ଜାତୀୟ

ଅନ୍ତର୍ଜାତୀୟ ଯାତ୍ରୀଙ୍କ ବିବରଣୀ ସୀମା ଶୁଳ୍କ ବିଭାଗକୁ ଦେବେ ଏୟାରଲାଇନ୍ସ

ନୂଆଦିଲ୍ଲୀ,୧୦।୮: ବିମାନ ଉଡ଼ାଣର ୨୪ ଘଣ୍ଟା ପୂର୍ବରୁ ଅନ୍ତର୍ଜାତୀୟ ଯାତ୍ରୀମାନଙ୍କ ସବିଶେଷ ବିବରଣୀ ସୀମା ଶୁଳ୍କ ବିଭାଗକୁ ଦେବା ଲାଗି କେନ୍ଦ୍ର ସରକାର ଏୟାରଲାଇନ୍ସଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଆଇନ ଉଲ୍ଲଂଘନକାରୀଙ୍କୁ ଦେଶ ବାହାରକୁ ଯିବାରୁ ରୋକିବାକୁ ଏଭଳି ପଦକ୍ଷେପ ନିଆଯାଇଛି।...

ନୀତୀଶଙ୍କ ନେତୃତ୍ୱରେ ବିହାରକୁ ଆଗେଇ ନେବୁ, କହିଲେ ତେଜସ୍ବୀ…

ପାଟନା, ୧୦।୮ : ବିହାରର ନୂଆ ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଆରଜେଡ଼ି ନେତା ତେଜସ୍ବୀ ଯାଦବ ଶପଥ ଗ୍ରହଣ କରିଛନ୍ତି। ଶପଥ ଗ୍ରହଣ ପରେ ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଆମେ ବିହାରକୁ ଆଗେଇ ନେବୁ।...

୨୦୧୪ରେ ଆସିଥିବା ଲୋକେ ୨୦୨୪ରେ ରହିବେ କି, ମୋଦିଙ୍କୁ ନୀତୀଶଙ୍କ ପ୍ରଶ୍ନ…

ପାଟନା, ୧୦।୮ : ଜେଡ଼ିୟୁ ନେତା ନୀତୀଶ କୁମାର ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ମୋଦିଙ୍କ ନାମ ନ ନେଇ ନୀତୀଶ...

କମେଡିଆନ୍‌ ରାଜୁ ଶ୍ରୀବାସ୍ତବଙ୍କୁ ହୃଦ୍‌ଘାତ: ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୧୦।୮: ବେଶ୍‌ ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ହଠାତ୍‌ ବୁଧବାର ରାଜୁଙ୍କୁ ହୃଦ୍‌ଘାତ ହେବାରୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଫଳରେ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ...

୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

ପାଟନା, ୧୦।୮ : ଜେଡ଼ିୟୁ ନେତା ନୀତୀଶ କୁମାର ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଫଗୁ ଚୌହ୍ବାନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହା ସହିତ ଆର୍‌ଜେଡ଼ି...

ବରବରା ରାଓଙ୍କୁ ଜାମିନ…

ନୂଆଦିଲ୍ଲୀ, ୧୦।୮ : ମହାରାଷ୍ଟ୍ରରେ ୨୦୧୮ ଭୀମା କୋରେଗାଓଁ ହିଂସା ମାମଲାରେ ଅଭିଯୁକ୍ତ କବି ୮୪ ବର୍ଷ ବୟସ୍କ ପି. ବରବରା ରାଓଙ୍କୁ ସ୍ବାସ୍ଥ୍ୟ ଆଧାରରେ ସୁପ୍ରିମକୋର୍ଟ ବୁଧବାର ଜାମିନ ପ୍ରଦାନ କରିଛନ୍ତି। ଏହାପୂର୍ବରୁ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ...

ବୋମ୍ମାଇ ଜଣେ କାଠକଣ୍ଢେଇ ମୁଖ୍ୟମନ୍ତ୍ରୀ, କଂଗ୍ରେସର କଡ଼ା ସମାଲୋଚନା…

ବେଙ୍ଗାଲୁରୁ, ୧୦।୮ : କର୍ନାଟକ ଚର୍ଚ୍ଚା ଜୋର ଧରିଛି ଯେ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ବଦଳ କରାଯିବା ସହିତ ଭାଜପା ପକ୍ଷରୁ ଦଳର ରାଜ୍ୟ ୟୁନିଟରେ ପରିବର୍ତ୍ତନ ଅଣାଯିବାର ସମ୍ଭାବନା ରହିଛି। ତେବେ ଦଳର ନେତାମାନେ ଏଭଳି ସମ୍ଭାବନାକୁ ଏଡ଼ାଇ ଦେଇଛନ୍ତି।...

ପ୍ରତି ଘରେ ତ୍ରିରଙ୍ଗା ଗରିବଙ୍କ ଉପରେ ବୋଝ ନ ହେଉ, ବରୁଣ ଗାନ୍ଧୀଙ୍କ କଟାକ୍ଷ…

ନୂଆଦିଲ୍ଲୀ, ୧୦।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ନୀତି ବିରୋଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଥିବା ଭାଜପା ଏମ୍‌ପି ବରୁଣ ଗାନ୍ଧୀ ପୁଣି ଥରେ ସରକାରୀ ନୀତି ଉପରେ ଆଘାତ କରିଛନ୍ତି। ଏଥର ଭାରତ ଗାନ୍ଧୀ ମୋଦି ସରକାରଙ୍କ...

ସ୍ବାଧୀନତା ଦିବସରେ ଭାରତରେ ଅଶାନ୍ତି ସୃଷ୍ଟି ଲାଗି ଆତଙ୍କବାଦୀ ଟିମ୍‌କୁ ସକ୍ରିୟ କରିଛନ୍ତି ପାକିସ୍ତାନୀ ସୈନ୍ୟବାହିନୀ-ଆଇଏସ୍‌ଆଇ…

ନୂଆଦିଲ୍ଲୀ, ୧୦।୮ : ଭାରତରେ ଅଶାନ୍ତି ସୃଷ୍ଟି କରିବାକୁ ପାକିସ୍ତାନର ଉଦ୍ୟମ ଅବ୍ୟାହତ ରହିଛି। ୭୫ ତମ ସ୍ବାଧୀନତା ଦିବସ ପାଳନ ପାଇଁ ସାରା ଦେଶରେ ଅମୃତ ମହୋତ୍ସବ ଅଭିଯାନ ଚାଲିଛି। ଏଭଳି ସମୟରେ ପାକିସ୍ତାନ ପକ୍ଷରୁ ଆତଙ୍କବାଦୀଙ୍କୁ ଭାରତରେ...

ଆର୍‌ଜେଡି-ଜେଡ଼ିୟୁ ଭାଗବଣ୍ଟା ୧୬-୧୩ରେ ଶେଷ ହେବାର ସମ୍ଭାବନା…

ପାଟନା, ୧୦।୮ : ବିହାରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ନୀତୀଶ କୁମାର ଅଷ୍ଟମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ, କିନ୍ତୁ ଏଥର ତାଙ୍କ ସହ ଭାଜପା ନୁହେଁ ବରଂ ଆରଜେଡିର ବରିଷ୍ଠ ନେତା ତେଜସ୍ବୀ ଯାଦବ...

ଡିସେମ୍ବର ସୁଦ୍ଧା ଭାଙ୍ଗଯିବ ମମତା ବାନାର୍ଜୀଙ୍କ ସରକାର, ଶୁଭେନ୍ଦୁ କଲେ ଦାବି…

କୋଲକାତା, ୧୦।୮ : ପଶ୍ଚିମବଙ୍ଗରେ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏକ ବଡ ଦାବି କରିଛନ୍ତି ଯେ ରାଜ୍ୟର ତୃଣମୂଳ କଂଗ୍ରେସର ମମତା ବାନାର୍ଜୀ ସରକାର ଡିସେମ୍ବର ସୁଦ୍ଧା ପତନ ହେବ। ରାଜ୍ୟରେ ୨୦୨୪ ରେ ହେବାକୁ ଥିବା ଲୋକ...

ପୁଣି କରୋନାରେ ଆକ୍ରାନ୍ତ ହେଲେ ପ୍ରିୟଙ୍କା

ନୂଆଦିଲ୍ଲୀ ,୧୦।୮: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ବୁଧବାର ପ୍ରିୟଙ୍କା ଟୁଇଟ୍‌ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ଘରେ ନିଜକୁ ଆଇସୋଲେଟ କରି ରଖିବା ସହ ସମସ୍ତ ପ୍ରୋଟୋକଲ ପାଳନ କରୁଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri