ଜାତୀୟ

ତେଜସ୍ବୀଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା

ପାଟନା,୧୧।୮: ବିହାରରେ ପୁଣି ମହାମେଣ୍ଟ ସରକାର ଗଠନ କରାଯାଇଛି। ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ ବର୍ତ୍ତମାନ ସରକାରରେ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସେ ଉପମୁଖ୍ୟମନ୍ତ୍ରୀ ହେବାପରେ ଗୃହ ବିଭାଗ ପକ୍ଷରୁ ତାଙ୍କ ସୁରକ୍ଷା ମଧ୍ୟ ବୃଦ୍ଧି କରାଯାଇଛି। ତେଜସୱୀ ଯାଦବଙ୍କୁ...

ଶ୍ରୀକାନ୍ତ ତ୍ୟାଗୀଙ୍କୁ ମିଳିଲାନି ଜାମିନ

ଲକ୍ଷ୍ନୌ,୧୧।୮: ନୋଏଡ଼ା ହାଉସିଂ ସୋସାଇଟିରେ ପଡୋଶୀ ମହିଳାଙ୍କୁ ମାଡ଼ ମାରିବା ସହ ଗାଳିଗୁଲଜ କରିବା ଅଭିଯୋଗରେ ଗିରଫ ହୋଇଥିବା ସ୍ଥାନୀୟ ଭାଜପା ନେତା ଶ୍ରୀକାନ୍ତ ତ୍ୟାଗୀ ଅଡୁଆ ବଢିବାରେ ଲାଗିଛି। ଶ୍ରୀକାନ୍ତଙ୍କ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ନୋଏଡାର...

ନିର୍ବାଚନରେ ଉପହାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ, ବିକାଶ ପାଇଁ ଖର୍ଚ୍ଚ ହେଉ ଟଙ୍କା, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୧୧।୮ : ନିର୍ବାଚନ ସମୟରେ ମାଗଣା ଉପହାର ଦେବା ଏବଂ ମାଗଣା ବିଦ୍ୟୁତ, ଜଳ ବଣ୍ଟନ ଆଦି ରାଜନୈତିକ ଦଳର ପ୍ରତିଶ୍ରୁତିକୁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଭାବରେ ବିବେଚନା କରାଯାଇଛି। ଗୁରୁବାର ପ୍ରାୟ ୨୦ ମିନିଟ...

ଧନକର ନେଲେ ଶପଥ…

ନୂଆଦିଲ୍ଲୀ, ୧୧।୮ : ଦେଶରେ ୧୪ ଉପ ରାଷ୍ଟ୍ରପତି ଭାବେ ଜଗଦୀପ ଧନକର ଗୁରୁବାର ଶପଥ ନେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ  ଧନକରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି...

ଭଡ଼ାରେ ମିଳୁଛନ୍ତିି ପୋଲିସ, ୭୦୦ରେ କନଷ୍ଟେବଳ- ଅଢ଼େଇ ହଜାରରେ ଇନ୍ସପେକ୍ଟର-୩,୩୧୦୦ରେ ଷ୍ଟେଶନ…

ଥିରୁଭାନନ୍ତପୁରମ୍‌, ୧୧।୮ : ସମ୍ପ୍ରତି କେରଳରେ ଏକ ଆଇନକୁ ନେଇ ବିବାଦ ଉପୁଜିଛି। ବାସ୍ତବରେ କେରଳରେ ଏକ ପୁରୁଣା ନିୟମ ଅଛି ଯେ ଭଡ଼ାରେ ଯେକେହି ପୋଲିସ ନିଯୁକ୍ତି କରିପାରିବେ। ଏଥିପାଇଁ ସମ୍ପୃକ୍ତ ବ୍ୟକ୍ତିଙ୍କୁ କେବଳ ଏକ ଦେୟ ଦେବାକୁ...

ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନୂଆଦିଲ୍ଲୀ,୧୧।୮: ପ୍ରସିଦ୍ଧ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ ହୃଦଘାତରେ ଆକ୍ରାନ୍ତ ହୋଇ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ହୃଦ୍‌ଘାତ ଆକ୍ରାନ୍ତ ହେବା ପରେ ତାଙ୍କ ଚେତା ଏପର୍ଯ୍ୟନ୍ତ ଫେରିନାହିଁ। ଏହା ଚିନ୍ତାଜନକ ବିଷୟ ବୋଲି...

ପୁଣି ଫେରିଲା କଟକଣା, ମାସ୍କ ନପିନ୍ଧିଲେ ୫୦୦ ଟଙ୍କା ଜରିମାନା…

ନୂଆଦିଲ୍ଲୀ, ୧୧।୮ : ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ପୁଣି କଟକଣା ଫେରିଛି। ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଯଦି କେହି ଏହି ନିୟମର ଉଲ୍ଲଂଘନ କରୁଛନ୍ତି ତେବେ ତାଙ୍କଠାରୁ ୫୦୦...

କିନ୍ନର ହେବେ ପାଇଲଟ୍‌, ଡିଜିସିଏ ଜାରି କଲା ନୂଆ ମାର୍ଗଦର୍ଶିକା…

ନୂଆଦିଲ୍ଲୀ, ୧୧।୮ : ପାଇଲଟ ହେବାକୁ ଚାହୁଁଥିବା କିନ୍ନରଙ୍କ ଫିଟନେସର ଏରୋମେଟିକାଲ ମୂଲ୍ୟାଙ୍କନ ବିଷୟରେ ନୂଆ ମାର୍ଗଦର୍ଶିକା ଜାରି ହୋଇଛି। ଫଳରେ ଏଣିକି କିନ୍ନରଙ୍କ ବ୍ୟବସାୟିକ ପାଇଲଟ ହେବାର ସ୍ବପ୍ନ ପୂରଣ ହୋଇପାରିବ। ଏଥିପାଇଁ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ...

ସ୍ବାଧୀନତା ଦିବସର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୧୪ ଦେଶର ଯୁବବର୍ଗ…

ନୂଆଦିଲ୍ଲୀ, ୧୧।୮ ସ୍ବାଧୀନତା ଦିବସ ଉପଲକ୍ଷେ ୯ ଅଗଷ୍ଟରୁ ୧୭ ଅଗଷ୍ଟ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୧୪ ଦେଶର ଯୁବବର୍ଗ ଅଂଶଗ୍ରହଣ କରିଛନ୍ତି। ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଥମ ଥର ପାଇଁ ଏଭଳି ଏକ ସ୍ବତନ୍ତ୍ର...

ଲାଲ୍‌ କିଲ୍ଲାରେ ପ୍ରଥମ ଥର ପାଇଁ ସଲାମୀ ଦେବ ସ୍ବଦେଶୀ ତୋପ…

ନୂଆଦିଲ୍ଲୀ, ୧୧।୮ : ଅଗଷ୍ଟ ୧୫ରେ ୭୫ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଥମ ଥର ପାଇଁ ଲାଲ୍‌ କିଲ୍ଲାରେ ୨୧ ଥର ତୋପ ସଲାମୀ ପାଇଁ ମେକ ଇନ ଇଣ୍ଡିଆ ପଦକ୍ଷେପର ଏକ ଅଂଶ ଭାବରେ ସ୍ବଦେଶୀ...

ମମତାଙ୍କୁ ଝଟ୍‌କା, ଟିଏମ୍‌ସି ନେତା ଅନୁବ୍ରତ ମଣ୍ଡଳଙ୍କୁ ଗିରଫ କଲା ସିବିଆଇ…

କୋଲକାତା, ୧୧।୮ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବଡ଼ ଝଟ୍‌କା ଲାଗିଛି। ପଶୁ ଚୋରା ଚାଲାଣ ମାମଲାରେ ଏକ ବଡ ପଦକ୍ଷେପ ନେଇ ସିବିଆଇ ଟିଏମସି ନେତା ଅନୁବ୍ରତ ମଣ୍ଡଳଙ୍କୁ ଗିରଫ କରିଛି। ଗୁରୁବାର ସକାଳେ ସିବିଆଇ ଟିମ...

ଅଗ୍ନିବୀର ନିଯୁକ୍ତିି: ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଫଳ ପ୍ରକାଶିତ

ନୂଆଦିଲ୍ଳୀ,୧୧।୮: ଭାରତୀୟ ବାୟୁସେନା ଦ୍ୱାରା କରାଯାଇଥିବା ଅଗ୍ନିବୀରବାୟୁ ନିଯୁକ୍ତି ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇଛି। ପ୍ରାର୍ଥୀମାନେ ଅଫିସିଆଲ ସାଇଟ agnipathvayu.cdac.in କୁ ଯାଇ ଫଳାଫଳ ଯାଞ୍ଚ୍‌ କରିପାରିବେ। ବାୟୁସେନା ଦ୍ୱାରା ପ୍ରଥମ ପର୍ଯ୍ୟାୟ ପରୀକ୍ଷା ୨୪ ଜୁଲାଇ ୨୦୨୨ରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri