ଜାତୀୟ

ଉତ୍ତର ପ୍ରଦେଶରେ ସ୍କୁଲ ପିଲାଙ୍କୁ ୟୁନିଫର୍ମ ପାଇଁ ମିଳିବ ୧୨୦୦ ଟଙ୍କା

ଲକ୍ଷ୍ନୌ,୨୬ ।୭: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକ ଭବନରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୯ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ବୈଠକରେ ବେସିକ ଶିକ୍ଷା ବିଭାଗର ପ୍ରସ୍ତାବ ଉପରେ...

ରାଜ୍ୟ ସଭାରେ ବିପକ୍ଷ ଦଳଙ୍କ ୧୯ ଏମ୍‌ପି ନିଲମ୍ବିତ…

ନୂଆଦିଲ୍ଲୀ, ୨୬।୭ : ସଂସଦର ମୌସୁମୀ ଅଧିବେଶନରେ ମଙ୍ଗଳବାର ପୁଣି ୧୯ ଜଣ ରାଜ୍ୟ ସଭା ଏମ୍‌ପିଙ୍କୁ ଓ୍ବେଲରେ ପ୍ରବେଶ କରିବା ଏବଂ ସ୍ଲୋଗାନ ଦେବା କାରଣରୁ ନିଲମ୍ବିତ କରାଯାଇଛି। ୧୯ ଜଣ ରାଜ୍ୟ ସଭା ଏମ୍‌ପିଙ୍କୁ ସପ୍ତାହର ଅବଶିଷ୍ଟ...

ଦେଶରେ ଚାଲିଛି ମୋଦି-ପୋଲିସଙ୍କ ରାଜୁତି…

ନୂଆଦିଲ୍ଲୀ, ୨୬।୭ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ସରକାରଙ୍କ ବିଭିନ୍ନ ନିୀତିର ବିରୋଧ କରି ଏକ ପ୍ରତିବାଦ ଆନ୍ଦୋଳନର ନେତୃତ୍ୱ ନେଇ ରାସ୍ତାରେ ଧାରଣା ଦେଇ ଥିଲେ। ସେ ମୂଲ୍ୟ ବୃଦ୍ଧି, ଜିଏସଟି ଏବଂ କେନ୍ଦ୍ରୀୟ ଏଜେନ୍ସିର...

ଆଶିଷଙ୍କ ଜାମିନ୍‌ ଆବେଦନ ଖାରଜ କଲେ ହାଇକୋର୍ଟ…

ଆହ୍ଲାବାଦ,୨୬।୭ : ଲଖିମପୁର ଖେରୀ ମାମଲାରେ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କ ଜାମିନ ଆବେଦନକୁ ଆହ୍ଲାବାଦ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଚଳିତ ବର୍ଷ ଫେବୃଆରୀରେ ହାଇକୋର୍ଟ ଆଶିଷଙ୍କୁ ଜାମିନ ପ୍ରଦାନ କରିଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ସୁପ୍ରିମକୋର୍ଟ ଏହି ଜାମିନକୁ ଖାରଜ...

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌, ୩ ରାଜ୍ୟରେ ସଙ୍କଟ…

ନୂଆଦିଲ୍ଲୀ, ୨୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ଚାଟାର୍ଜୀଙ୍କୁ ବହିଷ୍କାର ନେଇ ଚିଠି ଲେଖିଲେ କଂଗ୍ରେସ ନେତା

କୋଲକାତା,୨୬।୭: ଗିରଫ ହୋଇଥିବା ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଅଡୁଆ ଧୀରେ ଧୀରେ ବଢିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ଏମ୍‌ପି ଅଧୀର ରଞ୍ଜନ ଚୌଧୁରୀ ଚାଟାର୍ଜୀଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କରିବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି...

‘ପ୍ରତିିଶ୍ରୁତି ଦେଉଛି ଭାଜପା, ଟିଏମ୍‌ସି- ବିଜେଡି ଏମ୍‌ପିଙ୍କୁ ଫୋନ୍‌ କରିବି ନାହିଁ’

ନୂଆଦିଲ୍ଲୀ,୨୬।୭: ଉପରାଷ୍ଟ୍ରପତି ପଦ ପାଇଁ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲ୍‌ଭା ମଙ୍ଗଳବାର ଏକ ଟୁଇଟ କରିଛନ୍ତି। ଉକ୍ତ ଟୁଇଟରେ ସେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ମୋବାଇଲ ଫୋନରୁ କଲ୍‌ ଯାଉନାହିଁ କିମ୍ବା ଆସୁନାହିଁ। ଏଥିସହ ଏମ୍‌ଟିଏନ୍‌ଏଲ୍‌ ଉପରେ କ୍ଷୋଭ...

‘ସାରା ଜୀବନ ଶିବସେନା’ରେ ରହିବି କହୁଥିବା ନେତା ଦେଲେ ଉଦ୍ଧବଙ୍କୁ ଝଟ୍‌କା

ମୁମ୍ବାଇ,୨୬।୭: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ସମସ୍ୟା କମିବାର ନାଁ ନେଉନାହିଁ। ମହାରାଷ୍ଟ୍ରରେ କ୍ଷମତା ହରାଇବା ପରଠାରୁ ଉଦ୍ଧବ ଠାକରେ ଦଳକୁ ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି, କିନ୍ତୁ ସେ ମଧ୍ୟ ଏଥିରେ ବିଫଳ ହୋଇଥିବା...

ଦ୍ୱିତୀୟଥର ପାଇଁ ଇଡିରେ ହାଜର ହେଲେ ସୋନିଆ

ନୂଆଦିଲ୍ଲୀ,୨୬।୭: ନ୍ୟାଶନାଲ୍‌ ହେରାଲଡ୍‌ ମାମଲାରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ମଙ୍ଗଳବାର ଦ୍ୱିତୀୟ ଥର ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହୋଇଛନ୍ତି। ତାଙ୍କ ସହ ଝିଅ ପ୍ରିୟଙ୍କା ଏବଂ ପୁଅ ରାହୁଲ ଗାନ୍ଧୀ ମଧ୍ୟ ଯାଇଛନ୍ତି। ଏପଟେ ଏହାକୁ ବିରୋଧ...

ପୁଣି କରୋନା ଆକ୍ରାନ୍ତ ହେଲେ ବିହାର ମୁଖ୍ୟମନ୍ତ୍ରୀ

ପାଟନା,୨୬।୭: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁଣି ଥରେ କରୋନା ପଜିଟିଭ ହୋଇଛନ୍ତି। ଗତ ଦୁଇ ଦିନ ଧରି ନୀତୀଶ କୁମାର ଜ୍ୱରରେ ପୀଡିତ ଥିଲେ। କରୋନା ପରୀକ୍ଷା ଟେଷ୍ଟ କରିବା ପରେ ସେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ...

ଚିନ୍ତା ବଢାଉଛି ‘ମଙ୍କିପକ୍ସ’: ବିମାନବନ୍ଦରରେ ହେବ ସ୍ବାସ୍ଥ୍ୟ ଯାଞ୍ଚ

ନୂଆଦିଲ୍ଲୀ, ୨୬।୭: ଦେଶରେ ଏବେ ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’। ତେବେ ଯେଉଁମାନେ ବିଦେଶରୁ ଫେରୁଛନ୍ତି ସେମାନଙ୍କର ସ୍ବାସ୍ଥ୍ୟ ଯାଞ୍ଚ ହେବା ସହ ଲକ୍ଷଣ ଦେଖାଗଲେ ବିମାନବନ୍ଦରରୁ ସିଧାସଳଖ ଲୋକ ନାୟକ ଜୟ ପ୍ରକାଶ(ଏଲ୍‌ଏନ୍‌ଜେପି) ହସ୍ପିଟାଲକୁ ପଠାଇଦିଆଯିବ ବୋଲି ଏକ ସୂତ୍ରରୁ...

ଭାଜପା,ତୃଣମୂଳ କଂଗ୍ରେସ ଏମ୍‌ପିଙ୍କୁ ଫୋନ କରିବି ନାହିଁ: ମାର୍ଗାରେଟ ଆଲ୍‌ଭା

ନୂଆଦିଲ୍ଲୀ,୨୬।୭: ଅଗଷ୍ଟ ୬ରେ ହେବାକୁ ଥିବା ଦେଶର ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଉପରାଷ୍ଟ୍ରପତି ପଦ ପାଇଁ ବିରୋଧୀ ପ୍ରାର୍ଥୀ ମାର୍ଗେଟ ଆଲ୍‌ଭା ଭାଜପା, ବିଜେଡି ଏବଂ ତୃଣମୂଳ କଂଗ୍ରେସ ଏମ୍‌ପିଙ୍କୁ ଫୋନ କରିବେ ନାହିଁ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri