ନିକଟ...

ପୃଥିବୀଠାରୁ ବଡ଼ ୨ ସୂର୍ଯ୍ୟ ଥିବା ଗ୍ରହ ଠାବ

ନୂଆଦିଲ୍ଲୀ, ୨୫ା୮: ପୃଥିବୀ ଭଳି ଜୀବଜଗତ ଉପଯୋଗୀ ଗ୍ରହ ସନ୍ଧାନରେ ବୈଜ୍ଞାନିକଙ୍କ ଉଦ୍ୟମ ଜାରିଥିବା ବେଳେ ଗବେଷକମାନେ ଏକ ସୁପରଆର୍ଥ ଠାବ କରିଛନ୍ତି। ଏହି ଗ୍ରହର ନାମ ଟିଓଆଇ-୧୪୫୨ ରଖାଯାଇଛି। ଆଶ୍ଚର୍ଯ୍ୟକର କଥା ହେଉଛି ପୃଥିବୀଠାରୁ ପ୍ରାୟ ୧୦୦ ଆଲୋକବର୍ଷ...

କୋର୍ଟରେ ପଡ଼ିିଛି ସିବିଆଇର ୬,୭୦୦ ଦୁର୍ନୀତି ମାମଲା

ନୂଆଦିଲ୍ଲୀ, ୨୫ା୮: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ତଦନ୍ତ କରୁଥିବା ପ୍ରାୟ ୬,୭୦୦ ଦୁର୍ନୀତି ମାମଲା ବିଭିନ୍ନ ଅଦାଲତରେ ବିଚାରାଧୀନ ରହିଛି। ସେଥିମଧ୍ୟରୁ ୨୭୫ଟି ୨୦ ବର୍ଷ ହେଲା ପଡ଼ିରହିଛି ବୋଲି ସେଣ୍ଟ୍ରାଲ ଭିଜିଲାନ୍ସ କମିଶନ (ସିଭିସି)ର ବାର୍ଷିକ ରିପୋର୍ଟରେ କୁହାଯାଇଛି।...

ଅକ୍ଟୋବର ୧୨ରୁ ଦେଶରେ ଆରମ୍ଭ ହେବ ୫-ଜି ସେବା

ନୂଆଦିଲ୍ଲୀ,୨୫।୮: ୨୦୨୨ ଅକ୍ଟୋବରର ଦ୍ୱିତୀୟ ସପ୍ତାହରେ ଦେଶରେ ୫-ଜି ମୋବାଇଲ ସେବା ଆରମ୍ଭ ହେବ। ଆସନ୍ତା ଅକ୍ଟୋବର ୧୨ସୁଦ୍ଧା ଦେଶରେ ୫-ଜି ମୋବାଇଲ ସେବା ଆରମ୍ଭ ହେବ ବୋଲି ଜଣାପଡ଼ିଛି। ଏହାପରେ ଦେଶର ସମସ୍ତ ବଡ଼ ଏବଂ ଛୋଟ ସହରରେ...

ସୋନାଲି ଫୋଗାଟଙ୍କ ପରିବାର ପକ୍ଷରୁ ଲିଖିତ ଦାବି ମିଳିଲେ ହେବ ସିବିଆଇ ଯାଞ୍ଚ: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୫ ।୮: ଟିକ୍ ଟକ୍ ଷ୍ଟାର ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତ୍ରୀ ସୋନାଲି ଫୋଗାଟଙ୍କ ମତ୍ୟୁ ମାମଲା ଏବେ ନୂଆ ମୋଡ ନେବାକୁ ଯାଉଛି । ପ୍ରଥମେ ଏହା ହୃଦଘାତ ଜନିତ ମୃତ୍ୟୁ କୁହାଯାଉଥିବା ବେଳେ ଏବେ ଏହା...

ସୋନାଲୀଙ୍କ ଶରୀରରେ ରହିଛି କ୍ଷତ ଚିହ୍ନ: ହତ୍ୟା ନେଇ ରୁଜୁ ହେଲା ଏଫ୍‌ଆଇଆର

ପଣଜୀ,୨୫।୮: ଭାଜପା ନେତ୍ରୀ ତଥା ଟିକ୍‌ଟକ୍‌ ଷ୍ଟାର ସୋନାଲୀ ଫୋଗାଟଙ୍କ ମଙ୍ଗଳବାର ପରଲୋକ ଘଟିଛି। ଆରମ୍ଭରୁ ତାଙ୍କର ହୃଦ୍‌ଘାତ ଯୋଗୁ ମୃତ୍ୟୁ ହୋଇଥିବା ନେଇ କୁହାଯାଉଥିଲା। ହେଲେ ଗୁରୁବାର ଆସିଥିବା ତାଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆଉ କିଛି ବୟାନ କରୁଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri