ଜାତୀୟ

ମୋଦିଙ୍କୁ ଛାଡ଼ିଲେ ନୀତୀଶ

ପାଟନା/ନୂଆଦିଲ୍ଲୀ,୧୦ା୮(ପି.ଟି./ଆଇଏଏନ୍‌ଏସ୍‌): କିଛି ମାସ ତଳୁ ଯାହା ଆକଳନ କରାଯାଉଥିଲା, ଏବେ ତାହା ସତ ପ୍ରମାଣିତ ହୋଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହାତ ଛାଡ଼ିଦେଇଛନ୍ତି। ସେ ଭାଜପା ସହ ସମ୍ପର୍କ ଛିନ୍ନ କରି ପୁରୁଣା ସାଥୀ...

୭ ବର୍ଷ ବୟସରେ ଅପହରଣ, ୯ ବର୍ଷ ପରେ ଫେରିଲେ: ଭାବୁକ କରିବ ‘କେସ୍‌ ନଂ ୧୬୬’ର କାହାଣୀ

ବମ୍ବେ,୯।୮: କେସ୍‌ ନଂ ୧୬୬। ଏକ ୭ ବର୍ଷୀୟ ନାବାଳିକାର ନିଖୋଜ ହେବାର ଏହି ମାମଲା ଏବେ ଚର୍ଚ୍ଚାରେ। କାରଣ ବମ୍ବେର ଜଣେ ପୋଲିସ ଅଫିସର ନିଜ ଚାକିରିକାଳ ସମୟରେ ୧୬୫ ନିଖୋଜ ପିଲାଙ୍କୁ ଖୋଜିଥିଲେ ହେଁ ୧୬୬ ନଂ...

ବସ୍‌-ଅଟୋ ମୁହାଁମୁହିଁ, ୯ ମୃତ …

କୋଲକାତା, ୯।୮ : ପଶ୍ଚିମବଙ୍ଗର ବୀରଭୂମ ଜିଲାର ଜାତୀୟ ରାଜପଥ ନମ୍ବର ୬୦ରେ ଏକ ଯାତ୍ରୀବାହୀ ବସ୍‌ ଏବଂ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୯ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାମପୁରହାଟ...

ବୁଧବାର ଅପରାହ୍ନ ୨ଟାରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ନୀତୀଶ ନେବେ ଶପଥ…

ପାଟନା, ୯।୮ : ମହାମେଣ୍ଟର ନେତା ଭାବେ ନିର୍ବାଚିତ ହୋଇଥିବା ଜେଡ଼ିୟୁ ନେତା ନୀତୀଶ କୁମାର ବୁଧବାର ଅପରାହ୍ନ ୨ଟାରେ ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ନୀତୀଶଙ୍କୁ ୧୬୪ ବିଧାୟକ ସମର୍ଥନ କରୁଥିବାନେଇ ସେ ଦାବି...

ଇଫତାରରୁ ମହରମ୍‌, ନୀତୀଶଙ୍କ ଧର୍ମନିରପେକ୍ଷ ରାଜନୀତି…

ପାଟନା, ୯।୮: କୁହାଯାଏ ଯେ ରାଜନୀତିରେ କେବେ ବିନା କାରଣରେ କିଛି ହୋଇ ନଥାଏ। ପ୍ରତି ପଦକ୍ଷେପର କିଛି ବିଶେଷ ରାଜନୈତିକ କାରଣ ରହିଥାଏ। ଯାହାଦ୍ୱାରା ଜନସାଧାରଣଙ୍କୁ ସ୍ବତନ୍ତ୍ର ବାର୍ତ୍ତା ପ୍ରଦାନ କରାଯାଇଥାଏ। ଏହି ମର୍ମରେ ନୀତୀଶ କୁମାର ରାଜ୍ୟରେ...

ଜଣେ ହତାଶ ବ୍ୟକ୍ତି ନିଜକୁ ବଞ୍ଚାଇବାର ପ୍ରୟାସ କରୁଛନ୍ତି, ସିସୋଦିଆଙ୍କୁ ଅନୀଲ ବୈଜଲଙ୍କ ଉତ୍ତର…

ନୂଆଦିଲ୍ଲୀ, ୯।୮ : ଦିଲ୍ଲୀର ନୂତନ ଅବକାରୀ ନୀତି ନେଇ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅଭିଯୋଗର ଉତ୍ତର ଦେଇ ପୂର୍ବତନ ଉପରାଜ୍ୟପାଳ ଅନୀଲ ବୈଜଲ କହିଛନ୍ତି ଯେ ଜଣେ ହତାଶ ବ୍ୟକ୍ତି ନିଜକୁ ବଞ୍ଚାଇବାର ପ୍ରୟାସ କରୁଛନ୍ତି। ସେ ଏକ...

ନୀତୀଶଙ୍କ ଇସ୍ତଫା ଏକ ଶୁଭାରମ୍ଭ, ଦେଶରୁ ଭାଜପା ପୋଛି ହୋଇଯିବ, କହିଲେ ଅଖିଳେଶ …

ଲକ୍ଷ୍ନୌ, ୯।୮ : ବିହାରରେ ଜାରି ରହିଥିବା ରାଜନୈତିକ ସ୍ଥିତି ନେଇ ଉତ୍ତରପ୍ରଦେଶର ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବ ଭାଜପାକୁ ଟାର୍ଗେଟ କରିଛନ୍ତି। ନୀତୀଶ କୁମାରଙ୍କ ଇସ୍ତଫାକୁ ଅଖିଳେଶ ଏକ ଭଲ ଶୁଭାରମ୍ଭ କରିଛନ୍ତି। ଏଣିକି ଦେଶରୁ ଭାଜପା...

ଜାଣନ୍ତୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ପତ୍ତି କେତେ…

ନୂଆଦିଲ୍ଲୀ,୯।୮: ମୋଟ ୨.୨୩ କୋଟି ସମ୍ପତ୍ତିର ମାଲିକ ହେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଶେଷକରି ବ୍ୟାଙ୍କରେ ଜମା ଆକାରରେ ଏହି ଟଙ୍କା ରହିଛି। ତେବେ ଏନେଇ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ(ପିଏମ୍‌ଓ) ପକ୍ଷରୁ ସୂଚନା ଦିଆଯାଇଛି। ପିଏମ୍‌ଓ ଓ୍ବେବ୍‌ସାଇଟ୍‌ରେ ଜାରି ଘୋଷଣା ମୁତାବକ,ପ୍ରଧାନମନ୍ତ୍ରୀ...

ମହାମେଣ୍ଟ ନେତା ହେଲେ ନୀତୀଶ, ହେବେ ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ…

ପାଟନା, ୯।୮ : ମହାମେଣ୍ଟର ନେତା ଭାବେ ଜେଡ଼ିୟୁ ନେତା ନୀତୀଶ କୁମାରଙ୍କୁ ଚୟନ କରାଯାଇଛି। ମଙ୍ଗଳବାର ଅପରାହ୍ନରେ ନୀତୀଶ ରାବ୍ରୀ ଦେବୀଙ୍କ ବାସଜ ଭବନରେ ପହଞ୍ଚିଥିଲେ। ସେଠାରୁ ଆରଜେଡି ନେତା ତେଜସ୍ବୀ ଯାଦବ ଏବଂ କଂଗ୍ରେସର ଭକ୍ତ ଚରଣ...

ଆଜି ଯାହା ବି କିଛି ହେଲା ତାହା ବିହାରବାସୀ ଏବଂ ଭାଜପା ସହ ବିଶ୍ୱାସଘାତକତା’

ପାଟନା,୯।୮: ବିହାରର ମୁଖ୍ୟମନ୍ତ୍ରୀ ପଦରୁ ନୀତୀଶ କୁମାର ମଙ୍ଗଳବାର ଇସ୍ତଫା ଦେବା ପରେ ରାଜନୈତିକ ପାଣିପାଗ ସରଗରମ ରହିଛି। ଅପରାହ୍ନ ୪ରେ ରାଜ୍ୟପାଳଙ୍କୁ ଭେଟି ନୀତୀଶ ଇସ୍ତଫା ପତ୍ର ପ୍ରଦାନ କରିବା ପରେ ଭାଜପା ଏବଂ ଜେଡିୟୁର ମେଣ୍ଟ ସରକାର...

ମ୍ୟାଜିକ୍‌ ନମ୍ବର ୧୨୨, କିଏ ହାତେଇବ କ୍ଷମତା …

ପାଟନା, ୯।୮ : ବର୍ତ୍ତମାନ ବିହାର ବିଧାନସଭାରେ ମୋଟ ଆସନ ସଂଖ୍ୟା ୨୪୩ ରହିଛି। ରାଜ୍ୟରେ ନୂଆ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୨୨ ଲୋଡ଼ା ହେଉଛି। ସାମ୍ପ୍ରତିକ ଆକଳନକୁ ଦେଖିଲେ, ଆରଜେଡି ବିହାରର ସବୁଠାରୁ ବଡ ପାର୍ଟି।...

ନୂଆ ମହାମେଣ୍ଟରେ ଜେଡ଼ିୟୁ ହାତରେ ମୁଖ୍ୟମନ୍ତ୍ରୀ-ଆରଜେଡ଼ିର ଉପମୁଖ୍ୟମନ୍ତ୍ରୀ-କଂଗ୍ରେସର ବାଚସ୍ପତି ପଦବୀ ନେଇ ଚର୍ଚ୍ଚା..

ପାଟନା, ୯।୮ : ନୀତୀଶ କୁମାର ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ଫାଗୁ ଚୌହ୍ବାନଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରି ତାଙ୍କ ପାଖରେ ନୂଆ ସରକାର ଗଠନ ପାଇଁ ୧୬୦ ବିଧାୟକଙ୍କ ସମର୍ଥନ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri