ଜାତୀୟ

କର୍ନାଟକରେ ଭୂସ୍ଖଳନ, ୬ ଜଣଙ୍କ ମୃତ୍ୟୁ…

ବେଙ୍ଗାଲୁରୁ, ୩।୮ : କର୍ନାଟକର ଉତ୍ତର କନ୍ନଡ ଏବଂ ଦକ୍ଷିଣ କନ୍ନଡ ଜିଲାରେ ଭୂସ୍ଖଳନରେ ଦୁଇ ଭଉଣୀଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି। ପୋଲିସ ଏହି ସୂଚନା ଦେଇଛି। ପୋଲିି କହିଛିଯେ ମୃତକଙ୍କ ମଧ୍ୟରେ ଉଭୟ ଭଉଣୀଙ୍କ ମୃତଦେହ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ହରିୟାଣା କଂଗ୍ରେସରେ ଫାଟ, ଭାଜପା ଶିବିରକୁ ଯିବେ କୁଲଦୀପ ବିଷ୍ନୋଇ…

ଚଣ୍ଡିଗଡ଼,୩।୮ : ହରିୟାଣା ରାଜନୀତିରେ କଂଗ୍ରେସ ବିଧାୟକ କୁଲଦୀପ ବିଷ୍ନୋଇଙ୍କ ସମ୍ପର୍କରେ ଚାଲିଥିବା କଳ୍ପନା ଜଳ୍ପନା ଏବେ ଶେଷ ହୋଇଛି। ସେ ନିଜେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗଦେବାକୁ ଘୋଷଣା କରିଛନ୍ତି। ଫଳରେ ହରିୟାଣା କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି।...

ଜଗଦୀପ ଧନଖରଙ୍କୁ ସମର୍ଥନ କରିବ ବିଏସ୍‌ପି

ଲକ୍ଷ୍ନୌ,୩।୮: ବହୁଜନ ସମାଜବାଦୀ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖରଙ୍କୁ ସମର୍ଥନ କରିବେ। ବୁଧବାର ଏନେଇ ବିଏସ୍‌ପି ସୁପ୍ରିମୋ ମାୟାବତୀ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ତେବେ...

ଗ୍ୟାସ୍‌ ଲିକ୍‌: ୫୦ ମହିଳା କର୍ମଚାରୀ ହସ୍ପିଟାଲରେ ଭର୍ତ୍ତି

ବିଶାଖାପାଟଣା,୩ା୮: ଆନ୍ଧ୍ରପ୍ରଦେଶର ଅନକାପଲ୍ଲୀ ଜିଲା ଅନ୍ତର୍ଗତ ବ୍ରାଣ୍ଡିକ୍ସ ସ୍ବତନ୍ତ୍ର ଅର୍ଥନୈତିକ ଜୋନ୍‌ (ଏସ୍‌ଇଜେଡ୍‌) ମଧ୍ୟରେ ଥିବା ଏକ ପୋଷାକ କାରଖାନାର ଲାବରେଟୋରିରେ ମଙ୍ଗଳବାର ଗ୍ୟାସ୍‌ ଲିକ୍‌ ହୋଇ ୫୦ ମହିଳା କର୍ମଚାରୀ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କୁ ଏକ ମେଡିକାଲ ସେଣ୍ଟରରେ...

୭ ଜଣଙ୍କ ହତ୍ୟାକାରୀଙ୍କୁ ମୃତ୍ୟୁଦଣ୍ଡାଦେଶ

ଗାଜିଆବାଦ,୩ା୮: ୨୦୧୩ରେ ଜଣେ ବ୍ୟବସାୟୀ ଓ ତାଙ୍କ ପରିବାରର ୬ ଜଣ ସଦସ୍ୟଙ୍କୁ ହତ୍ୟା କରିଥିବା ଡ୍ରାଇଭର ରାହୁଲ ବର୍ମାଙ୍କୁ ସୋମବାର ଗାଜିଆବାଦର ଏକ କୋର୍ଟ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି। ବ୍ୟବସାୟୀ ସତୀଶ ଚନ୍ଦ୍ର ଗୋଏଲ୍‌ ଓ ତାଙ୍କ ପରିବାର...

କୋଭିଡ୍‌ ଟିକାକରଣ ପରେ ସିଏଏ ଲାଗୁ ହେବ: ଶାହା

ନୂଆଦିଲ୍ଲୀ,୩ା୮: ଦେଶରେ କୋଭିଡ୍‌ ଟିକାକରଣ ଅଭିଯାନ ଶେଷ ହେବା ପରେ ନାଗରିକତ୍ୱ (ସଂଶୋଧନ) ଆଇନ(ସିଏଏ) ଲାଗୁ କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ଉକ୍ତ ଆଇନ ଅନୁଯାୟୀ ଆଫଗାନିସ୍ତାନ, ବାଂଲାଦେଶ ଓ ପାକିସ୍ତାନରୁ ବେଆଇନ ଭାବେ ଆସି...

ଦରଦାମ୍‌ ବଢ଼ିଛି ଏହା ସତ୍ୟ, ଆମେ ପଳାୟନ କରୁନୁ, କହିଲେ ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ, ୨।୮ : ଦେଶରେ ଦରଦାମ୍‌ ବଢ଼ିଛି। ଏହା ସତ୍ୟ। ଆମେ ଏଥିରୁ ପଳାୟନ କରୁନୁ ବୋଲି ରାଜ୍ୟ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଦରଦାମ୍‌ ବୃଦ୍ଧି ବିତର୍କ ସମୟରେ କହିଛନ୍ତି। ଆମର ଦରଦାମ ବୃଦ୍ଧିର ଏକ ବ୍ୟାଣ୍ଡ୍‌ ରହିଥାଏ।...

ଯାଞ୍ଚ୍‌ରେ କାହିଁକି ହେଉଛି ବିଳମ୍ବ,ଦୁର୍ନୀତି ନିବାରଣ ଶାଖାଠାରୁ ଜବାବ ଲୋଡିଲେ ଉପରାଜ୍ୟପାଳ…

ନୂଆଦିଲ୍ଲୀ, ୨।୮ : ବିଭିନ୍ନ ଦୁର୍ନୀତି କ୍ଷେତ୍ରରେ ବିଳମ୍ବ ହେବାର କାରଣ ସମ୍ପର୍କରେ ଦିଲ୍ଲୀର ଉପରାଜ୍ୟପାଳ ବିନୟ କୁମାର ସାକ୍ସସେନା ଦୁର୍ନୀତି ନିବାରଣ ଶାଖାଠାରୁ ଜବାବ ଲୋଡିଛନ୍ତି। ଏଭଳି ମାମଲାର ତଦନ୍ତ ସମୟରେ ସତର୍କତା ସହିତ ଉପଯୁକ୍ତ କାର୍ଯ୍ୟପ୍ରଣାଳୀ ଗ୍ରହଣ...

ଜୁନ୍‌ରେ ୨୨ ଲକ୍ଷରୁ ଅଧିକ ଭାରତୀୟଙ୍କ ହ୍ବାଟସଆପ୍‌ ଆକାଉଣ୍ଟ୍‌ ନିଷିଦ୍ଧ…

ନୂଆଦିଲ୍ଲୀ, ୨।୮ : ଜୁନ ୨୦୨୨ରେ ହ୍ଟାଟସ୍‌ଆପ୍‌ ୨୨ ଲକ୍ଷରୁ ଅଧିକ ଭାରତୀୟଙ୍କ ଆକାଉଣ୍ଟକୁ ନିଷିଦ୍ଧ କରିଛି। ବ୍ୟବହାରକାରୀଙ୍କଠାରୁ ଆସିଥିବା ଅଭିଯୋଗ ଆଧାରରେ ଏବଂ ନୀତିକୁ ଉଲ୍ଲଂଘନକୁ ଚିହ୍ନଟ କରିବା ନେଇ ମେଟା ମାଲିକାନା ମେସେଜିଂ ପ୍ଲାଟଫର୍ମ ଏଭଳି କାର୍ଯ୍ୟାନୁଷ୍ଠାନ...

୮୧ ଚାଇନା ନାଗରିକଙ୍କୁ ଭାରତ ଛାଡ଼ିବାକୁ ଦିଆଯାଇଛି ନୋଟିସ୍‌

ନୂଆଦିଲ୍ଲୀ,୨।୮: ସଂସଦର ଚାଲିଥିବା ମୌସୁମୀ ଅଧିବେଶନ ସମୟରେ ମଙ୍ଗଳାବର ଲୋକ ସଭାରେ ଭାରତ ଆସିଥିବା ଚାଇନା ନାଗରିକଙ୍କ ବିଷୟରେ ସରକାର ସୂଚନା ଦେଇଛନ୍ତି। ଗତ ୨ବର୍ଷ ମଧ୍ୟରେ ୮୧ ଜଣ ଚାଇନା ନାଗରିକଙ୍କୁ ଭାରତ ଛାଡିବାକୁ ନୋଟିସ ଦିଆଯାଇଛି ବୋଲି...

ମାଳଦ୍ୱୀପକୁ ସହାୟତା ଯୋଗାଇବ ଭାରତ, ଦ୍ୱିପାକ୍ଷିକ ଚୁକ୍ତି ସ୍ବାକ୍ଷରିତ…

ନୂଆଦିଲ୍ଲୀ, ୨।୮ : ଚାରି ଦିନିଆ ଗସ୍ତରେ ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିହ ଭାରତ ଆସିଛନ୍ତି। ମଙ୍ଗଳବାର ସେ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ବୈଠକ ପରେ ଉଭୟ ନେତାଙ୍କ ଉପସ୍ଥିତିରେ ଅନେକ ଦ୍ୱିପାକ୍ଷିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri