ଜାତୀୟ

ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଶନିବାର ହତ୍ୟା ଧମକ ମିଳିଛି । ସଲମାନ ସିଦ୍ଦିକି ନାମକ ଜଣେ ବ୍ୟକ୍ତି ଚିଠି ଜରିଆରେ ଏହି ଧମକ ଦେଇଥିବା ପୋଲିସ କହିଛି। ଭାରତୀୟ କିଷାନ ମୋର୍ଚ୍ଚାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏବଂ...

ସଞ୍ଜୟ ରାଉତ, ନୱାବ ମଲିକଙ୍କ ସମେତ ଏମଭିଏ ମେଣ୍ଟର ୩ ବଡ ନେତା ଜେଲରେ

ମୁମ୍ବାଇ,୧୪ ।୮: ଏନସିପି ନେତା ଅନିଲ ଦେଶମୁଖ ଓ ନୱାବ ମଲିକଙ୍କ ପରେ ଏବେ ଶିବସେନା ନେତା ସଞ୍ଜୟ ରାଉତଙ୍କ ନୂଆ ଠିକଣା ମୁମ୍ବାଇର ଆର୍ଥର ରୋଡ ଜେଲ ହୋଇଯାଇଛି । ଏହି ୩ ବଡ ବଡ ନେତାଙ୍କୁ ପ୍ରବର୍ତ୍ତନ...

କୁଲଗାମରେ ଆତଙ୍କବାଦୀଙ୍କ ଗ୍ରେନେଡ ଆକ୍ରମଣ, ଜଣେ ପୋଲିସ ଶହୀଦ

ଶ୍ରୀନଗର,୧୪ ।୮: ଜମ୍ମୁ-କଶ୍ମୀରରେ ଏବେ ଆତଙ୍କବାଦୀମାନେ ବିଳମ୍ବିତ ରାତିରେ ଆକ୍ରମଣ କରୁଛନ୍ତି । ଶନିବାର ରାତିରେ ଆତଙ୍କବାଦୀମାନେ କୁଲଗାମର କୈମୋହରେ ଗ୍ରେନେଡ ଆକ୍ରମଣ କରିଛନ୍ତି । ଏଥିରେ ଜଣେ ପୋଲିସ କର୍ମୀ ଶହୀଦ ହୋଇଥିବା ଜଣାପଡିଛି । ଏହି ଘଟଣାପରେ...

ମହାକାଶରୁ ସ୍ୱାଧିନତା ଦିବସର ଶୁଭେଚ୍ଛା ଜଣାଇଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୪ ।୮: ସ୍ୱାଧିନତାର ୭୫ ବର୍ଷ ପୂରଣ ଅବସରରେ ଦେଶ ପାଳନ କରୁଛି ‘ଆଜାଦି କା ଅମୃତ ମହୋତ୍ସବ’ । ସାରା ବିଶ୍ୱରୁ ଭାରତକୁ ଶୁଭେଚ୍ଛା ବାର୍ତ୍ତା ଦିଆଯାଉଛି । ହେଲେ ଏମିତି ଏକ ବାର୍ତ୍ତା ପୃଥିବୀ ଗ୍ରହ ବାହାରୁ...

ତ୍ରିରଙ୍ଗା ରଙ୍ଗରେ ସଜେଇ ହେଲା ଦେଶର ଐତିହାସିକ ସ୍ମାରକ, ପ୍ରାସାଦ

ନୂଆଦିଲ୍ଲୀ,୧୪ ।୮: ଦେଶ ପାଳନ କରୁଛି ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ସମାରୋହ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଆରମ୍ଭ କରାଯାଇଛି । ଏହାକୁ ନେଇ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ...

କେବଳ ଘରେ ତ୍ରିରଙ୍ଗା ଲଗାଇଲେ କେହି ହୋଇପାରିବେନି ଦେଶଭକ୍ତ, ମୋଦିଙ୍କୁ ଟାର୍ଗେଟ କଲେ ଉଦ୍ଧବ…

ମୁମ୍ବାଇ, ୧୩।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି। ଏହାକୁ ନେଇ ଶିବସେନା ନେତା ଉଦ୍ଧବ ଠାକରେ ମୋଦିଙ୍କୁ ଟାର୍ଗେଟ କରିଛନ୍ତିି। ସେ ମୋଦିଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି...

ଏଲଏସିରେ ସ୍ଥିତି ଶାନ୍ତିପୂର୍ଣ୍ଣ, କହିଲେ ଚାଇନା ରାଷ୍ଟ୍ରଦୂତ…

ନୂଆଦିଲ୍ଲୀ/ବେଜିଂ, ୧୩।୮ : ପୂର୍ବ ଲଦାଖ ସୀମାରେ ଚାଇନାର କାର୍ଯ୍ୟକଳାନ ଉପରେ ଭାରତର ଆପତ୍ତି ପରେ ଚାଇନା ନିଜର ସ୍ଥିତି ସ୍ପଷ୍ଟ କରିଛି। ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ(ଏଲଏସି) ନିକଟରେ ସାମରିକ ଏବଂ ଆକାଶ ମାର୍ଗ...

ତ୍ରିରଙ୍ଗା ରାଜନୀତି: ଚାଇନାଠାରୁ କିଏ ନେଇଛି ସହାୟତା, ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ…

ନୂଆଦିଲ୍ଲୀ, ୧୩।୮ : କେନ୍ଦ୍ର ସରକାର ଏବଂ ଭାଜପାର ପ୍ରତି ଘରେ ତିରଙ୍ଗା ଅଭିଯାନକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। ତେବେ ଏହାପୂର୍ବରୁ ଏଏପି ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେୱାଲଙ୍କ ଏକ ବିଜ୍ଞାପନ ନେଇ ଚର୍ଚ୍ଚା...

୩ ଦିନ ମଧ୍ୟରେ ଚତୁର୍ଥ ଆତଙ୍କବାଦୀ ଆକ୍ରମଣ, ସୁରକ୍ଷା ବାହିନୀଙ୍କ ଉପରେ ଗ୍ରେନେଡ ମାଡ଼…

ନୂଆଦିଲ୍ଲୀ, ୧୩।୮ :ଗତ ୩ ଦିନ ମଧ୍ୟରେ ଜମ୍ମୁ-କଶ୍ମୀରରେ ଚତୁର୍ଥ ଥର ପାଇଁ ଆତଙ୍କବାଦୀ ଆକ୍ରମଣ ଘଟିଛି। ଶନିବାର କଶ୍ମୀରର ଶ୍ରୀନଗରରେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀଙ୍କ ଉପରେ ଗ୍ରେନେଡ ମାଡ଼ କରିଛନ୍ତି। ଏହି ଆକ୍ରମଣରେ ଜଣେ ସିଆର୍‌ପିଏଫ୍‌ ଯବାନଙ୍କ ସମେତ...

ବିମାନରେ ପକ୍ଷୀ ଧକ୍କା, ଡିଜିସିଏ ଜାରି କଲା ନୂଆ ମାର୍ଗଦର୍ଶିକା…

ନୂଆଦିଲ୍ଲୀ, ୧୩।୮ : ଦେଶର ବିମାନ ବନ୍ଦରରେ ପକ୍ଷୀ ଏବଂ ଅନ୍ୟ ପ୍ରାଣୀମାନଙ୍କ ସହିତ ବିମାନର ମୁହାଁମୁହିଁ ଧକ୍କା ଘଟଣାର ଅନୁସନ୍ଧାନ ପାଇଁ ବିମାନ ଚଳାଚଳ ନିୟାମକ ମହାନିର୍ଦ୍ଦେଶକ ଜେନେରାଲ ଶନିବାର ଏକ ନୂତନ ମାର୍ଗଦର୍ଶିକା ଜାରି କରିଛନ୍ତି। ଏଥିରେ...

ଧାର୍ମିକ ସ୍ବତନ୍ତ୍ରତା ଆଇନ ହେଲା କଠୋର, ଉଲ୍ଳଂଘନ କଲେ ୫ ବର୍ଷ ଜେଲ୍‌-ଏକ ଲକ୍ଷ ପର୍ଯ୍ୟନ୍ତ ଜରିମାନା…

ଶିମଲା, ୧୩।୮ : ହିମାଚଳ ସରକାର ଧାର୍ମିକ ସ୍ବତନ୍ତ୍ରତା ଆଇନ ଅଧିନିୟମ -୨୦୧୯କୁ କଡାକଡି କରିବାକୁ ଯାଉଛନ୍ତି। ଫ୍ରିଡମ ଅଫ ରିଲିଜିୟନ ସଂଶୋଧନ ବିଲ -୨୦୨୨ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁରଙ୍କ ଦ୍ୱାରା ଗୃହରେ ଉପସ୍ଥାପିତ ହୋଇଥିଲା। ଶନିବାର...

କୁନି ପିଲାଙ୍କୁ ତ୍ରିରଙ୍ଗା ବାଣ୍ଟିଲେ ମୋଦିଙ୍କ ମା’

ଅହମ୍ମଦାବାଦ,୧୩ା୮: ‘ହର ଘର ତ୍ରିରଙ୍ଗା’ ଅଭିଯାନରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌। ଶନିବାର ଗୁଜରାଟର ଅହମ୍ମଦାବାଦର ଗାନ୍ଧିନଗରସ୍ଥିତ ତାଙ୍କ ବାସଭବନ ନିକଟରେ କିଛି ସ୍କୁଲ ପିଲାଙ୍କୁ ଜାତୀୟ ପତାକା ବାଣ୍ଟିଛନ୍ତି। ସ୍ବାଧୀନତାର ୭୫ତମ ବାର୍ଷିକୀ ପାଳନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri