ଜାତୀୟ

ଛତିଶଗଡରେ ଭୂକମ୍ପ ଝଟ୍‌କା

ରାୟପୁର,୪।୮: ଛତିଶଗଡର ସୁରଜପୁର ଅଞ୍ଚଳରେ ଗୁରୁବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୦ ଥିଲା। ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି। ଭୂକମ୍ପର କେନ୍ଦ୍ରସ୍ଥଳ ଭୂପୃଷ୍ଠ ଠାରୁ ପ୍ରାୟ ୧୦...

‘ମୋତେ ଝରକା ନ ଥିବା ଘରେ ରଖାଯାଇଛି,ନିଃଶ୍ୱାସ ନେବାରେ କଷ୍ଟ ହେଉଛି’

ମୁମ୍ବାଇ,୪।୮: ମୁମ୍ବାଇର ପାତ୍ରା ଚୌଲ ଜମି ଦୁର୍ନୀତି ଘଟଣାରେ ଗିରଫ ହୋଇଥିବା ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କୁ ଅଡୁଆ ବଢିବାରେ ଲାଗିଛି। ଗୁରୁବାର ମୁମ୍ବାଇର ଏକ ସ୍ବତନ୍ତ୍ର କୋର୍ଟ ତାଙ୍କ ରିମାଣ୍ଡ ଅବଧିକୁ ଆସନ୍ତା ୮ ତାରିଖ ଯାଏ ବୃଦ୍ଧି...

ନିର୍ବାଚନ ବେଳେ ମାଗଣା ପ୍ରତିଶ୍ରୁତି ଏକ ଗୁରୁତର ଅର୍ଥନୈତିକ ସମସ୍ୟା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୪୮: ନିର୍ବାଚନ ଆସିଲେ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ନେତା ଓ ମନ୍ତ୍ରୀ ଲାଗିପଡ଼ନ୍ତି। ବିଭିନ୍ନ ଯୋଜନାର ପ୍ରତିଶ୍ରୁତି ସାଙ୍ଗକୁ ମାଗଣା ସାମଗ୍ରୀର ଘୋଷଣା କରିଥାନ୍ତି। ତେବେ ଏହି ମାଗଣା ସାମଗ୍ରୀ ଓ ସୁବିଧା ବଣ୍ଟନର ପ୍ରତିଶ୍ରୁତି ନେଇ ଗମ୍ଭୀରତା...

ଆଜାଦୀ କା ଅମୃତ ମହୋତ୍ସବ: ୫ରୁ ୧୫ ପର୍ଯ୍ୟନ୍ତ ଦେଶର ସମସ୍ତ ଐତିହ୍ୟସ୍ଥଳୀକୁ ପ୍ରବେଶ ମାଗଣା

ନୂଆଦିଲ୍ଲୀ,୪।୮: ଭାରତର ପ୍ରତ୍ନତାତ୍ତ୍ୱକ ସର୍ବେକ୍ଷଣ(ଏଏସ୍‌ଆଇ) ଅଧୀନରେ ଥିବା ସମସ୍ତ ସ୍ମାରକୀ ଏବଂ ଐତିହ୍ୟସ୍ଥଳୀକୁ ପର୍ଯ୍ୟଟକମାନେ ମାଗଣାରେ ପ୍ରବେଶ କରିପାରିବେ। ଏହି ସୁବିଧା ଆସନ୍ତା ୫ରୁ ୧୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବୁଧବାର କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ...

ମଙ୍କିପକ୍ସ ଭାଇରସ ସମ୍ପର୍କରେ ଜାଣିବା ପାଇଁ ଏମ୍ସରେ ସାମ୍ପଲ ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୪ ।୮: ରାଜଧାନୀ ଦିଲ୍ଲୀରେ ମଙ୍କିପକ୍ସ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ଉଭୟ ସରକାର ଓ ସ୍ୱାସ୍ଥ୍ୟ ବିଭାଗର ଚିନ୍ତାକୁ ବଢାଇ ଦେଇଛି । ଏହାକୁ ଦେଖି ପ୍ରଶାସନ ଆଲର୍ଟ ହୋଇ ଯାଇଛି । ମଙ୍କିପକ୍ସ ସଂକ୍ରମିତଙ୍କ ସଂଖ୍ୟା...

ପୁଣି ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟରେ ଇଡି

ନୂଆଦିଲ୍ଲୀ,୪।୮: ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗୁରୁବାର ପୁଣି ଥରେ ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟରେ ପହଞ୍ଚିଛି। କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଦୁଇଟି ଇମେଲ ପଠାଇ ତାଙ୍କୁ ୟଙ୍ଗ୍‌ ଇଣ୍ଡିଆନ ପ୍ରାଇଭେଟ ଲିମିଟେଡ୍‌ରେ ଉପସ୍ଥିତ...

ୟୁଜର୍ସଙ୍କ ତଥ୍ୟ ସଂଗ୍ରହ କରୁଥିବା ୩୪୮ ଆପ୍‌ ବ୍ୟାନ୍‌

ନୂଆଦିଲ୍ଲୀ,୪ା୮: ୟୁଜର୍ସଙ୍କ ବ୍ୟକ୍ତିଗତ ତଥ୍ୟ ସଂଗ୍ରହ କରି ତାହାକୁ ଅନ୍ୟତ୍ର ପଠାଉଥିବା ୩୪୮ ଆପ୍ଲିକେଶନକୁ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଏହାକୁ ଏବେ ବ୍ୟାନ୍‌ କରାଯାଇଛି ବୋଲି ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ବୁଧବାର ଲୋକ...

ମଲ୍ଲିକାର୍ଜୁନ ଖଡ୍‌ଗେଙ୍କୁ ଇଡି ସମନ

ନୂଆଦିଲ୍ଲୀ,୪।୮: ନ୍ୟାଶନାଲ ହେରାଲ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗୁରୁବାର ଆଉ ଏକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏବଂ ଦଳର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପଚରାଉଚରା କରିବା ପରେ ଇଡି କଂଗ୍ରେସ ନେତା ମଲ୍ଲିକାର୍ଜୁନ...

ଅଗଷ୍ଟ ୮ ପର୍ଯ୍ୟନ୍ତ ଇଡି ହେପାଜତରେ ରହିବେ ସଞ୍ଜୟ

ମୁମ୍ବାଇ,୪ ।୮: ମହାରାଷ୍ଟ୍ରର ପାତ୍ର ଚଲ ଜମି ଦୁର୍ନିତି ମାମଲାର ଯାଞ୍ଚ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଜାରି ରହିଛି । ଏହାରି ଭିତରେ ଶିବସେନା ନେତା ସଞ୍ଜୟ ରାଉତଙ୍କ ସମସ୍ୟା ବଢିବାରେ ଲାଗିଛି । କୋର୍ଟ ସଞ୍ଜୟ ରାଉତଙ୍କୁ ପୁଣିଥରେ...

ଆଜମ ଖାଁ ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

ଲକ୍ଷ୍ନୌ,୪।୮: ସମାଜବାଦୀ ପାର୍ଟି(ଏସ୍‌ପି) ନେତା ତଥା ପୂର୍ବତନ ମନ୍ତ୍ରୀ ଆଜମ ଖାନ ଅସୁସ୍ଥ ହୋଇପଡ଼ିଛନ୍ତି। ବୁଧବାର ରାତିରେ ନିମୋନିଆ ହେବା ସହ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ଲକ୍ଷ୍ନୌ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭତ୍ତି କରାଯାଇଥିଲା। ହେଲେ...

ସୁପ୍ରିମ୍‌କୋର୍ଟଙ୍କ ସ୍ପଷ୍ଟୀକରଣ, ଆମ ପର୍ଯ୍ୟନ୍ତ ପ୍ରତି ମାମଲା ଆସିଲେ ୫୦୦ ବର୍ଷରେ ବି ଶେଷ ହେବନି ଶୁଣାଣି…

ନୂଆଦିଲ୍ଲୀ, ୪।୮ : ବିଚାରାଧୀନ ମାମଲାଗୁଡ଼ିକର ଶୀଘ୍ର ସମାଧାନ ପାଇଁ ସୁପ୍ରିମକୋର୍ଟର ଜଷ୍ଟିସ ସଞ୍ଜୟ କିଶନ କୌଲ କୋର୍ଟର ସଦସ୍ୟମାନଙ୍କୁ କହିଛନ୍ତି। ଏଥି ସହ ସେ କହିଛନ୍ତି ଯେ ଯଦି ପ୍ରତ୍ୟେକ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଆସେ, ତେବେ ୫୦୦...

‘ଆମେ ନରେନ୍ଦ୍ର ମୋଦିଙ୍କୁ ଡରିନାହୁଁ, ଯାହା କରିବାର ଅଛି କର’

ନୂଆଦିଲ୍ଲୀ,୪।୮: ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟକୁ ସିଲ କରାଯିବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ‘ଶୁଣ, ଆମେ ନରେନ୍ଦ୍ର ମୋଦିଙ୍କୁ ଭୟ କରୁନାହୁଁ। ଯାହା କରିବାର ଅଛି, ତାହା କର। କିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri