ଜାତୀୟ

ଗୁଜରାଟ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା

ଅହମ୍ମଦାବାଦ୍‌,୧୯।୮: ଗୁଜରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ଭାରୁଚରେ ଦଳର ୭ ନେତା ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେଇଥିବା ନେତାଙ୍କ ମଧ୍ୟରେ ଭାରୁଚ ସିଟି କଂଗ୍ରେସ ସଭାପତି ବିକି ସୋଖୀ, ରାଜ୍ୟ ଯୁବ...

ନୀତୀଶ କୁମାରଙ୍କୁ ବିଦେଶୀ ମହିଳାଙ୍କ ସହ ତୁଳନା କଲେ କୈଳାଶ ବିଜୟବର୍ଗିୟ

ଇନ୍ଦୋର,୧୯।୮: ଭାଜପା ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ କୈଳାଶ ବିଜୟବର୍ଗିୟ ବିଦେଶରୁ ଭାରତ ଫେରିଛନ୍ତି। ସେ ଇନ୍ଦୋର ବିମାନ ବନ୍ଦରରେ ପହଞ୍ଚିବା ମାତ୍ରେ ସମର୍ଥକମାନେ ତାଙ୍କୁ ସ୍ବାଗତ କରିଥିଲେ। ଏଠାରେ ଗଣମାଧ୍ୟମ ସହ କଥାବାର୍ତ୍ତା କରି ବିଜୟବର୍ଗିୟ ଏକ ବିବାଦୀୟ ମନ୍ତବ୍ୟ...

ସମୀର ଓ୍ବାଙ୍ଖେଡେଙ୍କୁ ହତ୍ୟା ଧମକ

ମୁମ୍ବାଇ,୧୯।୮: ମୁମ୍ବାଇର ପୂର୍ବତନ ଏନସିବି ଜୋନାଲ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖେଡେଙ୍କୁ ସୋସିଆଲ ମିଡିଆରେ ଧମକ ଦିଆଯାଇଛି। ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କୁ ଏହି ଧମକ ଦିଆଯାଇଛି। ଏନେଇ ସମୀର ଗୋରେଗାଓଁ ପୋଲିସ ଷ୍ଟେଶନରେ ଅଭିଯୋଗ କରିଛନ୍ତି। ସମୀର ପୋଲିସକୁ କହିଛନ୍ତି...

‘ସିବିଆଇକୁ ସ୍ବାଗତ, ଆମେ ସହଯୋଗ କରିବୁ’

ନୂଆଦିଲ୍ଲୀ,୧୯।୮: ଅବକାରୀ ପଲିସିକୁ ନେଇ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଘରେ ସିବିଆଇ ଚଢାଉ କରିଛି। ଅବକାରୀ ପଲିସି ଲିଙ୍କରେ ଦିଲ୍ଲୀ-ଏନସିଆରରେ ୨୧ଟି ସ୍ଥାନ ଉପରେ ସିବିଆଇ ପକ୍ଷରୁ ଚଢାଉ କରିଯାଇଛି। ଏହି ଚଢାଉ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ଦେଶରେ କରୋନା ସଂକ୍ରମଣରେ କମୁନି

ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୭୫୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ...

ଅଲଗା ରୋଗର ଚିକିତ୍ସା ପାଇଁ ଆସୁଥିବା ଲୋକଙ୍କ ନିକଟରେ ମିଳୁଛି କରୋନା ଭାଇରସ

ନୂଆଦିଲ୍ଲୀ,୧୯ ।୮: ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଅନ୍ୟ ରୋଗର ଚିକିତ୍ସା ପାଇଁ ଆସୁଥିବା ଲୋକଙ୍କ ନିକଟରେ କରୋନା ଭାଇରସ ଦେଖିବାକୁ ମିଳୁଥିବା କୁହାଯାଇଛି । ବସନ୍ତ କୁଞ୍ଜ ଫର୍ଟିଜ ହସ୍ପିଟାଲର ଡାଇରେକ୍ଟର...

ମନିଷ ସିସୋଡିଆଙ୍କ ଘରେ ସିବିଆଇ

ନୂଆଦିଲ୍ଲୀ,୧୯ ।୮: ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି କି ତାଙ୍କ ଘରକୁ ସିବିଆଇ ଆସିଛି । ଯାହାକୁ ସେ ସ୍ୱାଗତ କରିଛନ୍ତି । ମୁଁ ସଚ୍ଚୋଟ ବ୍ୟକ୍ତି ଆମେ ଲକ୍ଷ ଲକ୍ଷ ପିଲାଙ୍କ ଭବିଷ୍ୟତ...

ଦେଶର ପ୍ରଥମ ଇଲେକ୍ଟ୍ରିକ ଡବଲ ଡେକର ବସ

ନୂଆଦିଲ୍ଲୀ,୧୯ ।୮: ଦେଶର ପ୍ରଥମ ଡବଲ ଡେକର ଏସି ଇଲେକ୍ଟ୍ରିକ ବସ ମୁମ୍ବାଇରେ ଶୋ କେସ କରାଯାଇଛି । ସ୍ୱିଚ ମୋବିଲିଟି ଲିମିଟେଡ ଦେଶର ପ୍ରଥମ ଡବଲ ଡେକର ଏୟାର କଣ୍ଡିଶନର ବସ ସ୍ୱିଚ ଇଆଇଭି ୨୨କୁ ତିଆରି କରିଛି...

ଦିଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଭାଜପା ନେତା

କୋଲକାତା,୧୯।୮: ଭାରତୀୟ ଜନତା ପାର୍ଟିର ପୂର୍ବତନ ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ କୋଲକାତା ରାଜ୍ୟ ସଚିବାଳୟରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସଭାପତି ମମତା ବାନାର୍ଜୀଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରାୟ ଅଧ ଘଣ୍ଟା ଧରି ଚାଲିଥିଲା। ସ୍ବାମୀ ନିଜେ...

ଦୁଇବର୍ଷ ପରେ ମୁମ୍ବାଇରେ ପାଳନ ହେବ ଦହି ହାଣ୍ଡି, ମୁଖ୍ୟମନ୍ତ୍ରୀ କହିଲେ ସାହସିକ ଖେଳ

ମୁମ୍ବାଇ,୧୯ ।୮: ଦେଶର ଅଧିକାଂଶ ଭାଗରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳନ କରାଯାଉଛି । ଏମିତିତ ସାରା ଦେଶରେ ଜନ୍ମାଷ୍ଟମୀକୁ ଖୁବ ଧୁମଧାମରେ ପାଳନ କରାଯାଇଥାଏ । ହେଲେ ମୁମ୍ବାଇରେ ଏହି ଉତ୍ସବ ପାଳନର ବିଧି ଟିକେ ଅଲଗା ।...

ଡାକ୍ତରଙ୍କୁ ହଜାରେ କୋଟିର ମାଗଣା ଉପହାର ଦେଇଛି ଡୋଲୋ କମ୍ପାନୀ

ନୂଆଦିଲ୍ଲୀ,୧୯।୮(ପି.ଟି.):ଜ୍ୱର ଓ ଯନ୍ତ୍ରଣା ଉପଶମ କରୁଥିବା ୬୫୦ ମିଲିଗ୍ରାମ ଡୋଲୋ ଟାବ୍‌ଲେଟ ଲେଖିବା ନିମନ୍ତେ ସମ୍ପୃକ୍ତ କମ୍ପାନୀ ଡାକ୍ତରମାନଙ୍କୁ ୧,୦୦୦ କୋଟି ଟଙ୍କାର ମାଗଣା ଉପହାର ଦେଇଛି। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି)ର ଅଭିଯୋଗ କ୍ରମେ ଏକ ଏନ୍‌ଜିଓ...

ଟ୍ରମ୍ପଙ୍କ ଗସ୍ତ ଲାଗି ୩୮ ଲକ୍ଷ ଖର୍ଚ୍ଚ କରିଥିଲା କେନ୍ଦ୍ର

ନୂଆଦିଲ୍ଲୀ,୧୯।୮:ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୨୦୨୦ ଫେବୃୟାରୀ ୨୪ ଓ ୨୫ରେ ଭାରତ ଗସ୍ତରେ ଆସିଥିଲେ। ତାଙ୍କ ସହ ସ୍ତ୍ରୀ ମେଲାନିଆ, ଝିଅ ଇଭାଙ୍କା ଏବଂ ଜ୍ୱାଇଁ ଜାରେଡ୍‌ କୁଶ୍‌ନର ଅହମଦାବାଦ, ଆଗ୍ରା ଓ ନୂଆଦିଲ୍ଲୀ ଭ୍ରମଣ କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri