ଜାତୀୟ

ମନରେଗା ନେଇ ରାଜ୍ୟକୁ ଚେତାବନୀ ଦେଲେ ଗିରିରାଜ ସିଂ…

ନୂଆଦିଲ୍ଲୀ,୮।୮ : ମନରେଗା ନେଇ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଗିରିରାଜ ସିଂ ଦେଶର ରାଜ୍ୟକୁ ଚେତାବନୀ ଦେଇଛନ୍ତି। ରାଜ୍ୟମାନଙ୍କୁ ଏକ ଚିଠି ଲେଖି ସେ କହିଛନ୍ତି ଯେ ମନରେଗା କାର୍ଯ୍ୟକାରୀ କରିବାରେ ସ୍ବଚ୍ଛତା ଏବଂ ଉତ୍ତରଦାୟିତ୍ୱ ନିଶ୍ଚିତ କରାଯିବା...

ଜେଇଇ ମେନ୍‌ ଫଳାଫଳ ପ୍ରକାଶିତ

ନୂଆଦିଲ୍ଲୀ,୮।୮: ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ସେସନ୍‌-୨ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି। ଛାତ୍ରୀଛାତ୍ରମାନେ ଅଫିସିଆଲ ୱେବସାଇଟ jeemain.nta.nic.in ରେ ଫଳାଫଳ ଯାଞ୍ଚ କରିପାରିବେ। ଜେଇଇ ମେନ୍‌ ସେସନ୍‌-୨ ପରୀକ୍ଷା ଜୁଲାଇ ୨୫ରୁ ଜୁଲାଇ...

ଭାଙ୍ଗିଯାଇପାରେ ଜେଡିୟୁ-ଭାଜପା ମେଣ୍ଟ

ପାଟନା,୮ ।୮: ବିହାରରେ ପୁଣିଥରେ ଜେଡିୟୁ-ଭାଜପା ମେଣ୍ଟ ଭାଙ୍ଗିଯାଇପାରେ । କୁହାଯାଉଛି କି ଦିନେ ଦୁଇଦିନ ମଧ୍ୟରେ ଜନତା ଦଳ ୟୁନାଇଟେଡ(ଜେଡିୟୁ) ଭାରତୀୟ ଜନତା ପାର୍ଟି(ଭାଜପା)ଠାରୁ ଅଲଗା ହୋଇଥିବା ଘୋଷଣା କରିପାରେ । ମିଳିଥିବା ସୂଚନା ଅନୁଯାୟୀ, ନୀତୀଶ କୁମାର...

ରାଜସ୍ଥାନ ଖାଟୁ ଶ୍ୟାମ ମେଳାରେ ଦଳାଚକଟା: ୩ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଜୟପୁର,୮ ।୮: ରାଜସ୍ଥାନର ପ୍ରସିଦ୍ଧ ଖାଟୁଶ୍ୟାମଜିରେ ବାବା ଶ୍ୟାମଙ୍କ ମାସିକ ମେଳାରେ ସୋମବାର ସକାଳୁ ଦଳାଚକଟା ହୋଇଥିବା ସୂଚନା ମିଳିଛି । ଏହି ଘଟଣାରେ ୩ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାଯୋଗ୍ୟ, ସୋମବାର ଭୋର ୫ଟାରେ...

ଫଡ୍‌ନବିସ ହେବେ ଗୃହମନ୍ତ୍ରୀ

ନୂଆଦିଲ୍ଲୀ,୮।୮: ଅଗଷ୍ଟ ୧୫ ପୂର୍ବରୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିବାକୁ ଯାଉଛନ୍ତି। ଏଥିରେ ଅନୂ୍ୟନ ୧୫ ଜଣ ମନ୍ତ୍ରୀ ସାମିଲ ହେବେ। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ହାତରେ ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗ ରହିବ ବୋଲି...

ଅପହୃତାଙ୍କୁ ପରିବାର ସହ ଭେଟାଇଲା ପୋଷ୍ଟର

ମୁମ୍ବାଇ,୮।୮: ୨୦୧୯ ଜାନୁୟାରୀ ୨୨ ସକାଳେ ମୁମ୍ବାଇ ଅନ୍ଧେରୀ ଅଞ୍ଚଳର ପୂଜା ନାମ୍ନୀ ଜଣେ ୭ ବର୍ଷର ବାଳିକା ତାଙ୍କ ଭାଇ ସହ ସ୍କୁଲ୍‌ ଯାଉଥିବାବେଳେ ଅପହୃତ ହୋଇଯାଇଥିଲେ। ହେନରି ଜୋସେଫ୍‌ ଡି’ସୌଜା ନାମକ ଯୁବକ ତାଙ୍କୁ ଆଇସ୍‌କ୍ରିମ୍‌ ଦେବାକୁ...

ଦୋଷୀ ସାବ୍ୟସ୍ତ ପରେ ମନ୍ତ୍ରୀ କୋର୍ଟରୁ ଫେରାର

ଲକ୍ଷ୍ନୌ, ୮ା୮ : ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରରେ ମନ୍ତ୍ରୀ ଥିବା ରାକେଶ ସଚାନ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେବେ ଦଣ୍ଡବିଧାନ ପୂର୍ବରୁ ସେ କୋର୍ଟ ଅର୍ଡର ସହ କେତେକ ଦସ୍ତାବିଜ ନେଇ...

ଆମକୁ ଲାଜ ଲାଗୁଛି କହିବାକୁ ଯେ ଆମ ସରକାର ଶାସନ କରୁଛି: ମହେଶ ଶର୍ମା

ନୂଆଦିଲ୍ଲୀ,୮ ।୮: ଉତ୍ତର ପ୍ରଦେଶ ନୋଏଡାର ଗ୍ରାଣ୍ଡ ଓମେକ୍ସ ସୋସାଇଟିରେ ମହିଳାଙ୍କୁ ଅଭଦ୍ର ବ୍ୟବହାର ଘଟଣା ବେଳକୁ ବେଳ ତୀବ୍ର ହେବାରେ ଲାଗିଛି । ଏବେବି ଅଭିଯୁକ୍ତ ଶ୍ରୀକାନ୍ତ ତ୍ୟାଗିଙ୍କୁ ପୋଲିସ ଗିରଫ କରି ପାରିନାହିଁ । ଏହାରି ଭିତରେ...

ଆଜାଦିସାଟ୍‌ ବାଟବଣା

ଶ୍ରୀହରିକୋଟା, ୮ା୮: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ରବିବାର ଉତ୍‌କ୍ଷେପଣ କରାଯାଇଥିବା ଇଓଏସ୍‌-୨ ଏବଂ ଆଜାଦିସାଟ୍‌ ଉପଗ୍ରହ ପୃଥିବୀ କକ୍ଷପଥରେ ଠିକ୍‌ ସ୍ଥାନରେ ପହଞ୍ଚିପାରିନାହିଁ। ସକାଳେ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍‌ ସେଣ୍ଟରରୁ ଇସ୍ରୋ କ୍ଷୁଦ୍ର ଉପଗ୍ରହ...

ମୁଖ୍ୟମନ୍ତ୍ରୀଙ୍କୁ ମୋଦିଙ୍କ ଥ୍ରୀ-ଟି ମନ୍ତ୍ର

ନୂଆଦିଲ୍ଲୀ,୮ା୮: ଭାରତର ବିକାଶ ପାଇଁ କୃଷି କ୍ଷେତ୍ରରେ ଆଧୁନିକୀକରଣ ସହ ୩-ଟି ମନ୍ତ୍ର ଆପଣାଇବାକୁ ପଡ଼ିବ ବୋଲି ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ଓ ଉପରାଜ୍ୟପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। କୃଷି, ପ୍ରାଣୀଧନ ଓ ଖାଦ୍ୟ...

ଶ୍ରୀକାନ୍ତ ତ୍ୟାଗି ମାମଲା: ନୋଏଡା ସୋସାଇଟିରେ ଗଣ୍ଡଗୋଳ ଉପରେ କାର୍ଯ୍ୟାନୁଷ୍ଠାନ, ଥାନା ପ୍ରଭାରି ନିଲମ୍ବିତ

ନୋଏଡା,୮ ।୮: ଉତ୍ତର ପ୍ରଦେଶର ନୋଏଡାରେ ଓଏମଏକ୍ସ ସେସୋଇଟିରେ ମହିଳାଙ୍କୁ ଧମକାଇଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଶ୍ରୀକାନ୍ତ ତ୍ୟାଗିଙ୍କ ବିରୋଧରେ ଗ୍ୟାଙ୍ଗଷ୍ଟର ଆକ୍ଟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହା ବ୍ୟତୀତ ଅଭିଯୁକ୍ତ ନେତାଙ୍କ ସମ୍ପତ୍ତି ମଧ୍ୟ ଏଥିରେ...

ଭାରତର ଲକ୍ଷ୍ୟ ଆମଦାନୀ ହ୍ରାସ, ରପ୍ତାନି ବୃଦ୍ଧି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୮: ନୀତି ଆୟୋଗର ସପ୍ତମ ଗଭର୍ନିଂ କାଉନସିଲ ବୈଠକ ରବିବାର ଦିଲ୍ଲୀରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରରେ ଅନୁଷ୍ଠିତ ଏହି ବୈଠକରେ ଦେଶର ବିଭିନ୍ନ ପ୍ରସଙ୍ଗ ଉଠିଛି। ପ୍ରଧାନମନ୍ତ୍ରୀ ମୋଦି ୨୦୪୭...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri