ନୂଆଦିଲ୍ଲୀ,୯ା୧୧:ବିଶ୍ୱର ୧ ବିଲିୟନ୍ (୧୦୦ କୋଟି)ରୁ ଊର୍ଦ୍ଧ୍ୱ ଶିଶୁ ବିଭିନ୍ନ ପ୍ରକାର ହିଂସା ଦ୍ୱାରା ପ୍ରଭାବିତ। ପିଲାମାନେ ବିଶେଷକରି ଦୁର୍ବ୍ୟବହାର, ଠକେଇ, ଶାରୀରିକ ଓ ମାନସିକ ନିର୍ଯାତନା, ଯୌନ ହିଂସା ପୀଡ଼ିତ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ)ର ଏକ...
ନୂଆଦିଲ୍ଲୀ,୮ା୧୧: ସ୍ବାଧୀନ ମତବ୍ୟକ୍ତ କରିବା ଅଧିକାର ଗଣମାଧ୍ୟମର ରହିଛି, କିନ୍ତୁ ଏହି ଅଧିକାର ଆଳରେ ଗଣମାଧ୍ୟମ ଅଦାଲତର ଭୂମିକା ନିଭାଇ ପାରିବ ନାହିଁ ବୋଲି କେରଳ ହାଇକୋର୍ଟ କହିଛନ୍ତି। କୋର୍ଟ ରାୟ ପୂର୍ବରୁ ଗଣମାଧ୍ୟମ କୌଣସି ବ୍ୟକ୍ତିଙ୍କୁ ଦୋଷୀସାବ୍ୟସ୍ତ କରିପାରିବ...
ନୂଆଦିଲ୍ଲୀ,୮।୧୧: କଂଗ୍ରେସ ଶାସନାଧୀନ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖଓ୍ବିନ୍ଦର ସିଂ ସୁଖୁଙ୍କ ସିଙ୍ଗଡ଼ା ତାଙ୍କ ସୁରକ୍ଷା କର୍ମୀମାନେ ଖାଇଦେଇଥିବା କ୍ରାଇମ୍ ଇନ୍ଭେଷ୍ଟିଗେଶନ୍ ଡିପାର୍ଟମେଣ୍ଟ (ସିଆଇଡି) ତଦନ୍ତରୁ ଜଣାପଡ଼ିବା ପରେ ଶୁକ୍ରବାର ଏହା ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାର ସିଆଇଡି...
Archives
Model This Week
ପିଲାଙ୍କ ଧରିତ୍ରୀ