ଜାତୀୟ

୪୯ ତମ ପ୍ରଧାନ ବିଚାରପତି ଲଳିତଙ୍କ କାର୍ଯ୍ୟକାଳ ହେବ ୭୪ ଦିନର…

ନୂଆଦିଲ୍ଲୀ, ୪।୮ : ପ୍ରଧାନ ବିଚାରପତି ଏନ.ଭି ରମନା ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତିଙ୍କ ପାଇଁ ଆଇନ ମନ୍ତ୍ରଣାଳୟକୁ ଜଷ୍ଟିସ ୟୁୟୁ ଲଳିତଙ୍କ ନାମ ସୁପାରିଶ କରିଛନ୍ତି। ଏହାପୂର୍ବରୁ ଆଇନ ମନ୍ତ୍ରୀ ରମନାଙ୍କୁ ଚିଠି ଲେଖି ତାଙ୍କ ଉତ୍ତରାଧିକାରୀ କିଏ...

ଟ୍ରାଫିକ୍‌ ନିୟମ ଭାଙ୍ଗିଲେ ଭାଜପା ଏମ୍‌ପି : କଟିଲା ୪୧ ହଜାର ଟଙ୍କା ଚାଲାଣ 

ନୂଆଦିଲ୍ଲୀ,୪।୮: ଭାରତୀୟ ଜନତା ପାର୍ଟି (ଭାଜପା) ଏମ୍‌ପି ମନୋଜ ତିୱାରୀ ଟ୍ରାଫିକ ନିୟମ ଭାଙ୍ଗିବା ମହଙ୍ଗା ପଡିଛି। ବିନା ହେଲମେଟରେ ବାଇକ ଚଳାଇବା ସମେତ ଅନ୍ୟ କେତେକ ନିୟମକୁ ଭାଙ୍ଗିବା ଅପରାଧରେ ଦିଲ୍ଲୀ ପୋଲିସ ତାଙ୍କ ନାଁରେ ୪୧ ହଜାର...

ସଂସଦରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଭଜ୍ଜି, ସଭାପତି କଲେ ପ୍ରଶଂସା

ନୂଆଦିଲ୍ଲୀ,୪।୮: ପ୍ରସିଦ୍ଧ କ୍ରିକେଟର ତଥା ଏଏପି ଏମ୍‌ପି ହରଭଜନ ସିଂ ରାଜ୍ୟ ସଭାରେ ଆଫଗାନିସ୍ତାନ ପ୍ରସଙ୍ଗ ଉଠାଇଥିଲେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ଆଫଗାନିସ୍ତାନର ଶିଖ ଏବଂ ଗୁରୁଦ୍ୱାର ଉପରେ ହୋଇଥିବା ଆକ୍ରମଣ ବିଷୟରେ କହିଥିଲେ ଏବଂ ଏଥିପ୍ରତି...

ଉଦ୍ଧବଙ୍କୁ ଆଶ୍ୱସ୍ତି, ନିର୍ବାଚନ ଚିହ୍ନ ସମ୍ପର୍କରେ ଫଇସଲା କରନ୍ତୁନି ନିର୍ବାଚନ ଆୟୋଗ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୪।୮ : ସୁପ୍ରିମକୋର୍ଟରେ ଉଦ୍ଧବ ଠାକରେଙ୍କୁ ଆଶ୍ୱସ୍ତି ପ୍ରଦାନ କରାଯାଇଛି। ଏବେ ନିର୍ବାଚନ ଚିହ୍ନ ଉପରେ ନିର୍ବାଚନ ଆୟୋଗ(ଇସି) କୌଣସି ନିଷ୍ପତ୍ତି ନେବେ ନାହିଁ ବୋଲି କୋର୍ଟ କହିଛନ୍ତି। ଏଥି ସହିତ କୋର୍ଟ ଏହି ପ୍ରସଙ୍ଗରେ କୌଣସି ନିଷ୍ପତ୍ତି...

ପରବର୍ତ୍ତୀ ସିଜେଆଇ ପାଇଁ ଲଲିତଙ୍କ ନାମ ସୁପାରିଶ କଲେ ରମନା…

ନୂଆଦିଲ୍ଲୀ, ୪।୮ : ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଏନ.ଭି. ରମନା ଗୁରୁବାର ଜଷ୍ଟିସ ଉଦୟ ଉମେଶ ଲଲିତଙ୍କ ନାମ ଉତ୍ତରାଧିକାରୀ ଭାବରେ ସୁପାରିଶ କରିଛନ୍ତି। ଏହାଦ୍ୱାରା ଜଷ୍ଟିସ ଲଲିତ ଭାରତର ୪୯ ତମ ପ୍ରଧାନ ବିଚାରପତି ହେବେ। ଏହା ଲକ୍ଷ୍ୟ...

ଭାଜପା ଗଣତନ୍ତ୍ର ରାଜନୀତି ଛାଡ଼ି ଆପଣେଇଛି ଧନବଳ ରାଜନୀତି, ହେମନ୍ତ ସୋରେନଙ୍କ ସମାଲୋଚନା…

ରାଞ୍ଚି, ୪।୮ : ଝାଡଖଣ୍ଡରେ କଂଗ୍ରେସ ବିଧାୟକମାନଙ୍କୁ ଟଙ୍କା ଦେବା ପଛରେ କ’ଣ ରହସ୍ୟ ରହିଛି ଏବଂ କେଉଁ ଷଡଯନ୍ତ୍ର କରାଯାଇଛି ତାହାର ତଦନ୍ତ ପଣ୍ଚିମବଙ୍ଗ ସିଆଇଡି କରୁଛି। ଏନେଇ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କହିଛନ୍ତି ଯେ ସବୁକିଛି...

କିଏ ହେବେ ପ୍ରଧାନ ବିଚାରପତି, ରମନାଙ୍କଠାରୁ ଉତ୍ତରାଧିକାରୀଙ୍କ ସୁପାରିଶ ମଗାଇଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ, ୪।୮ : କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରେନ ରିଜିଜୁ ତାଙ୍କ ଉତ୍ତରାଧିକାରୀଙ୍କୁ ସୁପାରିଶ କରିବାକୁ ଭାରତର ପ୍ରଧାନ ବିଚାରପତି ଏନ.ଭି. ରମନାଙ୍କୁ ଚିଠି ଲେଖିଛନ୍ତି। ବୁଧବାର ରାତି ୯ଟା ୩୦ ରେ ଏହି ଚିଠି ଗ୍ରହଣ...

୧୫ ଅଗଷ୍ଟରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା, ଆଇବି ଜାରି କଲା ସତର୍କ ସୂଚନା…

ନୂଆଦିଲ୍ଲୀ, ୪।୮ : ଭାରତ ୭୫ ତମ ସ୍ବାଧୀନତା ଦିବସ ପାଳନ କରିବାକୁ ଯାଉଛି। ଏହି ସମୟରେ ଇଣ୍ଟେଲିଜେନ୍ସ ବ୍ୟୁରୋ(ଆଇବି) ଦିଲ୍ଲୀ ପୋଲିସକୁ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ସମ୍ପର୍କରେ ସତର୍କ ରହିବାକୁ କହିଛି। ଖବର ମୁତାବକ ବ୍ୟୁରୋ ଦ୍ୱାରା ୧୦...

୩୦ ବର୍ଷ ହେବ ନିଖୋଜ ଥିଲେ ସ୍ବାମୀ, ୨ ଚିହ୍ନରୁ ଜାଣିଲେ ସ୍ତ୍ରୀ: ଆଉ ତା’ପରେ…

ପାଟନା,୪।୮:ବିବାହର ବକ୍ସର ଜିଲାରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ୩୦ ବର୍ଷ ହେବ ନିଖୋଜ ଥିବା ସ୍ବାମୀଙ୍କୁ ପାଇଛନ୍ତି ସ୍ତ୍ରୀ। ଆଉ ତା’ପରେ ଧୂମଧାମରେ ଉଭୟଙ୍କ ମଧ୍ୟରେ ହୋଇଛି ପୁଣିଥରେ ବିବାହ। ହୁଏତ ଏହା ଏକ ଫିଲ୍ମ କାହାଣୀ...

ଭାଜପାକୁ ଟାର୍ଗେଟ କଲେ ବାବୁଲ ସୁପ୍ରିୟୋ, କେନ୍ଦ୍ରରେ ୮ ବର୍ଷ ହେଲା ନାହାନ୍ତି ବଙ୍ଗୀୟ ମନ୍ତ୍ରୀ…

ନୂଆଦିଲ୍ଲୀ, ୪।୮ : ତୃଣମୂଳ କଂଗ୍ରେସର ନେତା ତଥା ବୁଧବାର ପଶ୍ଚିମବଙ୍ଗର ମମତା ସରକାରରେ ମନ୍ତ୍ରୀ ହୋଇଥିବା ବାବୁଲ ସୁପ୍ରିୟୋ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି। ତୃଣମୂଳରେ ଯୋଗଦେବା ଏବଂ ମନ୍ତ୍ରୀ ହେବା ପାଇଁ ସମାଲୋଚନାର ଜବାବ ଦେଇ ସୁପ୍ରିୟୋ...

ଆତଙ୍କ ଘନେଇଲା…

ନୂଆଦିଲ୍ଲୀ, ୪।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ନଡ୍ଡାଙ୍କ ମନ୍ତବ୍ୟ ନେଇ ଶିବସେନାର କଡ଼ା ସମାଲୋଚନା, କାହିଁକି ଅହଂକାର-ଗର୍ବ…

ମୁମ୍ବାଇ,୪।୮ : ଶିବସେନା ଭାଜପା ମଧ୍ୟରେ ରାଜନୈତିକ ତିକ୍ତତା ବୃଦ୍ଧି ପାଉଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଏକ ବିବୃତ୍ତ ନେଇ ଶିବସେନା କଡ଼ା ସମାଲୋଚନା କରିଛି। ନଡ୍ଡା ଏକ କାର୍ଯ୍ୟକ୍ରମରେ କହିଥିଲେ ଯେ ଶିବସେନା ସମେତ ଆଞ୍ଚଳିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri