ଜାତୀୟ

ଆଶାରାମଙ୍କ ଆବେଦନ ଉପରେ ଗୁଜରାଟ ସରକାରଙ୍କୁ ନୋଟିସ୍‌ ଜାରି କଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ, ୧୩।୮ : ଆଶାରାମ ବାପୁଙ୍କ ଆବେଦନ ଉପରେ ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟ ନୋଟିସ୍‌ ଜାରି କରିଛନ୍ତି। ଆଶାରାମଙ୍କ ପକ୍ଷରୁ ତାଙ୍କ ବୟସ ୮୦ ବର୍ଷରୁ ଅଧିକ ଏବଂ ତାଙ୍କ ସ୍ବସ୍ଥ୍ୟ ଅବସ୍ଥା ବିଗିଡି ଯାଉଛି ବୋଲି ଦର୍ଶାଇ ଆଶାରାମ...

୭ ହଜାର ଛାତ୍ରୀଛାତ୍ର କଲେ ମାନବ ତ୍ରିରଙ୍ଗା…

ଚଣ୍ଡିଗଡ଼, ୧୩।୮ : ଦେଶ ସ୍ବାଧୀନତାର ୭୫ ବର୍ଷ ପାଳନ କରୁଛି। ଏନେଇ ଚଣ୍ଡିଗଡ଼ରେ ୭ ହଜାର ଛାତ୍ରୀଛାତ୍ର ଏବ ବିଶାଳ ମାନବ ତ୍ରିରଙ୍ଗା କରି ବିଶ୍ୱ ରେକର୍ଡ କରିଛନ୍ତି। ଏହା ସହିତ ସ୍ଥାନୀୟ କ୍ରିକେଟ ଷ୍ଟାଡ଼ିୟମରେ ମାନବ ଶୃଙ୍ଖଳ...

ମହାସଚିବ-ରାଜ୍ୟ ପ୍ରମୁଖଙ୍କ ବୈଠକ ଡାକିଲା କଂଗ୍ରେସ, ଦରଦାମ୍‌ ବୃଦ୍ଧି-ବେରୋଜଗାରି ବିରୋଧରେ ନୂଆ ରଣନୀତି ହେବ ପ୍ରସ୍ତୁତି…

ନୂଆଦିଲ୍ଲୀ, ୧୩।୮ : ଦେଶରେ ଦରଦାମ୍‌ ବୃଦ୍ଧି-ବେରାଜଗାରି ବିରୋଧରେ କଂଗ୍ରେସ ପକ୍ଷରୁ ଦିଲ୍ଲୀରେ ଏକ ବଡ଼ ଧରଣର ରାଲି କରାଯିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏହା ସହିତ ଦେଶବ୍ୟାପି ଦରଦାମ ବୃଦ୍ଧି ନେଇ ଆନ୍ଦୋଳନ କରାଯିବାକୁ ଦଳ ନିଷ୍ପତ୍ତି ଗ୍ରହଣ...

ଅମିତ ଶାହା ସ୍ତ୍ରୀଙ୍କ ସହ ଉତ୍ତୋଳନ କଲେ ତ୍ରିରଙ୍ଗା…

ନୂଆଦିଲ୍ଲୀ, ୧୩।୮ : ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅନ୍ତର୍ଗତ ଦେଶବ୍ୟାପୀ ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ ଶନିବାରଠାରୁ ଆରମ୍ଭ ହୋଇଛି। ଏହା ଅନ୍ତର୍ଗତ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ତାଙ୍କ ସ୍ତ୍ରୀ ସୋନାଲ ଶାହାଙ୍କ ସହ ଦିଲ୍ଲୀରେ ଥିବା ତାଙ୍କ ବାସଭବନରେ...

ଭାରତ-ପାକିସ୍ତାନ କରିବେ ମିଳିତ ସମରାଭ୍ୟାସ…

ନୂଆଦିଲ୍ଲୀ, ୧୩।୮ : ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଅନ୍ତର୍ଗତ ଭାରତ ଦ୍ୱାରା ଆୟୋଜିତ ଆତଙ୍କବାଦ ବିରୋଧୀ ସମରାଭ୍ୟାସରେ ମଧ୍ୟ ପାକିସ୍ତାନ ଅଂଶଗ୍ରହଣ କରିବ। ବୈଦେଶିକ ମନ୍ତ୍ରଣାଳୟର ଖବର ଅନୁସାରେ ପାକିସ୍ତାନୀ ଗଣମାଧ୍ୟମ ଏହି ସୂଚନା ଦେଇଛି। ପାକିସ୍ତାନର ଏକ...

ସ୍ବାଧୀନତା ଦିବସ ପାଳନ ଅବସରରେ ଆତଙ୍କବାଦୀ ଆକ୍ରମଣ ଇନପୁଟ୍‌ ଆଧାରରେ ରାଜଧାନୀରେ ହାଇ ଆଲର୍ଟ…

ନୂଆଦିଲ୍ଲୀ, ୧୩।୮ : ଦେଶ ଚଳିତ ବର୍ଷ ସ୍ବାଧୀନତାର ୭୫ ତମ ବାର୍ଷିକୀ ପାଳନ କରୁଛି। ତେବେ ଆତଙ୍କବାଦୀମାନେ ଏଥିରେ ବାଧା ସୃଷ୍ଟି କରିବା ଲାଗି ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର କରିଥିବା ଗୁପ୍ତଚର ବିଭାଗ ପକ୍ଷରୁ ଇନପୁଟ ମିଳିଛି।...

୧୨ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଆତଙ୍କବାଦୀ ଆକ୍ରମଣ, ସିଆର୍‌ପିଏଫ ଦଳ ଉପରେ ଗୁଳିମାଡ଼…

ଶ୍ରୀନଗର, ୧୩।୮ : ଜମ୍ମୁ-କଶ୍ମୀରରେ ଗତ ୧୨ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଆତଙ୍କବାଦୀ ଆକ୍ରମଣ ଘଟିଛି। ଉତ୍ତର କଶ୍ମୀରର ବନ୍ଦିପୋରା ଜିଲାରେ ଆତଙ୍କବାଦୀଙ୍କ ଦ୍ୱାରା ବାହାର ରାଜ୍ୟର ଶ୍ରମିକଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ପୁଣି ଥରେ ପୋଲିସ...

ଦୋସା ନା ବିରିୟାନି କିଏ ଅଧିକ ଲୋକପ୍ରିୟ, ଉତ୍ତର ଦେଲେ ଭାରତୀୟ-ପାକିସ୍ତାନୀ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ, ୧୩।୮ : ଉଭୟ ଭାରତ ଏବଂ ପାକିସ୍ତାନ ସ୍ବାଧୀନତାର ୭୫ ବର୍ଷ ପୂରଣ କରିଛନ୍ତି। ଉଭୟ ଦେଶ ସେମାନଙ୍କର ୭୬ତମ ସ୍ବାଧୀନତା ଦିବସ ପାଳନ କରିବାକୁ ଯାଉଛନ୍ତି। ଏହି ଅବସରରେ ଭାରତରେ ସ୍ବାଧୀନତା ଅମୃତ ମହୋତ୍ସବ ପାଳନ କରାଯାଉଛି।...

ବିପକ୍ଷଙ୍କ ମୋଦି ଫୋବିୟା, ପିଏମ୍‌ ପଦ ପାଇଁ ଦୁଇ ଡର୍ଜନ ପ୍ରାର୍ଥୀଙ୍କ ନାମ ତାଲିକା ପ୍ରସ୍ତୁତ, ନକଭିଙ୍କ କଟାକ୍ଷ…

ନୂଆଦିଲ୍ଲୀ,୧୩।୮ : ବିହାରରେ ମହାମେଣ୍ଟ କ୍ଷମତାକୁ ଆସିବା ସହିତ ବିରୋଧୀ ଦଳଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥୀତ୍ୱ ଉପରେ ଆଲୋଚନା ତୀବ୍ର ହୋଇଛି। କେହି କେହି ମମତା ବାନାର୍ଜୀଙ୍କୁ ପ୍ରଧାନମନ୍ତ୍ରୀ ପଦର ଚେହେରା ବୋଲି କହୁଥିବା ବେଳେ କେହି କେହି ବିହାରର...

ପୁଣି ସଙ୍କଟ ଘନେଇଲା…

ନୂଆଦିଲ୍ଲୀ, ୧୩।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

‘ଜଣେ ବିଧାୟକ-ଗୋଟିଏ ପେନ୍‌ସନ’ ବିଲ୍‌କୁ ରାଜ୍ୟପାଳଙ୍କ ମଞ୍ଜୁରୀ

ଚଣ୍ଡିଗଡ଼,୧୩।୮: ପଞ୍ଜାବରେ ଦଶନ୍ଧି ଧରି ଏକରୁ ଅଧିକ ପେନ୍‌ସନ ପ୍ରଦାନ କରାଯାଉଥିବା ଆଇନ ଏବେ ଶେଷ ହୋଇଛି। ରାଜ୍ୟପାଳ ବନୱାରିଲାଲ ପୁରୋହିତ ଜଣେ ବିଧାୟକ-ଗୋଟିଏ ପେନ୍‌ସନ’ ଆଇନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ପଞ୍ଜାବରେ ମାନ ସରକାରଙ୍କ ପକ୍ଷରୁ ପାସ୍‌ ହୋଇଥିବା...

୧୮ହଜାର ଫୁଟ୍‌ ଉଚ୍ଚରେ ରାଷ୍ଟ୍ରଧ୍ୱଜ ଉଡ଼ାଇଲେ ଆଇଟିବିପି ଯବାନ

ଲଦାଖ,୧୩।୮: କେନ୍ଦ୍ର ସରକାରଙ୍କ ଆଜାଦୀର ଅମୃତ ମହୋତ୍ସବ ଅବସରରେ ଦେଶବ୍ୟାପୀ ‘ହର ଘର ତିରଙ୍ଗା’ ଅଭିଯାନରେ ଆଇଟିବିପି ଯବାନ ମଧ୍ୟ ସାମିଲ ହୋଇଛନ୍ତି। ଲଦାଖରେ ୧୮,୪୦୦ ଫୁଟ ଉଚ୍ଚରେ ଆଇଟିବିପି ଯବାନ ତ୍ରିରଙ୍ଗା ପତାକା ଉଡାଇଥିବା ଦେଖିବାକୁ ମିଳିଛି। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri