ଜାତୀୟ

ଗୁଗ୍‌ଲ କ୍ରୋମ ବ୍ୟବହାର କରୁଥିଲେ ହୋଇଯାନ୍ତୁ ସାବଧାନ

ନୂଆଦିଲ୍ଲୀ,୨୧।୮: ଗୁଗ୍‌ଲ କ୍ରୋମ ବେଶ୍‌ ଲୋକପ୍ରିୟ ଓ୍ବେବ-ବ୍ରାଉଜର ଅଟେ। ମୋବାଇଲ୍‌, ଲାପଟପ କିମ୍ବା କମ୍ପ୍ୟୁଟରରେ ବ୍ରାଉଜିଂ ପାଇଁ ପ୍ରାୟ ଅଧିକାଂଶ ୟୁଜର୍ସ ଗୁଗ୍‌ଲ କ୍ରୋମ ବ୍ୟବହାର କରନ୍ତି। ଗୁଗ୍‌ଲ କ୍ରୋମ ୟୁଜର୍ସଙ୍କୁ ଭାରତ ସରକାର ଚେତାବନୀ ଦେଇଛନ୍ତି। ଆଇଟି ମନ୍ତ୍ରଣାଳୟର...

ମନୀଷ ସିସୋଡିଆ ମହାରଣା ପ୍ରତାପଙ୍କ ବଂଶଜ: ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୧।୮: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଘରେ ସିବିଆଇ ଚଢାଉକୁ ନେଇ ଆମ୍‌ ଆଦମୀ ପାର୍ଟୀ(ଏଏପି) ସରକାର ବାରମ୍ବାର ଭାଜପା ଉପରେ ଟାର୍ଗେଟ କରୁଛି। ଏଏପି ଏମ୍‌ପି ତଥା ଦଳର ମୁଖପାତ୍ର ସଞ୍ଜୟ ସିଂ ରବିବାର ଏକ ଖବରଦାତା ସମ୍ମିଳନୀ...

ଜିଲାପାଳଙ୍କ ଚଷମା ଧରି ମାଙ୍କଡ ଛୁ’

ଲକ୍ଷ୍ନୌ,୨୧।୮: ୟୁପିରେ କେବଳ ସାଧାରଣ ଲୋକ ନୁହଁନ୍ତି, ମାଙ୍କଡ ଉତ୍ପାତକୁ ନେଇ ଅଧିକାରୀମାନେ ମଧ୍ୟ ଚିନ୍ତାରେ ପଡିଛନ୍ତି। ବୃନ୍ଦାବନରେ ମାଙ୍କଡମାନଙ୍କ ପ୍ରାଦୁର୍ଭାବ ଯୋଗୁ ସାଧାରଣ ଲୋକଙ୍କ ଜୀବନ କଷ୍ଟସାଧ୍ୟ ହୋଇପଡିଛି। ବେଳେବେଳେ ମାଙ୍କଡମାନେ ଲୋକଙ୍କୁ ଆକ୍ରମଣ କରୁଛନ୍ତି। ଏଥର ମାଙ୍କଡ଼ର...

ନେତାଜୀଙ୍କ ସମ୍ପର୍କରେ ପ୍ରଚାରିତ ହୋଇଛି ମିଥ୍ୟା କାହାଣୀ…

ନୂଆଦିଲ୍ଲୀ, ୨୧।୮ : ନେତାଜୀ ସୁଭାଷ ବୋଷଙ୍କ ନାତି ତଥା ବିଶିଷ୍ଟ ଐତିହାସିକ ସୁଗାତା ବୋଷ ଅଭିଯୋଗ କରିଛନ୍ତି ଯେ ନେତାଜୀଙ୍କ ଲୋକପ୍ରିୟତାର ସୁଯୋଗ ନେବାକୁ ସୁଯୋଗବାଦୀମାନେ ତାଙ୍କର ନିଖୋଜ ଏବଂ ୧୯୪୫ ପରେ ତାଙ୍କ ଅସ୍ତିତ୍ୱ ବିଷୟରେ ମିଥ୍ୟା...

ଚତୁର୍ଥ ଶ୍ରେଣୀ ପଦବୀ ଲିଖିତ ପରୀକ୍ଷାରେ କପି ରୋକିବା ପାଇଁ ୨୫ ଜିଲାରେ ୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ, ୧୪୪ ଧାରା ଜାରି…

ଗୁଆହାଟୀ, ୨୧।୮ : ଆସାମ ସରକାରଙ୍କ ବିଭିନ୍ନ ବିଭାଗରେ ଚତୁର୍ଥ ଶ୍ରେଣୀ ପଦବୀ ପାଇଁ ଲିଖିତ ପରୀକ୍ଷା ସମୟରେ ସମ୍ଭାବ୍ୟ କପିକୁ ରୋକିବା ପାଇଁ ରାଜ୍ୟର ୨୫ ଟି ଜିଲାରେ ରବିବାର ମୋବାଇଲ ଇଣ୍ଟରନେଟ ସେବା ଚାରି ଘଣ୍ଟା ପାଇଁ...

ପୁଣି ଫେରିବେ ଚାଷୀ ସଂଗଠନ, ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ…

ନୂଆଦିଲ୍ଲୀ, ୨୧।୮ : ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)ର ଗ୍ୟାରେଣ୍ଟି ସହିତ ଅନେକ ଦାବି ସହିତ ଚାଷୀ ସଂଗଠନ ପୁଣି ଥରେ ଦିଲ୍ଲୀ ଫେରିବାକୁ ଯୋଜନା କରୁଛନ୍ତି। ସୋମବାର ଜନ୍ତର ମନ୍ତରରେ ଚାଷୀଙ୍କ ବିରୋଧ ଡାକରା ପୂର୍ବରୁ ଦିଲ୍ଲୀ-ହରିୟାଣାକୁ ସଂଯୋଗ...

ଏସପିଜିରେ ସାମିଲ ହେବେ ଦେଶୀ କୁକୁର ପ୍ରଜାତି…

ନୂଆଦିଲ୍ଲୀ, ୨୧।୮ : ପ୍ରଧାନମନ୍ତ୍ରୀ ତଥା ରାଷ୍ଟ୍ରପତିଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ସ୍ବତନ୍ତ୍ର ସୁରକ୍ଷା ଦଳ (ଏସପିଜି) କର୍ନାଟକର ଏକ ଦେଶର ପ୍ରଜାତିର କୁକୁର ମୁଧୋଲ ହାଉଣ୍ଡକୁ ତାଲିମ ପାଇଁ ଚୟନ କରାଯାଇଛି। ଏହି ପ୍ରଜାତି ଏସପିଜି ବାହିନୀରେ ସାମିଲ...

ଗାଜିପୁର ବର୍ଡରରେ ରାକେଶ ଟିକାଏତ ଗିରଫ, ବିକେୟୁ ସଦସ୍ୟଙ୍କୁ ସତର୍କ ରହିବାକୁ ସୂଚନା…

ନୂଆଦିଲ୍ଲୀ, ୨୧।୮ : ଦିଲ୍ଲୀର ଗାଜିପୁର ବର୍ଡରରେ ଭାରତୀୟ କିଷାନ ୟୁନିଅନ(ବିକେୟୁ)ର ଜାତୀୟ ମୁଖପାତ୍ର ଚୌଧୁରୀ ରାକେଶ ଟିକାଏତଙ୍କୁ ଗିରଫ କରାଯାଇଛି। ତାଙ୍କ ଗିରଫ ହେବା ପରେ ସମସ୍ତ ବିକେୟୁ ସଦସ୍ୟଙ୍କୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି।...

ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା, ଆନନ୍ଦ ଶର୍ମା ଦେଲେ ଇସ୍ତଫା…

ନୂଆଦିଲ୍ଲୀ, ୨୧।୮ : ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ମିଳିଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଆନନ୍ଦ ଶର୍ମା ରବିବାର ଦିନ ଦଳର ପରିଚାଳନା କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ...

ଗହମ ଆମଦାନୀର ଆବଶ୍ୟକତା ନାହିଁ, ଭାରତ ପାଖରେ ରହିଛି ପର୍ଯ୍ୟାପ୍ତ ଷ୍ଟକ୍‌…

ନୂଆଦିଲ୍ଲୀ, ୨୧।୮ : ଗହମ ଆମଦାନୀ ରିପୋର୍ଟକୁ କେନ୍ଦ୍ର ସରକାର ଖଣ୍ଡନ କରିଛନ୍ତି। ଖାଦ୍ୟ ଏବଂ ସାଧାରଣ ବଣ୍ଟନ ବିଭାଗ କହିଛି, ଭାରତ ଗହମ ଆମଦାନୀ କରିବା ପାଇଁ ସେପରି କୌଣସି ଯୋଜନା ନାହିଁ। ଆମର ଘରୋଇ ଆବଶ୍ୟକତା ପୂରଣ...

ମେହବୁବା ପୁଣି ନଜର ବନ୍ଦୀ, ଘର ସମ୍ମୁଖରେ ସିଆର୍‌ପିଏଫ୍‌ ଗାଡ଼ି…

ଶ୍ରୀନଗର, ୨୧।୮ : ଜମ୍ମୁ- କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କୁ ପୁଣି ଥରେ ନଜର ବନ୍ଦୀ ରଖାଯାଇଛି। ସେ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଏହା ସହ ମେହବୁବା ମୁଫତି କାଶ୍ମୀରୀ ପଣ୍ଡିତଙ୍କ...

ଜୟଲଳିତାଙ୍କ ଚିକିତ୍ସାରେ ହୋଇ ନ ଥିଲା କୌଣସି ଅବହେଳା, ବହୁ ଶାରୀରିକ ସମସ୍ୟା ଭୋଗୁଥିଲେ…

ଚେନ୍ନାଇ, ୨୧।୮ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଏମ୍ସ ପ୍ୟାନେଲ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ଚିକିତ୍ସାରେ କୌଣସି ଅବହେଳା ହୋଇ ନଥିବା କହିଛନ୍ତି। ଏମ୍ସ ଡାକ୍ତରମାନେ କହିଛନ୍ତି ଯେ ଡାକ୍ତରଖାନାରେ ଭର୍ତ୍ତି ହେବା ପୂର୍ବରୁ ଜୟଲଳିତା ଡାଇବେଟିସ, ମୁଣ୍ଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri