ଜାତୀୟ

ରାଜନୀତିକୁ ଆସିବା ପାଇଁ ଚାହୁଁଥିବା ଯୁବପିଢ଼ିଙ୍କୁ ପ୍ରଧାନମନ୍ତ୍ରୀ ଦେଲେ ଏହି ଗୁରୁମନ୍ତ୍ର, କହିଲେ ରାଜନୈତିକ ପୃଷ୍ଠଭୂମି ବିନା…

ନୂଆଦିଲ୍ଲୀ,୨୫ା୮: ଆଜି ଅଗଷ୍ଟ ୨୫ ଅର୍ଥାତ୍‌ ରବିବାର ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ଏହା ‘ମନ୍‌ କି ବାତ୍‌’ର ୧୧୩ ତମ ଏପିସୋଡ୍‌। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ୨୮ ଜୁଲାଇରେ ‘ମନ୍‌...

ମାୟାବତୀଙ୍କ ବଡ ବୟାନ କହିଲେ କଂଗ୍ରେସକୁ କ୍ଷମା କରିବେନି ଆମ୍ବେଦକରଙ୍କ ଅନୁଗାମୀ

ନୂଆଦିଲ୍ଲୀ,୨୫।୮: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ରବିବାର କଂଗ୍ରେସ ଉପରେ ଖୁବ ବର୍ଷିଛନ୍ତି। ମାୟାବତୀ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ଏକ ଲମ୍ବା ପୋଷ୍ଟ ଶେୟାର କରିଛନ୍ତି। ଏହି ପୋଷ୍ଟରେ ଲେଖାଯାଇଛି, ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଅନୁଗାମୀମାନେ କଂଗ୍ରେସ ପାର୍ଟିକୁ...

ସଞ୍ଜୟ ରୟଙ୍କ କାଳ ସାଜିବ ଏହି ୯ ପ୍ରମାଣ, ସିବିଆଇ ହାତରେ ଲାଗିଲା…

କୋଲକାତା,୨୫।୮: କୋଲକାତାରେ ଟ୍ରେନି ଡାକ୍ତରଙ୍କ ବଳାତ୍କାର ପରେ ହତ୍ୟା ଘଟରାରେ ସିବିଆ ତଦନ୍ତ ଜାରି ରହିଛି। ଏପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କ ବ୍ୟତୀତ ଅନ୍ୟ ୬ଜଣଙ୍କର ପଲିଗ୍ରାଫ ଟେଷ୍ଟ ଶେଷ ହୋଇଛି। ଏହି ମାମଲାରେ କୋଲକାତା ପୋଲିସ ୫୩ଟି...

ଆରଜି କର ପରେ କୋଲକାତାର ଆଉ ଏକ କଲେଜରେ ତେଜିଲା ବିବାଦ, ମମତାଙ୍କ ନାଁରେ ଆସିଲା ସାଙ୍ଘାତିକ ଅଭିଯୋଗ

କୋଲକାତା,୨୫।୮: ଆରଜି କର ମାମଲାକୁ ନେଇ ମମତା ସରକାର ବିବାଦରେ ଅଛନ୍ତି। ଏବେ କୋଲକାତାର ଅନ୍ୟ ମେଡିକାଲ କଲେଜଗୁଡିକ ମଧ୍ୟ ମମତାଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। କୋଲକାତା ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ଛାତ୍ର ଦାବି କରିଛନ୍ତି...

କୋଲକାତା ବଳାତ୍କାର ହତ୍ୟା ଘଟଣା ନେଲା ନୂଆ ମୋଡ, ଜେଲ ଗାର୍ଡଙ୍କୁ ନୂଆ କାହାଣୀ କହିଲେ ସଞ୍ଜୟ

କୋଲକାତା,୨୫।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କର ରବିବାର ସମ୍ପୂର୍ଣ୍ଣ ପଲିଗ୍ରାଫ ଟେଷ୍ଟ କରାଯିବ। ଲାଇ ଡିଟେକ୍ଟର ଟେଷ୍ଟ ପୂର୍ବରୁ ଅଭିଯୁକ୍ତ...

ୟୁକ୍ରେନରୁ ଫେରିବା ପରେ ମୋଦିଙ୍କୁ ନିମନ୍ତ୍ରଣ ପଠାଇଲା ପାକିସ୍ତାନ, ଶେହବାଜ କହିଲେ…

ଇସଲାମବାଦ,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପାକିସ୍ତାନ ପଠାଇଛି ନିମନ୍ତ୍ରଣ। କାଉନସିଲ ଅଫ ହେଡସ ଅଫ ସରକାରୀ (ସିଏଚଜି) ବୈଠକରେ ଯୋଗ ଦେବାକୁ ପାକିସ୍ତାନରେ ନିମନ୍ତ୍ରଣ କରିଛି। ଅକ୍ଟୋବର ୧୫ ଏବଂ ୧୬ରେ ଇସଲାମାବାଦରେ ଏହି ବୈଠକ ଅନୁଷ୍ଠିତ ହେବ ଏବଂ...

କୋଲକାତା ଲଜ୍ଜା: ସନ୍ଦୀପ ଘୋଷଙ୍କ ଘରେ ସିବିଆଇ ଚଢ଼ାଉ

କୋଲକାତା,୨୫ା୮: କୋଲକାତା ବଳାତ୍କାର ମାମଲାକୁ ନେଇ ସମଗ୍ର ଦେଶରେ ବିଦ୍ରୋହ ଦେଖାଦେଇଛି। ପଶ୍ଚିମବଙ୍ଗ ସରକାର କହିବା ସତ୍ତ୍ୱେ ଡାକ୍ତରମାନେ ନିରାପତ୍ତା ସୁନିଶ୍ଚିତ ନ କରି କାମକୁ ଫେରିବାକୁ ପ୍ରସ୍ତୁତ ନୁହନ୍ତି। #WATCH | Kolkata, West Bengal: CBI Anti...

ସଞ୍ଜୟଙ୍କ ହାତରେ ରହିଛି ବଡ଼ ଆଘାତ ଚିହ୍ନ, ସିବିଆଇ କହିଲା ହୋଇପାରେ…

କୋଲକାତା,୨୫।୮:କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୁକ୍ତ ସଞ୍ଜୟ ରୟଙ୍କୁ ଘଟଣାର ଦ୍ୱିତୀୟ ଦିନରେ କୋଲକାତା ପୋଲିସ ଗିରଫ କରିଥିଲା। କୋଲକାତା ମାମଲାର ତଦନ୍ତ ବର୍ତ୍ତମାନ...

ବାଂଲାଦେଶ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତିଙ୍କୁ ସୀମାରେ ଅଟକ

ଢାକା,୨୫ା୮(ପି.ଟି.): ବାଂଲାଦେଶ ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କୁ ଭାରତ ସୀମାନ୍ତ ସିଲ୍‌ହେଟ୍‌ ନିକଟରୁ ବାଂଲାଦେଶ ସୀମା ସୁରକ୍ଷା ଗାର୍ଡ (ବିଜିବି) ଶୁକ୍ରବାର ବିଳମ୍ବିତ ରାତିରେ ଅଟକ ରଖିଛି। ସେ ଭାରତ ଖସିପଳାଇବାକୁ ଉଦ୍ୟମ କରୁଥିଲେ ବୋଲି ଅଭିଯୋଗ ହୋଇଛି। ଏହାର...

ପୁଣେରେ ହେଲିକପ୍ଟର ଦୁର୍ଘଟଣା

ପୁଣେ,୨୪ା୮: ମହାରାଷ୍ଟ୍ରର ପୁଣେ ଜିଲାରେ ଶନିବାର ଗ୍ଲୋବାଲ ଭେକ୍ରା ଘରୋଇ ବିମାନ ଚଳାଚଳ କମ୍ପାନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପାଇଲଟଙ୍କ ସମେତ ୪ ଜଣ ଆହତ ହୋଇଛନ୍ତି। ମଳିଥିବା ସୂଚନା ମୁତାବକ, ମୁମ୍ବାଇର ଜୁହୁରୁ ଏଡବ୍ଲ୍ୟୁ-୧୩୯ ମଡେଲର...

୧୧ ଲକ୍ଷ ଲକ୍ଷପତି ଦିଦିଙ୍କୁ ପ୍ରମାଣପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି

ମୁମ୍ବାଇ,୨୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମହାରାଷ୍ଟ୍ର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏପରିକି ମହାରାଷ୍ଟ୍ର ଜାଲଗାଓଁରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଯୋଗଦେବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ୧୧ ଲକ୍ଷ ‘ଲକ୍ଷପତି ଦିଦି’ଙ୍କୁ ପ୍ରମାଣପତ୍ର ବାଣ୍ଟିବେ।...

ଇସ୍ପାତ କାରଖାନା ବଏଲରରେ ବଡ଼ ଧରଣର ବିସ୍ଫୋରଣ

ମୁମ୍ବାଇ,୨୪ା୮: ମହାରାଷ୍ଟ୍ରର ଜଲ୍‌ନା ଜିଲାରେ ଥିବା ଏକ ଇସ୍ପାତ କାରଖାନା ବଏଲରରେ ଶନିବାର ଅପରାହ୍ନରେ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୩୦ ଜଣ ଶ୍ରମିକ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଗୁରୁତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri