ଜାତୀୟ

୧୧ ବଳାତ୍କାରୀଙ୍କୁ ଛାଡ଼ିଦେଲା ଗୁଜରାଟ

ଅହମଦାବାଦ/ନୂଆଦିଲ୍ଲୀ,୧୭ା୮: ଗୁଜରାଟ ଦଙ୍ଗା ବେଳେ ୫ ମାସର ଗର୍ଭବତୀ ଥିବା ବିଲ୍‌କିସ୍‌ ବାନୋଙ୍କୁ ବଳାତ୍କାର ଓ ତାଙ୍କ ପରିବାରର ୭ ସଦସ୍ୟଙ୍କୁ ହତ୍ୟା କରି ଆଜୀବନ କାରାଦଣ୍ଡାଦେଶ ଭୋଗୁଥିବା ସମସ୍ତ ୧୧ ଦୋଷୀଙ୍କୁ ମଙ୍ଗଳବାର ରାଜ୍ୟ ସରକାର ଗୋଧ୍ରା ସବ୍‌ଜେଲରୁ...

ଲଦାଖରେ ଶକ୍ତି ବଢ଼ାଇଲା ଭାରତ

ନୂଆଦିଲ୍ଲୀ, ୧୭ା୮: ଚାଇନା ପଟୁ ବଢ଼ୁଥିବା ଚ୍ୟାଲେଞ୍ଜକୁ ସାମ୍‌ନା କରିବା ପାଇଁ ଭାରତୀୟ ସେନା ଲଦାଖ ନିକଟରେ ସାମରିକ କ୍ଷମତା ବଢ଼ାଇଛି। ବାସ୍ତବ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ନିକଟ ପ୍ୟାଙ୍ଗୋଙ୍ଗ୍‌ ହ୍ରଦରେ ଲ୍ୟାଣ୍ଡିଂ କ୍ରାଫ୍ଟ ଆସଲ୍ଟ (ଏଲ୍‌ସିଏ) ଯୁଦ୍ଧପୋତ ମୁତୟନ...

ବିଲକିସ ବାନୋ ମାମଲାରେ ୧୧ ଦୋଷୀଙ୍କୁ ଖଲାସ, ଭାଜପାକୁ ଘେରିଲା କଂଗ୍ରେସ…

ନୂଆଦିଲ୍ଲୀ, ୧୬।୮ : ଗୁଜୁରାଟ ୨୦୦୨ ଦଙ୍ଗାରେ ବିଲକିସ ବାନୋ ଗଣ ବଳାତ୍କାର ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୧୧ ଜଣଙ୍କୁ ମୁକ୍ତ କରିବା ନେଇ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିବା ଆରମ୍ଭ କରିଛି। ଅଷ୍ଟେ...

ଭଙ୍ଗାଯିବ ୧୦୦ ବର୍ଷ ତଳର ବିଲ୍ଡିଂ, ହାଇକୋର୍ଟ ଦେଲେ ନିର୍ଦ୍ଦେଶ…

ମୁମ୍ବାଇ, ୧୬।୮ : ଦକ୍ଷିଣ ମୁମ୍ବାଇର ବ୍ୟସ୍ତବହୁଳ ଭୁଲେଶ୍ୱର ଅଞ୍ଚଳରେ ଥିବା ୧୦୦ ବର୍ଷ ପୁରୁଣା ବିଲ୍ଡିଂକୁ ଭାଙ୍ଗିବା ପାଇଁ ବମ୍ବେ ହାଇକୋର୍ଟ ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମସି)କୁ ଅନୁମତି ଦେଇଛନ୍ତି। ଏହା ସହିତ ବିଲ୍ଡିଂ ବାସିନ୍ଦାଙ୍କୁ ଘର ଖାଲି...

ନିର୍ବାଚନରେ ଉପହାର ପ୍ରଦାନ ବନ୍ଦ କରିବା ଅସମ୍ଭବ ବୋଲି କହିଲା ଏଏପି…

ନୂଆଦିଲ୍ଲୀ, ୧୬।୮ : ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଦାନ କରାଯାଉଥିବା ଉପହାର ବ୍ୟବସ୍ଥାକୁ ବନ୍ଦ କରିବା ଅସମ୍ଭବ। ଏହା ଜଙ୍ଗଲୀ ହଂସର ପିଛା କରିବା ଭଳି ବୋଲି ଆମ୍‌ ଆଦମୀ ପାର୍ଟି(ଏଏପି) ପକ୍ଷରୁ କୁହାଯାଇଛି। ଏନେଇ ଏକ...

ୟୁଟ୍ୟୁବ୍‌ ଟପ୍‌ ଟ୍ରେଣ୍ଡିଂ ଲିଷ୍ଟରେ ପ୍ରଧାନମନ୍ତ୍ରୀଙ୍କ ଅଗଷ୍ଟ ୧୫ ଭାଷଣ…

ନୂଆଦିଲ୍ଲୀ, ୧୬।୮ : ୟୁଟ୍ୟୁବ୍‌ ଟପ୍‌ ଟ୍ରେଣ୍ଡିଂ ଲିଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଗଷ୍ଟ ୧୫ ଭାଷଣ ରହିଛି। ଏହାକୁ ବହୁ ୟୁଜର ପସନ୍ଦ କରିଛନ୍ତି। ସାାଧାରଣତଃ ଫିଲ୍ମ ଏବଂ ଗୀତ ଭିଡ଼ିଓ ୟୁଟ୍ୟୁବ୍‌ ଟପ୍‌ ଟ୍ରେଣ୍ଡିଂ ଲିଷ୍ଟରେ ରହିଥାଏ।...

ଅବିବାହିତଙ୍କ ସଂଖ୍ୟା ବୃଦ୍ଧି : ବିବାହ ଓ୍ବେବସାଇଟ୍‌ ଆରମ୍ଭ କରିବ ପଞ୍ଚାୟତ…

କନ୍ନୁର, ୧୬।୮ : କେରଳର କନ୍ନୁର ଜିଲାର ପିନାରାଇ ଗ୍ରାମ ପଞ୍ଚାୟତରେ ଅବିବାହିତ ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ପଞ୍ଚାୟତ ଏହା ଉପରେ ଉଦବେଗ ପ୍ରକାଶ କରିଛି। କେବଳ ଏତିକି ନୁହେଁ, ଏହି ସମସ୍ୟାକୁ ଦୂର କରିବା ପାଇଁ ପଞ୍ଚାୟତ...

ଆବର୍ଜନା ଗଦାରୁ ୧୭ ମାନବ ଭ୍ରୁଣ ଜବତ, ତଦନ୍ତ ଜାରି…

କୋଲକାତା, ୧୬।୮ : ପଶ୍ଚିମବଙ୍ଗର ହାଓ୍ବଡ଼ା ଜିଲାର ଉଲବେଡିୟାରେ ଏକ ଆବର୍ଜନା ଗଦାରୁ ୧୭ ମାନବ ଭ୍ରୁଣ ଉଦ୍ଧାର କରାଯାଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ...

ବୁଷ୍ଟର ଡୋଜ୍‌ ପାଇଁ କ୍ୟାମ୍ପ୍‌ ଲଗାଇବାକୁ ରାଜ୍ୟଙ୍କୁ କେନ୍ଦ୍ରର ଅପିଲ୍‌…

ନୂଆଦିଲ୍ଲୀ, ୧୬।୮ : କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ମଙ୍ଗଳବାର ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଏକ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ସେ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ଯୋଜନା, ସ୍ବାସ୍ଥ୍ୟ ଭିତ୍ତିଭୂମି ମିଶନ, ଟିକାକରଣ ଅଭିଯାନ...

ନିର୍ବାଚନରେ ଉପହାର ପ୍ରଦାନ ବନ୍ଦ କରିବା ଅସମ୍ଭବ ବୋଲି କହିଲା ଏଏପି…

ନୂଆଦିଲ୍ଲୀ, ୧୬।୮ : ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଦାନ କରାଯାଉଥିବା ଉପହାର ବ୍ୟବସ୍ଥାକୁ ବନ୍ଦ କରିବା ଅସମ୍ଭବ। ଏହା ଜଙ୍ଗଲୀ ହଂସର ପିଛା କରିବା ଭଳି ବୋଲି ଆମ୍‌ ଆଦମୀ ପାର୍ଟି(ଏଏପି) ପକ୍ଷରୁ କୁହାଯାଇଛି। ଏନେଇ ଏକ...

ତଲାକ୍‌-ଇ-ଅହସନ ନେଇ ସୁପ୍ରିମ୍‌ କୋର୍ଟଙ୍କ ଟିପ୍ପଣୀ, ଏହା ମହିଳା ବିରୋଧୀ ଭଳି ମନେ ହେଉନି…

ନୂଆଦିଲ୍ଲୀ, ୧୬।୮ : ଦୁଇ ମୁସଲମାନ ମହିଳା ତଲାକ୍‌-ଇ-ଅହସନ ବନ୍ଦ କରିବାକୁ ସୁପ୍ରିମକୋର୍ଟରେ ଏକ ଆବେଦନ କରିଛନ୍ତି। ସେମାନେ କହିଛନ୍ତି ଯେ ଏହା ମହିଳାମାନଙ୍କ ପ୍ରତି ନ୍ୟାୟ କରେ ନାହିଁ। ତେଣୁ, ତିନି ତଲାକ୍‌ ଭଳି ତଲାକ୍‌-ଇ-ଅହସନକୁ ମଧ୍ୟ ବେଆଇନ...

ହାତ ନ ଭାଙ୍ଗି ପାରୁଛ ଯଦି ଗୋଡ଼ ଭାଙ୍ଗିଦିଅ, ଜାମିନ କରାଇଦେବି, ବିଧାୟକଙ୍କ ଧମକ…

ମୁମ୍ବାଇ, ୧୬।୮ : ଉଦ୍ଧବ ଠାକରେଙ୍କ ଶିବସେନାରୁ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଗୋଷ୍ଠୀରେ ଯୋଗ ଦେଇଥିବା ବିଧାୟକ ପ୍ରକାଶ ସୁର୍ଭେ ତାଙ୍କ ସମର୍ଥକଙ୍କୁ ଶିବ ସୈନିକଙ୍କ ଉପରେ ଆକ୍ରମଣ କରିବାକୁ କହିଛନ୍ତି। ଏକ ଭାଇରାଲ ଭିଡିଓରେ ସେ କହୁଥିବାର ଦେଖିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri