ଜାତୀୟ

‘ଜନତାଙ୍କୁ ନେଇ ସରକାର, ସରକାରଙ୍କୁ ନେଇ ଜନତା ନୁହେଁ’

ନୂଆଦିଲ୍ଲୀ,୫।୮: ଦରବୃଦ୍ଧି ଓ ବେରୋଜଗାରୀକୁ ନେଇ କଂଗ୍ରେସ ଶୁକ୍ରବାର ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ କରୁଛି। ଏହି କ୍ରମରେ ଦିଲ୍ଲୀରେ କଂଗ୍ରେସର ବରିଷ୍ଠ କର୍ମକର୍ତ୍ତା ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆନ୍ଦୋଳନ ବେଳେ ପୋଲିସ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ...

ଏଲ୍‌ଏସି ନିକଟରେ ଚାଇନାର ଫାଇଟର ଜେଟକୁ ଦେଖି ଭାରତର ଚେତାବନୀ, ଉସକାଇବାକୁ ନ କର ପ୍ରୟାସ

ନୂଆଦିଲ୍ଲୀ,୫ ।୮: ଭାରତ ଓ ଚାଇନା ମଧ୍ୟରେ ଲଗାତାର ଉତ୍ତେଜନା ଲାଗି ରହିଛି । ଚାଇନା ସେନା ପକ୍ଷରୁ ସୀମାରେ ସର୍ବଦା ଉସକାଇବା ଭଳି କାମ କରାଯାଉଛି । କିଛିଦିନ ତଳେ ଏଲଏସି ନିକଟରେ ଫାଇଟର ବିମାନ ଉଡୁଥିବା ଦେଖାଯିବା...

ରିପୋର୍ଟିଂ କରି ସ୍କୁଲର ସମସ୍ୟା ଦେଖାଇଲେ ୧୨ବର୍ଷୀୟ ଛାତ୍ର: ଭିଡିଓ ଭାଇରାଲ

ରାଞ୍ଚି,୫।୮: ଝାଡ଼ଖଣ୍ଡର ଗୋଡ୍ଡା ଅଞ୍ଚଳରୁ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଜଣେ ୧୨ବର୍ଷୀୟ ଛାତ୍ର ସାମ୍ବାଦିକ ହୋଇ ବିଦ୍ୟାଳୟର ସମସ୍ୟାକୁ ସମସ୍ତଙ୍କ ସମ୍ମୁଖକୁ ଆଣିବାକୁ ପ୍ରୟାସ କରିଛନ୍ତି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ...

ଫିଲ୍ମ ଇନ୍‌ଷ୍ଟିଚ୍ୟୁଟ୍‌ ହଷ୍ଟେଲରୁ ମିଳିଲା ଛାତ୍ରଙ୍କ ମୃତଦେହ

ପୁଣେ,୫।୮: ପୁଣେ ସ୍ଥିତ ଫିଲ୍ମ ଆଣ୍ଡ୍‌ ଟେଲିଭିଜନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ(ଏଫ୍‌ଟିଆଇଆଇ) ଛାତ୍ର ହଷ୍ଟେଲରୁ ଶୁକ୍ରବାର ଜଣେ ୩୨ ବର୍ଷୀୟ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଛାତ୍ର ଜଣକ ଆତ୍ମହତ୍ୟା କରିଥିବା ନେଇ ପୋଲିସ ସନ୍ଦେହ କରୁଛି। ବର୍ତ୍ତମାନ...

ମାର୍ଗାରେଟ୍‌ ଆଲଭାଙ୍କୁ ସମର୍ଥନ ଦେବ ଟିଆର୍‌ଏସ୍‌

ନୂଆଦିଲ୍ଲୀ,୩।୮: ଆସନ୍ତା ଉପରାଷ୍ଟ୍ରପତି ନିର୍ବାଚନରେ ଟିଆର୍‌ଏସ୍‌ ବିରୋଧୀ ଦଳର ପ୍ରାର୍ଥୀ ମାର୍ଗାରେଟ୍‌ ଆଲଭାଙ୍କୁ ସମର୍ଥନ କରିବ। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ଟିଆର୍‌ଏସ୍‌ ମୁଖ୍ୟ କେ ଚନ୍ଦ୍ରଶେଖର ରାଓ ଦଳର ନେତାଙ୍କ ସହ ପରାମର୍ଶ ପରେ ଆଲଭାଙ୍କୁ ସମର୍ଥନ କରିବାର ଚୂଡ଼ାନ୍ତ...

‘ଦେଶରେ ଚାଲିଛି ଏକଛତ୍ରବାଦ ଶାସନ’

ନୂଆଦିଲ୍ଲୀ,୫।୮: ସାରା ଦେଶରେ ମୁଦ୍ରାସ୍ଫୀତି ଏବଂ ବେକାରୀ ବିରୋଧରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି। କଂଗ୍ରେସ ନେତାମାନେ ଦିଲ୍ଲୀ ସମେତ ସାରା ଦେଶରେ ବିରୋଧ କରୁଛନ୍ତି। ରାଷ୍ଟ୍ରପତି ଭବନ ଏବଂ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ଦଳ ପକ୍ଷରୁ ଧାରଣା ଦିଆଯାଇଛି। ଏହାକୁ...

ରୁଷିଆ ପ୍ରେମିକ ହିନ୍ଦୁ ରୀତିନୀତିରେ ୟୁକ୍ରେନ୍‌ର ଯୁବତୀଙ୍କୁ କଲେ ବିବାହ,ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୫।୮: ପ୍ରେମର କୌଣସି ସୀମା ନାହିଁ। ଏହାକୁ ସତ୍ୟ ପ୍ରମାଣ କରି ଦେଖାଇଛନ୍ତି ରୁଷିଆ- ୟୁକ୍ରେନ୍‌ର ପେମୀଯୁଗଳ। ଦୁଇ ଦେଶ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଖାତିର୍‌ ନ କରି ପେମୀଯୁଗଳ ହିମାଚଳ ପ୍ରଦେଶର ଧରମଶାଳାଠାରେ ହିନ୍ଦୁ ରୀତିନୀତିରେ ପରସ୍ପରକୁ ବିବାହ...

ରାହୁଲଙ୍କୁ ଅଟକ ରଖିଲା ପୋଲିସ

ନୂଆଦିଲ୍ଲୀ,୫।୮: ମୁଦ୍ରାସ୍ଫୀତି ଏବଂ ବେକାରୀ ସମସ୍ୟାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ବେଳେ ରାହୁଲ ଗାନ୍ଧୀ ଏବଂ ଶଶି ଥରୁରଙ୍କ ସମେତ ବହୁ କଂଗ୍ରେସ ଏମ୍‌ପିଙ୍କୁ ପୋଲିସ ଅଟକ ରଖିଛି। ରାହୁଲ ଗାନ୍ଧୀ କହିଛନ୍ତି, ଆମେ ଶାନ୍ତିପୂର୍ଣ୍ଣ...

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ଗୋଟିଏ ପରିବାରର ୬ ଜୀବନ

ବେଙ୍ଗାଲୁରୁ,୫।୮: କର୍ନାଟକର ୟାଦଗରି ଜିଲାର ଗୁରମାତ୍‌କାଲ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ତେବେ ସମସ୍ତ ମୃତକ ଗୋଟିଏ ପରିବାରର ହୋଇଥିବା...

ମାର୍ଗାରେଟ୍‌ଙ୍କୁ ଧୋକା ଦେଲେ ମମତା

ନୂଆଦିଲ୍ଲୀ,୫।୮: ଉପରାଷ୍ଟ୍ରପତି ନିର୍ବାଚନରେ ତୃଣମୂଳ କଂଗ୍ରେସ ଭୋଟ ନ ଦେବା ନିଷ୍ପତ୍ତିରେ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲ୍‌ଭା ନିରାଶ ହୋଇଛନ୍ତି। ସେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପଦକ୍ଷେପକୁ ନେଇ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଏକ ସାକ୍ଷାତକାରରେ ଆଲଭା କହିଛନ୍ତି,...

ପାର୍ଲାମେଣ୍ଟରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ କଂଗ୍ରେସ ରାଲିକୁ ଅଟକାଇଲା ପୋଲିସ

ନୂଆଦିଲ୍ଲୀ,୫ ।୮: ଦେଶରେ ଦରଦାମ ବୃଦ୍ଧିକୁ ନେଇ କଂଗ୍ରେସର ବିରୋଧ ପ୍ରଦର୍ଶନ ଜାରି ରହିଛି । ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମେତ ଅନ୍ୟ କେତେଜଣ କଂଗ୍ରେସ ନେତା କଳା କପଡାରେ ନଜର ଆସିଛନ୍ତି ।...

ଗାଁରେ ନାହିଁ ବ୍ରିଜ୍‌: କାନ୍ଧରେ ବୋହି ପିଲାଙ୍କୁ ସ୍କୁଲ୍‌ ଛାଡୁଛନ୍ତି ଅଭିଭାବକ, ଭାଇରାଲ ହେଉଛି ଭିଡିଓ

ମୁମ୍ବାଇ,୫।୮: ସରକାର ଯାତାୟାତକୁ ସହଜ କରିବା ପାଇଁ ରାଜପଥ, ଟନେଲ ଏବଂ ଏକ୍ସପ୍ରେସୱେ ନିର୍ମାଣ କରୁଛନ୍ତି। ହେଲେ ମହାରାଷ୍ଟ୍ରର ନାଶିକ ଜିଲାର ପେଥ୍‌ ତାଲୁକା ଗାଁରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଗ୍ରାମବାସୀଙ୍କ ପାଇଁ ଯାତାୟାତ ସୁବିଧା ନ ଥିବାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri