ଜାତୀୟ

ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଭାଜପା ବିଧାୟକ

ହାଇଦ୍ରାବାଦ୍‌,୨୩।୮: ନିଲମ୍ବିତ ଭାଜପା ମୁଖପାତ୍ର ନୁପୁର ଶର୍ମା ମାମଲା ଏପର୍ଯ୍ୟନ୍ତ ଥମି ନ ଥିବାବେଳେ ତେଲେଙ୍ଗାନାରେ ଭାଜପା ବିଧାୟକ ଟି ରାଜା ସିଂ ଫ୍ରଫେଟ୍‌ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଅଭିଯୋଗ ହୋଇଛି ଯେ, ବିଧାୟକ ମହମ୍ମଦଙ୍କ ବିଷୟରେ...

ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୩।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯,୬୮୦ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୯ ଜଣଙ୍କର ମୃତ୍ୟୁ ଘଟିଛି।...

ବିଳମ୍ବିତ ରାତିରେ ୧୫ ଆଇପିଏସଙ୍କ ବଦଳି

ଲକ୍ଷ୍ନୌ,୨୩ ।୮: ଉତ୍ତର ପ୍ରଦେଶରେ ସୋମବାର ବିଳମ୍ବିତ ରାତିରେ ୧୫ ଆଇପିଏସଙ୍କ ବଦଳି କରାଯାଇଛି । ସରକାରଙ୍କ ଦ୍ୱାରା ବିଳମ୍ବିତ ରାତିରେ ଏହି ନୋଟିସ ଜାରି କରାଯାଇଛି । ଡେପୁଟେଶନରୁ ଫେରିଥିବା ଡିଆଇଜି ଅବଦୁଲ ହମିଦଙ୍କୁ ଆଣ୍ଟି ନାର୍କୋଟିକ୍ସ ଫୋର୍ସର...

ଭାରତରେ ନୂଆ ପ୍ରଜାତିର ବାଦୁଡି ସନ୍ଧାନ

ନୂଆଦିଲ୍ଲୀ,୨୩।୮: ଅନ୍ତର୍ଜାତୀୟ ଅନୁସନ୍ଧାନକାରୀଙ୍କ ଏକ ଦଳ ଭାରତ ଏବଂ ଶ୍ରୀଲଙ୍କାରେ ଏକ ନୂତନ ପ୍ରଜାତିର ବାଦୁଡି ସନ୍ଧାନ କରିଛନ୍ତି, ଯାହାର ଲମ୍ବା ଆଙ୍ଗୁଠି ଅଛି। ଅନୁସନ୍ଧାନକାରୀମାନେ ଏହି ନୂତନ ପ୍ରଜାତିର ବାଦୁଡି ‘ମିନିଓପେଟରସ ଫିଲିପସି’ ନାମ ଦେଇଛନ୍ତି। ସାଧାରଣତଃ ଏହି...

ଥରିଲା ଜମ୍ମୁ-କଶ୍ମୀର

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର କାଟ୍ରାଠାରେ ସୋମବାର ବିଳମ୍ବିତ ରାତିରେ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୯ ଥିଲା। ରାତି ପ୍ରାୟ ୨.୨୦ ସମୟରେ କାଟ୍ରା ଏବଂ ଏହାର ଆଖପାଖ...

ବିପଦରେ ଜମ୍ମୁ-କଶ୍ମୀରର ପରିଚୟ: ଫାରୁକ୍‌

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀର ଭୋଟର ତାଲିକାରେ ବାହାର ଲୋକଙ୍କୁ ସାମିଲ କରିବା ନିଷ୍ପତ୍ତି ଗ୍ରହଣୀୟ ନୁହେଁ। ଏହାକୁ ସବୁ ପ୍ରକାରେ ବିରୋଧ କରାଯିବା ସହ କୋର୍ଟରେ ଚ୍ୟାଲେଞ୍ଜ କରାଯିବ ବୋଲି ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲା ସୋମବାର କହିଛନ୍ତି।...

ମହାପଞ୍ଚାୟତ ଲାଗି ଦିଲ୍ଲୀରେ ହଜାର ହଜାର ଚାଷୀ

ନୂଆଦିଲ୍ଲୀ,୨୩।୮: ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଆଇନ ଆଣିବା, କୃଷି ଋଣ ଛାଡ଼ ଓ ଅନ୍ୟାନ୍ୟ ପ୍ରସଙ୍ଗ ନେଇ କୃଷକ ସଂଗଠନ ପକ୍ଷରୁ ନୂଆଦିଲ୍ଲୀରେ ମହାପଞ୍ଚାୟତର ଡାକରା ଦିଆଯାଇଥିଲା। ଏଥିରେ ଯୋଗଦେବା ଲାଗି ବିଭିନ୍ନ ରାଜ୍ୟରୁ ହଜାର...

ଅଟକିଯାଇଛି ୟୁକ୍ରେନୀୟଙ୍କ ସମୟ

କିଭ୍‌, ୨୩ା୮: ୟୁକ୍ରେନ୍‌ରେ ରୁଷିଆ ଆକ୍ରମଣକୁ ୧୮୦ ଦିନ ବିତିଗଲାଣି। ହେଲେ ୟୁକ୍ରେନୀୟଙ୍କ ପାଇଁ ଏହି ୬ ମାସ ଯେପରି କେଉଁଠି ଅଟକିଯାଇଛି। ମାତ୍ର ୫ ମାସର ଶିଶୁକୁ ଧରି ପଡ଼ୋଶୀ ପୋଲାଣ୍ଡକୁ ଗତ ମାର୍ଚ୍ଚରେ ପଳାୟନ କରିଥିବା ୟୁକ୍ରେନୀୟ...

କେଚ୍‌ଅପ୍‌କୁ ରକ୍ତ କହି ଫଟୋ ପଠାଇଲେ କିଲର

ବେଙ୍ଗାଲୁରୁ, ୨୩ା୮: କର୍ନାଟକରେ ଜଣେ ମହିଳା ତାଙ୍କ ସ୍ବାମୀଙ୍କୁ ହତ୍ୟା କରିବାକୁ ସୁପାରି ଦେଲେ। ସୁପାରିକିଲର ସମ୍ପୃକ୍ତ ବ୍ୟକ୍ତିଙ୍କୁ ଅପହରଣ ମଧ୍ୟ କଲେ। ହେଲେ ହତ୍ୟା କରିବାକୁ ସେମାନଙ୍କ ସାହସ ହେଲାନି। ପରେ ଯୁବକଙ୍କ ଦେହସାରା କେଚ୍‌ଅପ୍‌(ଟମାଟୋ ସସ୍‌) ଢାଳି...

ଟମାଟୋ ଫ୍ଲୁ ନାମକରଣ ଭୁଲ, ଭାରତରେ ନୂଆ ନୁହେଁ ସଂକ୍ରମଣ: ବିଶେଷଜ୍ଞ

ନୂଆଦିଲ୍ଲୀ,୨୩ ।୮: ଟମାଟୋ ଫ୍ଲୁକୁ ନେଇ ଭାରତୀୟ ବୈଜ୍ଞାନିକମାନେ ନିକଟରେ ସାମ୍ନାକୁ ଆସିଥିବା ଅଧ୍ୟୟନକୁ ତଥ୍ୟ ହିନ ବୋଲି କହିଛନ୍ତି । ଏହା ବାସ୍ତବିକତାଠାରୁ ସମ୍ପୂର୍ଣ୍ଣ ଅଲଗା ବୋଲି କୁହାଯିବା ସହ ଏହାକୁ ନେଇ ଲୋକେ ଚିନ୍ତିତ ହେବା ଆଦୌ...

କଂଗ୍ରେସ ଲଞ୍ଚ କରିପାରେ ‘ଭାରତ ଯୋଡୋ ଯାତ୍ରା’ର ଲୋଗୋ, କ୍ୟାମ୍ପେନ

ନୂଆଦିଲ୍ଲୀ,୨୩ ।୮: ରାଜଧାନୀ ଦିଲ୍ଲୀରେ କଂଗ୍ରେସ ମଙ୍ଗଳବାର ‘ଭାରତ ଯୋଡୋ ଯାତ୍ରା’ର ଲୋଗୋ, କ୍ୟାମ୍ପେନ ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି । କଂଗ୍ରେସ ପାର୍ଟି ମୁଖ୍ୟାଳୟରେ ଦିନ ପ୍ରାୟ ୧୨ଟାରେ ହେବାକୁ ଥିବା ପ୍ରେସ କନଫରେନ୍ସରେ କଂଗ୍ରେସର କେତେଜଣ ବଡ...

ଗୋଟିଏ ପରେ ଗୋଟିଏ ହତ୍ୟାକାଣ୍ଡକୁ ନେଇ ଥରି ଉଠିଲା ମେରଠ

ମେରଠ,୨୩ ।୮: ଉତ୍ତର ପ୍ରଦେଶର ମେରଠ ଗାଟିଏ ପରେ ଗୋଟିଏ ହତ୍ୟାକାଣ୍ଡକୁ ନେଇ ଏକ ପ୍ରକାର ଥରି ଉଠିଛି । ପ୍ରାୟ ୧୦ ଘଣ୍ଟା ମଧ୍ୟରେ ୩ଟି ଗାଁରେ ହୋଇଥିବା ୩ ହତ୍ୟାକାଣ୍ଡକୁ ନେଇ ଜିଲାରେ ଏବେ ଲୋକେ ଭୟଭିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri